ଆମ ଜିଲା ଖବର

ଡାହୁକା ନଦୀରେ ନାହିଁ ଗାର୍ଡଓ୍ବାଲ୍‌ : ୧୦୦ରୁ ଊର୍ଦ୍ଧ୍ୱ ଘର ଭାସିଯିବା ଆଶଙ୍କା

ନୂଆଗାଁ,୭।୮(ଡି.ଏନ.ଏ.)-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତସ୍ଥ ଏହି ଗ୍ରାମକୁ ଲାଗି ପ୍ରବାହିତ ହେଉଛି ଡାହୁକା ନଦୀ। ତେବେ ଏହି ନଦୀରେ ଗାର୍ଡଓ୍ବାଲ ନ ଥିବାରୁ ବର୍ଷା ଯୋଗୁ ଅଧିକ ଜଳ ପ୍ରବାହିତ ହୋଇ ଧନଜୀବନ ନଷ୍ଟ ହେବାର ସମ୍ଭାବନାକୁ ଏଡାଇ…

ପରିଚୟପତ୍ର ପ୍ରଦାନ ଆଳରେ କୃଷକଙ୍କୁ ଶୋଷଣ

ରସୁଲପୁର,୭।୮(ଡି.ଏନ୍‌.ଏ.)- କାଳିଆ ଯୋଜନାକୁ ନେଇ ଚାଷୀ ଭୁଆଁ ବୁଲୁଥିବାବେଳେ ଚାଷୀଙ୍କୁ ନେଇ ଜାଲିଆତି ବନ୍ଦ ହେବାର ନାଁ ଧରୁନି। ଗାଁର ବୋକରୀ ଯୁବକ, ଅଣଭୋଟର କାଳିଆ ଟଙ୍କାରେ ମଉଜ ମଜିଲିସ୍‌ କରୁଛନ୍ତି। ମାତ୍ର ପ୍ରକୃତ ଚାଷୀଙ୍କ ଜମାଖାତାକୁ ଯୋଜନା ଟଙ୍କା ଆସିପାରୁ…

ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ: ଅପହରଣର ୫ମାସ ପରେ ବି ନାବାଳିକାଙ୍କ ମିଳୁନି ପତ୍ତା

ରସୁଲପୁର,୬।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧିନସ୍ଥ ରସୁଲପୁର ବ୍ଲକ ଅଞ୍ଚଳରେ ଅବସ୍ଥିତ ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ ହୋଇପଡ଼ିଛି। ୫ମାସ ତଳେ ଅପହରଣ ହୋଇଥିବା ଜନୈକା ନାବାଳିକାଙ୍କୁ ପୋଲିସ ଧରିବାରେ ବିଫଳ ହେବା ଘଟଣାରୁ ଏହା ପ୍ରମାଣିତ ହେଉଛି। ନିଖୋଜ…

ସୁକିନ୍ଦା ବ୍ଲକ ରାସାଁଳୋ ପଞ୍ଚାୟତ: ଗାଁ ଦାଣ୍ଡରେ ଚାଲିଛି ପାଠପଢା

ସୁକିନ୍ଦା, ୭ା୮(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ରାସଁ।ଳୋ ପଞ୍ଚାୟତ ମଲାର ସାହିରେ ଖୋଲା ଆକାଶ ତଳେ ପାଠପଢା ହେବା ସାଙ୍ଗକୁ କୋମଳମତି ଶିଶୁଙ୍କ ପାଇଁ ଖାଦ୍ୟ ରନ୍ଧା ହେଉଥିବା ଅଭିଯୋଗ ହୋଇଛି। ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ଜନ ପ୍ରତିନିଧିଙ୍କଠାରୁ ବିଭାଗୀୟ…

ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନ: ପ୍ରସ୍ତାବରେ ସୀମିତ ରେଲୱେ ଡିିଭିଜନ

ଯାଜପୁର ଅଫିସ,୭ା୮: ଯାଜପୁର ଜିଲାର ଅନ୍ୟତମ ପୌର ପରିଷଦ ବ୍ୟାସନଗର ଓ ଏହାର ପାରିପାର୍ଶ୍ୱିକ ବିକାଶ କେବଳ ପ୍ରତିଶ୍ରୁତିରେ ସୀମିତ ରହିଛି। ଏକାଧିକ ପ୍ରକଳ୍ପ ଅଧାରେ ଅଟକିଛି। ବହୁ ଗୁରୁତ୍ୱପୂର୍ଣ୍ଣ ଯାଜପୁର-କେନ୍ଦୁଝରରୋଡ ରେଲୱେ ଡିିଭିଜନ ଓ ଯାଜପୁରରୋଡକୁ ଉପଖଣ୍ଡ ମାନ୍ୟତା ପ୍ରସ୍ତାବ…

ପାରାଦୀପରେ ପ୍ରଦୂଷଣ ନିୟନ୍ତ୍ରଣ ଚିନ୍ତା : ରୁଦ୍ଧଦ୍ୱାର ବୈଠକରେ ହେଲା ସମୀକ୍ଷା

ପାରାଦୀପ,୭ା୮(ସ୍ବ.ପ୍ର.): ବନ୍ଦର ଭିତ୍ତିକ ଶିଳ୍ପ ସହର ପାରାଦୀପ ଦେଶର ଅତ୍ୟଧିକ ପ୍ରଦୂଷିତ ସହର ତାଲିକାରେ ରହିଛି। ପାରାଦୀପକୁ ଯୋଗାଣ ହେଉଥିବା ପାଣି ପିଇବା ଓ ଗାଧୋଇବା ଅନୁପଯୁକ୍ତ। ଏଠାରେ ଧୂଳି ଧୂଅଁା ଆସ୍ତରଣ ଧାର୍ଯ୍ୟ ପାରାମିଟର (ପିଏମ୍‌-୧୦)ଠାରୁ ଦଶଗୁଣା ଅଧିକ ବୋଲି…

ସମୟ ଗଡୁଛି, ସରୁନି ମାଷ୍ଟର ପ୍ଲାନ : ଅସଜଡ଼ା ଜଗତ୍‌ସିଂହପୁର ସହର

ଜଗତ୍‌ସିଂହପୁର ଅଫିସ,୭ା୮: ଦିନକୁ ଦିନ ଜଗତ୍‌ସିଂହପୁର ସହର ତା’ର କାୟା ବିସ୍ତାର କରିଚାଲିଛି। କିନ୍ତୁ ଏହା ଅସଜଡ଼ା ଭାବେ ସମ୍ପ୍ରସାରିତ ହେଉଥିବାରୁ ସମସ୍ୟା ସୃଷ୍ଟି ହେଉଛି। ଟ୍ରାଫିକଠାରୁ ଆରମ୍ଭ କରି ପରିମଳ ବ୍ୟବସ୍ଥା ପର୍ଯ୍ୟନ୍ତ ସବୁ ବିପର୍ଯ୍ୟସ୍ତ ହୋଇପଡୁଛି। ୨୦୧୭ରୁ ରାଜ୍ୟ…

ଶ୍ରୀଜଗନ୍ନାଥ ବଲ୍ଲଭ ମଠ : ୧୬ କୋଟିର ଅନିୟମିତତା ଅଭିଯୋଗ

ପୁରୀ ଅଫିସ, ୭ା୮: ଶ୍ରୀମନ୍ଦିର ରୀତିନୀତି ସହିତ ଜଡ଼ିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ। ଏହି ମଠର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବାବଦରେ ପ୍ରାୟ ୧୬କୋଟି ଟଙ୍କାର ଆର୍ଥତ୍କ ଅନିୟମିତତା ହୋଇଥିବା ନେଇ ମଙ୍ଗଳବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ ହୋଇଛି। ପୁରୀ…

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ:  ହାଇକୋର୍ଟରେ ପିଟିଶନ, ଶୁଣାଣି ଆଜି

କଟକ ଅଫିସ,୭ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ସଂକ୍ରାନ୍ତରେ କେନ୍ଦ୍ର ସରକାର ଗତ ୨ ତାରିଖରେ ଏକ ଗେଜେଟ୍‌ ନୋଟିଫିକେଶନ ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାରଙ୍କ ଏହି ନୋଟିଫିକେଶନକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର କଟକ ସ୍ୟାଟ୍‌ ବାର ଆସୋସିଏଶନ ପକ୍ଷରୁ…

ଭରତପୁର କୋଇଲା ଖଣି ଦୁର୍ଘଟଣା:  ମୃତକଙ୍କ ପରିବାରକୁ ମିଳିବ ୩୦ ଲକ୍ଷ

ଅନୁଗୋଳ ଅଫିସ, ୭।୮: ଭରତପୁର କୋଇଲା ଖଣି ଦୁର୍ଘଟଣାରେ ୪ ମୃତ ଶ୍ରମିକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ସହ ଜଣେ ସଦସ୍ୟଙ୍କୁ ଚାକିରି ଦିଆଯିବ। ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ…

ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ

ନୂଆପଡା ଅଫିସ,୭ା୮-ସ୍ଥାନୀୟ ଡୁମେରପାଣି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସରପଞ୍ଚ ହେମିନ ବିନାୟକ ସଭାପତିତ୍ୱ କରିଥିବାବେଳେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଧନୀରାମ ସାହୁ, ବ୍ଲକ ଉପାଧ୍ୟକ୍ଷ ଚିନିଲାଲ ସାହୁ, ତେଜବାଈ ଜଗତ, ନିର୍ବାହୀ…

ଏସ୍‌ବିଆଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ନୂଆପଡା ଅଫିସ,୭ା୮-ସ୍ଥାନୀୟ ଏସବିଆଇ ପ୍ରଶିକ୍ଷଣ ପ୍ରତିଷ୍ଠାନ ନୂଆପଡା ଆନୁକୂଲ୍ୟରେ ମହିଳାମାନଙ୍କୁ ସିଲେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଶିକ୍ଷଣ ଶିବିରର ନିର୍ଦ୍ଦେଶକ ରଶ୍ମିରଞ୍ଜନ ମହାନ୍ତି ସଭାପତିତ୍ୱ କରିଥିବାବେଳେ ଡିଆରଡିଏ ପିଡି ବୃଷଭ ଚନ୍ଦ୍ର ନାଏକ ମୁଖ୍ୟଅତିଥି, ଓଏଲଏମର ଡିପିଏମ ଟିମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?