ଶିକ୍ଷକପଡ଼ାରେ ମାତିଲେ ଦୁର୍ବୃତ୍ତ : ଝରକା ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା
ବଇଣ୍ଡା,୩୦।୮(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ନୁନୁକାପଶି ପଞ୍ଚାୟତ ଶିକ୍ଷକପଡ଼ାରେ ରହୁଥିବା ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଘରୁ ଗୁରୁବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ଝରକା ଗ୍ରୀଲ ତାଡି ଆଲମିରା ଭାଙ୍ଗି ୧୦ଟି ସୁନା ମୁଦି, ୧୦ ହଜାର…
କେନ୍ଦୁପତ୍ର ବୋଝେଇ ମିନି ଟ୍ରକ ଜବତ
ବଇଣ୍ଡା,୩୦।୮(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା ଆଶ୍ରୁବାହାଳ ଗ୍ରାମରୁ ଗୁରୁବାର ବିଳମ୍ବିତ ରାତିରେ ଏକ ଚୋରା କେନ୍ଦୁପତ୍ର ବୋଝେଇ ଟ୍ରକକୁ ବଇଣ୍ଡା ଫାଣ୍ଡି ପୋଲିସ ଜବତ କରିଛି। ଏଥିରେ ୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ କେନ୍ଦୁପତ୍ର ଥିବା ବିଭାଗ ପକ୍ଷରୁ ଆକଳନ କରାଯାଇଛି।…
ପୋଲିସ ପରିଚୟ ଦେଇ ଲୁଟ୍
ଭଦ୍ରକ ଅଫିସ, ୩୦।୮- ଭଦ୍ରକ ଚରମ୍ପା ପଥରଆଡ଼ି ରାସ୍ତାର ଏକ ଘରୋଇ ନର୍ସିଂହୋମ ନିକଟରେ ଶୁକ୍ରବାର ଅପରାହ୍ନରେ ସ୍ପଷ୍ଟ ଦିବାଲୋକରେ ନିଜକୁ ପୋଲିସ ଅଧିକାରୀ ପରିଚୟ ଦେଇ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କଠାରୁ ସୁନାଚେନ୍ ଲୁଟି ନେଇଛନ୍ତି ଲୁଟେରା। ଉକ୍ତ ସୁନାଚେନ୍ର…
୪ ବଖରା ଜଳିଗଲା
ଖଇରା, ୩୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୨ପରିବାରର ୪ ବଖରା ନଷ୍ଟ ହୋଇଯାଇଛି। କ୍ଷତିଗ୍ରସ୍ତ ପରିବାରଙ୍କ ମଧ୍ୟରେ ଆନନ୍ଦ ପୁହାଣ ଓ ବିନୋଦ ପୁହାଣଙ୍କର ୨ବଖରା ଲେଖାଏଁ ବାସଗୃହ ରହିଛି। ନଷ୍ଟ…
ଖଣିଆ ପୋଲ ନିମ୍ନମାନର ଅଭିଯୋଗ: ତଦନ୍ତ କଲେ ଏସ୍କ୍ୟୁଏମ୍
ଖଇରା, ୩୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ତୁଡିଗଡିଆ -ଡଗରପଡା ଆରଡି ରାସ୍ତାର ଖଣିଆ ନିକଟରେ ପୋଲ ନିମ୍ନମାନର ହୋଇଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ରାଜ୍ୟ ମାନ ଯାଞ୍ଚ(ଷ୍ଟେଟ କ୍ୱାଲିଟି ମନିଟର) ଅଧିକାରୀଙ୍କ ଦ୍ୱାରା ଶୁକ୍ରବାର…
କୁଟିର ଶିଳ୍ପ ପ୍ରୋତ୍ସାହନ ପାଇଁ ସଚେତନତା କର୍ମଶାଳା
କର୍ଲାମୁଣ୍ଡା,୩୦।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲା ଶିଳ୍ପ କେନ୍ଦ୍ର କଳାହାଣ୍ଡି ପକ୍ଷରୁ ଶୁକ୍ରବାର କୁଟିର ଶିଳ୍ପର ପ୍ରୋତ୍ସାହନ ପାଇଁ ଏକ ଜନସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ଥାନୀୟ ବିଧାୟ ଭୂପିନ୍ଦର ସିଂ ଯୋଗଦେଇ ଅଂଶ ଗ୍ରହଣକାରୀମାନଙ୍କୁ ସରକାରଙ୍କ…
ଭିଜିଲାନ୍ସ ଜାଲରେ ସମଲ ବ୍ୟାରେଜ ବରିଷ୍ଠ କିରାଣୀ
ତାଳଚେର,୩୦।୮(ସ୍ବ.ପ୍ର.): ସମଲ ବ୍ୟାରେଜର ବରିଷ୍ଠ କିରାଣୀ ପ୍ରଦ୍ୟୁମ୍ନ କୁମାର ବେହେରା ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସରକିଶୋରିପାଳ ଗ୍ରାମର ଅକ୍ଷୟ କୁମାର ସାହୁଙ୍କଠାରୁ କଣ୍ଟ୍ରାକ୍ଟର ଲାଇସେନ୍ସ କରାଇଦେବାକୁ ୫ହଜାର ଟଙ୍କା ନେବା ବେଳେ ସେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ…
ବେଆଇନ୍ ବାଲି ଚାଲାଣ: ୨ ଟ୍ରାକ୍ଟର ଜବତ
ଆନନ୍ଦପୁର,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ପକ୍ଷରୁ ଆନନ୍ଦପୁର ଥାନା ଶାଳବଣି ଗ୍ରାମରେ ଶୁକ୍ରବାର ଚଢ଼ାଉ କରାଯାଇ ବେଆଇନ ବାଲି ଚାଲାଣ କରୁଥିବା ଦୁଇଟି ଟ୍ରାକ୍ଟର ଜବତ କରାଯାଇଛି। ଜବତ ଟ୍ରାକ୍ଟର ମାଲିକଙ୍କ ନିକଟରୁ ୧୫ ହଜାର ଟଙ୍କା ଜରିମାନା ଆଦାୟ…
ଚୋରା ଦେଶୀମଦ ଜବତ: ଜଣେ ଗିରଫ
ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଶୁକ୍ରବାର ବାଲାଗୋଡ଼ା ସ୍ଥିତ ଡବ୍ଲ୍ୟୁ ହଟିଂ ଅଞ୍ଚଳରେ ଚଢ଼ାଉ କରି ୧୦ ଲିଟର ଚୋରା ଦେଶୀ ମଦ ଜବତ କରିଛି। ଏହା ସହ ଉକ୍ତ ଘଟଣାରେ ସଂପୃକ୍ତ ଅଭିଯୁକ୍ତ ରାମ ମୁଣ୍ଡାଙ୍କୁ ପୋଲିସ…
ଡିଜେଲ ଚୋରି ଘଟଣା: ପୁଣି ୨ ଗିରଫ
ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଗୁରୁବାର ଡିଜେଲ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ସଂପୃକ୍ତ ଅନ୍ୟ ୨ ଜଣଙ୍କୁ ପୋଲିସ ଗିରଫ କରି ଶୁୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ବଲାଣୀ ରେଲୱେ…
ଦାରିଙ୍ଗବାଡ଼ି ଥାନା ନୂତନ ଆଇଆଇସି ଭାବେ କାର୍ଯ୍ୟରେ ଯୋଗଦେଲେ କୌଶିକ ମାଝି
ଦାରିଙ୍ଗବାଡ଼ି,୩୦।୮(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାରେ ନୂତନ ଆଇଆଇସି ଭାବେ କୌଶିକ ମାଝି ଗୁରୁବାର କାର୍ଯ୍ୟରେ ଯୋଗଦେଇଛନ୍ତି । ସେ ବ୍ରହ୍ମପୁର ଅଞ୍ଚଳର ବିଭିନ୍ନ ଥାନାରେ ଦୀର୍ଘ ୬ ବର୍ଷ ଧରି ସବ୍ଇନ୍ସପେକ୍ଟର ଏବଂ ଆଇଆଇସି ଭାବେ କାର୍ଯ୍ୟ କରିଛନ୍ତି। ସାଇବର…
ପାଥର୍ଲାରେ ଆଗୁଆ ନୂଆଁଖାଇ: ଗ୍ରାମଦେବତୀଙ୍କୁ ବରଣ କାର୍ଯ୍ୟଶେଷ
କେସିଙ୍ଗା,୩୦।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଥର୍ଲା ପଞ୍ଚାୟତର ପାଥର୍ଲା, ବାହାଦୂରପଦର, ଓ ପାଲଗାପଡ଼ା ଗ୍ରାମରେ ଶନିବାର ନୂଆଁଖାଇ ପର୍ବ ପାଳନ ହେବ। ଏ ନେଇ ପାଥର୍ଲା ଗ୍ରାମରେ ଆଗୁଆ ନୂଆଁଖାଇ ଲାଗି ଶୁକ୍ରବାର ଗ୍ରାମଦେବତୀଙ୍କ ବରଣ କାର୍ଯ୍ୟ ଶେଷ ହୋଇଛି।…

