ଆମ ଜିଲା ଖବର

ବିଭିନ୍ନ ଦାବିରେ ଛାତ୍ରୀଛାତ୍ରଙ୍କ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୯।୮(ସ୍ବ.ପ୍ର.): ବିଭିନ୍ନ ଦାବି ନେଇ କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜ ଛାତ୍ରୀଛାତ୍ରମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସେମାନେ ଦୀର୍ଘ ବର୍ଷ ହେଲା ବିଦ୍ୟୁତ୍‌, ପାଣି, ରାସ୍ତା, ଇଣ୍ଟରନେଟ୍‌ ସେବା, କ୍ୟାଣ୍ଟିନ୍‌, ଖେଳ ପଡ଼ିଆ…

ଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼

ବାଲେଶ୍ୱର ଅଫିସ,୯।୮: ବାଲେଶ୍ୱର ଜିଲା ଜଳେଶ୍ୱର ରେଳ ଷ୍ଟେଶନରେ ଏକ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି। ରେଳ ପୋଲିସ ଉପସ୍ଥିତିରେ ଯାତ୍ରୀମାନେ ଜଣେ ଲୋକଙ୍କୁ ଚୋର ଭାବି ନିସ୍ତୁକ ମାଡ଼ ମାରିଥିଲାବେଳେ ପୋଲିସ ଜଣକ ଦର୍ଶକ ସାଜିଥିଲେ। ଖବର ଅନୁଯାୟୀ, ଜଳେଶ୍ୱର…

ବାଉଁଶିଆପଲ୍ଲୀ ଗୁଟ୍‌ଖା କାରଖାନାରେ ଚଢ଼ାଉ: ମାଲିକ ଗିରଫ, ମାଷ୍ଟରମାଇଣ୍ଡ ଫେରାର

ବ୍ରହ୍ମପୁର ଅଫିସ,୯।୮: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ବାଉଁଶିଆପଲ୍ଲୀରେ ଚାଲିଥିବା ବେଆଇନ ଗୁଟ୍‌ଖା କାରଖାନାରେ ଚଢ଼ାଉ କରିଛି। ଲକ୍ଷାଧିକ ଟଙ୍କାର ଗୁଟ୍‌ଖା ଜବତ କରାଯାଇଥିବା ଥାନାଧିକାରୀ ଭାବନାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି। ଚଢ଼ାଉ ସମୟରେ ୨୧…

କେନାଲରେ ପଡ଼ି ଚାଷୀଙ୍କ ମୃତ୍ୟୁ

ଭଦ୍ରକ ଅଫିସ,୯।୮: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ସାଳନ୍ଦୀ କେନାଲରେ ପଡ଼ି ଶୁକ୍ରବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ କୁନ୍ତଳା ଗ୍ରାମପଞ୍ଚାୟତ ଖିଲାର ସାହିର ରାମଚନ୍ଦ୍ର ଖିଲାର(୪୨)। ଧାନ ତଳି ନେଇ କେନାଲ ଆଡ଼ିବନ୍ଧରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ସ୍ବାମୀ

ଧାମନଗର,୯।୮(ଡି.ଏନ୍‌.ଏ) : ଭଦ୍ରକ ଜିଲା ଧୁଷୁରୀ ଥାନା କୋଠାର ଦାସ ସାହିର ସଞ୍ଜୟ ଦାସ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କୁ ଟାଙ୍ଗିଆରେ ହାଣି ଦେବାରୁ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଭଦ୍ରକ ମେଡିକାଲ ନିଆଯାଇଥିଲା। ଡାକ୍ତର ସେଠାରେ ରଶ୍ମିତାଙ୍କୁ ମୃତ ଘୋଷଣା କରିଛନ୍ତି। ଅଭିଯୁକ୍ତ…

ଜଟଣୀରେ ଗୋରୁଚାଲାଣ ର଼୍ୟାକେଟ୍‌ ସକ୍ରିୟ : ଗୋରୁ ବୋଝେଇ ଗାଡ଼ି ଜବତ,୬ ଗିରଫ

ଜଟଣୀ,୯।୮(ଡ଼ି.ଏନ.ଏ.) : ଗୋରୁଚାଲାଣ ବେଳେ ଜଟଣୀ ପୋଲିସ ୩ଟି ଗାଡ଼ି ଜବତ କରିବା ସହ ୬ ଜଣଙ୍କୁ ଗିରଫ କରିଛନ୍ତି। ଗାଡ଼ିରେ ଭର୍ତ୍ତି ହୋଇଥିବା ୩୮ଟି ଗାଈ ଉଦ୍ଧାର କରାଯାଇଛି। ରାତ୍ରିକାଳିନ ପାଟ୍ରୋଲିଂ ଓ ବ୍ଲକିଂ ସମୟରେ ୧୬ ନଂ. ଜାତୀୟ…

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା : ପୋଲିସକୁ ତଥ୍ୟ ମାଗିଲେ ଶ୍ରମ ଅଧିକାରୀ

ପୁରୀ ଅଫିସ, ୯।୮: ରଥଯାତ୍ରା ସମୟରେ ଗତ ଜୁଲାଇ ୮ତାରିଖ ରାତିରେ ପୁରୀ ବସ୍‌ଷ୍ଟାଣ୍ଡରେ ଏକ ଯାତ୍ରୀବାହୀ ବସ୍‌ରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ କୁମ୍ଭାରପଡ଼ା ଥାନା ପୋଲିସ ସମ୍ପୃକ୍ତ ବସ୍‌ ହେଲ୍‌ପରଙ୍କୁ ଗିରଫ…

ଚିନିକଳ ଖୋଲିବା ଆଶା ଉଜ୍ଜୀବିତ : ଏକାଠି ହେଲେ ମନ୍ତ୍ରୀ, ପ୍ରଶାସକ, ନେତା, କୃଷକ

ନୟାଗଡ଼ ଅଫିସ,୯ା୮: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଚିନିକଳ ଖୋଲିବା ପ୍ରସଙ୍ଗରେ ଗୁରୁବାର ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ, ଜିଲାପାଳ, ବିଭିନ୍ନ ଦଳର ନେତା, କୃଷକ, ଶ୍ରମିକମାନେ ଏକାଠି ହୋଇଥିବା ଦେଖିବାକୁ ମିଳିଥିଲା।…

ଅନଶନରେ ବସିଥିବା ଖବରଦାତାଙ୍କୁ ଆକ୍ରମଣ

ନୟାଗଡ଼ ଅଫିସ,୯ା୮: ଦଶପଲ୍ଲା ବ୍ଲକ ଟାକେରା ଆଶ୍ରମ ବିଦ୍ୟାଳୟକୁ ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ଖବରଦାତାମାନଙ୍କୁ ଦୁର୍ବ୍ୟବହାର କରାଯାଇଥିଲା। ଏଥିରେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଖବରଦାତାମାନେ ଥାନା ଆଗରେ ଅନଶନ ଚଳାଇଥିଲେ। ହେଲେ ଗୁରୁବାର କେତେଜଣ…

ବିନା ତାଲିମରେ ଶିକ୍ଷକ ବାଣ୍ଟିଲେ କୃମିନାଶ ଔଷଧ : ସ୍କୁଲରେ ସହପାଠୀଙ୍କୁ ଔଷଧ ଖୁଆଇଲେ ଛାତ୍ରୀଛାତ୍ର

ରଣପୁର,୯ା୮(ସ୍ବ.ପ୍ର.): ଗୁରୁବାର ଜାତୀୟ କୃମିନାଶ ଦିବସ ରଣପୁର ବ୍ଲକ ଅଞ୍ଚଳରେ ପ୍ରହସନ ପାଲଟିଥିବା ଅଭିଯୋଗ ହେଉଛି। ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ କୃମିନାଶ ଔଷଧ ବଣ୍ଟନ କରାଯାଇ ଥିବାବେଳେ ବେସରକାରୀ ସ୍କୁଲ ପ୍ରତି ଅଣଦେଖା କରାଯାଇଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।…

ଡିକି ଭାଙ୍ଗି ୫୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ଖଣ୍ଡପଡା,୯।୮(ସ୍ବ.ପ୍ର.) : ନୟାଗଡ ଜିଲା କଣ୍ଟିଲୋ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ଓ ରାହାଜାନି ବୃଦ୍ଧି ପାଉଥିବାବେଳେ ଗୁରୁବାର ଅପରାହ୍ନରେ ସ୍ପଷ୍ଟ ଦିବାଲୋକରେ ଜଣେ ଶିକ୍ଷକଙ୍କଠାରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ସ୍ଥାନୀୟ ପାଟଣା ଛକରେ ବଡବାଣପୁର ପଞ୍ଚାୟତ ଅନ୍ତର୍ଗତ ଘଣାଶାଳିଆ…

ଗ୍ରାମାଞ୍ଚଳରେ ମୋବାଇଲ ସେବା ଅପହଞ୍ଚ

ଗଣିଆ,୯।୮(ଡିି.ଏନ.ଏ.)-ବର୍ତ୍ତମାନ ଦୁନିଆରେ ପ୍ରତିଟି ମୁହୂର୍ତ୍ତରେ ମୋବାଇଲ ଓ ଇଣ୍ଟରନେଟ୍‌ ସେବା ଜରୁରୀ ହୋଇପଡିଛି। ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ଓ ବେସରକାରୀ ଦପ୍ତର ପର୍ଯ୍ୟନ୍ତ ଏହାର ବ୍ୟବହାର ଜରୁରୀ ହୋଇପଡିଛି। ଜନସାଧାରଣଙ୍କୁ ଏହି ସୁବିଧା ଯୋଗାଇଦେବା ପାଇଁ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?