ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା
ମୁନିଗୁଡ଼ା,୭।୮(ଡି.ଏନ୍.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ାଠାରେ ବୁଧବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଥାନା ପଛପଟ ଦେଇ ଯାଇଥିବା ଖମଣ ସାହି ରାସ୍ତାରେ ଥିବା ଏକ ବିଦ୍ୟୁତ ଟ୍ରାନ୍ସଫର୍ମର ବ୍ୟାରିକେଟ୍ ସଂସ୍ପର୍ଶରେ ଆସି ଖମଣ…
ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ
ବାଲିଗୁଡ଼ା,୭।୮(ଡି.ଏନ୍.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଉପରେ ପ୍ରବଳ ପାଣି ଚାଲିଛି। ଫଳରେ ଯାତାୟାତରେ ଘୋର ଅସୁବିଧା…
ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଘରେ ପଶିଲା ପାଣି
କର୍ଲାମୁଣ୍ଡା,୭।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଫଳରେ କର୍ଲାମୁଣ୍ଡା ବ୍ଲକ ସଦର ବ୍ଲକ ନିୟୁ କଲୋନୀ ପଛପଟେ ଥିବା ଘରଗୁଡ଼ିକରେ ପାଣି ପଶି ଯାଇଥିବା ଦେଖିବାକୁ ମିଳିଛି। ବୁଧବାର ସକାଳ ସୁଦ୍ଧା କର୍ଲାମୁଣ୍ଡାରେ…
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ୍: ଚାଳକ ମୃତ
ପବିତ୍ରନଗର, ୭।୮(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ପବିତ୍ରନଗର ନିକଟ ସମାକୋଇ ପୋଲ ନିକଟରେ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିବା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଜଣଙ୍କ ହେଲେ ପାଳଲହଡା ଥାନା ଶିଗଡ ଗ୍ରାମର…
କ୍ୟାଣ୍ଟିନ ପରିଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଫାଟକରେ ତାଲା ପକାଇଲେ ବିଦ୍ୟାର୍ଥୀ
ବ୍ରହ୍ମପୁର ଅଫିସ, ୭।୮- ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଂଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍ ପାଇପ୍୍ ଫାଟି ୩ ଛାତ୍ର ଆହତ ହେବା ଘଟଣାକୁ ନେଇ ବୁଧବାର ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୁଧବାର ସକାଳୁ ଛାତ୍ରମାନେ କଲେଜ ଫାଟକରେ…
୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ : ୫ ଜୁଆଡ଼ି ଗିରଫ
ରାଉରକେଲା ଅଫିସ,୭।୮: ରାଉରକେଲା ଉଦିତନଗର ପୋଲିସ ବୁଧବାର ୫ ଜୁଆଡ଼ିଙ୍କୁ ଗିରଫ କରିଛି। ଏମାନେ ହେଲେ ନାଲ ରୋଡ୍ ବାସିନ୍ଦା ଉତ୍ତମ ଶର୍ମା, ବାସନ୍ତୀ କଲୋନୀର ଉମା ସିଂ, ପ୍ଲାଣ୍ଟ ସାଇଟ୍ ବାସିନ୍ଦା ରାଜୁ ଲୋଧି, ଗାନ୍ଧୀ ରୋଡ୍ର ମନପ୍ରୀତ ସିଂ,…
ବାଧକ ସାଜିଛି ନାରମୁଣ୍ଡା ନାଳ, ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର
ଝରିଗାଁ,୭।୮(ସ୍ବ.ପ୍ର.): ସ୍କୁଲକୁ ଯିବାକୁ ରାସ୍ତାଘାଟ ନାହିଁ, ପାଠ ପଢ଼ିବାକୁ ଇଚ୍ଛା ଥିଲେ ମଧ୍ୟ ନିୟମିତ ବିଦ୍ୟାଳୟକୁ ଯିବା ନେଇ ବାଧକ ସାଜିଛି ନାରମୁଣ୍ଡା ନାଳ। ବର୍ଷା ହେଲା ମାତ୍ରେ ଅଭିଭାବକଙ୍କ ସମେତ ପିଲାମାନଙ୍କ ମନରେ ଭୟ ସୃଷ୍ଟି ହେଉଛି। ମାତ୍ର ବାଧ୍ୟ…
ଭିଜିଲାନ୍ସ ଜାଲରେ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ
ଛେଣ୍ଡିପଦା,୭।୮(ସ୍ବ.ପ୍ର.): ଅନୁଗୋଳ ଭିଜିଲାନ୍ସ ପକ୍ଷରୁ ବୁଧବାର ଛେଣ୍ଡିପଦା ତହସିଲ ଅନ୍ତର୍ଗତ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ ବାସଭବନ ସମେତ କଣଲୋଇ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ବିଭାଗ ପ୍ରଥମେ ତହସିଲର ପୂର୍ବତନ ଆରଆଇ ଜଗବନ୍ଧୁ ନାଏକଙ୍କ ଛେଣ୍ଡିପଦା ତହସିଲ…
କୋରାପୁଟ ଜିଲାରେ ୧୫୯୫.୧ ମିମି ବର୍ଷା ରେକର୍ଡ : ଦଶମନ୍ତପୁର ବ୍ଲକରେ ସର୍ବାଧିକ
କୋରାପୁଟ,୭।୮(ସ୍ବ.ପ୍ର.): କୋରାପୁଟ ଜିଲାରେ ବୁଧବାର ୧୫୯୫.୧ ମିଲିମିଟର ବର୍ଷା ହୋଇଥିବାବେଳେ ଜିଲାର ଦଶମନ୍ତପୁର ବ୍ଲକରେ ସର୍ବାଧିକ ୧୮୩ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି ା ସେହିପରି ଜିଲାର ବୈପାରୀଗୁଡ଼ା ବ୍ଲକରେ ୧୪୬ ମିମି ବର୍ଷା ହୋଇଥିବା…
ଲଘୁଚାପ ବର୍ଷା : ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
ବ୍ରହ୍ମପୁର ଅଫିସ,୭।୮: ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାରେ ସୋମବାର ରାତିରୁ ପ୍ରବଳ ବର୍ଷା ଲାଗିରହିଛି। ବୁଧବାର ମଧ୍ୟ ଅନବରତ ବର୍ଷା ହେଉଥିବାରୁ ଜନଜୀବନ ପ୍ରଭାବିତ ହୋଇଛି। ରାସ୍ତାରେ ବର୍ଷାଜଳ ପ୍ରବାହିତ ଯୋଗୁ ଯାନବାହନ ଚଳାଚଳ ସ୍ବାଭାବିକ ହୋଇପାରୁନି। ଅନ୍ୟପଟେ ବର୍ଷାକୁ ଦେଖି…
ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଅସୁସ୍ଥ : ହସ୍ପିଟାଲରେ ଭର୍ତ୍ତି
ଖୋର୍ଦ୍ଧା ଅଫିସ,୭।୮: ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ପ୍ରଥମେ ଭୁବନେଶ୍ୱର କେଆର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅଧିକ ଚିକିତ୍ସାର ଆବଶ୍ୟକତା ପଡ଼ିବାରୁ ବୁଧବାର ମୁମ୍ବାଇସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ସରକାରୀ ଯୋଜନାରୁ ସୁଫଳ ପାଉ ନାହାନ୍ତି ଜନଜାତି ଲୋକେ: ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ବିତାଉଛନ୍ତି ଜୀବନ
ଖଣ୍ଡପଡା,୭।୮(ସ୍ବ.ପ୍ର.)-ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ୫ ନମ୍ବର ଜିଲା ପରିଷଦ ଜୋନ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକେ ନାନା ସମସ୍ୟା ମଧ୍ୟରେ ରହିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନଜାତିଙ୍କ ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର…

