ଆମ ଜିଲା ଖବର

କନ୍ୟା ଭ୍ରୂଣ ହତ୍ୟା ରୋକିବାକୁ ଗୁରୁତ୍ୱ: ପ୍ରସବ ବିବରଣୀ ଦେବେ ଘରୋଇ କ୍ଲିନିକ୍‌

ଅନୁଗୋଳ ଅଫିସ, ୩୧।୮ – ଜିଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ ଓ ନର୍ସିଂହୋମରେ କଡାକଡି ପାଳନ ହେବ ଲିଙ୍ଗ ନିରୂପଣ ନିରୋଧୀ ସମ୍ପର୍କିତ ପିସିଆଣ୍ଡପିଏନ୍‌ଡିଟି ଆଇନ। ସମସ୍ତ ଘରୋଇ ପଞ୍ଜୀକୃତ କ୍ଲିନିକ୍‌ଗୁଡ଼ିକ ପ୍ରତିମାସ ଶେଷରେ ପ୍ରସବ ବିବରଣୀ ସମ୍ପୃକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ…

ଖର୍ଚ୍ଚ ହେବ ୨୦ ଲକ୍ଷ

ଭୁବନ, ୩୧।୮(ଡି.ଏନ.ଏ.) ପାଦ ଥାପିଛି ଶରତ। ବିଦ୍ୟାଦାତା ଗଜାନନଙ୍କ ଆବାହନ ସହ ଆରମ୍ଭ ହେବ ପାର୍ବଣ ଋତୁ। ଏହାକୁ ନେଇ ଗଁ।ଠାରୁ ସହର ଯାଏ ସବୁଠି ସୃଷ୍ଟି ହୋଇଛି ଉତ୍ସବ ମୁଖର ପରିବେଶ। ଏପରି ମହୋତ୍ସବରେ ସାମିଲ ହୋଇଛି ଢେଙ୍କାନାଳ ଜିଲାର…

କେନାଲରେ ଫସିଲା ଦନ୍ତା

ପରଜଙ୍ଗ, ୩୧।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟେ ସେକ୍ସନ ଅଧୀନ ଦେଇ ଯାଇଥିବା ରେଙ୍ଗାଳି ମୁଖ୍ୟ ବାମ କେନାଲରେ ଶୁକ୍ରବାର ଏକ ଦନ୍ତା ହାତୀ ଫସିଯାଇଥିଲା। କେନାଲ ନିକଟବର୍ତ୍ତୀ ସିଆରିମାଳିଆ ସଂରକ୍ଷିତ ଜଙ୍ଗଲରୁ ଉକ୍ତ ଦନ୍ତା…

ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ: ବନ କର୍ମଚାରଙ୍କୁ ନିସ୍ତୁକ ପିଟିଲେ

ପରଜଙ୍ଗ, ୩୧।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ପାଳସାହି ଗ୍ରାମରେ ଗୁରୁବାର ରାତିରେ ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ବନ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। କେତେଜଣ ନିଶାସକ୍ତ ଯୁବକ ଏପରି ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୪…

୧୭ ବର୍ଷ ଧରି ଲୁହା ଶିକୁଳିରେ ବନ୍ଧା ଜୀବନ

ହାଟଡିହୀ,୩୧। ୮(ଡି.ଏନ୍‌.ଏ.)-ପୁଅ ପାଠ ପଢ଼ିବ, ବଡ଼ ମଣିଷ ହେବ। ଗରିବ ମା’ ବାପାଙ୍କ ଦୁଃଖ ହଟିବ। ପୁଅକୁ ନେଇ ସେମାନେ କେତେ ସ୍ବପ୍ନ ଦେଖିଥିଲେ। କିନ୍ତୁ ସ୍ବପ୍ନ ସବୁ ଆଶା ମଉଳି ଯାଇଛି। ସେହି ପୁଅ ମା’ ବାପାଙ୍କ ବୋଝ ନେବା…

ବେଲଗାମ ହେଲାଣି ନିଶା ଓଷଧ କାରବାର

ଯୋଡ଼ା,୩୧।୮(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ନିଶା ଓଷଧ କାରବାର ଅହେତୁକ ପରିମାଣରେ ବୃଦ୍ଧି ପାଇଛି ା ବାହାର ରାଜ୍ୟରୁ ଏହାକୁ ଆଣି ସହରରେ ବିକ୍ରୟ କରାଯାଉଛି ା ପୋଲିସ ଜାଣିଶୁଣି ନୀରବ ରହୁଥିବାରୁ ଏହା ନିଶା ଓଷଧ ବ୍ୟବସାୟୀମାନଙ୍କୁ ବେଶ୍‌…

ଲୋକଙ୍କୁ ଦ୍ୱନ୍ଦ୍ୱରେ ପକାଉଛି ସୂଚନା ଫଳକ

ପଦ୍ମପୁର, ୩୧।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର-ବିରସ ରାସ୍ତାରେ ଲଗାଯାଇଥିବା ସୂଚନା ଫଳକ ଲୋକଙ୍କୁ ଦ୍ୱନ୍ଦ୍ୱରେ ପକାଉଛି। ପୂର୍ତ୍ତ ବିଭାଗ ଅଧୀନରେ ଥିବା ଏହି ୧୮ କି.ମି. ରାସ୍ତାର ଏବେ ପୁନଃନିର୍ମାଣ ଓ ମରାମତି ଚାଲିଛି।…

ପୋଖରୀ, ନାଳ ପାଣି ଭରସା

ପଦ୍ମପୁର, ୩୧।୮(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳି ଆଡିଆ ଗ୍ରାମ ଲୋକଙ୍କୁ ଏବେ ଭରସା ପୋଖରୀ ଓ ନାଳ ପାଣି। ୮ ମାସ ଧରି ଗଁାରେ ଥିବା ସରକାରୀ ନଳକୂପରୁ ଲୁଣାପାଣି ବାହାରୁଛି। ଫଳରେ ଏଠାରେ ବସବାସ…

ଜମ୍ଭୀରା ପ୍ରକଳ୍ପର ସମୀକ୍ଷା କଲେ ସରୋଜିନୀ, କାର୍ଯ୍ୟ ଶେଷ କରିବା ଉପରେ ଗୁରୁତ୍ୱ

ବାରିପଦା ଅଫିସ,୩୧ା୮-ବାରିପଦା ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ ଜମ୍ଭୀରା ଜଳ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଛନ୍ତି। ସୁବର୍ଣ୍ଣରେଖା ସେଚ ପ୍ରକଳ୍ପ ଅଧୀନରେ ଥିବା ଜମ୍ଭୀରା ଜଳଭଣ୍ଡାରରୁ ବାରିପଦା ସହରକୁ ଜଳ…

ଧାରଣା ପୂର୍ବରୁ ନିଲାମ ହେଲା ୫ ପୋଖରୀ

ରଣପୁର,୩୧।୮(ସ୍ବ.ପ୍ର.)-ବାରମ୍ବାର ପୋଖରୀ ନିଲାମ ବାତିଲ ହେବା ପରେ ରଣପୁର ବ୍ଲକ ବୃନ୍ଦାବନପୁରରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ପଞ୍ଚାୟତବାସୀ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଧାରଣା ଦେବା ପାଇଁ ସଜବାଜ ହେଉଥିବାବେଳେ ବିବାଦୀୟ ପୋଖରୀ ସମେତ ୫ପୋଖରୀ ନିଲାମ ହୋଇଛି…

ବିଭିନ୍ନ ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ବ୍ୟବସ୍ଥା ୧୯୪ରୁ ୧୦୬ଟି ପାଇଁ ଅର୍ଥ ମଞ୍ଜୁର ସମ୍ପୂର୍ଣ୍ଣ ହୋଇଛି ୪୦

ନୟାଗଡ଼ ଅଫିସ,୩୧ା୮: ପ୍ରତି ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ଲାଗି ସରକାରୀ ବ୍ୟବସ୍ଥା ରହିଛି। କିନ୍ତୁ ନୟାଗଡ଼ ଜିଲାର ସମସ୍ତ ପଞ୍ଚାୟତରେ ଏହା ନିର୍ମାଣ ହୋଇପାରି ନାହିଁ। ଜିଲା ପଞ୍ଚାୟତ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ଜିଲାର ମୋଟ ୧୯୪ ପଞ୍ଚାୟତରୁ ମାତ୍ର…

୧୧୪ ବର୍ଷର ପୌର ପରିଷଦ, ନାହାନ୍ତି ସ୍ଥାୟୀ ଅଧିକାରୀ

ବାରିପଦା ଅଫିସ,୩୧।୮- ୧୧୪ ବର୍ଷର ସର୍ବପୁରାତନ ବାରିପଦା ପୌର ପରିଷଦର ଏକ ସ୍ବାତନ୍ତ୍ର୍ୟ ରହିଛି। ଏହି ପୌର ପରିଷଦରେ ଉତ୍କଳମଣି ଗୋପବନ୍ଧୁ ଦାସ ଉପାଧ୍ୟକ୍ଷ ଭାବେ କାର୍ଯ୍ୟ କରିଛନ୍ତି। ଗୌରବମୟ ଇତିହାସକୁ ମନେ ପକାଇବା ପାଇଁ ସ୍ବାୟତ୍ତଶାସନ ଦିବସ ଅବସରରେ ବାରିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?