ଆମ ଜିଲା ଖବର

ବାଇକ୍‌ ଡିକିରୁ ସୁନା ଲୁଟ

ବ୍ରହ୍ମପୁର ଅଫିସ,୭-୮: ବ୍ରହ୍ମପୁର ସହରରେ ଏବେ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ଟାଉନ ଥାନା ଇଲାକାରେ ଦୁର୍ବୃତ୍ତମାନେ ପୃଥକ ୨ ବାଇକ ଡିକିରୁ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଗତ ୨୫ ତାରିଖରେ ବିଜିପୁର ଅଞ୍ଚଳର…

ରୋଗୀଙ୍କ ପାଇଁ ହେବ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ

ଛତ୍ରପୁର,୭ା୮(ଡି.ଏନ.ଏ.) -ପ୍ରତ୍ୟେକ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ ନିର୍ମାଣ କରାଯିବ। ଗୃହ ସଂଲଗ୍ନ ଶୌଚାଳୟ ରହିବ। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ। ଏଥିରେ ଆବଶ୍ୟକ ପଙ୍ଖା ଓ ଟେଲିଭିଜନ ବ୍ୟବସ୍ଥା କରାଯିବା ସହ ରୋଗୀଙ୍କୁ ନେଇ ଆସୁଥିବା…

ଗୁଟ୍‌ଖା କାରଖାନାରେ ଚଢ଼ାଉ: ୩ ଗିରଫ, ମାଲିକ ଫେରାର

ବ୍ରହ୍ମପୁର ଅଫିସ,୭୮-ସଦର ଥାନା ପୋଲିସ ସୋମବାର ରାତିରେ ଭୈରବନଗରରେ ବେଆଇନ ଭାବେ ଚାଲିଥିବା ଏକ ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ସେଠାରୁ ବହୁ ପରିମାଣର ଗୁଟ୍‌ଖା ଜବତ କରାଯିବା ସହ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ବ୍ରଜନଗର ୩ୟ ସାରଣୀରେ…

ଆସିଲା ଡେଙ୍ଗୁ, ଏଡିଶ ମଶାକୁ ଭୟ

ବ୍ରହ୍ମପୁର ଅଫିସ,୭ା୮-ବର୍ଷା ଆଗମନରେ ଆସିଯାଇଛି ଡେଙ୍ଗୁ ଋତୁ। ଜିଲାବାସୀଙ୍କୁ ଏବେ ଘାରିଛି ଚିନ୍ତା। ବିଶେଷକରି ବ୍ରହ୍ମପୁର ସହରରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଯୋଗୁ ଚିନ୍ତା ଆହୁରି ବଢିଯାଇଛି। କେଉଁଠି ନାଳ ଚୋକ ହୋଇ ରହିଛି ତ ଆଉ କେଉଁଠି ଅଳିଆ ଆବର୍ଜନା…

ନାଟ୍ୟ ମାୟାରେ ବିମୁଗ୍ଧ ରମେଶ:ଅବସର ଜୀବନର ସ୍ବପ୍ନ ରହିଛି ଅଧୁରା

ଆରଡ଼ି, ୭।୮ (ଡି.ଏନ.ଏ.) – ନାଟ୍ୟକଳା ପ୍ରତି ପିଲାଦିନର ଆକର୍ଷଣ ତାଙ୍କ ଜୀବନର ଗତି ବଦଳାଇ ଦେଇଥିଲା। ସେ ଏକାଧାରରେ ଥିଲେ ଅଭିନେତା ଓ ନାଟ୍ୟକାର। ଉଚ୍ଚଶିକ୍ଷା ଲାଭ ପରେ ପରିବାରର ବୋଝ ସମ୍ଭାଳିବାକୁ ସେ ଶିକ୍ଷକତା ବୃତ୍ତିକୁ ଆଦରି ନେଇଥିଲେ।…

ଟାଟାଷ୍ଟିଲ କାର୍ଯ୍ୟାଳୟରେ ଜମିହରା ଗ୍ରାମବାସୀଙ୍କ ଦାବି ନେଇ ଆଲୋଚନା: ପ୍ରଶାସନ ନ ଆସିବାରୁ ହେଲାନି ସମାଧାନ

ଯୋଡ଼ା, ୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟାଷ୍ଟିଲ କମ୍ପାନୀର ଯୋଡା ଇଷ୍ଟ ଲୁହାପଥର ଖଣି ସମ୍ମୁଖରେ ଯୋଡା ଭୂୟଁା ବସ୍ତିର ଜମିହରା ମାନେ ବିଭିନ୍ନ ଦାବି ନେଇ ଜୁଲାଇ ୪ ତାରିଖରେ ଆନ୍ଦୋଳନ କରିଥିଲେ। ତେବେ ଏହାକୁ ସ୍ଥଗିତ କରାଯାଇଥିଲା। ଅଗଷ୍ଟ ୬ ତାରିଖରେ…

ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ଘଟଣାକୁ ୪ଦିନ ବିତିଲାଣି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକ…

କ୍ୟାମ୍ପସ ସଫେଇ କରୁଛନ୍ତି ଅଧ୍ୟାପିକା ଅଧ୍ୟାପକ

ତିହିଡ଼ି,୭ା୮(ଡି.ଏନ.ଏ.)-ଅଧ୍ୟାପିକା ଅଧ୍ୟାପକମାନେ କ୍ୟାମ୍ପସରେ ଉପସ୍ଥିତ ରହି ଅବସର ସମୟରେ ଗବେଷଣା କାର୍ଯ୍ୟ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧାସ୍ଥିତ ବିରଞ୍ଚତ୍ନାରାୟଣ ମାଧବ ଅର୍ଜୁନ କଲେଜର ଗବେଷଣା ଲାଗି ଆବଶ୍ୟକ ସୁବିଧା ଓ ଭିତ୍ତିଭୂମି ନ ଥିବାରୁ…

ଅଚେତ ଅବସ୍ଥାରେ ଅପହୃତା ଛାତ୍ରୀ ଉଦ୍ଧାର

ଭଦ୍ରକ ଅଫିସ/ ବନ୍ତ, ୭ା୮(ସ୍ବ.ପ୍ର.)- ଭଦ୍ରକ ଜିଲା ଆଗରପଡା ଥାନା ଅଞ୍ଚଳରୁ ୟୁନିଫର୍ମ ପିନ୍ଧି ସ୍କୁଲ ଯାଉଥିବା ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ମଙ୍ଗଳବାର ଅପହରଣ କରି ନିଆଯିବାର ୫ ଘଣ୍ଟା ପରେ ତାଙ୍କୁ ସାଳନ୍ଦୀ ନଦୀକୂଳ ଏକ ଆମ୍ବତୋଟାରୁ ଅଚେତ…

୩ ଦିନ ଧରି ଇଦ୍‌-ଉଲ୍‌-ଜୁହା ପର୍ବ ପାଳନ ଲାଗି ପ୍ରସ୍ତୁତି: ଭାଇଚାରା ଅତୁଟ ରଖିବାକୁ ଗୁରୁତ୍ୱ

ଭଦ୍ରକ ଅଫିସ,୭ା୮-ଭଦ୍ରକରେ ଭାଇଚାରା ସହକାରେ ଆଗାମୀ ଇଦ୍‌-ଉଲ୍‌-ଜୁହା ପର୍ବ ପାଳନ କରାଯିବ ବୋଲି ସୋମବାର ଅପରାହ୍ନରେ ଜିଲା ପ୍ରଶାସନ ଓ ଚଉଦ ମହଲା ମୁସ୍‌ଲିମ୍‌ ଜମାତ ପକ୍ଷରୁ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ପର୍ବ ପାଳନ ଉପଲକ୍ଷେ ପ୍ରସ୍ତୁତି…

‘କଳା ଓ ସଂସ୍କୃତି ବିକାଶରେ କଳାକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’:କଳିଙ୍ଗ କଳାକାର ସଂଘର ସାଙ୍ଗଠନିକ ବୈଠକ

ତିହିଡ଼ି,୭। ୮(ଡି.ଏନ.ଏ.)- କଳା ଓ ସଂସ୍କୃତିର ବିକାଶରେ କଳାକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିଲାଗି କଳାକାରଙ୍କ ସମସ୍ୟାର ପ୍ରତିକାର ସହ ସେମାନଙ୍କୁ ପ୍ରୋତ୍ସାହିତ କରାଯିବା ଲାଗି ଭଦ୍ରକ ଜିଲା ତିହିଡ଼ି ବ୍ଲକର କଳିଙ୍ଗ କଳାକାର ସଂଘର ସାଙ୍ଗଠନିକ ବୈଠକରେ ମତବ୍ୟକ୍ତ କରାଯାଇଛି। ଆସନ୍ତା…

ନିଆଁ ଲଗାଇ ସ୍ତ୍ରୀକୁ ହତ୍ୟା, ସ୍ବାମୀ ଗିରଫ

ଖୁଣ୍ଟା,୭ା୮(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ନିଆଁ ଲଗାଇ ହତ୍ୟା କରିଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଏଥିନେଇ ପୋଲିସ ଏକ ହତ୍ୟା ମାମଲା (ନଂ.୮୭/୧୯) ରୁଜୁ କରି ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?