ଆମ ଜିଲା ଖବର

ଜୁନାଗଡରେ ପୋଲିସର ସମନ୍ବୟ ବୈଠକ

ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହର ସଂସ୍କୃତି ଭବନଠାରେ ମଙ୍ଗଳବାର ଜୁନାଗଡ ପୋଲିସର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଆଇଆଇସି ପ୍ରଭାତ କୁମାର ସେଠିଙ୍କ ଅଧ୍ୟକ୍ଷତାରେ ଧର୍ମଗଡ ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ପଣ୍ଡା, ପୂର୍ବତନ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଈଶ୍ୱର…

ବିବାହର ୭ ମାସ ନ ପୂରୁଣୁ ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ; ମୃତକାଙ୍କ ଭାଇଙ୍କ ଥାନାରେ ଅଭିଯୋଗ

ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଚୈଗୁଡା ଗ୍ରାମରେ ମଙ୍ଗଳବାର ବିବାହର ୭ ମାସ ନ ପୂରୁଣୁ ଜଣେ ନବବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କ ନାମ ଦୀପାଞ୍ଜଳୀ ମେହେର (୨୬)। ମୃତାକାଙ୍କ ଭାଇ ଆଶିଷ ମେହେର ଭଉଣୀଙ୍କୁ ସୁପରିକଳ୍ପିତ ଭାବେ…

ଭତା ଦେବାରେ ପରଶାସନ କୁଁଥ୍‌କୁଁଥ୍‌:ଜିଲାପାଲକୁଁ ଭେଟଲେ ୨୭ କଳାକାର

ତଳଗାଁ, ୭ା୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ୨୭ ଝନକୁ ମୁଖ୍ୟମନ୍ତ୍ରୀ କଳାକାର ଭତା ଦେବାର ଲାଗି ଗଲା ୧୨ା୧୨ା୨୦୧୮, ପତର ସଂଖ୍ୟା ୪୦୬୨ ଅନ୍‌ସାରେ ମଂଜୁର ହେଇଛେ। ହେଲେ ଭତା ପାଏବାର ଲାଗି ଥାନୀୟ କଳାକାରମାନେ ବ୍ଲକନୁ ଜିଲା ପରଶାସନ…

ପାଠ୍‌ ପଢ଼ାରୁ ବଁଚିତ୍‌ ନିରିହ ଆଦିବାସୀ ଛାତ୍ରୀ:ଗାଁକେ ଯାଇ ଟି.ସି. ଦେଲେ ପ୍ରଧାନ ଶିକ୍ଷକ

କଣ୍ଟାମାଳ, ୭ା୮(ଡି.ଏନ୍‌.ଏ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଅଇଁଳାଚୁଅଁା ଆଦର୍ଶ ବିଦ୍ୟାଲୟର ଅଶୋଭନୀୟ ନୀତିର ଶିକାର ହେଇଛନ୍‌ ଝନେ ନିରିହ ଆଦିବାସୀ ଛାତ୍ରୀ। ବିଦ୍ୟାଲୟରୁ ୧୨ କି.ମି. ଗଁାକେ ଯାଇ ପ୍ରଧାନଶିକ୍ଷକ ଛାତ୍ରୀକଁର ବାପାକେ ଟି.ସି ଦେଇଛନ୍‌। ଏନ୍‌ତାଥି ଛାତ୍ରୀ ଝନ୍‌କର…

ମୁଗ୍‌ଫଲି ଫସଲରେ ରୋଗ୍‌ପୋକ:କାମ୍‌ ନାଇଁ ଦେବାର୍‌ ଉଷୋ, ଚିଁନ୍‌ତାରେ ଚାଷୀ

ବିଜେପୁର, ୭।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ବ୍ଲକରେ ବଛରକୁତା ଦୁଖ୍‌ ଦୁରଦଶା ଚାଷୀକର ପିଛା ନାଇଁ ଛାଡବାର୍‌। କେତେବେଲେ ବରଷା ପାଏନ୍‌ ଅଭାବୁ ତ ଆର କେତେବେଲେ ଫସଲଥି ରୋଗ୍‌ପୋକ ଲାଗି ଚାଷୀ ସମାଜ ଅଥାଥାଲି ହେଉଛେ। ଏହେଦେ ମୁଗ୍‌ଫଲି…

ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ଲୁଟ୍‌: ତାଲା ତାଡ଼ି ନେଇଗଲେ ଆଇରନ ଚେଷ୍ଟ

ବନ୍ତଳା,୭।୮ (ଡି.ଏନ.ଏ.):ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ଗ୍ରୀଲ ତାଡି ଭିତରେ ପଶିବା ସହ ଆଇରନ ଚେଷ୍ଟ ଉଠାଇ ନେଇଛନ୍ତି। ଏଥିସହିତ ୩ଟି ଗଡରେଜ ତାଡି ଦେଇଛନ୍ତି। ଏ…

୧୪ ଦିନରେ ହେଲା ସ୍ଥିତି ସ୍ବାଭାବିକ: ତାଳଚେର କୋଲ୍‌ ଫିଲ୍ଡସ ଚଳଚଞ୍ଚଳ

ତାଳଚେର, ୭ା୮ (ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣା ପରେ ୧୪ ଦିନ ଧରି ଠପ୍‌ ହୋଇଯାଇଥିବା ତାଳଚେର କୋଲ୍‌ ଫିଲ୍ଡସରେ ମଙ୍ଗଳବାର ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି। ସମସ୍ୟା ସମାଧାନ ପାଇଁ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକ ସଫଳ ହେବା…

ଉପଜିଲାପାଳଙ୍କୁ ଭେଟିଲା ଓକିଲ ସଂଘ: ତହସିଲଦାରଙ୍କ ବିରୋଧରେ ଫେରାଦ

ଅନୁଗୋଳ ଅଫିସ, ୭।୮-ଅନୁଗୋଳ ତହସିଲଦାରଙ୍କ ବିରୋଧରେ ଅଭିଯୋଗ ଆଣିଛି ଓକିଲ ସଂଘ। ମଙ୍ଗଳବାର ଅନୁଗୋଳ ଉପଜିଲାପାଳଙ୍କୁ ଭେଟି ସଂଘ କର୍ମକର୍ତ୍ତାମାନେ ଅଭିଯୋଗ ସମ୍ପର୍କରେ ଅବଗତ କରାଇଛନ୍ତି। ଏ ନେଇ ଉପଜିଲାପାଳ ବାସୁଦେବ ଶତପଥୀ କହିଛନ୍ତି, ଲିଖିତ ଅଭିଯୋଗ ହେଲେ ଜିଲାପାଳଙ୍କୁ ଅବଗତ…

ଇ-ଟେକ୍‌ ଆବାସିକ କଲେଜ ପ୍ରତିଷ୍ଠା ଦିବସ: ‘ଅଭିଭାବକଙ୍କୁ ସମ୍ମାନ ବିନା ଶିକ୍ଷା ମୂଲ୍ୟହୀନ’

ଢେଙ୍କାନାଳ ଅଫିସ, ୭।୮-ଅଭିଭାବକମାନେ ଚାହାନ୍ତି ସେମାନଙ୍କ ସନ୍ତାନ ଭଲ ପାଠପଢ଼ି ବଡ଼ମଣିଷ ହେଉ। ନିଜ ପିଲାମାନଙ୍କ ପାଇଁ ମା’ବାପା ଏପରି ସ୍ବପ୍ନ ଦେଖିବା ସ୍ବାଭାବିକ। ଏବେ ଦେଖାଯାଉଛି ପିଲାଟିଏ ଉଚ୍ଚଶିକ୍ଷିତ ହେବାପରେ ନିଜର ଜନ୍ମକଲା ମା’ବାପାଙ୍କୁ ହତାଦର କରୁଛି। ଯେତେ ଭଲ…

ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି

ଭୁବନ, ୭।୮(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି। ରାତି ୯ଟା ସୁଦ୍ଧା ରୋଗୀଙ୍କ ଓ୍ବାର୍ଡ, ଅପରେଶନ ଥିଏଟର, ଲେବର ରୁମ୍‌, ବାରଣ୍ଡାରେ ପାଣି…

କଂଗ୍ରେସ ଆଣିଲା ସଙ୍ଗିନ ଅଭିଯୋଗ: ‘କ୍ଷତିପୂରଣ ପାଇଁ ଲାଞ୍ଚ ମାଗୁଛନ୍ତି ଅଧିକାରୀ’

ଢେଙ୍କାନାଳ ଅଫିସ, ୭ା୮-ଢେଙ୍କାନାଳ ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ଆଣିଛି ଜିଲା କଂଗ୍ରେସ। କ୍ଷତିପୂରଣ ସମ୍ପର୍କିତ ତଥ୍ୟ ସାର୍ବଜନୀନ କରିବାକୁ ଦାବି କରି ମଙ୍ଗଳବାର ଦଳୀୟ କର୍ମକର୍ତ୍ତା ଜିଲାପାଳଙ୍କୁ ସ୍ମାରକପତ୍ର ଦେଇଛନ୍ତି।…

ଢେଙ୍କାନାଳରେ ବିଦେଶୀ ଆର୍କିଟେକ୍ଟ: ବଦଳିବ ବସ୍ତି ରୂପରେଖ

ଢେଙ୍କାନାଳ ଅଫିସ, ୭।୮-ରାଜ୍ୟ ସରକାରଙ୍କ ଜାଗା ମିଶନ ପାଇଲଟ୍‌ ପ୍ରୋଜେକ୍ଟରେ ସାମିଲ ହୋଇଛି ଢେଙ୍କାନାଳ ପୌରାଞ୍ଚଳ। ଏହାପରେ ସହରର ରୂପରେଖ ସାଙ୍ଗକୁ ଢାଞ୍ଚାଗତ ପରିବର୍ତ୍ତନ ଲାଗି ପ୍ରୟାସ ଆରମ୍ଭ ହୋଇଛି। ଏହି ଯୋଜନାରେ ଡ୍ରେନେଜ୍‌ ବ୍ୟବସ୍ଥା, ରାସ୍ତା ନିର୍ମାଣ, ବସ୍ତି ବାସିନ୍ଦାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?