କୁଡାପଡ଼ା-ଖଲିଆପାଲି ରାସ୍ତା ସମସିଆ: ପଲ୍ହା ରୁଇ ପରତିବାଦ ଜନାଲେ ୨ ଗଁ।ର ମହିଲା
ବିନିକା,୩୧।୮(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍ ଅଧୀନ କୁଡ଼ାପଡ଼ାରୁ ଖଲିଆପାଲି ତକ୍ ୩ କି.ମି. ରାସ୍ତା ବହୁତ୍ ବଛର ହେଲା ଅବହେଲିତ ଅବସ୍ତାରେ ପଡ଼ି ରହିଛେ। ବଛ୍ରେ କି ଦୁଇ ବଛର ନୁହେ ଦେଶ ସୁଆଧିନ ହେବାର…
ନୂଆପଡା ପ୍ରିମିୟର ଲିଗ ଫୁଟବଲ:ମହାମାୟା, ଖଡିଆଳ ଦଳ ଫାଇନାଲକୁ ଉନ୍ନୀତ
ନୂଆପଡା ଅଫିସ,୩୧ା୮ ସ୍ଥାନୀୟ ମିନିଷ୍ଟାଡିୟମରେ ଚାଲିଥିବା ନୂଆପଡା ପ୍ରିମିୟର ଲିଗ ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ୨ଟି ସେମିଫାଇନାଲରେ ମହାମାୟା ଦଳ ଏବଂ ଖଡିଆଳ ଦଳ ବିଜୟୀ ହୋଇ ଫାଇନାଲକୁ ଉନ୍ନୀତ ହୋଇଛନ୍ତି । ଅପରାହ୍ନରେ ହୋଇଥିବା ପ୍ରଥମ ସେମିଫାଇନାଲ ଖେଳକୁ ଭାଜପାର…
କୋନାବିରା ଅଞ୍ଚଳରେ ୨୨ ହାତୀ
କୋମନା,୩୧।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ କୋନାବିରା ଅଞ୍ଚଳରେ ହାତୀ ପୁଣି ଥରେ ପ୍ରବେଶ କରି ତିଖାଳି ଡ୍ୟାମ ଭିତରେ ଆଡ୍ଡା ଜମାଇଛି । ଫଳରେ କୋନାବିରା ଅଞ୍ଚଳର ଲୋକେ ଆତଙ୍କିତ ହୋଇ ପଡିଛନ୍ତି। ସୂଚନା ଅନୁଯାୟୀ ଯେ, ଗତ କିଛି…
ଜିଲାପାଳଙ୍କ ଅଚାନକ ଖରିଆରରୋଡ ହସ୍ପିଟାଲ ପରିଦର୍ଶନ
ନୂଆପଡା ଅଫିସ,୩୧ା୮ – ନୂଆପଡା ଭଳି ଉପାନ୍ତ ଜିଲାରେ ସ୍ବାସ୍ଥ୍ୟ ସମସ୍ୟା ଦିନକୁ ଦିନ ଗମ୍ଭୀର ହେବାକୁ ଲାଗିଛି । ଏହାକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହୋଇଥିଲେ ମଧ୍ୟ ତତକାଳୀନ ଅଧିକାରୀମାନେ କୌଣସି ଦୃଷ୍ଟି ଦେଇନାହାନ୍ତି। ହେଲେ ନୂତନ ଜିଲାପାଳ…
କଲମପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
କଲମପୁର,୩୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ପରିସରରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । କଲମପୁର ବିଡିଓ ହେମ ସାଗର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ ପଞ୍ଚାୟତରୁ ବହୁ ଭିନ୍ନକ୍ଷମ ଉପସ୍ଥିତ ଥିଲେ।…
ଉପଜିଲାପାଳଙ୍କୁ ୭ ଦଫା ଦାବିପତ୍ର ପ୍ରଦାନ ଏକତା ପରିଷଦ କଳାହାଣ୍ଡି ଶାଖା
ଭବାନୀପାଟଣା,୩୧।୮(ଡି.ଏନ.ଏ.) ଜଙ୍ଗଲ ଅଧିକାର ଆଇନ ୨୦୦୬କୁ ଠିକ ଭାବରେ କାର୍ଯ୍ୟକାରୀ କରିବା ସହ ବ୍ୟକ୍ତିଗତ ଓ ସାମୂହିକ ଅଧିକାର ପ୍ରମାଣପତ୍ର ଏବଂ ମୋ ଜମି ମୋ ଡିହ ଯୋଜନା ଦ୍ୱାରା ହିତାଧିକାରୀମାନଙ୍କୁ ଘରଡିହ ପଟ୍ଟ ପ୍ରଦାନ କରାଯିବା ଆଦି ୭ଦଫା ଦାବି…
ଦୁଇ ଦିନ୍ ଉତାରୁ ନୂଅଁ।ଖାଇ:ଘର ସଜାବାରେ ସଭେ ବାଇ
ଘଣ୍ଟାପଡା, ୩୧।୮ (ଡି.ଏନ୍.ଏ.): ଦୁଇ ଦିନ୍ ଉତାରୁ ଗଁାଗଁଲିରୁ ସହର ତକ୍ ସବୁନେ ଜାକ୍ଜମକରେ ପାଲନ ହେବା ପଶ୍ଚିମ ଓଡ଼ିଶାର ସିଘା ପରବ୍ ନୂଅଁାଖାଇ। ସେଥିରଲାଗି ଗଁାରୁ ସହର ତକ୍ ସବୁଠାନେ ଜୁକାନ ବଜାର, ହାଟ ହଟଲି, ବସ୍ଷ୍ଟାଣ୍ଡ, ରେଲ ଷ୍ଟେଶନରେ…
ଏକ୍ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍ କଠାରପାଲି ଗଁ।ବାସୀ
ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍ ସବୁଠାନେ ଲୋକ୍ ସଜ୍ବାଜରେ ଲାଗି ପଡ଼ିଛନ୍। ଘରଦୁଆର ଲିପାପୁଛା, ଘସାମଜା କରି ଚକାଚକ୍ କରି ସାଏଲେନ।…
ଅଁଟାରୁ ତଲକେ ଅଚଲ, ଖଟେ ପଡ଼ିଛନ୍ ବିପିନ: ଚିକିଛା ସାହାଯ୍ ଲାଗି ପରିବାରର ଆକୁଲ ନିବେଦନ
ଲାଠୋର, ୩୧ା୮ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍ ସଦର ମନ୍ଦିର ପଡ଼ାର ବିପିନ ସେଠ୍(୫୩) ରୋଗ୍ ପରଭାବରେ ଖଟେ ପଡ଼ି ରହିଛନ୍। ଇଆଡ଼େ ଟଁକା ପଏସା ଅଭାବୁ ସେ ଚିକିଛା କରେଇ ନାଇଁପାରବାର। ଏନ୍ତାଥି ପରିବାର…
ଆବାସିକ ବିଦ୍ୟାଳୟ ରୋଷେୟାଙ୍କୁ ପଥରରେ ଛେଚି ହତ୍ୟା
ଚନ୍ଦ୍ରଗିରି,୩୦ା୮(ଡି.ଏନ.ଏ.)- ଗଜପତି ଜିଲା ମୋହନା ବ୍ଲକ ଲୁଡ୍ରୁ ଆଶ୍ରମ ବିଦ୍ୟାଳୟରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ବିଦ୍ୟାଳୟରେ ରହୁଥିବା ରୋଷେୟାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୋହନା ପୋଲିସ ଓ ଆର.ଉଦୟଗିରି ଏସ୍ଡିପିଓ ଅଶୋକ କୁମାର ମହାନ୍ତି ବିଦ୍ୟାଳୟରେ ପହଞ୍ଚତ୍ ତଦନ୍ତ…
ସହଯୋଗ ବାହାନାରେ ଏଟିଏମ୍ରେ ଠକେଇ
ଭଞ୍ଜନଗର,୩୦।୮(ଡି.ଏନ.ଏ)- ଟଙ୍କା ଉଠାଇବାରେ ସହଯୋଗ କରିବା ବାହାନାରେ ଜଣେ ମହିଳାଙ୍କ ଆକାଉଣ୍ଟରୁ ୨୧ ହଜାର ଟଙ୍କା ଠକି ନେଇଛନ୍ତି ଦୁର୍ବୃତ୍ତ। ଏଥିସହ ମହିଳାଙ୍କ ଏଟିଏମ୍ କାର୍ଡ଼ଟି ମଧ୍ୟ ବଦଳ କରି ନେଇଥିବା ଜଣାପଡିଛି। ଘଟଣାଟି ଗତ ୨୭ ତାରିଖରେ ଘଟିଥିଲା। ଠକେଇର…
ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୩୦ା୮-ସାପ କାମୁଡ଼ାରେ ଗୁରୁତର ଜଣେ ମହିଳାଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ଅଲାରିଗଡ ଗ୍ରାମର ମନୋଜ ଡାକୁଆଙ୍କ ସ୍ତ୍ରୀ ନମିତା। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୪୫୯/୧୯ରେ…

