ବଢୁଛି ଚୋରା କାଠ ଚାଲାଣ, ବିଭାଗ ନୀରବ
ବଇଣ୍ଡା,୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନସ୍ଥ ଧଣ୍ଡାତୋପା ରେଞ୍ଜ କନ୍ତପଡ଼ା ଗ୍ରାମ ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଅବାଧ କାଠ ଚାଲଣ ହେଉଥିବା ଅଭିଯୋଗ ହୋଇଛି। ପ୍ରତିଦିନ ଟ୍ରିପ ଟ୍ରିପ କାଠ ବାହାରକୁ ଚାଲାଣ ହେଉଥିବାବେଳେ ଜଙ୍ଗଲ ଧ୍ୱଂସ ହେବାକୁ ବସିଛି।…
ଭିନ୍ନକ୍ଷମ ଯୁବତୀଙ୍କୁୁ ବଳାତ୍କାର, ଅଭିଯୁକ୍ତ ଗିରଫ
କପ୍ତିପଦା,୪ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଶରତ ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାକତ୍ାର କରିବା ଅଭିଯୋଗରେ ଶନିବାର ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ବାବୁଲି ବଦ୍ରା ା ପଚରାଉଚୁରା ପରେ ସେ ଦୋଷ ସ୍ବୀକାର କରିଥିବା ପୋଲିସ…
ଜେଜେମା’ଙ୍କ ନିଷ୍ଠୁରତା, ପଡୋଶୀ ଘରେ ଖାଇବାରୁ ମା’ଛେଉଣ୍ଡ ନାତୁଣୀଙ୍କୁ ନିର୍ଦ୍ଧୁମ୍ ପିଟିଲେ
ବନ୍ତଳା, ୪।୮(ଡି.ଏନ.ଏ): ଜେଜେମା’ଙ୍କ ନିଷ୍ଠୁରତା। ପଡୋଶୀ ଘରେ ଯାଇ ଖାଇବାରୁ ତିନି ବର୍ଷର ଶିଶୁ କନ୍ୟାକୁ ଜେଜେମା ମାଡ଼ ମାରି ଘର ଭିତରେ ରଖି ତାଲା ପକାଇବା ଖବର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼…
ବାଙ୍କୀଝୋଳା ଓ ଚଢିଆପଦା ଗାଁର ବିକାଶ ଅପହଞ୍ଚ : ଗମନାଗମନ ପାଇଁ କାଠପୋଲ ଭରସା
ଚନ୍ଦ୍ରଗିରି,୪।୮(ଡି.ଏନ୍.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ଲାଗି ବିଭିନ୍ନ ଯୋଜନା ମାଧ୍ୟମରେ ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା। ଉଦ୍ଦେଶ୍ୟ ରହିଛି ଗାଁର ବିକାଶ, ଦେଶର ବିକାଶ କିନ୍ତୁ ଆଜି ମଧ୍ୟ ଏପରି ଗାଁ ଅଛି ଯେଉଁଠି…
ଦଶାହ ଭୋଜି ଖାଇ ୭ ଗୁରୁତର, ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
ବାହାନଗା, ୪।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଓପଦା ବ୍ଲକ ନରସିଂହପୁର ପଞ୍ଚାୟତର ବାହିଗଢିଆ ଗ୍ରାମରେ ଶନିବାର ରାତିରେ ଦଶାହ ଭୋଜି ଖାଇ କେତେକ ଲୋକ ଝାଡା ବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କୁ ଗୁରୁତର ଅବସ୍ଥାରେ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…
୫ ପ୍ୟାକେଟ ବ୍ରାଉନସୁଗାର ଜବତ, ୫ ଗିରଫ
ରଣପୁର,୪।୮(ସ୍ବ.ପ୍ର.) : ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ନୟାଗଡ଼ ଜିଲାର ରଣପୁର ଥାନା ପୋଲିସ ରଣପୁର ବଜାର, ବିଭିନ୍ନ ସାହି, ମଣିନାଗ ପୀଠ ଓ ବ୍ଲକ ଅଞ୍ଚଳରେ ରବିବାର ଚଢ଼ାଉ ଜାରିରଖିଛି। ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ପୋଲିସ ରଣପୁର ସୁଆରସାହିର ବାପି ଖଟେଇ(୩୨)…
ଟଙ୍କା ଚୋରି ନେଇ ୨ ଶିଶୁପୁତ୍ରଙ୍କୁ ମାରି ଦେବାକୁ ନିଶାଶକ୍ତ ବାପାଙ୍କ ଉଦ୍ୟମ: ଗ୍ରାମବାସୀ ଦ୍ୱାରା ଶିଶୁପୁତ୍ର ଉଦ୍ଧାର
ଭୋଗରାଇ,୪।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଜାରାମପୁର ଗ୍ରାମରେ ରବିବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଟଙ୍କା ଚୋରି ଅଭିଯୋଗରେ ନିଶାଗ୍ରସ୍ତ ବାପା ଚାରି ଓ ଆଠ ବର୍ଷର ୨ ଶିଶୁପୁତ୍ରକୁ ମାରିବାକୁ ଉଦ୍ୟମ କରୁଥିବା ବେଳେ ଗ୍ରାମବାସୀଙ୍କ…
ହାତୀ ଉପଦ୍ରବ : ଫସଲ ଖାଇଲା, ଘର ଭାଙ୍ଗିଲା
ବଡ଼ଗାଁ,୪।୮(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ମାସେ ହେଲା ରହି ଆସୁଥିବା ହାତୀପଲ ମଧ୍ୟରୁ ଗୋଟିଏ ହାତୀ ଶନିବାର ରାତିରେ ଉପଦ୍ରବ ଘଟାଇଛି। ବିଳମ୍ବିତ ରାତିରେ କୁସୁମଡେଗୀ ନିକଟ ପାହାଡ଼ ଟୋଲିର ବିନୁ ଟପ୍ପୋ ଓ ଜନୁ ଟପ୍ପୋଙ୍କ…
ମହାପୁରୁଷ ଅଚ୍ୟୁତାନନ୍ଦ ପୀଠରୁ ପୋଲିସ ପରିଚୟ ଦେଇ ଭକ୍ତଙ୍କୁ ଉଠାଇନେଲେ ଅଜଣା ଲୋକ
ନିଶ୍ଚିନ୍ତକୋଇଲି,୪।୮(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଧିନସ୍ଥ ମହାପୁରୁଷ ଅଚ୍ୟୁତାନନ୍ଦ ପୀଠ ନିକଟରୁ ଜଣେ ଭକ୍ତଙ୍କୁ ପୋଲିସ ପରିଚୟ ଦେଇ ଏକ ସ୍କର୍ପିଓ ଗାଡ଼ିରେ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନରେ ଭୁବନେଶ୍ୱରରୁ ଶୁଭେନ୍ଦୁ ମହାପାତ୍ର ପରିବାର ସହ…
ଜଳସେଚନ ବିଭାଗ ଶୁଣିଲାନି, କେନାଲ ସଫେଇ କଲେ ଗ୍ରାମବାସୀ
କର୍ଲାମୁଣ୍ଡା,୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ପାଣି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆସିଥିବା ଡୁକେରମାଲ କେନାଲ (ସବ୍ମାଇନର -୧)କୁ ରବିବାର ସ୍ବେଚ୍ଛାକୃତ ଭାବେ କର୍ଲାମୁଣ୍ଡା ଗ୍ରାମବାସୀ ସଫେଇ କରିଛନ୍ତି। ଉତେଇ ଜଳସେଚନ ବିଭାଗ ପକ୍ଷରୁ ଜୁନ୍ ମାସ ଭିତରେ…
ରୋଡ଼ ରୋମିଓଙ୍କୁ ଗଛରେ ବାନ୍ଧି ନିସ୍ତୁକ ଛେଚିଲେ ଗାଁଲୋକେ
ବାଲେଶ୍ୱର ଅଫିସ୍,୪।୮: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥ ପଞ୍ଚାୟତର ଗୋପ ଗାଁରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଉକ୍ତ ଗାଁର ଲୋକେ ଜଣେ ରୋଡ଼ ରୋମିଓଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ମାରିଥିବା ଦେଖିବାକୁ ମିଳିଛି। ଏହି ଭିଡିଓ…
ଜିଲାରେ ୪୯୪.୨ ମିମି ବର୍ଷା, କୋରାପୁଟ ବ୍ଲକରେ ସର୍ବାଧିକ ୬୪.୨ ମିମି
କୋରାପୁଟ,୪।୮(ସ୍ବ.ପ୍ର.) : କୋରାପୁଟ ଜିଲାରେ ରବିବାର ୪୯୪.୨ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗର ରିପୋର୍ଟରୁ ଜଣାଯାଇଛି। ଜିଲାର କୋରାପୁଟ ବ୍ଲକରେ ସର୍ବାଧିକ ୬୪.୨ ମିମି ବର୍ଷା ହୋଇଥିବାବେଳେ ବୋରିଗୁମ୍ମା ବ୍ଲକରେ ୪୮.୮ମିମିି, ଦଶମନ୍ତପୁର ବ୍ଲକରେ ୫୦ ମିମି ବର୍ଷା ହୋଇଛି…

