ଆମ ଜିଲା ଖବର

ଆନନ୍ଦପୁର ପୌରପାଳିକାରେ ସ୍ବାୟତ୍ତ ଶାସନ ଦିବସ

ଆନନ୍ଦପୁର,୩୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପୌର ଅଧିକାରୀ ହିତାଂଶୁ ଶେଖର ସାମଲଙ୍କ ସଂଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି…

ଟ୍ରେନ୍‌ରେ କଟି ବୃଦ୍ଧାଙ୍କ ମୃତ୍ୟୁ: ଘରୋଇ କଳହକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ

କେନ୍ଦୁଝର,୩୧।୮(ସ୍ବ.ପ୍ର.): କେନ୍ଦୁଝର ରେଳ ଷ୍ଟେଶନ ନିକଟରେ ଶନିବାର ଟ୍ରେନ୍‌ରେ କଟି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରୁକ୍ମୁଣୀ ସାହୁ(୬୫)। ତାଙ୍କ ଘର ସଦର ବ୍ଲକ ମହାଦେଇଯୋଡ଼ା ଗ୍ରାମରେ ବୋଲି ଜଣାପଡ଼ିଛି। ଘରୋଇ କଳହକୁ ନେଇ ସେ ଆତ୍ମହତ୍ୟା କରିଥିବା…

ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ ବାସୁଦେବ ଛତ୍ରିଆ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ ବାସୁଦେବ ଛତ୍ରିଆ ଗତ ଶୁକ୍ରବାର ଦିନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ଥିବା ଆଇଆଇସି ସତ୍ୟ କୁମାର ନନ୍ଦଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଓ…

ମାଓବାଦୀ ମୁକାବିଲାକୁ ଜୋରଦାର କରିବାକୁ ଚିତ୍ରକୋଣ୍ଡାରେ ବିଏସ୍‌ଏଫ୍‌ ଡିଆଇଜି

ଚିତ୍ରକୋଣ୍ଡା,୩୧।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳର ସମୀକ୍ଷା କରିବା ଲାଗି ଶନିବାର ବିଏସ୍‌ଏଫ୍‌ ଡିଆଇଜି ଅର୍ଜୁନ ସିଂ ରାଠୋର ହେଲିକାପ୍ଟର ଯୋଗେ ୮ନଂ ବିଏସ୍‌ଏଫ୍‌ କ୍ୟାମ୍ପରେ ଅବତରଣ କରିଥିଲେ। ସେଠାରେ ସେ ମାଓବାଦୀ ଗତିବିଧି ଉରେ କଡ଼ା ନଜର ରଖିବା…

ସେପ୍ଟେମ୍ବର ପହିଲାରୁ କଳାହାଣ୍ଡିରେ ଏମ୍‌ଭି ଆକ୍ଟ କଡ଼ାକଡ଼ି ଲାଗୁ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): ବର୍ତ୍ତମାନ ଯାନବାହନ ସଂଖ୍ୟା ବଢି ଚାଲିଥିବାରୁ ପ୍ରତିଦିନ ରାସ୍ତାରେ ଦୁର୍ଘଟଣା ଘଟୁଛି। ଏଥିରେ ବହୁ ଧନଜୀବନ ନଷ୍ଟ ହେଉଛି। ଦୁର୍ଘଟଣାଜନିତ ମୃତ୍ୟୁହାର କମାଇବା ପାଇଁ ସରକାରଙ୍କ ପରିବହହନ ବିଭାଗ ପକ୍ଷରୁ ମୋଟରଯାନ ଧାରା ୧୯୮୮କୁ ପରିବର୍ତ୍ତନ କରି ନୂତନ ନିୟମ…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ୬୦ଯାତ୍ରୀ

କେନ୍ଦୁଝର/କୋଳିମାଟି,୩୧।୮(ସ୍ବ.ପ୍ର./ଡି.ଏନ୍‌.ଏ): କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ପ୍ରକାଶ ଯେ, ରାଉତ ନାମକ ଏକ ଯାତ୍ରୀବାହୀ…

ଜୁଆଆଡ୍ଡାରେ ପୋଲିସର ଚଢ଼ାଉ, ୫ ଗିରଫ

ଦିଗପହଣ୍ଡି, ୩୧ା୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୈଠଖଣ୍ଡି ପଞ୍ଚାୟତ ତଲାସିଂ ଗ୍ରାମ ଠାକୁରାଣୀ ମନ୍ଦିରରେ ଚାଲିଥିବା ଜୁଆଆଡ୍ଡା ଉପରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ୫ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୫ ହଜାର ୨୫୦ ଟଙ୍କା…

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

କାମାକ୍ଷାନଗର,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ ଯଶୋଦା (୮)। ଅସାବଧାନତାରୁ ପୋଖରୀରେ ଗାଧୋଇବା ସମୟରେ ଯଶୋଦାଙ୍କ ଗୋଡ଼ ଖସିଯାଇଥିଲା। ପରିବାର ଲୋକେ…

ମୃତ ମହିଳା ଜୀବିତ ଘଟଣା : ଥାନା ଅଧିକାରୀ ନିଲମ୍ବିତ

ବାରିପଦା ଅଫିସ,୩୧।୮: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନାଧିକାରୀ ଏକ ହତ୍ୟା ମାମଲାରେ ବାପାପୁଅଙ୍କୁ ଗିରଫ କରିଥିବାରୁ ଏହା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଶୁକ୍ରବାର ଥାନାଧିକାରୀ ଶଶଧର ସେଠୀଙ୍କୁ ନିଲମ୍ବିତ କରିଛନ୍ତି।…

ପୌରକେଲାରୁ ନୂଆଦିଲ୍ଲୀ: ସେଦିନର ଫାର୍ମ ଲେବର, ଏବେ ଜେଏନ୍‌ୟୁର ଛାତ୍ର ସଂସଦ ସଭାପତି ପ୍ରାର୍ଥୀ

କର୍ଲାମୁଣ୍ଡା,୩୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମର ଜିତେନ୍ଦ୍ର ସୁନା (୨୯) ନାମକ ଯୁବକ ଏବେ ଜବାହାରଲାଲ ନେହେରୁ ଜାତୀୟ ବିଶ୍ୱ ବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ସଭାପତି ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରି ଚର୍ଚ୍ଚାରେ ରହିଛନ୍ତି। କୃଷି ଶ୍ରମିକ…

ବାଲିମେଳା ପୌରପରିଷଦରେ ସ୍ବାୟତ୍ତ ଶାସନ ଦିବସ

କୋରୁକୋଣ୍ଡା,୩୧।୮(ଡି.ଏନ୍‌.ଏ): ରାଜ୍ୟବ୍ୟାପୀ ସ୍ବାୟତ୍ତ ଶାସନ ଦିବସ ଶନିବାର ପାଳନ ହେଉଥିବା ବେଳେ ମାଲକାନଗିରି ଜିଲା ବାଲିମେଳା ପୌରପରିଷଦରେ ଏହା ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ଏହି ଅବସରରେ ନବରଙ୍ଗପୁର ଏମ୍‌ପି ରମେଶ ମାଝି, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଆଦିବାସୀ ବିକାଶ…

ଭାରସାମ୍ୟ ହରାଇ ଜଳଖିଆ ଦୋକାନରେ ପଶିଲା ବାଇକ୍‌: ଜଣେ ମୃତ, ଦୁଇ ଗୁରୁତର

ବୌଦ୍ଧ,୩୧।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ହରେକୃଷ୍ଣପୁର ଶିବମନ୍ଦିରଠାରେ ଶନିବାର ସକାଳେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ସୂଚନାମୁତାବକ, ୩ ଯୁବକ ଏକ ବାଇକ୍‌ ଯୋଗେ ମନମୁଣ୍ଡାରୁ ନିଜ ଗ୍ରାମ ନୟାଗଡ଼କୁ ଫେରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?