ସିଆଇଆଇ ଶାଖା ଗଠନ ପ୍ରକ୍ରିୟା ଆରମ୍ଭ: ଯୋଗଦେଲେ ୧୮ ଶିଳ୍ପସଂସ୍ଥାର ଅଧିକାରୀ
ଢେଙ୍କାନାଳ ଅଫିସ, ୧୧।୮ – ଢେଙ୍କାନାଳ-ଅନୁଗୋଳ-ତାଳଚେର ଶିଳ୍ପାଞ୍ଚଳର ବିକାଶ ପାଇଁ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଆଞ୍ଚଳିକ ଶାଖା ଗଠନ ଲାଗି ଟାଟାଷ୍ଟିଲ ବିଏସ୍ଏଲ୍ ନେତୃତ୍ୱରେ ପ୍ରୟାସ ଆରମ୍ଭ ହୋଇଛି। ଏଥିପାଇଁ ସହମତି ଜଣାଇଛନ୍ତି ରାଷ୍ଟ୍ରାୟାତ୍ତ ଉଦ୍ୟୋଗ ନାଲ୍କୋ, ଏନ୍ଟିପିସି ସମେତ…
ନାଲିଫିତା ତଳେ ବିରଜାକ୍ଷେତ୍ରକୁ ରେଳ ପ୍ରକଳ୍ପ: ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଭେଟିଲା ବିରଜା କ୍ଷେତ୍ର ବିକାଶ ପରିଷଦ
ଯାଜପୁର ଅଫିସ,୧୧।୮- ଯାଜପୁର କେନ୍ଦୁଝରରୋଡ଼- ଧାମରା ରେଳ ପ୍ରକଳ୍ପ ସର୍ଭେ ରିପୋର୍ଟ ଦୁଇବର୍ଷ ହେବ କେନ୍ଦ୍ର ସରକାରଙ୍କ ନାଲି ଫିତାତଳେ ଚପି ରହିଛି। ଏନେଇ ଜନସାଧାରଣଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ଦେଖାଦେଇଛି। ଏସଂକ୍ରାନ୍ତରେ ବିରଜା କ୍ଷେତ୍ର ବିକାଶ ପରିଷଦ ପକ୍ଷରୁ ଶୁକ୍ରବାର…
ତେଣ୍ଟା ନାଳରେ ମାଛମରାକୁ ନେଇ ତେଜୁଛି ବିବାଦ: ବେଆଇନ ଆଡ଼ିବନ୍ଧ ଯୋଗୁ ଚାଷଜମିକୁ ଯାଇପାରୁନି ପାଣି, ବଢ଼ୁଛି ଚାଷୀ ଅସନ୍ତୋଷ
ବିିଞ୍ଝାରପୁର,୧୧।୮(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବରପଦା ତେଣ୍ଟା ନାଳରେ ମାଛ ଧରିବାକୁ ସ୍ଲୁଇସ୍ ଗେଟ୍ ବନ୍ଦ କରିବା ସହିତ ଆଡିବନ୍ଧ କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚଳିତ ବର୍ଷ ବର୍ଷା ଅଭାବରୁ ବିଞ୍ଝାରପୁର ବ୍ଲକର…
ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ହଲ୍ରେ ୧୫୦ ପିଲା
ଆଠମଲ୍ଲିକ,୧୧ା୮(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମାସ୍ଥିତ ବହୁ ପୁରାତନ ମହେନ୍ଦ୍ର ହାଇସ୍କୁଲ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏଠାରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଉପଯୁକ୍ତ ଶିକ୍ଷା ପ୍ରଦାନରେ ସମସ୍ୟା ହେଉଥିଲେ ହେଁ ବିଭାଗୀୟ ଉଦସୀନତା ଯୋଗୁ ଏହାର ସମାଧାନ…
ଅବ୍ୟବସ୍ଥା ଘେରରେ ବ୍ରିଟିଶ୍ ଅମଳର ହାଟ: ହେଉଛି ଶୁଳ୍କ ଆଦାୟ, ହେଉନି ବିକାଶ
ଛେଣ୍ଡିପଦା,୧୧।୮ – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା ବ୍ରିଟିଶ ଅମଳର ବାଗଡ଼ିଆ ହାଟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ନିୟନ୍ତ୍ରିତ ବଜାର କମିଟି ଅଧୀନରେ ଏହା ଥିଲେ ବି କ୍ରମାଗତ ଅବହେଳା କାରଣରୁ ଏହା ଧୀରେ ଧୀରେ ସ୍ଥାଣୁ ପାଲଟିବାରେ…
ବାଇକ୍ ଧକ୍କାରେ କାଉଡିଆ ଗୁରୁତର: ଘଟଣାକୁ କେନ୍ଦ୍ରକରି ବଚସା, ରାସ୍ତାରୋକୋ
ଓଡ଼ଗାଁ,୧୧ା୮(ସ୍ବ.ପ୍ର.): ଶନିବାର ଓଡଗାଁ ଥାନା ଅଞ୍ଚଳରେ ବାଇକ୍ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଏହାକୁ କେନ୍ଦ୍ରକରି ବଚସା ଓ ରାସ୍ତାରୋକୋ ହୋଇଥିଲା। ଅପରାହ୍ନରେ ଓଡ଼ଗାଁ ଦେଇ ଶରଣକୁଳ ଲଡୁବାବାଙ୍କୁ ଜଳଲାଗି ପାଇଁ ଯାଉଥିବା ଜଣେ କାଉଡିଆ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି।…
ନିୟମିତ ବସୁନି ପଞ୍ଚାୟତ ସମିତି ଅଧିବେଶନ: ୨ ମାସ ବଦଳରେ ବର୍ଷ ବର୍ଷ ବିତିଯାଉଛି
ନୟାଗଡ଼ ଅଫିସ,୧୧ା୮: ନୟାଗଡ଼ ଜିଲାରେ ଥିବା ୮ ପଞ୍ଚାୟତ ସମିତିରେ ଠିକ୍ ସମୟରେ ଅଧିବେଶନ ବସୁନାହିଁ। କେଉଁଠି ୬ ମାସ ତ ଆଉ କେଉଁଠି ବର୍ଷ ବର୍ଷ ବିତିଯାଉଛି। ରଣପୁର ପଞ୍ଚାୟତ ସମିତି ବୈଠକ ପାଖାପାଖି ବର୍ଷେ ହେଲା ବସିନାହିଁ। ଏହାକୁ…
ବଳାତ୍କାର ଶିକାର ନାବାଳିକାଙ୍କୁ ବାପାଙ୍କ ଜିମା: ପ୍ରଶ୍ନ ଉଠାଇଲା ଶିଶୁ ମଙ୍ଗଳ ସମିତି
ଅନୁଗୋଳ ଅଫିସ, ୧୧।୮ – ଅନୁଗୋଳ ବସ୍ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ଅନୁଗୋଳ ପୋଲିସ ଶନିବାର ମେଡିକାଲ ପରିସରରେ ତାଙ୍କ ବାପାଙ୍କ ଜିମା ଦେଇଛି। ହେଲେ ପୋଲିସର ଏପରି କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠାଇଛି ଜିଲା…
ଉଦ୍ଘାଟନକୁ ୧୫ ବର୍ଷ ବିତିଲା: କାର୍ଯ୍ୟକ୍ଷମ ହୋଇପାରିନି ଉପଖଣ୍ଡ ଷ୍ଟାଡିୟମ
ତାଳଚେର,୧୧ା୮(ନି.ପ୍ର.) – କ୍ରୀଡା ଓ କ୍ରୀଡାବିତ୍ଙ୍କ ଉନ୍ନତି ନିମନ୍ତେ ରାଜ୍ୟ ସରକାର ବହୁ ମିନି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ହେଲେ ତାଳଚେର ରାଜବାଟୀ ନିକଟରେ ୨୦୦୪ରୁ ନିର୍ମାଣ ହୋଇଥିବା ସବ୍ଡିଭିଜନାଲ ଷ୍ଟାଡିୟମକୁ କାର୍ଯ୍ୟକ୍ଷମ କରିବାକୁ ସରକାର ଯେପରି ଭୁଲି ଯାଇଛନ୍ତି। କାରଣ…
ତାଳକଣି ଗାଁରେ ବାଘ ଆତଙ୍କ
ରଣପୁର,୧୧।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବନବିଭାଗ ଅନ୍ତର୍ଗତ ତାଳକଣି ଗାଁରେ ଶନିବାର ବାଘ ଆତଙ୍କ ସୃଷ୍ଟି ହୋଇଛି। ଗ୍ରାମ ନିକଟସ୍ଥ ଛାଟକୁମ୍ଭ ପାହାଡ ପାଖ ମଇଁଷି ଖୋଲ ଜଙ୍ଗଲରେ ଶନିବାର ଅପରାହ୍ନ ପ୍ରାୟ ୪ଟାରେ ଏକ ବାଘ ବୁଲୁଥିବା ଦେଖିବାକୁ ମିଳିଥିଲା ।…
ଲୋକେ ପିଉଛନ୍ତି ଗୋଳିଆ ପାଣି
ଗଣିଆ, ୧୧।୮(ଡି.ଏନ.ଏ.)-ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାରଙ୍କ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ପ୍ରକଳ୍ପ ନିର୍ମାଣ,ମରାମତି ଓ ରକ୍ଷଣାବେକ୍ଷଣ ପାଇଁ ରାଜକୋଷରୁ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ…
ପାରାଦୀପ ବନ୍ଦର ଚିକିତ୍ସାଳୟରେ ଆନ୍ଦୋଳନ ପରେ ମିଳିଲା ନିଶୁଳ୍କ ଚିକିତ୍ସା: ତଥାପି କିଣିବାକୁ ପଡୁଛି ଔଷଧ
ପାରାଦୀପ,୧୧ା୮(ସ୍ବ.ପ୍ର.): ପାରାଦୀପ ବନ୍ଦର ଚିକିତ୍ସାଳୟରେ ଆଉ ଟିକେଟ କାଟିବା ପାଇଁ ରୋଗୀଙ୍କୁ ଟଙ୍କା ଦେବାକୁ ପଡିବ ନାହିଁ। ଅର୍ଥାତ ସାଧାରଣ ଲୋକ ମଧ୍ୟ ଉକ୍ତ ଚିକିତ୍ସାଳୟରେ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ଭଳି ନିଃଶୁଳ୍କ ସେବା ପାଇପାରିବେ। ଏପରି ହେବା ପଛରେ ଭୁତମୁଣ୍ଡାଇଠାରେ ପ୍ରସ୍ତାବିତ…

