ଆମ ଜିଲା ଖବର

ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ୬୦୦ ଚାରା ରୋପଣ

ରଣପୁର,୫।୮(ସ୍ବ.ପ୍ର.): ସ୍ବଚ୍ଛ ଓ ଉତ୍ତମ ପରିବେଶ ସ୍ଥାପନ ଲକ୍ଷ୍ୟରେ ଶ୍ମଶାନକୁ ସଫା କରି ଚାରା ରୋପଣ ପରେ ଏବେ ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ନୟାଗଡ଼ ଜିଲା ଶରଣକୂଳ ଲଡୁବାବାଙ୍କ ଧାମରୁ ଶ୍ରୀକ୍ଷେତ୍ର ଧାମ…

ଯାଜପୁର ରୋଡ-ଧାମରା ରେଳପଥ ନିର୍ମାଣ ଦାବିରେ ଗଣ ସମ୍ମଳନୀ : ଆଗାମୀ ଦିନରେ ଜୋରଦାର କରାଯିବ ଆନ୍ଦୋଳନ

ଯାଜପୁର ରୋଡ,୫ା୮(ନି.ପ୍ର.): ଯାଜପୁର ରୋଡ୍‌ସ୍ଥିତ ଭୀମସେନ ପ୍ୟାଲେସଠାରେ ରବିବାର ଯାଜପୁର ରୋଡ-ଧାମରା ରେଳପଥ ସଂଗ୍ରାମ ସମିତି ପକ୍ଷରୁ ଏକ ଗଣ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ, ଯାଜପୁର ରୋଡ ଧାମରା ରେଳପଥ ସଂଗ୍ରାମ ସମିତି…

ଭ୍ୟାନିଟ୍‌ ବ୍ୟାଗ୍‌ ନେଇ କାର ଡ୍ରାଇଭର ଫେରାର ଘଟଣା : ଯାଜପୁରରୋଡ ଷ୍ଟେଶନ ବାଜାରରୁ ଡ୍ରାଇଭର ଗିରଫ

ଧର୍ମଶାଳା,୫ା୮(ଡି.ଏନ୍‌.ଏ.) : ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବାରବାଟି ନିକଟରେ ମହିଳା ଯାତ୍ରୀଙ୍କୁ ଅଧାବାଟରେ ଛାଡି ଚମ୍ପଟ ମାରିଥିବା କାର୍‌ ଡ୍ରାଇଭରକୁ ରବିବାର ପୋଲିସ ଗିରଫ କରିଛି। ଏଥିସହ ଲୁଟ୍‌ ହୋଇଥିବା ମହିଳାଙ୍କ ଭ୍ୟାନିଟ୍‌…

ଦମ୍ପତିଙ୍କୁ ମାଡ଼ ମାରି ଲୁଟ୍‌

ଧର୍ମଶାଳା,୫ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ପଣ୍ଡୁଆ ମୌଜାରେ ରାମଚନ୍ଦ୍ର ପ୍ରଧାନଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ସହ ସ୍ତ୍ରୀଙ୍କୁ ମାଡ଼ ମାରି ଗଡ଼ରେଜରେ ଥିବା ଟଙ୍କା ଓ ସୁନା ଅଳଙ୍କାର ନେଇ ପଳାଇଥିବା…

ସାଧାରଣ ଲୋକଙ୍କ ପାଇଁ ବନ୍ଦ ହେଲା ତୈଳ ବିଶୋଧନାଗାର ରାସ୍ତା

ପାରାଦୀପ,୫ା୮(ସ୍ବ.ପ୍ର.): ପାରାଦୀପ ତୈଳ ବିଶୋଧନାଗାର ରାସ୍ତାରେ ଫାଟକ ଲଗାଇବାକୁ ନେଇ ୨ବର୍ଷ ତଳେ ଅନେକ ବିବାଦ ମୁଣ୍ଡ ଟେକିଥିଲା। ଏପରି କି ଇଡ୍‌କୋ ଉକ୍ତ ଫାଟକକୁ ନେଇ ଆପତ୍ତି ଉଠାଇବା ସହ ରାସ୍ତାକୁ ମୁକ୍ତ ରଖିବାକୁ ସେତେବେଳେ ବିଶୋଧନାଗାର କର୍ତ୍ତୃପକ୍ଷଙ୍କୁ ଚିଠି…

ଚାଷୀଙ୍କ କାମରେ ଲାଗୁନି ସ୍ଲୁଇସ ଗେଟ୍‌

ନାଉଗାଁ,୫ା୮(ସ୍ବ.ପ୍ର.): ଚାଷ ଓ ଚାଷୀଙ୍କ ଉନ୍ନତି ପାଇଁ ସରକାର ଅନେକ ଯୋଜନା କରିବା ସହ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସର୍ବ ପ୍ରଥମ ଆବଶ୍ୟକତା ଜଳସେଚନ ସୁବିଧା ନ ଥିବାରୁ ଚାଷୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ନାଉଗାଁ ବ୍ଲକରେ ସାଧାରଣତଃ ଚାଷୀଙ୍କ…

ପୁଣି ତେଜିଲା ବିଜେଡିର ଗୋଷ୍ଠୀ ବିବାଦ : ରାଜଶ୍ରୀଙ୍କ ଗାଡ଼ି ଆଗରେ ଶୋଇଲେ ବିଷ୍ଣୁ ସମର୍ଥକ

ତିର୍ତ୍ତୋଲ,୫ା୮(ଡି.ଏନ.ଏ.): ଜଗତ୍‌ସିଂହପୁର ଏମ୍‌ପି ଡା. ରାଜଶ୍ରୀ ମଲ୍ଲିକ ଓ ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ସମର୍ଥକମାନଙ୍କ ମଧ୍ୟରେ ବିବାଦକୁ ନେଇ ବହୁଥର ରାଜ୍ୟ ରାଜନୀତି ସରଗରମ ହୋଇଛି। ଗତ କିଛିଦିନର ନୀରବତା ପରେ ଏବେ ପୁଣି ସେହି ବିବାଦ ମୁଣ୍ଡ…

କାମ କରି ଅର୍ଥ ପାଇନାହାନ୍ତି ପୂର୍ବତନ ସରପଞ୍ଚ: ନ୍ୟାୟ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି,ଅଗଷ୍ଟ ୧୫ରେ ସିଂହଦ୍ୱାର ଆଗରେ ଆତ୍ମାହୁତି ଧମକ

ପୁରୀ ଅଫିସ, ୪ା୮: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଓ୍ବାର୍କ ଅର୍ଡର। କାମ କଲେ ସରପଞ୍ଚ। ୧୫ଲକ୍ଷ ଟଙ୍କା ଅନୁଦାନ ମିଳିବା ପରେ ତାକୁ ହଡ଼ପ କରିନେଲେ ଭିଏଲ୍‌ଡବ୍ଲ୍ୟୁ। ଟଙ୍କା ମାଗିବାରୁ ମିଳିଲା ହତ୍ୟା ଧମକ। ଏଭଳି ଅଭିଯୋଗ ଆଣିଛନ୍ତି ପୁରୀ ଜିଲା ବ୍ରହ୍ମଗିରି…

ଚାନ୍ଦିପୁର ଆଇଟିଆରରେ ବ୍ୟବହାରିକ ପରୀକ୍ଷଣ:‘ବଂଶୀ’କୁ ଭେଦ କଲା ‘କ୍ୟୁଆର୍‌ଏସ୍‌ଏମ୍‌’

ବାଲେଶ୍ୱର ଅଫିସ, ୪।୮-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ରେଞ୍ଜ(ଆଇଟିଆର୍‌)ରୁ ଭ୍ରାମ୍ୟମାଣ ଟ୍ରକ ସାହାଯ୍ୟରେ ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଉଥିବା ‘କ୍ୟୁଆର୍‌ଏସ୍‌ଏମ୍‌’ (କୁଇକ୍‌ ରିଆକଶନ୍‌ ସର୍ଫେସ୍‌-ଟୁ-ଏୟାର ମିଶାଇଲ୍‌)ର ସଫଳ ପରୀକ୍ଷଣ କରାଯାଇଛି। ରବିବାର ପୂର୍ବାହ୍ନ ୧୦ଟା ୫୮ ମିନିଟ୍‌ରେ ୧ନଂ.…

ବର୍ଷା ପାଇଁ ଇନ୍ଦ୍ରପୂଜା କଲେ ତରବୋଡ ଗ୍ରାମବାସୀ

ନୂଆପଡା ଅଫିସ/ତରବୋଡ,୪।୮(ଡି.ଏନ.ଏ.)ନୂଆପଡା ଜିଲାରେ ଲାଗ ଲାଗ ମରୁଡି ପରିସ୍ଥିତି ଉପୁଜୁଛି । ଗତବର୍ଷ ଭଳି ଏଥର ମଧ୍ୟ ଜିଲାବ୍ୟାପି ମରୁଡି ସ୍ଥିତି ଆସିଥିବାବେଳେ ଚାଷୀକୂଳ ଇତସ୍ତତଃ ହୋଇପଡିଛନ୍ତି । ଅଗଷ୍ଟ ମାସ ଆସିଥିବାବେଳେ ଚାଷ କାର୍ଯ୍ୟ ଅଧୁରା ହୋଇପଡିଛି। ଧାନ ରୁଆ…

ବଢୁଛି ଚୋରା କାଠ ଚାଲାଣ, ବିଭାଗ ନୀରବ

ବଇଣ୍ଡା,୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନସ୍ଥ ଧଣ୍ଡାତୋପା ରେଞ୍ଜ କନ୍ତପଡ଼ା ଗ୍ରାମ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଅବାଧ କାଠ ଚାଲଣ ହେଉଥିବା ଅଭିଯୋଗ ହୋଇଛି। ପ୍ରତିଦିନ ଟ୍ରିପ ଟ୍ରିପ କାଠ ବାହାରକୁ ଚାଲାଣ ହେଉଥିବାବେଳେ ଜଙ୍ଗଲ ଧ୍ୱଂସ ହେବାକୁ ବସିଛି।…

ଭିନ୍ନକ୍ଷମ ଯୁବତୀଙ୍କୁୁ ବଳାତ୍କାର, ଅଭିଯୁକ୍ତ ଗିରଫ

କପ୍ତିପଦା,୪ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଶରତ ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାକତ୍ାର କରିବା ଅଭିଯୋଗରେ ଶନିବାର ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ବାବୁଲି ବଦ୍ରା ା ପଚରାଉଚୁରା ପରେ ସେ ଦୋଷ ସ୍ବୀକାର କରିଥିବା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?