ଆମ ଜିଲା ଖବର

୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା ଟିକା ନୁହେଁ, ଭୁତାଣୁ ଜନିତ ଜ୍ୱର

ଦାରିଙ୍ଗବାଡ଼ି,୧୯ା୭ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ଜଣ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶକ୍ରମେ ଜିଲା ଅତିରିକ୍ତ ସ୍ବାସ୍ଥ୍ୟଧିକାରୀ ପ୍ରସନ୍ନ କୁମାର ତ୍ରିପାଠୀ ତଦନ୍ତ କରିବାକୁ…

ବଜ୍ରପାତ ନେଲା ୫ ଛେଳିର ଜୀବନ

ଦାରିଙ୍ଗବାଡ଼ି,୧୯ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁଇଦିନ ହେଲା ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେଉଛି। ଶନିବାର ଉକ୍ତ ବ୍ଲକ୍‌ ତିଲୋରୀ ପଞ୍ଚାୟତ ଜଗେରମାହା ଗ୍ରାମରେ ବଜ୍ରପାତ ଘଟି ଜୋସେଫ ପ୍ରଧାନଙ୍କ ୫ ଛେଳିଙ୍କ ମୃତ୍ୟୁ…

କିଛି ଦିନର ପ୍ରେମ ସମ୍ପର୍କ ପରେ ନାବାଳିକାଙ୍କ ଘରେ ପଶି ବଳାତ୍କାର କଲେ ନାବଳକ, ପରେ ଉଠାଇ ନେଇ….

ଦିଗପହଣ୍ଡି/ପାଟପୁର,୧୯।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ଏ ନେଇ ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ…

ପାଟି ଚାପି ବିଲ ଭିତରକୁ ଟାଣିନେଇ ନାବାଳିକାଙ୍କୁ କରିଥିଲେ ବଳାତ୍କାର: ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶନିବାର ଏକ ନାବାଳାଳିକା ବଳାତ୍କାର ମାମଲାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ବଡ଼ଗଡ଼ ଥାନା ଅଞ୍ଚଳର ରୋହିତ ନାଇକ (୩୦)। ଜଜ୍‌ ତାଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡରେ…

ଭତ୍ତା ଆତ୍ମସାତ ଘଟଣାରେ ବଢ଼ିଲା ଯନ୍ତ୍ରୀଙ୍କ ଅଡ଼ୁଆ, କାର୍ଯ୍ୟାନୁଷ୍ଠାନ ପାଇଁ ଥାନାରେ ସରପଞ୍ଚଙ୍କ ଏତଲା  

ନିଶ୍ଚିନ୍ତକୋଇଲି,୧୯।୭(ଅଶୋକ କୁମାର ମହାପାତ୍ର): କଟକ ଜିଲା ମାହାଙ୍ଗା ବ୍ଲକ ଅଞ୍ଚଳରେ ଭତ୍ତା ଟଙ୍କା ଆତ୍ମସାତ ଘଟଣାରେ  ସହକାରୀ ଯନ୍ତ୍ରୀଙ୍କ ଅଡ଼ୁଆ ବଢଛି। ଏହି ଘଟଣାକୁ ନେଇ ଭଦ୍ରେଶ୍ୱର ଥାନାରେ ସରପଞ୍ଚ କମଳାକାନ୍ତ ରାଉତ ଲିଖିତ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ, ମାହାଙ୍ଗା ବ୍ଲକ…

କେସିଙ୍ଗାର ଦୁଇ ପଞ୍ଚାୟତକୁ ମନ୍ତ୍ରୀ ରବିନାରାୟଣ ନାଏକଙ୍କ ଭେଟି: ଉଦ୍‌ଘାଟିତ ହେଲା…

କେସିଙ୍ଗା,୧୯।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଦୁଇଟି ପଞ୍ଚାୟତକୁ ଗ୍ରାମ ଉନ୍ନୟନ, ପଞ୍ଚାୟତ ରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ ଭେଟି ଦେଇଛନ୍ତି। କିକିଆ ପଞ୍ଚାୟତ ସ୍ଥିତ ଭେଜାପଦର  ଗ୍ରାମରେ ଓଭରହେଡ ପାଣି ଟାଙ୍କି  ଓ ଗାଈଗା…

ପ୍ରେମ ଘଟଣାରୁ ଭଉଣୀ ସହ ଆସିଥିବା ଭାଇଙ୍କୁ ଡାକିନେଇ ଛୁରାମାଡ

ଖଲ୍ଲିକୋଟ,୧୯।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା କହ୍ନେଇପୁର ରାହାଣଦେବୀ ଛକରେ ଦୁଇ ଯୁବକଙ୍କ ମଧ୍ୟରେ ଛୁରାମାଡ଼ ହୋଇଛି । ସୂଚନା ଅନୁଯାୟୀ, କହ୍ନେଇପୁର ପଞ୍ଚାୟତକୁ ନିଜ ଭଉଣୀ ସହ ଆସିଥିବା କନ୍ଦିଗାଁର ବାଲ୍ମୀକି ସେଠୀଙ୍କୁ ଡାକିନେଇ ଛୁରା ମାଡ଼…

ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇବା ଘଟଣା: ପହଞ୍ଚିଲେ ପୁରୀ ଏସ୍‌ପି, କହିଲେ ସ୍ପେଶାଲ ଟିମ୍‌ ଗଠନ କରାଯାଇ…

ପିପିଲି,୧୯ା୭: ପୁରୀ ଜିଲା ପିପିଲି ବଳଙ୍ଗାରେ ଜଣେ ନାବାଳିକା ଦେହରେ ନିଆଁ ଲଗାଇଦେବା ଘଟଣାରେ ପୁରୀ ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣାସ୍ଥଳ ଦେଖିବା ପରେ ଏସ୍‌ପି ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏନେଇ ଏକ ସ୍ପେଶାଲ ଟିମ୍‌ ଗଠନ…

ଟିକା ନେଇ ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ଆସିଲା ତଦନ୍ତ ରିପୋର୍ଟ, ଟିକାକରଣ ନୁହେଁ, ଏହି କାରଣରୁ…

ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ଅତିରିକ୍ତ ସ୍ବାସ୍ଥ୍ୟାଧିକାରୀ ପ୍ରସନ୍ନ କୁମାର ତ୍ରିପାଠୀ…

ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ଘଟଣା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ସରକାର…

ଭୁବନେଶ୍ୱର,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ଏକ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହି ଖବର ଶୁଣି ମୁଁ ବ୍ୟଥିତ…

ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣା ଖବର ପ୍ରକାଶ ପରେ ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ, ଡାକ୍ତର କହିଲେ ବିପଦ ନାହିଁ

ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ କନ୍ଧମାଳ ଜିଲା ଶିକ୍ଷାଧିକାରୀ ରାଜେଶ ସ୍ବାଇଁଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡ଼ି ବିଇଓ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ…

ବ୍ରିଜ୍‌ ଉପରେ ୩ ଟ୍ରକ୍‌ ପିଟାପିଟି, ଜାତୀୟ ରାଜପଥ ବନ୍ଦ

ବଲାଙ୍ଗୀର/ଲୋଇସିଂହା,୧୯ା୭(ସୁନୀଲ ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର-ସମ୍ବଲପୁର ଜାତୀୟ ରାଜପଥ ନଂ ୨୬ର ଫାସଡ଼ ସୁକତେଲ ବ୍ରିଜ୍‌ ନିକଟରେ ଏକ ସଡ଼କ ଦୁର୍ଘଟଣା ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଟି ଟ୍ୟାଙ୍କର ଓ ଗୋଟିଏ ଟ୍ରକ୍‌ ପରସ୍ପର ଭିତରେ ପିଟି ହୋଇଛନ୍ତି। ବ୍ରିଜ୍‌ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri