ଆମ ଜିଲା ଖବର

ପିଲାଙ୍କୁ କରିବେ ଉଚ୍ଚଶିକ୍ଷିତ : ମା’ କାନ୍ଧେଇଛନ୍ତି ବାପାର ବୋଝ

ବଅଁରପାଳ, ୧୨।୫- ଦୁର୍ଘଟଣାରେ ସ୍ବାମୀ ଆଖିବୁଜିବା ବେଳେ  କୋଳରେ ଥିଲେ ଦୁଇ କୁନି ସନ୍ତାନ। ନୂଆଣିଆ ଘର ଖଣ୍ଡିକୁ ଛାଡ଼ିଦେଲେ ଆଉ କିଛି ନ ଥିଲା ପାଖରେ। ସେତେବେଳେ ବୃଦ୍ଧ ଶାଶୁ ଶ୍ୱଶୁର ଓ ପିଲା ହିଁ ଥିଲେ ବଡ଼ ପୁଞ୍ଜି।…

ଗଇଲୋ ଅଞ୍ଚଳରେ ନରହନ୍ତା ଦନ୍ତା

ଢେଙ୍କାନାଳ ଅଫିସ, ୧୨।୫- ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଦୀର୍ଘଦିନ ଧରି ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତା ହାତୀକୁ ଶୁକ୍ରବାର ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ ଗଇଲୋ ଅଞ୍ଚଳରେ ଠାବ କରାଯାଇଛି। ଏହାକୁ ନେଇ ସାଧାରଣରେ ଭୟ ଆତଙ୍କର ବାତାବରଣ…

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ : ଉତ୍ତେଜନା, ରାସ୍ତାରୋକୋ

ଢେଙ୍କାନାଳ ଅଫିସ, ୧୨।୫- ଢେଙ୍କାନାଳ ସଦର ଥାନା ମଙ୍ଗଳପୁର ଗ୍ରାମରେ ଶୁକ୍ରବାର ରାତିରେ ଟ୍ରାକ୍ଟର ଧକ୍କାରେ ବାସୁଦେବ ବରାଳ(୨୪)ଙ୍କ ମୃତ୍ୟୁ ଘଟିଛି। ଘଟଣାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ଶନିବାର ଅପରାହ୍ନ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ଯାଏ ମଜୁରି ଛକରେ ଢେଙ୍କାନାଳ-ଭାପୁର…

ନାଲ୍‌କୋ କ୍ୟାଣ୍ଟିନରେ ସ୍ପେଶାଲ ଲଞ୍ଚ, ଡିନର : ବ୍ୟବସ୍ଥାକୁ ନେସ୍‌ର ନାପସନ୍ଦ

ବଅଁରପାଳ, ୧୨।୫ (ଡି.ଏନ୍‌.ଏ.)- ସାମୁଦ୍ରିକ ଝଡ଼ ଫନୀ ରାଜ୍ୟରେ ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛି। ପୁରୀ ସମ୍ପୂର୍ଣ୍ଣ ଛାରଖାର ହୋଇଯାଇଛି। ଖାଦ୍ୟ, ପାନୀୟ ଅଭାବରୁ ସେଠାରେ ହାହାକାର ସ୍ଥିତି ସୃଷ୍ଟି ହୋଇଛି। ଲୋକେ ଘରଦ୍ୱାରା ହରାଇ ଗଛମୂଳେ, ରାସ୍ତାକଡ଼େ ପଡ଼ି ରହିଛନ୍ତି।…

ପାଏନ୍‌ ଲାଗି ଡହକ୍‌ବିକଲ ବୋର୍ଡ଼ା ଅଂଚଲବାସୀ

ଭବାନୀପାଟଣା, ୧୨ା୫ (ଡି.ଏନ୍‌.ଏ):  ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲକୀ ଅଂଚଲ ଏହେଦେ ମୁଡ଼ଫଟା ଖରାରେ ସିଝୁଛେ। ୪୬ ଡିଗ୍ରୀ ତାତି ସଂଗେ ଗୁଲଗୁଲିରେ ଲୋକ୍‌ ଡହକ୍‌ବିକଲ ହେଉଛନ୍‌। ଇ ସମିଆରେ ଅଂଚଲର ଗୁରୁଜୁଙ୍ଗ ପଁଚେତର ବାଲିପଦର ଗାଁବାସୀ ପିଇଲା ପାଏନ୍‌ ସମସିଆ…

କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ୬ ବଛ୍‌ରିଆ ଛୁଆ: ଚିକିତ୍ସା ଲାଗି ଟଁକା ବାଧକ୍‌

ଜୁନାଗଡ,୧୨।୫(ଡି.ଏନ୍‌.ଏ.):  କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କୁଲିହାରୀ ଗାଁର ଧନେଶ୍ୱର ବାଗକଁର ୬ ବଛର୍‌ର ପୁଓ ସୁରେନ୍ଦ୍ର ୪ ବଛର ହେଲା କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ଏହେଦେ ସୁରେନ୍ଦ୍ରର ଖେଲବା ବୁଲବାର ବଏସ୍‌ ହେଇଥିଲାବେଲେ କିଡ଼୍‌ନୀ ରୋଗ୍‌ ଲାଗି ସେ…

କିଡ଼୍‌ନୀ ରୋଗରେ ପୀଡ଼ିତ କ୍ଷୀରସିନ୍ଧୁ

କୋକସରା/ବେହେରା, ୧୨ା୫ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଁଚେତ୍‌ ଖୁଣ୍ଟିଅ ଗାଁର କ୍ଷୀରସିନ୍ଧୁ ଦୁର୍ଗା(୫୩)। ସେ ଆଏଜ୍‌କେ ବଛ୍‌ରେ ହେଲା କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ଘରେ ଯାହା ଥିଲା ଚିକିତ୍ସାରେ ଖରଚ୍‌ କରି ସେ ସରବ୍‌ସୁଆଁତ୍‌ ହେଇଛନ୍‌।…

ବେଆଇନ୍‌ ଭାବେ ଚାଲୁଛି ଇଟାଭାଟି: ଯାଞ୍ଚ ପାଇଁ ନିିର୍ଦ୍ଦେଶ

ଛତ୍ରପୁର,୧୨ା୫(ଡି.ଏନ.ଏ)- ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଇଟାଭାଟି ଚାଲିଛି। ରାଜସ୍ବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଏନ୍‌ଜିଟିର ନିର୍ଦ୍ଦେଶନାମା ପାଳନ ହେଉନି।  ଏହା ଉପରେ ଦୃଢ଼ ପଦକ୍ଷେପ ନିଆଯାଉ ନ ଥିବାରୁ ରାଜସ୍ବ ହାନୀ ସହ ପରିବେଶ ପ୍ରଦୂଷିତ…

ଗଞ୍ଜାମ ଏନ୍‌ଏସି: ନିଷ୍କାସନ ହୋଇପାରୁନି ବର୍ଷାଜଳ

ଗଞ୍ଜାମ,୧୨ା୫(ଡି.ଏନ.ଏ.)- ଫନୀ ପ୍ରଭାବରେ ଗଞ୍ଜାମ ଅଞ୍ଚଳରେ ଦୁଇଦିନ ଧରି ଲଗାଣ ବର୍ଷା ହୋଇଥିଲା। ଉକ୍ତ ବର୍ଷା ପାଣି ସହରର ବିଭିନ୍ନ ସ୍ଥାନରେ ଜମି ରହିଛି। ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ବାରିକି ସାହି ନିକଟରେ ଏକ ଖୋଲା ପଡ଼ିଆରେ ବର୍ଷା ପାଣି…

କାଜୁ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଖଲ୍ଲିକୋଟ,୧୨ା୫(ଡି.ଏନ.ଏ.)- ଖଲ୍ଲିକୋଟ ଥାନା ଅନ୍ତର୍ଗତ ତାଳପଡ଼ା ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଶନିବାର ଜନୈକା ମହିଳାଙ୍କ କ୍ଷତାକ୍ତ ମୃତଦେହ ମିଳିଛି। କୌଣସି ସୂତ୍ରରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି। ପୋଲିସ ସୂଚନାନୁଯାୟୀ, ବ୍ରହ୍ମପୁର…

ଫନୀରେ ଚିନାବାଦାମ ଫସଲ ଉଜୁଡିଲା

ପୋଲସରା,୧୨ା୫(ଡି.ଏନ.ଏ.)- ଫନୀ ପ୍ରଭାବରେ ପୋଲସରାଞ୍ଚଳର ନିମିନା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାନବରଗାଁର ବହୁ ଚାଷୀଙ୍କ ଚିନାବାଦାମ ଫସଲ ବ୍ୟାପକ କ୍ଷତି ହୋଇଛି। ଚାଷୀମାନେ ସରକାରୀ ବିହନ ବିକ୍ରୟ କେନ୍ଦ୍ରରୁ ଡିବିଟିଏଲ କାର୍ଡ ଜରିଆରେ ଚିନାବାଦାମ ବିହନ ଆଣି ଲଗାଇଥିଲେ। ଫସଲ ଅମଳ ବେଳକୁ…

ଲିଚୁ ଉତ୍ପାଦନ ରେ ପାଣି ସାଜିଛି ଅନ୍ତରାୟ

ଫୁଲବାଣୀ ଅଫିସ, ୧୨ା୫- ଏବେ ଖରାଦିନ। ଖରା ଦିନିଆ ଫଳ ଲିଚୁର ଚାହିଦା ବହୁତ। ବିଶେଷ କରି କଟକ, ଭୁବନେଶ୍ୱରରେ ଏହାର ଚାହିଦା ଅଧିକ। ଏହାକୁ ଲକ୍ଷକରି କନ୍ଧମାଳ ଜିଲାରେ କେତେଜଣ ଚାଷୀ ଲିଚୁ ଚାଷକୁ ଆପଣେଇ ନେଇଛନ୍ତି। ଏଥିରୁ ବେଶ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri