ଆମ ଜିଲା ଖବର

ପତ୍ନୀଙ୍କୁ ପୋଡି ମାରିବା ପରେ ବିଷ ପିଇଲେ ସ୍ବାମୀ : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ବାହାନଗା, ୧୧ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ନିଳାମ୍ବର ମଳିକ(୪୮) ତାଙ୍କ ସ୍ତ୍ରୀଙ୍କୁ ଧାନ ବିଲରେ ମାଡ ମାରି ନିଆଁରେ ପୋଡି ଦେବାପରେ ନିଜେ ବିଷ ବିଇ ଆମତ୍ହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ…

ମହିଳା ଅଧିକାର ସାମ୍ମୁଖ୍ୟର ପଞ୍ଚାୟତସ୍ତରୀୟ ବୈଠକ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ଦାପ୍ତା ସଂସ୍ଥା ପକ୍ଷରୁ ଦ ହଙ୍ଗର ପ୍ରୋଜେକ୍ଟ ନୂଆଦିଲ୍ଲୀ ସହାୟତାରେ ତଥା ଫାର ସଂସ୍ଥା ସହାୟତାରେ ମହିଳା ଅଧିକାର ସାମ୍ମୁଖ୍ୟର ଗ୍ରାମପଞ୍ଚାୟତସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି।…

ନର୍ଲା ପୋଲିସ ପକ୍ଷରୁ ପରୀ ୩ କାର୍ଯ୍ୟକ୍ରମ

ସେରଗଡ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ପୋଲିସ ପକ୍ଷରୁ ପୋଲିସ ଷ୍ଟେଶନ ପରିସରରେ ଶନିବାର ପରୀ-୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ନର୍ଲା ପଞ୍ଚାୟତ ହାଇସ୍କୁଲ ଏବଂ କଲେଜର ସମସ୍ତ ଛାତ୍ରୀଛାତ୍ର ପ୍ଲାକାର୍ଡ ଓ ସଚେତନତା ସ୍ଲୋଗାନ ଦେଇ ନର୍ଲା କଲେଜଛକଠାରୁ…

ମଦ ପିଇବାକୁ ଟଙ୍କା ନ ଦେବାରୁ ଆକ୍ରମଣ : ମା,ଝିଅ ଗୁରୁତର

ରାୟଗଡ଼ା ଅଫିସ,୧୦ା୮: ମଦ ପିଇବାକୁ ଟଙ୍କା ନ ଦେବାରୁ ଶନିବାର ରାୟଗଡ଼ା ସହରର ବ୍ୟାଙ୍କ କଲୋନୀଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅକୁ ଛୁରିରେ ଆକ୍ରମଣ କରିଛନ୍ତି।ଛୁରାମାଡ଼ରେ ଉଭୟ ମାଆ ଓ ଝିଅ ଗୁରୁତର ହୋଇଛନ୍ତି।ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ବେଳାଭୂମି ସଫେଇ ସହ ସ୍ବଚ୍ଛତା ବାର୍ତ୍ତା ଦେଲେ ଆଇନଜୀବୀ

ପୁରୀ ଅଫିସ,୧୦ା୮: ପୁରୀ ଜିଲା ପ୍ରଶାସନ ପକ୍ଷରୁ ବେଳାଭୂମି ସ୍ବଚ୍ଛତା ପାଇଁ ଚାଲିଛି ‘ମୋ ବିଚ୍‌’ ଅଭିଯାନ। ଏଥିପ୍ରତି ଜନସାଧାରଣଙ୍କ ସମର୍ଥନ ବଢିବାରେ ଲାଗିଛି। ଶନିବାର ଏହି ଅଭିଯାନରେ ସାମିଲ ହୋଇଛନ୍ତି ପୁରୀ ବାର୍‌ ଆସୋସିଏଶନର ଶତାଧିକ ଆଇନଜୀବୀ। ଏମାନେ ବିଭିନ୍ନ…

ମଞ୍ଚରେ ପ୍ରତିଭା ପ୍ରଦର୍ଶନ କଲେ ଶିଶୁ

ପୁରୀ ଅଫିସ,୧୦ା୮: ‘ଶିଶୁ ସମାଚାର’ର ଦ୍ୱାଦଶ ସ୍ବନକ୍ଷତ୍ର ଉତ୍ସବ ଏବଂ ରାଜ୍ୟସ୍ତରୀୟ ଶିଶୁମେଳା ଶନିବାର ପୁରୀ ପୌରସଦନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁ ଶିଶୁ ଯୋଗଦେଇ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ପୂର୍ବାହ୍ନ ୧୦ଟାରେ ସାମାଜିକ କର୍ମୀ ଚକ୍ରଧର ମହାପାତ୍ରଙ୍କ ଅଧ୍ୟକ୍ଷତାରେ…

ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା

ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ ୩୭ ଜଣ ପ୍ରତିଦ୍ୱନ୍ଦ୍ୱିତା କରିଥିବାବେଳେ ୧୫ ନିର୍ବାଚିତ ହେବେ। ନିର୍ବାଚିତ ସଦସ୍ୟଙ୍କ ମଧ୍ୟରୁ ସଭାପତି,…

ବରିଷ୍ଠ ନାଗରିକମାନେ ସମାଜର ପଥ ପ୍ରଦର୍ଶକ

ଟିଟିଲାଗଡ଼,୧୦।୮ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ଦୀର୍ଘବର୍ଷ ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ପଦ ହାସଲ କରିଛି। ବିଧାୟିକା ଟୁକୁନୀ ସାହୁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି।…

ହାତୀ ଉପଦ୍ରବ, ବ୍ୟାପକ ଧାନ ଫସଲ ନଷ୍ଟ

ଅମରପାଲି, ୧୦।୮ (ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମରେ କିଛିଦିନ ତଳେ ହାତୀପଲ ଧାନ ପହ୍ଲା ନଷ୍ଟ କରିଥିଲେ। ଶୁକ୍ରବାର ରାତିରେ ପୁଣିଥରେ ହାତୀପଲ ସୀମାନ୍ତ ବହଲପଦର ଗାଁ ସମୀପ ଖେତରେ ବ୍ୟାପକ ଧାନ ଫସଲ…

ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ ଘଟଣା : ୯ଦିନ ପରେ ଗ୍ରାମରେ ପହଞ୍ଚତ୍ଲା ମୃତଦେହ

ଖଲିକୋଟ,୧୦ା୮(ଡି.ଏନ.ଏ.): ଖଲିକୋଟ ବ୍ଲକ ପଥରା ବଜାରସାହିର ଯୁବକ ବସନ୍ତ କୁମାର ସାଧବ (୪୧) ଦୁବାଇ ଆବୁଧାବି ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ ଦାଦନ ଶ୍ରମିକ ଭାବେ କାମ କରୁଥିଲେ। ଅଗଷ୍ଟ ୨ରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା କମ୍ପାନୀ କର୍ତ୍ତୃପକ୍ଷ ପରିବାର…

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ପୋଲ ଦବିଲା

ଖଜୁରୀପଡ଼ା,୧୦ା୮(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରେ ବହୁ କ୍ଷୟକ୍ଷତି ହୋଇଛି। ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିଥିବାବେଳେ କେତେକ ସ୍ଥାନରେ ପୋଲ ଦବିଯାଇଛି। ବଲସକୁମ୍ପା ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀଙ୍କ ନିକଟରେ ପୁରୁଣା…

କାମରେ ଆସୁନି ସ୍ଲୁଇସ୍‌ ଗେଟ୍‌

ପଦ୍ମପୁର,୧୦।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରର ମେଳକସାହିଠାରେ ନିର୍ମିତ ସ୍ଲୁଇସ୍‌ଗେଟ୍‌ ଏବେ ଚାଷୀମାନଙ୍କ କାମରେ ଆସୁନି। ୩୦ ବର୍ଷ ତଳେ ନିର୍ମିତ ଏହି ସ୍ଲୁଇସ୍‌ଗେଟ୍‌ କଞ୍ଚୁଡ଼ି ନଦୀର ଜଳକୁ ଗଚ୍ଛିତ ରଖି ଅଞ୍ଚଳର ସୁଗୋ, ଏଡତାଳ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?