ଆମ ଜିଲା ଖବର

ଜଟଣୀ ତହସିଲ ପକ୍ଷରୁ ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଲୋକଙ୍କ କବ୍‌ଜାରେ ସରକାରୀ ଜମି

ଜଟଣୀ,୧୦ା୮(ଡି.ଏନ.ଏ.): ଜଟଣୀ ତହସିଲ ପକ୍ଷରୁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଏହି ତହସିଲ ଅନ୍ତର୍ଗତ ଷଣ୍ଢପୁର ମୌଜାର ପ୍ଲଟ ନଂ. ୫୮୫ ଓ ୬୧୬ରେ ଥିବା ୩୦ ଏକର ଜମି ଉପରେ ଜବରଦଖଲ କରି ଅନେକେ ଘର ଓ ପାଚେରି ନିର୍ମାଣ…

ବିହାରୀ ମଦ ଭାଟିରେ ମାଓବାଦୀଙ୍କ ତାଣ୍ଡବ

କୋରାପୁଟ ଅଫିସ/ଜୟପୁର(ନି.ପ୍ର.), ୧୦।୮: କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ହନୁମାନ ମନ୍ଦିର ନିକଟ ତଥା ଡୁମୁରିଗୁଡା ଗଁ।ରେ ଶୁକ୍ରବାର ମାଓବାଦୀଙ୍କ ଉନ୍ମତ କାଣ୍ଡ ଭିଆଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ କିଛି ମାଓବାଦୀ ବିହାରୀ ମଦ ଭାଟିକୁ ଆସି କର୍ମଚାରୀମାନଙ୍କୁ ୪ଟି…

ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ପରଲୋକ

ବରଗଡ଼ ଅଫିସ/ସୋହେଲା,୧୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ପାଣିମୋରା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ଶନିବାର ସକାଳେ ପରଲୋକ ଘଟିଛି। ସେ ସକାଳୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବେଳେ ତାଙ୍କୁ ବରଗଡ଼ ସହର ଉପକଣ୍ଠ ଏକ ହସ୍ପିଟାଲକୁ ନିଆଯାଇଥିଲା।…

୧୧ରୁ ରଙ୍ଗଶାଳାର ଜାତୀୟ ନାଟକ ମହୋତ୍ସବ: ନଳିନୀ ନିହାରୀ ନାୟକ ପାଇବେ ବ୍ୟୋମକେଶ ସମ୍ମାନ

ପୁରୀ ଅଫିସ, ୧୦ା୮: ଶ୍ରୀକ୍ଷେତ୍ରର ଅଗ୍ରଣୀ ନାଟ୍ୟଅନୁଷ୍ଠାନ ରଙ୍ଗଶାଳା ଆନୁକୂଲ୍ୟରେ ୧୨ତମ ଜାତୀୟ ନାଟକ ମହୋତ୍ସବ ଆସନ୍ତା ୧୧ତାରିଖରୁ ଅନୁଷ୍ଠିତ ହେବ। ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ୫ଦିନ ଧରି ଅନୁଷ୍ଠିତ ହୋଇ ୧୫ତାରିଖରେ ସମାପ୍ତ ହେବ। ଏହି ଅବସରରେ ଚଳିତ ବର୍ଷ ରାଉରକେଲାର…

ବର୍ଷେ ପରେ ଦୂର ହୋଇନି ସୁଜାତାନଗରବାସୀଙ୍କ ଦୁଃଖ

ପୁରୀ ଅଫିସ, ୧୦ା୮: ସାମାନ୍ୟ ବର୍ଷା ହେଲେ ପୁରୀ ପୌରସଂସ୍ଥା ୧ ନଂ. ୱାର୍ଡର ମାଟିତୋଟା ଏବଂ ସୁଜାତାନଗର ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ଜଳବନ୍ଦୀ ଜୀବନ ଅତିବାହିତ କରିବାକୁ ପଡେ ସେମାନଙ୍କୁ। ଘର ବାହାରକୁ ପାଦ ବଢାଇବା ମାତ୍ରେ ଖାଲି ପାଣି…

୨୫ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ

ପୁରୀ ଅଫିସ, ୧୦ା୮: ପୁରୀ ସହର ବ୍ରାଉନସୁଗାରର ପେଣ୍ଟସ୍ଥଳୀ ପାଲଟିଛି। ଏହାର ଚେର କଲିକତା ପର୍ଯ୍ୟନ୍ତ ଲମ୍ବିଛି। କଟକ ଓ ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ଏ ନେଇ ଧରପଗଡ ପରେ ମେଟ୍ରୋ ସହର ବେପାରୀ ଏବେ ପୁରୀ ମୁହଁ। ହୋଇଛନ୍ତି।…

ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା

ପୁରୀ ଅଫିସ, ୧୦ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍‌ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ…

ବାଇପାସ୍‌ରେ ଯୋଡ଼ିହେବ ଆଳତୁମା-ମାଳପୁରା : ଖର୍ଚ୍ଚ ହେବ ୨୦.୧୧ କୋଟି

କାମାକ୍ଷାନଗର, ୧୦।୮(ଡି.ଏନ.ଏ.) – ଢେଙ୍କାନାଳ-କାମାକ୍ଷାନଗର ରାସ୍ତାରେ ୫୩ନଂ. ଜାତୀୟ ରାଜପଥକୁ ସଂଯୋଗ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ବାଇପାସ୍‌ ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ଚୂଡ଼ାନ୍ତ ନକ୍ସା ପ୍ରସ୍ତୁତ କାର୍ଯ୍ୟ ଶେଷ ହୋଇଛି। ୭.୭ କିମି ଦୈର୍ଘ୍ୟ ବିଶିଷ୍ଟ ଉକ୍ତ…

ଶାଶୁଙ୍କୁ ବୋହୂ ମାଡ଼ ମାରିବା ଘଟଣା: ଥାନାରେ ସମାଧାନ ହେଲା ମାମଲା

ପରଜଙ୍ଗ, ୧୦।୮(ଡି.ଏନ୍‌.ଏ.) – ଢେଙ୍କାନାଳ ପରଜଙ୍ଗ ଥାନା ଗେହ୍ଲେଇକାଟେଣୀ ଗ୍ରାମର ବୃଦ୍ଧା ପାରେଇ ନାୟକଙ୍କୁ ବୋହୂ ସବିତା ଗଁା ଦାଣ୍ଡରେ ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଥିଲ। ଶୁକ୍ରବାର ଥାନାରେ ଆପୋସ ବୁଝାମଣା ମାଧ୍ୟମରେ ମାମଲାର ସମାଧାନ ହୋଇଛି। ଏଣିକି ଶାଶୁ-ବୋହୂ…

ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ

ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଯାଞ୍ଚ ପ୍ରକ୍ରିୟା ଗତ ୫ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆସନ୍ତା…

ଗଣେଶ ପୂଜା ପାଇଁ ପ୍ରସ୍ତୁତି: ୩୮ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୧୦।୮ – ଢେଙ୍କାନାଳ ସହରରେ ସେପ୍ଟେମ୍ବର ୨ରୁ ଆରମ୍ଭ ହେଉଛି ବିଘ୍ନରାଜ ଗଜାନନଙ୍କ ପୂଜା। ସପ୍ତାହବ୍ୟାପୀ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବାକୁ ଶୁକ୍ରବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ…

ଚାଷ ଦେଇଛି ପୁରସ୍କାର

ବଅଁରପାଳ, ୧୦।୮(ଡି.ଏନ୍‌.ଏ.) – ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ ବି ଚାଷକୁ କରିହେବ ପେସା। ଭଲ ଲାଭ ମିଳିପାରିବ ଏଥିରୁ। ଏହାକୁ ପ୍ରମାଣିତ କରିଛନ୍ତି ବଅଁରପାଳ ବ୍ଲକ କୁରୁଡୁଲୁ ଗ୍ରାମର ଦମ୍ପତି କୁମର ସାହୁ ଓ ତାଙ୍କ ସ୍ତ୍ରୀ ବିନୋଦିନୀ ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?