ଆମ ଜିଲା ଖବର

ଆର୍ତ୍ତନାଦ ଦିବସରେ ଶୋଭାଯାତ୍ରା, ଦଳିତ ଖ୍ରୀଷ୍ଟିଆନ୍‌ଙ୍କୁ ମିଳୁ ଅନୁସୂଚିତ ଜାତି ମାନ୍ୟତା

ବ୍ରହ୍ମପୁର ଅଫିସ୍‌,୧୧ା୮- ହିନ୍ଦୁଙ୍କ ଭଳି ଖ୍ରୀଷ୍ଟିଆନ୍‌ ଧର୍ମରେ ଥିବା ଦଳିତମାନଙ୍କୁ ଅନୁସୂଚିତ ଜାତିର ମାନ୍ୟତା ଦାବି ନେଇ ଶନିବାର ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜାତୀୟ ଦଳିତ ଖ୍ରୀଷ୍ଟିଆନ୍‌ ପରିଷଦର ଓଡ଼ିଶା ଶାଖା ପକ୍ଷରୁ ଆର୍ତ୍ତନାଦ ଦିବସ ପାଳନ ଅବସରରେ…

ପ୍ରାଥମିକ ବିଦ୍ୟାଳୟକୁ ଆଉ ଆସୁନି ପାଠ୍ୟୋପକରଣ : ସରକାରଙ୍କ ଅଜବ ନୀତିରେ ନିରାଶ ଛାତ୍ରୀଛାତ୍ର

ଜଗତ୍‌ସିଂହପୁର ଅଫିସ,୧୧ା୮: ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରତି ପିଲାମାନଙ୍କୁ ଆକର୍ଷିତ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ମାଗଣା ବହି, ପୋଷାକ ସାଙ୍ଗକୁ ମଧ୍ୟାହ୍ନ ଭୋଜନ ଦେଉଛନ୍ତି। ବିଦ୍ୟାଳୟରେ ନାମଲେଖା ଫି ମଧ୍ୟ ଛାଡ କରାଯାଇଛି। କିନ୍ତୁ ମଝିରେ…

ମିିନିବସ୍‌ ଓଲଟି ୧୩ ଆହତ

ଶଙ୍କରାଖୋଲ,୧୧ା୮(ଡି.ଏନ.ଏ.)-ଟିକାବାଲି ନିକଟ କୋଚିଲା ଗଡନାଳ ଡାଇଭର୍ସନ ରୋଡରେ ଶନିବାର ଏକ ମିନିବସ୍‌ ଓଲଟି ପଡିବାରୁ ୧୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜିଉଦୟଗିରିର ଫିରଜା ପ୍ରଧାନ, ଅଞ୍ଜୁଳା ପ୍ରଧାନ, ଅମିତ କୁମାର ପ୍ରଧାନ, ସାରଙ୍ଗଗଡ ଥାନା ରତିଫ ଗ୍ରାମର ସାବିତ୍ରୀ…

ଚାପ ପକାଇ ଦାବି ହାସଲ କରିବାକୁ ନିଷ୍ପତ୍ତି

ଭଞ୍ଜନଗର,୧୧।୮(ଡି.ଏନ.ଏ.)- ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଭଞ୍ଜନଗର ବାର୍‌ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଶନିବାର ଏକ ବୈଠକ ହୋଇଯାଇଛି। ବୈଠକରେ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲାର ବିଭିନ୍ନ ବାର ଆସୋସିଏଶନ କର୍ମକର୍ତ୍ତା ଯୋଗଦେଇ ଆଲୋଚନାରେ…

କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ

ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ ୬ରୁ ପ୍ରବଳ ବର୍ଷା ପରେ କେରଳରେ ବନ୍ୟା ହୋଇଛି। ଉକ୍ତ ଅଞ୍ଚଳରେ ଶେରଗଡ ଓ…

ସେନାରେ ଭର୍ତ୍ତି କରିବାକୁ ତାଲିମ ପ୍ରଦାନ : ୨୧୬ ବାଟାଲିୟନର ଅଭିନବ ପ୍ରୟାସ

ନୂଆପଡା ଅଫିସ,୧୧ା୮ ନୂଆପଡା ଭଳି ଉପାନ୍ତ ଜିଲାରେ ମାଓବାଦୀମାନେ ବିଭିନ୍ନ ସମୟରେ ଉପଦ୍ରବ ଚଳାଇଥିବାବେଳେ ଯୁବ ଗୋଷ୍ଠୀଙ୍କୁ ମୁଖ୍ୟ ସୋ୍ରତରେ ସାମିଲ କରିବାକୁ ଏଠାରେ ଅବସ୍ଥାପିତ ସିଆରପିଏଫ ୨୧୬ ବାଟାଲିୟନ ମୁଖ୍ୟ ଅଭିନବ ପ୍ରୟାସ ଚଳାଇଛନ୍ତି । ଜିଲାରୁ ସେନା ବାହିନୀରେ…

ଚେକଡ୍ୟାମ ଭୁଶୁଡିଲା:୩୦୦ ହେକ୍ଟର ଜମିକୁ ପ୍ରଭାବିତ

ସିନାପାଲି,୧୧।୮(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲି ବ୍ଲକସ୍ଥିତ ଖଇରପଦର ତଲଝରିଆ ନାଳ ଚେକ୍‌ଡ୍ୟାମ ଭୁଶୁଡି ପଡ଼ିଛି। ଏଥିଯୋଗୁ ୫୦ରୁ ଉର୍ଦ୍ଧ୍ୱ ଚାଷୀଙ୍କ ପ୍ରାୟ ୩୦୦ ହେକ୍ଟର ଜମି ଜଳସେଚନ ପ୍ରଭାବିତ ହେବ। ଫଳରେ ଅଞ୍ଚଳର ଚାଷୀ ଚିନ୍ତିତ ହୋଇପଡିଛନ୍ତି। ଏହି ଚେକ ଡ୍ୟାମ…

ତଳି ରୋଇଲେ ଯୁବକ ସଂଘ କର୍ମକର୍ତ୍ତା

ନୂଆପଡ଼ା ଅଫିସ,୧୧ା୮ ସାଧାରଣତଃ ସରକାରୀ ଅନୁଦାନ କିମ୍ବା ପ୍ରୋତ୍ସାହନକୁ ଅପେକ୍ଷା କରିବା ଲୋକଙ୍କ ଅଭ୍ୟାସରେ ପରିଣତ ହୋଇଛି । ହେଲେ ନିଜସ୍ବ ଉଦ୍ୟମ ଏବଂ ଶ୍ରମଦାନ କରି ପାଣ୍ଠି ସଂଗ୍ରହ କରିବା ଓ ସେହି ଅର୍ଥରେ ଗରିବ ନିଃସହାୟଙ୍କୁ ସହାୟତା ପ୍ରଦାନ…

ଶକ୍ତିମନ୍ତ୍ରୀଙ୍କୁ ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘର ଦାବିପତ୍ର

ଭବାନୀପାଟଣା,୧୧।୮(ଡି.ଏନ.ଏ.) ଭବାନୀପାଟଣା ସହରସ୍ଥିତ ସର୍କିଟ ହାଉସଠାରେ ଓଡିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ଏକ ପ୍ରତିନିଧି ଦଳ ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଭେଟି ୪ ଦଫା ଦାବିପତ୍ର ପ୍ରଦାନ କରିଥିଲେ। ଏଥିରେ ସପ୍ତମ ବେତନ କମିସନ…

ଚମ୍ପୁଆରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ସ୍ଥାନ ଚିହ୍ନଟ

ଚମ୍ପୁଆ,୧୧।୮(ଡି.ଏନ.ଏ.)- ଚମ୍ପୁଆ ସଦର ମହକୁମାର ରାମଲାଠାରେ ନିର୍ମାଣ ହେବାକୁଥିବା କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଚମ୍ପୁଆବାସୀଙ୍କ ମନରୁ ଲିଭିବାକୁ ବସିଥିବା ବେଳେ ଶନିବାର ଜାଗା ଚିହ୍ନଟ ପ୍ରକ୍ରିୟା ଶେଷ କରାଯାଇଛି। ଫଳରେ ପୁଣି କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଉଜ୍ଜୀବିତ ହୋଇଛି। ପ୍ରଶାସନ ଓ…

ଡ୍ରେସ କୋଡ ପରିବର୍ତ୍ତନ ନେଇ ଅସନ୍ତୋଷ : ଜିଲାପାଳଙ୍କୁ ଭେଟିଲେ ଛାତ୍ର ପ୍ରତିନିଧି ଦଳ

ଭବାନୀପାଟଣା,୧୧।୮(ଡି.ଏନ.ଏ.) ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ଶନିବାର ଛାତ୍ର ପ୍ରତିନିଧି ଦଳ କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦଙ୍କୁ ସାକ୍ଷାତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଉଚ୍ଚ ଶିକ୍ଷା ସଚିବଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ…

ଟ୍ରେଲର ଯିବା ପାଇଁ ଘଣ୍ଟା ଘଣ୍ଟା ବିଦ୍ୟୁତକାଟ: ଉପଭୋକ୍ତା ହଇରାଣ

ଝୁମ୍ପୁରା, ୧୧।୮ (ଡି.ଏନ.ଏ.)-ବର୍ଷା ନାହିଁ ପବନ ନାହିଁ। ଗତ ଶୁକ୍ରବାର ରାତି ୧୦ଟା ବେଳେ, ହଠାତ୍‌ ଝୁମ୍ପୁରା ଅଞ୍ଚଳର ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରି ଦିଆଗଲା। ପାଗ ଶୁଖିଲା ଥିବାରୁ ବ୍ୟବସାୟ ପ୍ରତିଷ୍ଠାନର କାର୍ଯ୍ୟାଳୟ, ଡାକ୍ତରଖାନା ସହିତ ସାଧାରଣ ବିଦ୍ୟୁତ ଉପଭୋକ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?