ଆମ ଜିଲା ଖବର

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର ରାତି ଅଧିଆ ଚଢାଉ କରି ସାଇବର ଠକେଇ ଅଭିଯୋଗରେ ତିନି ଜଣଙ୍କୁ ଉଠାଇ ନେଇଥିବା…

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର ୬ ଗୋଟି ପଞ୍ଚାୟତର ଶତାଧିକ ଚାଷୀ ଲାଞ୍ଜିଗଡ଼-ମୁନିଗୁଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ବର୍ତ୍ତମାନ…

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବିଡିଓ ଭୋଇଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୧୧/୨୬) ରୁଜୁକରି ସମ୍ପୃକ୍ତ…

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ରଞ୍ଜନ ଦାସଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେ…

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ ରୋଡର ପୁନଃ ନିର୍ମାଣ ଦାବିରେ ସୋମବାର ଅବସରପ୍ରାପ୍ତ ଶିକ୍ଷକ ସତ୍ୟ ନାରାୟଣ ସାହୁ ଆମରଣ…

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ ପରିଡ଼ା ଓରଫ ଟୁଟୁ। ଗୁଳିମାଡ଼ର କାରଣ ଅସ୍ପଷ୍ଟ। ଖୋର୍ଦ୍ଧା ମେଡିକାଲରେ ଡାକ୍ତର ମୃତ୍ୟୁ ଘୋଷଣା…

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା ସିଂ ମାଝୀ ନିଜର ନିଷ୍ଠା ବଳରେ ଆଜି ସମଗ୍ର ଅଞ୍ଚଳ ପାଇଁ ଗୌରବ ସାଜିଛନ୍ତି।…

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର ପ୍ରକାଶ ପାଇବା ପରେ ସ୍ଥାନୀୟ ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଖବରର ପ୍ରଭାବ ସ୍ବରୂପ,…

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂସ୍କାର ଭାରତୀର ଜିଲା ସଂଗଠନ ମନ୍ତ୍ରୀ ବିଚିତ୍ର ପ୍ରଧାନ…

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି। ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ହେଲେ ଖ୍ରୀଷ୍ଟିଆନପେଟାର ସଞ୍ଜିବ କୁମାର ନାୟକ (୪୦) ଇରିଗେସନ…

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ ସେଠୀଙ୍କ ଘରେ ଜବରଦସ୍ତ ପଶି ମା-ଝିଅଙ୍କୁ ହତ୍ୟା ଉଦ୍ୟମ। ମା’ କୁମାରୀ ସେଠୀ(୬୫) ଓ…

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ ମଧ୍ୟ ୱାଲଟିୟର ରେଳ ଡିଭିଜନ ଅଧୀନରେ ରହିଛି । ତେଣୁ ରାୟଗଡା ଡିଆରଏମଙ୍କ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?