ଆମ ଜିଲା ଖବର

ଚମ୍ପୁଆରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ସ୍ଥାନ ଚିହ୍ନଟ

ଚମ୍ପୁଆ,୧୧।୮(ଡି.ଏନ.ଏ.)- ଚମ୍ପୁଆ ସଦର ମହକୁମାର ରାମଲାଠାରେ ନିର୍ମାଣ ହେବାକୁଥିବା କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଚମ୍ପୁଆବାସୀଙ୍କ ମନରୁ ଲିଭିବାକୁ ବସିଥିବା ବେଳେ ଶନିବାର ଜାଗା ଚିହ୍ନଟ ପ୍ରକ୍ରିୟା ଶେଷ କରାଯାଇଛି। ଫଳରେ ପୁଣି କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଉଜ୍ଜୀବିତ ହୋଇଛି। ପ୍ରଶାସନ ଓ…

ଡ୍ରେସ କୋଡ ପରିବର୍ତ୍ତନ ନେଇ ଅସନ୍ତୋଷ : ଜିଲାପାଳଙ୍କୁ ଭେଟିଲେ ଛାତ୍ର ପ୍ରତିନିଧି ଦଳ

ଭବାନୀପାଟଣା,୧୧।୮(ଡି.ଏନ.ଏ.) ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ଶନିବାର ଛାତ୍ର ପ୍ରତିନିଧି ଦଳ କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦଙ୍କୁ ସାକ୍ଷାତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଉଚ୍ଚ ଶିକ୍ଷା ସଚିବଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ…

ଟ୍ରେଲର ଯିବା ପାଇଁ ଘଣ୍ଟା ଘଣ୍ଟା ବିଦ୍ୟୁତକାଟ: ଉପଭୋକ୍ତା ହଇରାଣ

ଝୁମ୍ପୁରା, ୧୧।୮ (ଡି.ଏନ.ଏ.)-ବର୍ଷା ନାହିଁ ପବନ ନାହିଁ। ଗତ ଶୁକ୍ରବାର ରାତି ୧୦ଟା ବେଳେ, ହଠାତ୍‌ ଝୁମ୍ପୁରା ଅଞ୍ଚଳର ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରି ଦିଆଗଲା। ପାଗ ଶୁଖିଲା ଥିବାରୁ ବ୍ୟବସାୟ ପ୍ରତିଷ୍ଠାନର କାର୍ଯ୍ୟାଳୟ, ଡାକ୍ତରଖାନା ସହିତ ସାଧାରଣ ବିଦ୍ୟୁତ ଉପଭୋକ୍ତା…

ଭାଜପା ଛାଡି ବିଜେଡିରେ ଯୋଗଦେଲେ ତଳମଲା ସମିତିସଭ୍ୟା:ଜୁନାଗଡ ବ୍ଲକ ରାଜନିତୀ ସରଗରମ

ଜୁନାଗଡ,୧୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ସମିତିସଭ୍ୟା ଗୀତାଞ୍ଜଳୀ ହଂସ ଶନିବାର ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର ଛକସ୍ଥିତ ବିଜେଡି କାର୍ଯ୍ୟାଳୟରେ ସେ ବିଦ୍ଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି। ତାଙ୍କ ଦଳୀୟ…

କେନ୍ଦୁଝର ଟାଉନରେ ସେକ୍ସ ର଼୍ୟାକେଟ ପର୍ଦ୍ଦାଫାସ୍‌: ୧୧ ଯୁବତୀ ଯୁବକଙ୍କୁ କୋର୍ଟ ଚାଲାଣ

କେନ୍ଦୁଝର, ୧୧ା୮(ସ୍ବ.ପ୍ର./ଡି.ଏନ.ଏ.)-ଶୁକ୍ରବାର ସନ୍ଧ୍ୟାରେ କେନ୍ଦୁଝର ଟାଉନ ଥାନା ପୋଲିସ ଚଢାଉ କରି ସେକ୍ସ ର଼୍ୟାକେଟ୍‌ରେ ସମ୍ପୃକ୍ତ ୫ ଯୁବତୀ ଓ ୬ ଯୁବକଙ୍କୁ ଗରିଫ କରିଥିଲା। ସେମାନଙ୍କୁ ଶନିବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ୬ ଯୁବକଙ୍କୁ…

ରାସ୍ତାରେ ଜଗି ବସିଛି ବିପଦ

ଆରଡ଼ି, ୧୧।୮ (ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦାସ୍ଥିତ ୨୦ ନମ୍ବର ଜାତୀୟ ରାଜପଥରେ ବିପଦ ଜଗି ବସିଛି। ଏହି ରାସ୍ତାରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଏ.ବି. ସୁଇଚ୍‌ ଲଗାଯାଇଛି। ଶୈବପୀଠ ବ୍ୟତୀତ ଆରଡ଼ି, ନାନ୍ଦପୁର ପଞ୍ଚାୟତର ପ୍ରାୟ…

ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଭଦ୍ରକ ଅଫିସ, ୧୧।୮ – ଭଦ୍ରକ ପୁରୁଣାବଜାର ଥାନା ପୋଲିସ ପକ୍ଷରୁ ଶନିବାର ଅପରାହ୍ନରେ ବିଭିନ୍ନ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆସନ୍ତା ସୋମବାର ପବିତ୍ର ଇଦ୍‌-ଉଲ୍‌-ଜୁହା ପର୍ବ ଶାନ୍ତିଶୃଙ୍ଖଳା ଭାବେ ପାଳନ କରାଯିବା ପାଇଁ ଏହି ଫ୍ଲାଗମାର୍ଚ୍ଚ କରାଯାଇଥିବା ସୂଚନା ମିଳିଛି।…

ଭିତ୍ତିଭୂମି ନାହିଁ, ନଁ। କୁ ଆଦର୍ଶ ବିଦ୍ୟାଳୟ

ବହଳଦା,୧୧ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାର ସୀମାନ୍ତବର୍ତ୍ତୀ ଆଦିବାସୀ ଅଧ୍ୟୁଷିତ ତିରିଂ ବ୍ଲକ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ହୋଇ ରହିଛି। ଏହି ଅଞ୍ଚଳରେ ଶିକ୍ଷାର ପ୍ରସାର ଲାଗି ୪ ବର୍ଷ ତଳେ ବଡଡାଳିମା (ମାକଡିଘାଟି)ଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲେ ମଧ୍ୟ ଆରମ୍ଭରୁ ଏହା…

ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର: ନଗ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ

ବାରିପଦା ଅଫିସ/ରାଇରଙ୍ଗପୁର,୧୧।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲାରେ ପୁଣି ଲଜ୍ଜା। ଗୋରୁମହିଷାଣୀ ଥାନା ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର କରି ତାଙ୍କ ନଗ୍ନ ଫଟୋକୁ ଅଭିଯୁକ୍ତ ଯୁବକ ଭାଇରାଲ କରିଛନ୍ତି। ବଳାତ୍କାରର ପ୍ରାୟ ୪ମାସ ପରେ ଘଟଣା ପଦାକୁ…

ଭୋଗରାଇରେ ପୁଣି ଲଜ୍ଜା: ଅଶ୍ଳୀଳ ଭିଡିଓ ଶୁଟିଂ କରି ବ୍ଲାକମେଲିଂ

ଭୋଗରାଇ, ୧୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଉପାନ୍ତ ତାଳସାରୀ ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଅନ୍ତରଙ୍ଗ ସମ୍ପର୍କ ରଖିବାକୁ ବାଧ୍ୟ କରି ଏହାର ଭିଡିଓ ଶୁଟିଂ କରି ସେମାନଙ୍କୁ ବ୍ଲାକମେଲିଂ କରିବା ଭଳି ଲଜ୍ଜାଜନକ ଘଟଣା ପଦାକୁ ଆସିଛି।…

ପର୍ଯ୍ୟଟନ କ୍ଷେତ୍ର କୁପାରୀକୁ ପ୍ରଦୂଷଣମୁକ୍ତ ଲାଗି ପ୍ରୟାସ :  ଅଣ୍ଟା ଭିଡିଲେ ବିଭିନ୍ନ ସଙ୍ଗଠନ

ଖଇରା, ୧୧।୮(ଡି.ଏନ.ଏ.)-୧୯୯୯ ମସିହାରୁ କୁପାରୀକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ମାନ୍ୟତା ମିଳିଛି ସତ, ହେଲେ ସେଭଳି କିଛି ଆଖିଦୃଶିଆ ପ୍ରଗତି ହୋଇପାରିନାହିଁ ା ଏଭଳିକି ସାଂସ୍କୃତିକ ପ୍ରାଣକେନ୍ଦ୍ର ଭାବେ ପରିଚିତ ଏହି ପୀଠକୁ ପ୍ରଦ୍ୟୁଷଣ ମୁକ୍ତ କରିବା ପାଇଁ ସରକାରୀ ବା…

ପତ୍ନୀଙ୍କୁ ପୋଡି ମାରିବା ପରେ ବିଷ ପିଇଲେ ସ୍ବାମୀ : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ବାହାନଗା, ୧୧ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ନିଳାମ୍ବର ମଳିକ(୪୮) ତାଙ୍କ ସ୍ତ୍ରୀଙ୍କୁ ଧାନ ବିଲରେ ମାଡ ମାରି ନିଆଁରେ ପୋଡି ଦେବାପରେ ନିଜେ ବିଷ ବିଇ ଆମତ୍ହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?