ଓକିଲାତି ପେଶାରେ ନୀଳଗିରି ରାଜଜେମା
ନୀଳଗିରି, ୧୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଏକମାତ୍ର ନୀଳଗିରି ଗଡ଼ଜାତ ରାଜ ପରିବାରର ରାଜଜେମା ଅକ୍ରୀତି ମର୍ଦ୍ଦରାଜ ଓକିଲାତି ପାଇଁ ଦିଲ୍ଲୀ ବାର୍ରେ ଗୁରୁବାର ତାଲିକାଭୁକ୍ତ କରାଇଛନ୍ତି। ସୁପ୍ରିମକୋର୍ଟ ଓ ହାଇକୋର୍ଟରେ ସେ ପ୍ରାକ୍ଟିସ କରିବେ ବୋଲି ପରିବାର ପକ୍ଷରୁ କୁହାଯାଇଛି। ରାଜ୍ୟର ୨୪ଟି…
ଜବରଦଖଲ ଉଚ୍ଛେଦ ଦାବିରେ ଧାରଣା
ଜଳେଶ୍ୱର, ୧୦।୮-ଜଳେଶ୍ୱର ବ୍ଲକ ଆରୁହା ପଞ୍ଚାୟତର ନିମପୁର ଗ୍ରାମର ଶ୍ମଶାନ ଜାଗାକୁ ଗ୍ରାମ ବାହାରୁ ଆସିଥିବା କେତେକ ଆଦିବାସୀ ଅସ୍ଥାୟୀ ଚାଳିଆ କରି ରହିଛନ୍ତି। ଏହାକୁ ବିରୋଧ କରି ଗ୍ରାମବାସୀ ଶୁକ୍ରବାର ତହସିଲ କାର୍ଯ୍ୟାଳୟରେ ଧାରଣା ଦେଇଛନ୍ତି। ଗ୍ରାମର ଶ୍ମଶାନ ଜାଗାରୁ…
କାରଖାନାରେ ଶ୍ରମିକ ଅଶାନ୍ତି, ଆଲୋଚନା ପରେ ସ୍ବାଭାବିକ ହେଲା
ରେମୁଣା, ୧୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଶିଳ୍ପାଞ୍ଚଳ ଥାନା ଅଧୀନ ଗଣେଶ୍ୱରପୁର ଶିଳ୍ପାଞ୍ଚଳସ୍ଥିତ ଆଲୁମ ଏକ୍ସଟ୍ରୁସିଅନସ କାରଖାନାରେ ଶ୍ରମିକ ଅଶାନ୍ତି ଦେଖାଦେଇଥିଲା। କାରଖାନା ସମ୍ମୁଖରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଧାରଣା ଗୁରୁବାର ରାତିରେ ପ୍ରତ୍ୟାହୃତ ହୋଇଛି। ଶ୍ରମିକଙ୍କ ନିମନ୍ତେ ହକ୍…
ଛାତ୍ରୀଛାତ୍ରଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ ଅଭିଯୋଗ : ଦୁର୍ବୃତ୍ତଙ୍କ ଗିରଫ ଦାବି କଲେ ଏସ୍ଏଚ୍ଜି ମହିଳା
ବାଲେଶ୍ୱର ଅଫିସ, ୧୦ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିର ସୁବର୍ଣ୍ଣପୁର ଗଁ। ପାଖରେ ଥିବା ସମୁଦ୍ରକୂଳକୁ ଯାଇଥିବା ୨ଜଣ କଲେଜ ଛାତ୍ରୀ ଓ ଛାତ୍ରଙ୍କୁ ଦୁର୍ବୃତ୍ତମାନେ ସେମାନଙ୍କ ସହ ଅସଦାଚରଣ କରିବା ସହ ଅଶ୍ଳୀଳ ଭିଡିଓ ଭାଇରାଲ କରିଥିବା ଥାନାରେ…
ମୂକ ଯୁବତୀଙ୍କୁ ବଳାତ୍କାର, ଅଭିଯୁକ୍ତ ଫେରାର
ନୀଳଗିରି, ୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳର ଜଣେ ମୂକ ଯୁବତୀ ବଳାକତ୍ାର ଶୀକାର ହୋଇଥିବା ଗୁରୁବାର ପୀଡ଼ିତାଙ୍କ ମା’ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ମାମଲା (ନଂ. ୧୭୯/୧୯) ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ନଳିତା…
ବାଇକ୍ ଚୋରି ର଼୍ୟାକେଟ୍ ଠାବ: ଶଳା, ଭିଣୋଇ ଗିରଫ: ୩ ବାଇକ୍ ଜବତ
ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ସହର ତଥା ଆଖପାଖ ଅଞ୍ଚଳରେ କିଛି ଦିନ ହେଲା ବାଇକ୍ ଚୋରି ପୋଲିସର ନିଦ ହଜାଇ ଦେଇଥିଲା। ପୋଲିସ ଏହି ଚୋରି ର଼୍ୟାକେଟକୁ ଠାବ କରିବାରେ ସଫଳ ହୋଇଛି। ଏହି ଚୋରିରେ ସମ୍ପୃକ୍ତ ଶଳା, ଭିଣୋଇଙ୍କୁ ପୋଲିସ…
ରୋଗୀ ମୃତ୍ୟୁକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା
ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଗୁରୁବାର ମଧ୍ୟରାତ୍ରରେ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ ଉପଜିଲାପାଳ ନୀଲୁ ମହାପାତ୍ର ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ଘଟଣା ଶାନ୍ତ ପଡ଼ିଥିଲା।…
ବିଶ୍ୱ ଆଦିବାସୀ ଦିବସ ପାଳନ
ଭବାନୀପାଟଣା,୯।୮(ଡି.ଏନ.ଏ.): କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘ ପକ୍ଷରୁ ହଲିଆପଡା ଭବାନୀପାଟଣାଠାରେ ବିଶ୍ୱ ଆଦିବାସୀ ଦିବସ ଶୁକ୍ରବାର ପାଳନ କରାଯାଇଛି। କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘର ସଭାପତି ଡମ୍ବରୁଧର ମାଝିଙ୍କ ଅଧ୍ୟକ୍ଷତା ସଭାରେ ସାଧାରଣ ସମ୍ପାଦକ ମହେଶ୍ୱର ମାଝି ସଭା ପରିଚାଳନା କରିଥିଲେ।…
ଔଷଧ ଖାଇ ୧୮ ଛାତ୍ରୀଛାତ୍ର ଅସୁସ୍ଥ
କାମାକ୍ଷାନଗର, ୯।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ବାରୁଆ (କା) ପଞ୍ଚାୟତ ଅଧୀନ ଆଞ୍ଚଳିକ ହାଇସ୍କୁଲରେ ଶୁକ୍ରବାର କୃମିନାଶକ ବଟିକା ଖାଇ ୧୮ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଘରକୁ…
ଅଗଷ୍ଟ କ୍ରାନ୍ତି ଦିବସ ପାଳିତ: ‘ସଂଗ୍ରାମୀଙ୍କ ପଥ ଅନୁସରଣ କର’
ଭୁବନ, ୯।୮(ଡି.ଏନ.ଏ.)-ଭୁବନ ହେଉଛି ସଂଗ୍ରାମୀଙ୍କ ମାଟି। ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କ ବଳିଦାନ ସ୍ବାଧୀନତା ସଂଗ୍ରାମ ଇତିହାସରେ ଲିପିବଦ୍ଧ। ଏହି ମାଟିର ସନ୍ତାନ ହୋଇ ଆମେ ଇତିହାସକୁ ଭୁଲିଯିବା ଅନୁଚିତ। ଦେଶମାତୃକାର ସେବାରେ ପ୍ରାଣବଳି ଦେଇଥିବା ବୀର ସଂଗ୍ରାମୀଙ୍କ ପଥ ଅନୁସରଣ…
ସ୍ବଭାବିକ ହେଲା ଟ୍ରେନ ଚଳାଚଳ
ମୁନିଗୁଡ଼ା,୯ା୮(ଡ଼ି.ଏନ.ଏ)- ଲଗାଣ ବର୍ଷା ଯୋଗୁ ଗତ ୬ ତାରିଖ ରାତିରେ ରାୟଗଡ଼ା ଜିଲା ଆମ୍ବାଦୋଳା ରେଳ ଷ୍ଟେଶନ ନିକଟରେ ରେଳ ଧାରଣା ଧୋଇ ହୋଇଯାଇଥିଲା ା ଯୁଦ୍ଧକାଳୀନ ଭିତ୍ତିରେ ରେଳ ଲାଇନ ମରାମତି ପରେ ଦୀର୍ଘ ୩୬ ଘଣ୍ଟା ପରେ ଶୁକ୍ରବାର…
ଆଜି ସୁଆର ମହାସୁଆର ନିର୍ବାଚନ
ପୁରୀ ଅଫିସ, ୯ା୮: ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ମୋଟ ୩୭ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୧୫ ଜଣ ନିର୍ବାଚିତ ହେବେ। କୋଇଲି ବୈକୁଣ୍ଠ ପରିସରରେ ଥିବା ନିଯୋଗ କାର୍ଯ୍ୟାଳୟରେ ଭୋଟ…

