ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି:ଠାବହେଲା ୬ ଥାକିଆ ଭୂତଳ ଘର
ପୁରୀ ଅଫିସ, ୩୦-୮:ଭଙ୍ଗାଯାଇଛି ବହୁଚର୍ଚ୍ଚିତ ଏମାର ମଠ। ଚାଲିଛି ଉଚ୍ଛେଦ ପ୍ରକ୍ରିୟା। ଆଉ କିଛିଦିନ ପରେ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯିବ ଦ୍ୱାଦଶ ଶତାବ୍ଦୀର ଏହି ମଠ। ତେବେ ଏହି ପ୍ରାଚୀନ ମଠ ଭଙ୍ଗାଯିବା ପରେ ମିଳିଛି ଭୂତଳ ଘରର ସନ୍ଧାନ।…
ଜାତୀୟ କ୍ରୀଡ଼ା ଦିବସ ପାଳନ
ଧର୍ମଶାଳା,୩୦-୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜାରକା ନେହେରୁ ଯୁବକେନ୍ଦ୍ର ଓ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ଗୁରୁବାର ଜାରକାସ୍ଥିତ ପ୍ରଜପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡ଼ା ଦିବସ ଓ ଫିଟ୍ ଇଣ୍ଡିଆ କ୍ୟାମ୍ପେନ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର…
ବଗପାଳ କ୍ଷୁଦ୍ର ଜଳସେଚନ ଡ୍ୟାମ୍ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଛତିଆ,୩୦-୮(ଡି.ଏନ୍.ଏ.)- ବଡ଼ଚଣା ବ୍ଲକ ଅଧୀନସ୍ତ ବୈରୀ ଥାନା ଅନ୍ତର୍ଗତ ସମିଆ ପଞ୍ଚାୟତରେ ଥିବା ବଗପାଳ କ୍ଷୁଦ୍ର ଜଳସେଚନ ଡ୍ୟାମ୍ରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ସମିଆ ପଞ୍ଚାୟତର ୭ମାଣ ଗ୍ରାମର ରାଜୁ ବାଲମୁଖୀ…
କୃତ୍ରିମ ହ୍ରଦ ପାଲଟିଛି ଚୋରଦା କାଳୀ ମେଲଣ ପଡିଆ
ଯାଜପୁର ରୋଡ,୩୦-୮(ନି.ପ୍ର.)- ବ୍ୟାସନଗର ପୌର ପରିଷଦର ୯ ନମ୍ବର ୱାର୍ଡରେ ଥିବା କାଳୀ ମେଲଣ ପଡ଼ିଆ ଶୋଚନୀୟ ହୋଇପଡିଛି। ଏହା ସହରର ମୁଖ୍ୟ ପଡିଆ ହୋଇଥିବାରୁ କାଳି ମେଲଣ ଯାତ୍ରା ସହ ଧର୍ମସଭା, ନାମଯଜ୍ଞ ଏବଂ ସଭା-ସମିତି ଆୟୋଜିତ ହୋଇଥାଏ। ହେଲେ…
୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ:ଭାଗନେଲେ ୪ ଶହ ପ୍ରଶିକ୍ଷାର୍ଥୀ
ଡୁବୁରୀ/କଳିଙ୍ଗନଗର,୩୦-୮(ଡି.ଏନ୍.ଏ.)- ତୃଣମୂଳ ସ୍ତରରୁ ପ୍ରତିଭା ଅନ୍ବେଷଣ କରିବା ଲକ୍ଷ୍ୟରେ ଟାଟା ଷ୍ଟିଲ ପକ୍ଷରୁ ଦାନଗଦୀ ନଡିଆଭଙ୍ଗା ପଞ୍ଚାୟତର ଶାଳିଜଙ୍ଗାଠାରେ ୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମର…
ବେଆଇନ ମୋରମ ଚାଲାଣ:ମେଡିକାଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ, ତଦନ୍ତ ଦାବି
ରଣପୁର,୩୦।୮(ସ୍ବ.ପ୍ର.)-ରୟାଲ୍ଟି ନଁାରେ ୬ମାସ ଧରି ନୟାଗଡ଼ ଜିଲା ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ମେଡିକାଲ ପରିସରରୁ ଚାଲିଥିଲା ବେଆଇନ ମୋରମ ଚାଲାଣ । ତେବେ ଗୁରୁବାର ତହସିଲଦାରଙ୍କ ଚଢ଼ାଉ ପରେ ମେଡ଼ିକାଲ କର୍ତ୍ତୃପକ୍ଷଙ୍କ ମିଛ ବୟାନ ଧରା ପଡ଼ିଯାଇଛି। ଘଟଣାସ୍ଥଳରୁ ୧…
ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ
କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ା ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ ଗୁରୁବାର ପଞ୍ଚାୟତ…
ମରାମତି ହେଉନି ପାଇପ୍ ଲାଇନ୍:ବରିଡିହି ଗ୍ରାମବାସୀ ପାନୀୟ ଜଳରୁ ବଞ୍ଚିତ
ଖଣ୍ଡପଡ଼ା,୩୦ା୮(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରାଣୀପଡ଼ା ପଞ୍ଚାୟତସ୍ଥ ବିରିଡିହିରେ ଗତ ଏକ ମାସ ଧରି ପାଇପ୍ ଲାଇନ୍ ଖରାପ ହୋଇଯାଇଛି। ତେଣୁ ସମ୍ପ୍ରତି ବର୍ଷାଋତୁ ସମୟରେ ମଧ୍ୟ ଏହି ଗ୍ରାମବାସୀ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି ା ପ୍ରକାଶ ଯେ, ପାନୀୟ…
ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥା ହୁଗୁଳା
ନୟାଗଡ଼ ଅଫିସ,୩୦।୮-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ଯେତେବେଳେ ଯିଏ ନାହିଁ ସିଏ ସେଠାରେ ମନଇଚ୍ଛା ପଶି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଫଳରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଗୁରୁବାର ଜିଲା ମୁଖ୍ୟ…
ଦୁଇମାସ ହେଲା ଅନ୍ଧାରରେ ୨ ଗାଁ
ନୂଆଗାଁ,୩୦।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ପ୍ରତି ଗାଁରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ବେଳେ ଅଠରଗଣ୍ଡା ଓ କୁଟିବାରୀ ଗ୍ରାମର ସମସ୍ୟା ବଢିବାରେ ଲାଗିଛି । ପ୍ରାୟ ଦୁଇ ମାସ ହେଲା ଦୁଇ ଗ୍ରାମର ଲୋକେ ବିଦ୍ୟୁତ୍ ସେବାରୁ…
ଡ୍ରୋନ୍ କ୍ୟାମେରାରେ ତାରପୁର ମହାନଦୀ ବ୍ରିଜର ସର୍ବେକ୍ଷଣ
ରଘୁନାଥପୁର, ୨୯। ୮ (ଡି.ଏନ.ଏ.)- ମହାନଦୀ ସାଉଥ ଜଳସମ୍ପଦ ବିଭାଗ ଅଧୀନରେ ଥିବା ରାଘୁନାଥପୁର ବ୍ଲକ ତାରପୁରସ୍ଥିତ ମହାନଦୀ ବ୍ରିଜ୍ ସ୍ପାନ ଜଏଣ୍ଟ ମୁଣ୍ଡରେ ଗର୍ତ୍ତ ସୃଷ୍ଟି ହୋଇ ଯାତାୟାତରେ ସମସ୍ୟା ସୃଷ୍ଟି କରୁଥିଲା। ଆରଆଣ୍ଡବି ବିଭାଗ ପକ୍ଷରୁ ୧୯୯୭ରେ ୬୨୩…
ସାପ କାମୁଡ଼ାରେ ଶିଶୁ ମୃତ, ଉତ୍ତେଜନା
ରାୟଗଡ଼ା ଅଫିସ, ୨୯ା୮- ରାୟଗଡ଼ା ସହର ନିକଟସ୍ଥ ପିତାମହଲ ଗ୍ରାମରେ ଗୁରୁବାର ସାପ କାମୁଡ଼ାରେ ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଜଗନ ଲିମା(୫)। ଚିକିତ୍ସାରେ ଅବହେଳା ଯୋଗୁ ଶିଶୁଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାକୁ…

