ଆମ ଜିଲା ଖବର

କିଡନୀ ରୋଗର ଅନୁଧ୍ୟାନ ପାଇଁ ମାଙ୍କଡକେନ୍ଦାରେ ଡାକ୍ତରୀ ଟିମ୍‌

କୁଆମରା,୮ା୮(ଡି.ଏନ୍‌.ଏ.): ଆଦିବାସୀ ଅଧ୍ୟୁଷିତ ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ମାଙ୍କଡକେନ୍ଦା ଗ୍ରାମର ୧୧ ନମ୍ବର ୱାର୍ଡରେ କିଡିନୀ ରୋଗ ଆତଙ୍କ ଦେଖା ଦେଇଛି। କିଛି ଦିନ ମଧ୍ୟରେ ଏହି ରୋଗରେ ୧୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ…

ଅବ୍ୟବସ୍ଥା ପ୍ରତିବାଦରେ ଆଦିବାସୀ ବିଦ୍ୟାଳୟ ଘେରାଉ

ବାରିପଦା ଅଫିସ,୮।୮- ମୟୂରଭଞ୍ଜ ଜିଲାରେ ଥିବା ଆଦିବାସୀ ଓ ହରିଜନ ଛାତ୍ରୀଛାତ୍ରମାନଙ୍କ ଶିକ୍ଷା ଉଦ୍ଦେଶ୍ୟରେ ଆସୁଥିବା ଅନୁଦାନକୁ ଆତ୍ମସାତ କରାଯାଉଛି। ଏଭଳି ଅଭିଯୋଗ ଆଣି ମୟୂରଭଞ୍ଜ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା) ପକ୍ଷରୁ ବୁଧବାର ବାରିପଦା ସମନ୍ବିତ ଆଦିବାସୀ…

ଆଉ ଆଶ୍ରୟସ୍ଥଳ ହେବନି ଜିଲାପାଳଙ୍କ କାର୍ଯ୍ୟାଳୟ ବାରଣ୍ଡା:ନିର୍ମାଣ ହେବ ରେଷ୍ଟଶେଡ୍‌

ବାରିପଦା ଅଫିସ,୮।୮- ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ଼ ଘେରା ମୟୂରଭଞ୍ଜ ଜିଲାର ଅପହଞ୍ଚ ଇଲାକାରୁ ପ୍ରତିଦିନ ଜିଲାପାଳଙ୍କ ନିକଟକୁ ଗୁହାରି କରିବା ପାଇଁ ଲୋକେ ଆସିଥାନ୍ତି। ମାତ୍ର ଏଠାରେ ଖରା କିମ୍ବା ବର୍ଷାରେ ମୁଣ୍ଡ ଗୁଞ୍ଜିବାକୁ ଲୋକେ ଜାଗା ପାଇ ନ…

ସୁରେନ୍ଦ୍ର ବେହେରା ହତ୍ୟା ମାମଲା: ଅଜୟଙ୍କୁ ଆଜୀବନ ଜେଲ ଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୭ା୮: ୨୦୧୪ ମସିହାରେ ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ଅନ୍ତର୍ଗତ ଗୋପାଳପୁର କୁମ୍ଭାର ସାହିର ସୁରେନ୍ଦ୍ର ବେହେରା (୫୫) ହତ୍ୟାକାଣ୍ଡ ମାମଲାର ରାୟ ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର ଜିଲା ଜଜ୍‌ ଆନନ୍ଦ ଚନ୍ଦ୍ର ବେହେରା…

ମାଲକାନଗିରିରେ ୧୦ ଦିନରେ ତିନିଥର ବନ୍ୟା ପରିସ୍ଥିତି ଗମ୍ଭୀର

ମାଲକାନଗିରି/ଏମ୍‌.ଭି. ୭୯/ପଦ୍ମଗିରି/ଶିଖପାଲ୍ଲି/ପଡିଆ/କୋରୁକୋଣ୍ଡା, ୭ା୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ମଙ୍ଗଳବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଅଧିକାଂଶ ନଦୀର ଜଳପତ୍ତନ ବୃଦ୍ଧି ପାଇଛି। ପ୍ରବଳ ବର୍ଷା ଯୋଗୁ ଜିଲାରେ…

ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମଧ୍ୟ ସୁଷମାଙ୍କ ଅମର ଆତ୍ମାର ସଦ୍‌ଗତି…

ପୋଲିସ ହେପାଜତରୁ କଏଦୀ ଚମ୍ପଟ

ହିନ୍ଦୋଳ, ୭।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ କୋର୍ଟ ପରିସରରୁ ବୁଧବାର ଜଣେ ବିଚାରାଧୀନ କଏଦୀ ପୋଲିସ ସୁରକ୍ଷା ବଳୟ ଭାଙ୍ଗି ଚମ୍ପଟ ମାରିଛନ୍ତି। ସେ ହେଲେ ପ୍ରହଲ୍ଲାଦ ବେହେରା। ତାଙ୍କ ଘର ବାଲିମୀ ଥାନା ଅନ୍ତର୍ଗତ କଡଲା ଗ୍ରାମରେ। ମାମଲାର ବିବରଣୀ…

ପ୍ଲାଣ୍ଟରୁ ଚୋରି ଅଭିଯୋଗରେ ୨ ଗିରଫ

ବଡବିଲ, ୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ ପ୍ଲାଣ୍ଟରୁ ଗତ ସୋମବାର ବିଳମ୍ବିତ ରାତିରେ ଲୌହ ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର ସନ୍ଧ୍ୟାରେ କୋର୍ଟ…

ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନଗଲା

ଠାକୁରମୁଣ୍ଡା,୭ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଯଶିପୁର ବ୍ଲକ ଅନ୍ତର୍ଗତ ଧୁଧିଆଣି ରେଞ୍ଜ ରୁଗୁଡି ଗ୍ରାମପଞ୍ଚାୟତ ଖଣ୍ଡବନ୍ଧ ଗ୍ରାମର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।…

ଲଗାଣ ବର୍ଷାରେ ଲାଞ୍ଜିଗଡରେ ବନ୍ୟା ପରିସ୍ଥିତି: ଅନେକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ଅଞ୍ଚଳରେ ସୋମବାରଠାରୁ ବର୍ତ୍ତମାନ ଯାଏଁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତା ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି । ମଙ୍ଗଳବାଠାରୁ ବିଦ୍ୟୁତ ସରବରାହରେ ବ୍ୟାହତ…

ବାଘଲଟି ଜଳ ଭଣ୍ଡାରରେ ଫସିଥିବା ୪ ଜଣ ଉଦ୍ଧାର

ପାତ୍ରପୁର,୭।୮(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁରୁବୁଡ଼ିଠାରେ ଥିବା ବାଘଲଟି ଜଳଭଣ୍ଡାରରେ ବୁଧବାର ଫସିଥିବା ୪ଜଣକୁ ଉଦ୍ଧାର କରିଛି ପାତ୍ରପୁର ଦମକଳ ବାହିନୀ। ସେମାନେ ହେଲେ ବେହେରାପୁଟୁ ଗ୍ରାମର ସବିତା କାର୍ଯୀ (୧୯), ନରସିଂହ କାର୍ଯୀ (୪୫), ଏଲଗଲ ଗ୍ରାମର ଦଣ୍ଡପାଣି କାର୍ଯୀ (୧୬),…

ଋଷିକୁଲ୍ୟା, ବଡନଦୀରେ ପ୍ରଥମ ବନ୍ୟାଜଳ

ଆସିକା,୭।୮(ଡି.ଏନ୍‌.ଏ.)- ଗତ ସୋମବାର ଠାରୁ ଆସିକା ତଥା ଆଖପାଖ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି ା ବୁଧବାର ମଧ୍ୟାହ୍ନରେ ଆସିକାର ଉଭୟ ପାର୍ଶ୍ୱରେ ପ୍ରବାହିତ ଋଷିକୂଲ୍ୟା ଓ ବଡନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି। ଆସିକାଠାରେ ଋଷିକୁଲ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?