ଆମ ଜିଲା ଖବର

ମୌଳିକ ସୁବିଧାରୁ ବଞ୍ଚିତ ଅଭିଯୋଗ

ବ୍ରହ୍ମପୁର ଅଫିସ,୫ା୮-ବ୍ରହ୍ମପୁର ସହରକୁ ସ୍ବଚ୍ଛ, ସୁନ୍ଦର ଓ ବିକାଶ ପଥରେ ଆଗେଇ ନେବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି। ବିଏମ୍‌ସି ଅନ୍ତର୍ଗତ ୨୨ ନଂ. ୱାର୍ଡ ବୈକୁଣ୍ଠନଗର ତୃତୀୟ ଗଳି ଓ ଏକ୍ସେଟେନଶନ ଅଞ୍ଚଳବାସୀ ଏବେ…

ବୃକ୍ଷ ହିଁ ମଣିଷର ଶ୍ରେଷ୍ଠ ବନ୍ଧୁ

ବ୍ରହ୍ମପୁର ଅଫିସ୍‌,୫ା୮-ନିଜ ଜୀବନକାଳ ମଧ୍ୟରେ ମଣିଷକୁ ପ୍ରତ୍ୟେକ ସମୟରେ ସାହାଯ୍ୟ କରିଥାଏ ବୃକ୍ଷ । ଖାଦ୍ୟଠାରୁ ଆରମ୍ଭ କରି ଔଷଧ, ପ୍ରଶ୍ୱାସ ନେବା ପାଇଁ ଅମ୍ଳଜାନଠାରୁ ଆରମ୍ଭ କରି ଛାଇ । ପ୍ରତିବଦଳରେ ସେ କିଛି ଚାହେଁନା। ବୃକ୍ଷ କାହାର ଅନିଷ୍ଟ…

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସାରସ୍ବତ ଆସର: ‘ସାହିତ୍ୟ ସମାଜର ଦର୍ପଣ’

ଢେଙ୍କାନାଳ ଅଫିସ, ୫।୮: ଭାଷା ଭିତ୍ତିରେ ଗଠନ ହୋଇଥିଲା ଓଡ଼ିଶା ପ୍ରଦେଶ। ଏହାର ଉଦ୍ଦେଶ୍ୟ ଥିଲା ଓଡ଼ିଆ ଜାତି ଏବଂ ଓଡ଼ିଆ ଭାଷାକୁ ସ୍ବତନ୍ତ୍ର ମର୍ଯ୍ୟାଦା ଦେବା। ବିଭିନ୍ନ ସମୟରେ ଓଡ଼ିଆ ଭାଷା ପ୍ରତି ବିପଦ ଦେଖାଦେଇଛି। ଏଭଳି ସଙ୍କଟମୟ ପରିସ୍ଥିତିରେ…

ଜିଲାସ୍ତରୀୟ ମେଗା ଆଇନସେବା ଶିବିର: ‘ଅଧିକାର ଜଣାଇବା ମୂଳଲକ୍ଷ୍ୟ’

ଢେଙ୍କାନାଳ ଅଫିସ, ୫।୮: ଢେଙ୍କାନାଳସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଜିଲାସ୍ତରୀୟ ମେଗା ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଆଇନସେବା ପ୍ରାଧିକରଣ, ଜିଲା ଆଇନସେବା ପ୍ରାଧିକରଣ, ଜିଲା ପ୍ରଶାସନର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ହାଇକୋର୍ଟ ବିଚାରପତି…

ନାତୁଣୀକୁ ମାଡ଼ ମାରି ଜେଜେ ମା’ ଗିରଫ

ବନ୍ତଳା, ୫।୮(ଡି.ଏନ.ଏ.) ୩ ବଷର୍ର୍ର ନାତୁଣୀକୁ ମାଡ଼ ମାରିବା ଓ ଦୀର୍ଘ ସମୟ ଘରେ ତାଲା ପକାଇ ରଖିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜେଜେ ମା’। ଏଭଳି ଘଟଣା ରବିବାର ଅନୁଗୋଳ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। କ୍ଷତାକ୍ତ ଅବସ୍ଥାରେ ପୋଲିସ…

ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ; ରାତିକ ଭିତରେ ୫ ଗାଡ଼ିରୁ ଚୋରି

ପରଜଙ୍ଗ, ୫।୮(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ ଦେଖାଦେଇଛି। ଡିହଡୋଳ ଗ୍ରାମ ନିକଟ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରଖାଯାଇଥିବା ୫ଟି ଗାଡ଼ିରୁ ଶନିବାର ରାତିରେ ଦୁର୍ବୃତ୍ତମାନେ ବହୁ ମୂଲ୍ୟବାନ ସାମଗ୍ରୀ ଚୋରି କରି ନେଇଯାଇଛନ୍ତି। ଏହି…

ନାବାଳିକା ବଳାତ୍କାର ଘଟଣା: ମାମୁଙ୍କୁ ମାଡ଼,୩ ଗିରଫ

ଅନୁଗୋଳ ଅଫିସ, ୫।୮: ଅନୁଗୋଳ ସହର ବସ୍‌ଷ୍ଟାଣ୍ଡ ନିକଟରେ ଗତ ୨୧ ତାରିଖରେ ବଳାତ୍କାର ଶିକାର ହୋଇଥିବା ୮ ବର୍ଷୀୟା ନାବାଳିକାଙ୍କ ସମ୍ପର୍କୀୟଙ୍କୁ ମାଡ଼ ମାରିବା ଅଭିଯୋଗରେ ପୋଲିସ ରବିବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ…

ପଟ୍ଟା ମିଳିଛି, ଜମି ଚିହ୍ନଟ ହେଉନି

ଅମରପାଲି, ୫।୮(ଡି.ଏନ.ଏ) ସରକାର ଭୁମିହୀନମାନଙ୍କୁ ଘରଡିହ ଯୋଗାଇ ଦେଇଛନ୍ତି। ଏପରିକି ଉକ୍ତ ପରିବାରମାନଙ୍କୁ ପଟ୍ଟା ବି ମିଳି ସାରିଛି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ଯୋଗୁଁ ଦିଆଯାଇଥିବା ପଟ୍ଟା ଜମି ଚିହ୍ନଟକରଣ କରାଯାଉ ନାହିଁ। ଫଳରେ ଉକ୍ତ ଭୂମିହୀନ ପରିବାର ବିଭିନ୍ନ…

ଆନୁଷ୍ଠାନିକ ଅବକ୍ଷୟ ରୋକିବା ଉପରେ ଗୁରୁତ୍ୱ

ବଲାଙ୍ଗୀର ଅଫିସ, ୫ା୮: ବ୍ୟକ୍ତିର ଉପଲବ୍ଧିକୁ ତାର ସାମାଜିକ ଅବଦାନ ଦୃଷ୍ଟିରୁ ବିଚାର କରାଯିବା ଉଚିତ୍‌। ଏହି ଦୃଷ୍ଟିରୁ ବିଚାର କଲେ ପୂର୍ବତନ ସାଂସଦ ଜନସେବୀ କୃଷ୍ଣଚନ୍ଦ୍ର ପଣ୍ଡାଙ୍କୁ ଆମେ ସଫଳ ବ୍ୟକ୍ତିଜୀବନ କହିପାରିବା ବୋଲି ଅତିଥିମାନେ ତାଙ୍କର ୧୦୩ ତମ…

ଦୃଢ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ଜଗନ୍ନାଥଙ୍କୁ କରିଛି ସକ୍ଷମ

ସୋନପୁର, ୫।୮(ନି.ପ୍ର) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଦଶରାଜପୁର ଗାଁର ଜଗନ୍ନାଥ ଦାସ(୪୬)। ଆଖିକୁ ଭଲ ଦେଖା ଯାଉନି। ଗୋଡ ଓ ହାତ ଥରୁଛି। ତଳେ ଗୋଡ ଭଲ ଭାବେ ଲାଗୁନି। କିନ୍ତୁ ଦୃଢ ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ବଳରେ ଦିବ୍ୟାଙ୍ଗ…

ପହ୍ଲାଘାରୀକୁ ଦଳି ନଷ୍ଟ କଲେ ହାତୀପଲ

ଅମରପାଲି, ୫।୮(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇରେ ହାତୀ ଉପଦ୍ରବ ଦେଖାଦେଇଛି। ସେମାନେ ପହ୍ଲାରେ ଥିବା ଧାନକୁ ଦଳିଚକଟି ନଷ୍ଟ କରିଦେଉଛନ୍ତି। ଚଳିତ ବର୍ଷ ବିଳମ୍ବିତ ବର୍ଷା ଓ ଆବଶ୍ୟକଠାରୁ କମ୍‌ ବର୍ଷା ଯୋଗୁଁ ଚାଷ କାର୍ଯ୍ୟ ବିଳମ୍ବିତ…

ଜେଲରୁ କଏଦୀ ଚମ୍ପଟ : ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ

ନୟାଗଡ଼ ଅଫିସ,୫ା୮: ନୟାଗଡ଼ ଜିଲା ସଦର ବ୍ଲକର ଖୁଣ୍ଟବନ୍ଧସ୍ଥିତ ସବ୍‌ଜେଲରୁ ରବିବାର ଜଣେ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଟାଉନ ଥାନା ଲେଖନପୁର ଗ୍ରାମର ହିମାଂଶୁ ନାୟକ (୨୧)। ଏ ନେଇ ଜେଲ ଅଧୀକ୍ଷକ ଉମେଶ ପ୍ରସାଦ ବଳବନ୍ତରାୟ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?