ଆମ ଜିଲା ଖବର

ଜୁନାଗଡରେ ପଞ୍ଚାୟତ ସମିତି ବୈଠକ: ନିମ୍ନମାନର ଛତୁଆ ଯୋଗାଣକୁ ନେଇ ଅସନ୍ତୋଷ

ଜୁନାଗଡ,୨୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ଗୁରୁବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜୁନାଗଡ ବିଡିଓ ଦୁଳାରାମ ମାରାଣ୍ଡି, ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ, ଏମ୍‌ପି ପ୍ରତିନିଧି ମୁକେଶ…

କଳାହାଣ୍ଡି ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ଏକତା ମଞ୍ଚର ବିକ୍ଷୋଭ

ଭବାନୀପାଟଣା,୨୯।୮(ଡି.ଏନ.ଏ.): କଳାହାଣ୍ଡି ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ଏକତା ମଞ୍ଚ ପକ୍ଷରୁ ବିଭିନ୍ନ ଦାବି ନେଇ ସ୍ଥାନୀୟ ୱେସ୍କୋ ଅଧୀକ୍ଷଣ ଯନ୍ତ୍ରୀ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏକ ଦାବିପତ୍ର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। ଦାବିଗୁଡ଼ିକ ମଧ୍ୟରେ କଳାହାଣ୍ଡି ବିଦ୍ୟୁତ୍‌…

ନୀତି ଆୟୋଗ ଟିମ୍‌ର ମାନଜୋର ପ୍ରକଳ୍ପ ପରିଦର୍ଶନ

ମାଧପୁର, ୨୯ା୮- କେନ୍ଦ୍ରୀୟ ନୀତି ଆୟୋଗ ଟିମର ଦୁଇଜଣିଆ ସଦସ୍ୟ ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ମାନଜୋର ଜଳପ୍ରକଳ୍ପ ପରିଦର୍ଶନ କରିଛନ୍ତି। ଏଥିସହ ପ୍ରକଳ୍ପ ଅଧିକାରୀ, କୃଷକ ନେତା ଓ ଚାଷୀମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ପରେ କନ୍ଧପଡା ଉଠାଜଳସେଚନ…

ବର୍ଷା ଦିନରେ ଚାଲିଛି ମୋରମ କାମ

ଚମ୍ପୁଆ, ୨୯।୮(ଡି.ଏନ.ଏ.)- ଚମ୍ପୁଆ ଏନ.ଏ.ସିର ୨ନଂ ୱାର୍ଡ ପାଞ୍ଚପୋଖରିଆ ଗ୍ରାମ ରାସ୍ତା ମରଣଯନ୍ତା ପାଲଟିଛି । ରାସ୍ତା ନିର୍ମାଣ ପାଇଁ ମୋରମ ବିଛା ହୋଇଥିବାରୁ ଗ୍ରାମବାସୀ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୁଚନା ଅନୁସାରେ ପାଞ୍ଚପୋଖରିଆ ଗା୍ରମରାସ୍ତା ନିର୍ମାଣ ପାଇଁ ଏନଏସି…

ଜାତୀୟ ରାଜପଥରେ ଗ୍ୟାରେଜ: ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ, ଘଟୁଛି ଦୁର୍ଘଟଣା

ଝୁମ୍ପୁରା ୨୯।୮ (ଡି.ଏନ.ଏ.)-୨୦ନଂ ଜାତୀୟ ରାଜପଥର ଝୁମ୍ପୁରା ଥାନା ପଛ ପାଖରେ ଜାତୀୟ ରାଜପଥର ଅଧିକୃତ ଜାଗା ଉପରେ ହିଁ ଗଢି ଉଠିଥିବା ଗ୍ୟାରେଜ ଯୋଗୁଁ ବିପର୍ଯ୍ୟସ୍ତ ହୋଇ ପଡିଛି ଟ୍ରାଫିକ ସେବା। ଜାତୀୟ ରାଜପଥର ନିର୍ମାଣ କାମ ଥାନା ପଛ…

ଖଣି ମନ୍ତ୍ରୀ, ସଚିବଙ୍କ ଯୋଡ଼ା ଗସ୍ତ: ଖଣି ନିଲାମ ପାଇଁ ସରକାରୀ ତତ୍ପରତା

ଯୋଡ଼ା, ୨୯।୮(ଡିଏନଏ) କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳକୁ ଖଣି ମନ୍ତ୍ରୀ ପ୍ରଫୁଲ ମଲିକ ଯୋଡା ଗସ୍ତରେ ଆସି ଖଣି ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ସମ୍ପର୍କରେ ଖଣିଲିଜ୍‌ ଧାରୀଙ୍କ ସହିତ ଏକ ବୈଠକ କରିଥିଲେ। ଗୁରୁବାର ଅପରାହ୍ନ ୩ ଘଟିକା ସମୟରେ…

ଦୁର୍ଘଟଣା ପରେ ଡ଼ମ୍ପର ଚାଳକଙ୍କୁ ମାଡ଼ ମାରିବା ଘଟଣା : ୭ ଗ୍ରାମବାସୀଙ୍କୁ ଗିରଫ କଲା ପୋଲିସ

ରାଇରଙ୍ଗପୁର,୨୯ା୮(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଏକ ଦୁର୍ଘଟଣାକୁ ନେଇ ଡମ୍ଫର ଚାଳକ ବିଶ୍ୱନାଥ ହଁାସଦାଙ୍କୁ ମାଡ଼ ମାରିବା ଓ ଲୁହାଖଣି ମାଲିକଙ୍କ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୭ ଗ୍ରାମବାସୀଙ୍କୁ ଗିରଫ କରିଛି।…

ଫାଇନାନ୍ସ କର୍ମଚାରୀଙ୍କୁ ଭୁଜାଲି ମାଡ଼,  ୪୬ହଜାର ଲୁଟ୍‌

ରୂପ୍‌ସା, ୨୯।୮(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ-ସାନଗୋବରା ରାସ୍ତାରେ ୩ଜଣ ଦୁର୍ବୃତ୍ତ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ୪୬ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ପୋଲିସ ଏକ ମାମଲା (ନଂ.…

ମଦ ବିରୋଧରେ ତାତିଲେ ମହିଳା

ଫୁଲବାଣୀ ଅଫିସ, ୨୯ା୮-ଜି.ଉଦୟଗିରି ବ୍ଲକ କଳିଙ୍ଗା ଗ୍ରାମରେ ବ୍ୟାପକ ଦେଶୀ ଏବଂ ବିଦେଶୀ ମଦ କାରବାର ଚାଲିଛି ା ଥାନା ପାଖରୁ ମାତ୍ର ଅଳ୍ପ ଦୂରରେ ଦେଶୀ ମଦ ରନ୍ଧା ଯାଉଛି। ପୋଲିସ କି ଅବକାରୀ ବିଭାଗ କେହି ଏଥିପ୍ରତି ଦୃଷ୍ଟି…

ହିଞ୍ଜିଳିକାଟୁ କଲେଜରେ ୨ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ହିଞ୍ଜିଳିକାଟୁ,୨୯ା୮(ଡ଼ି.ଏନ୍‌.ଏ): ହିଞ୍ଜିଳିକାଟୁ କଲେଜରେ ବୁଧବାର ଜୁନିୟର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ପାଇଁ ପ୍ରସ୍ତୁତି ବେଳେ କାୈଣସି କଥାକୁ ନେଇ ୨ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ଉଭୟ ଗୋଷ୍ଠୀ ହାତାହାତି ହୋଇଥିଲେ। ଘଟଣା ପରେ ଗୋଟିଏ ଗୋଷ୍ଠୀ ପକ୍ଷରୁ କଲେଜ…

ସାନଭାଇର ଛୁରା ମାଡ଼ରେ ବଡ଼ଭାଇ ଗୁରୁତର

ପୋଲସରା,୨୯ା୮(ଡି.ଏନ.ଏ.)- ପୋଲସରା ଥାନା ନିକଟସ୍ଥ ବ୍ରାହ୍ମଣସାହି ଛକଠାରେ ବୁଧବାର ରାତିରେ ପାରିବାରିକ କଳହକୁ ନେଇ ସାନଭାଇ ଛୁରା ମାଡରେ ବଡ଼ଭାଇ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ପୋଲସରାର ସୂର୍ଯ୍ୟ ପାତ୍ର (ଆନ୍ନା)। ବ୍ରାହ୍ମଣ ସାହିସ୍ଥିତ ମୁଖ୍ୟ ସଡ଼କ ପାର୍ଶ୍ୱରେ…

ଥମୁନି ଝାଡ଼ାବାନ୍ତି, ପୁଣି ଜଣେ ମୃତ: ପ୍ରଶାସନର ଚେତା ପଶୁନି

ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତଥା ଆଖପାଖ ଅଞ୍ଚଳରେ ଝାଡାବାନ୍ତି ଥମିବାର ନଁା ନେଉନି। ଗତ ୪ତାରିଖରୁ ୫୦ରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ହୋଇଛି। ବୁଧବାର ରାତିରେ ଭଉଁରିଆବାଡ଼ ପଞ୍ଚାୟତର କାନ୍ଥସିମୁଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?