ଆମ ଜିଲା ଖବର

ଉଠା ସେଚ ପ୍ରକଳ୍ପ ଅଚଳ, ଚାଷୀ ହତାଶ

କେନ୍ଦୁଝର, ୫ା୮(ସ୍ବ.ପ୍ର.) : କେନ୍ଦୁଝର ଜିଲାରେ ଅନିୟମିତତା ବର୍ଷା ଯୋଗୁ ଚଳିତ ବର୍ଷ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି। ଫଳରେ ଚାଷୀମାନେ ଚିନ୍ତାରେ ରହିଛନ୍ତି। ଚାଷ କାର୍ଯ୍ୟ ଆରମ୍ଭ କରିଥିବା ଚାଷୀମାନେ କ୍ଷତିଗ୍ରସ୍ତ ହେବା ଆଶଙ୍କା କରି ମୁଣ୍ଡରେ ହାତ ଦେଇ…

ଶିଶୁ ଓ ନାବାଳିକା ଅସୁରକ୍ଷିତ : ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ ୭୧ଟି ନାବାଳିକା ବଳାତ୍କାର ମାମଲା ରୁଜୁ

ଭଦ୍ରକ ଅଫିସ, ୫।୮ : ଭଦ୍ରକ ଜିଲାରେ ଦିନକୁ ଦିନ ବାଳ ଅପରାଧ ଘଟଣା ବଢ଼ିଚାଲିଛି। ଚଳିତବର୍ଷ ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ ୭୧ଟି ନାବାଳିକା ବଳାତ୍କାର ମାମଲା ରୁଜୁ ହୋଇଛି। ଶିଶୁଙ୍କୁ ସୁରକ୍ଷା ଦେବା ଲାଗି କଡ଼ା…

ଖୁଣ୍ଟା ବ୍ଲକରେ ବର୍ଷାଭାବ : ଚାଷ କାମ ବିଳମ୍ବ, ଚିନ୍ତାରେ ଚାଷୀ

ଖୁଣ୍ଟା ,୫ା୮(ଡି.ଏନ୍‌.ଏ.): କେବଳ ବର୍ଷା ପାଣି ଉପରେ ନିର୍ଭର କରି ଖରିଫ ଋତୁରେ ଧାନ ଚାଷ କରି ଆସୁଥିବା ଖୁଣ୍ଟା ବ୍ଲକର ଚାଷୀ ଏବେ ଚିନ୍ତାରେ ପଡ଼ିଛନ୍ତି। ଶ୍ରାବଣ ମାସର ଗୋଟିଏ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ଅତିକ୍ରାନ୍ତ ହୋଇଯାଇଥିଲେ ମଧ୍ୟ ବର୍ଷାର…

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଏକାଡେମିକ କାଉନସିଲ ବୈଠକ

ବାରିପଦା ଅଫିସ,୫ା୮: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଏକାଡେମିକ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ଡ.ପ୍ରଦୀପ କୁମାର ଚାନ୍ଦ ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ମୁଖ୍ୟତଃ ପି.ଜି. ପାଇଁ ନୂତନ ପାଠ୍ୟକ୍ରମ ପ୍ରସ୍ତୁତି, ପି.ଜି. ବୋର୍ଡ…

ବସ୍‌ରୁ ଓହ୍ଲାଇବା ବେଳେ ଯାତ୍ରୀଙ୍କ ମୃତ୍ୟୁ

ରାଇରଙ୍ଗପୁର,୫ା୮(ଡି.ଏନ୍‌.ଏ.): ରାଇରଙ୍ଗପୁର ଟାଉନ ଥାନା ବଡ଼ବଜାର ନିକଟସ୍ଥ ବସଷ୍ଟାଣ୍ଡରେ ସକାଳ ୫ଟା ବେଳେ ରାଉରକେଲାରୁ ବାରିପଦା ଯାଉଥିବା ଏକ ଘରୋଇ ବସ୍‌ରୁ ଓହ୍ଲାଇଥିବା ଜଣେ ଯାତ୍ରୀ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ପାଇଁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର…

ବାରିପଦାରେ ମଦମୃତ୍ୟୁ : ରାସ୍ତାକଡ଼ରୁ ୨ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୫ା୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଓ ସଦର ଥାନା ଅଞ୍ଚଳରେ ମଦ୍ୟପାନ ଯୋଗୁଁ ଗୋଟିଏ ଦିନରେ ୨ ଜଣଙ୍କର ମୃତ୍ୟୁ ଘଟଛି। ବାରିପଦା ସହର କେସି ସର୍କିଲ ନିକଟରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ବାରିପଦା…

‘ମଣ୍ଡାପିଠାର ମଜା’ ବାଟ ଦେଖାଇଲା

ସିମୁଳିଆ, ୫ା୮(ସନ୍ତୋଷ କୁମାର ନାୟକ): ଗାଁ ମାଟିର ବାସ୍ନା, ପାଣି ପବନର ଆକର୍ଷଣ ତାଙ୍କ ଜୀବନକୁ ପରିଷ୍‌ୃଷ୍ଟ କରିଛି। ଗ୍ରାମୀଣ ପରିବେଶରେ ଶିକ୍ଷାଲାଭ, ଶିକ୍ଷକ ଓ ପରିବାରର ପ୍ରେରଣା ତାଙ୍କୁ ବାଟ ଦେଖାଇଛି। ଚାକିରି ଜୀବନରେ ଗାଁ ଲୋକଙ୍କ ସହ ସମ୍ପର୍କ…

ଚାନ୍ଦିପୁଟ ପଞ୍ଚାୟତ ବୁରନାଳ; ବିପଦପୂର୍ଣ୍ଣ ପୋଲରେ ହେଉଛି ଯାତାୟାତ

ଚନ୍ଦ୍ରଗିରି,୫ା୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବର୍ତ୍ତମାନ ମଧ୍ୟ ନଦୀ/ନାଳ ଉପରେ ପୋଲଟିଏ ନ ଥିବାରୁ ଲୋକେ କାଠପୋଲରେ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି…

ବ୍ୟାପୁଛି ଝାଡ଼ାବାନ୍ତି :ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ସଜନାଗଡ/ବାହାନଗା, ୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ବାଇଗଡ଼ିଆ ଗ୍ରାମରେ ଜଣଙ୍କ ଶୁଦ୍ଧିକ୍ରିୟା ଭୋଜି ଖାଇ ୧୫ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବାବେଳେ ଜଣକର ମୃତ୍ୟୁ ହୋଇଛି। ଏନେଇ ଗାଁରେ କୋକୁଆ ଭୟ ସୃଷ୍ଟି ହୋଇଛି। ସେମାନଙ୍କୁ ପ୍ରଥମେ ଖନ୍ତାପଡ଼ା ଗୋଷ୍ଠୀ…

ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ, ବଦଳିଲେ ୩ ଶିକ୍ଷକ

ବାଲିଗୁଡା,୫ା୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ବିଦ୍ୟାଳୟକୁ ନିଶାସକ୍ତ ଅବସ୍ଥାରେ ଆସି ପାଠ ପଢିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ କରିବା ମହଙ୍ଗା ପଡିଛି। ବିଭାଗୀୟ ତଦନ୍ତ ପରେ ସମ୍ପୃକ୍ତ ଶିକ୍ଷକଙ୍କ ସମେତ ଅନ୍ୟ ୨ ଶିକ୍ଷକଙ୍କୁ ବଦଳି କରାଯାଇଛି। ପ୍ରକାଶ ଯେ,…

ଛତ୍ରପୁର ହସ୍ପିଟାଲ ପ୍ରତି ଅବହେଳା ଅଭିଯୋଗ

ଛତ୍ରପୁର,୫ା୮(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୦୦୦ ନୂଆ ଜୁନିୟର ଡାକ୍ତର ପଦବୀ ସୃଷ୍ଟି ହୋଇଛି। ଏହାକୁ ରାଜ୍ୟପାଳ ମଞ୍ଜୁରୀ ପ୍ରଦାନ କରିଛନ୍ତିି। ଏନେଇ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଗଞ୍ଜାମ ଜିଲା ସଦର…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟ୍‌ଖା ଜବତ: ବାପପୁଅଙ୍କ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୫ା୮-ବ୍ରହ୍ମପୁର ସଦର ଥାନା ପୋଲିସ ୨ଟି ବଡ ଧରଣର ଗୁଟ୍‌ଖା କାରଖାନା ଉପରେ ଚଢାଉ କରି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟ୍‌ଖା ଜବତ କରିଛି। ଶନିବାର ରାତି ତମାମ ସଦର ଏସ୍‌ଡିିପିଓ ଜୟନ୍ତ ମହାପାତ୍ର, ଥାନାଧିକାରୀ ଭାବନାନନ୍ଦ ପ୍ରଧାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?