ନାବାଳିକାଙ୍କୁ ଅପହରଣ, ହତ୍ୟା ମାମଲା: ତଦନ୍ତ ଆରମ୍ଭ, ଅଭିଯୁକ୍ତ କୋର୍ଟ ଚାଲଣ
ରସୁଲପୁର, ୪ା୮(ଡିଏନଏ): ରସୁଲପୁର ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ କରଜଙ୍ଗା ଗ୍ରାମର ତ୍ରିଲୋଚନ ଭୋଇଙ୍କ ଘରୁ ଶୁକ୍ରବାର ପୂର୍ବାହ୍ନରେ କୁଆଖିଆ ଥାନା ପୋଲିସ ପକ୍ଷରୁ ଜଣେ ନାବାଳିକା (୧୫)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ନାବାଳିକାଙ୍କୁ ପରିବାର ଲୋକେ ସାବାଳିକା ବୋଲି ଦର୍ଶାଇବା ସହ…
ଢାବା ମାଲିକ ରବୀନ୍ଦ୍ର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଭଉଣୀଙ୍କୁ ନିର୍ଯାତନା, ପରକୀୟା ପ୍ରୀତି ଯୋଗୁ ହତ୍ୟା
ଯାଜପୁର ଅଫିସ/କୋରେଇ(ନି.ପ୍ର.), ୪ା୮: ଯାଜପୁର ଜିଲା ପାଣିକୋଇଲି ବସଷ୍ଟାଣ୍ଡ ରେଷ୍ଟସେଡ ନିକଟରେ ଥିବା ଢାବା ମାଲିକ ରବୀନ୍ଦ୍ର ସାହୁ (୩୧) ହତ୍ୟା ଘଟଣାର ଶନିବାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ପାଣିକୋଇଲି ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବାବେଳେ…
ଦୁର୍ଦ୍ଦିନରେ କଳିଙ୍ଗନଗର ଶିଳ୍ପାଞ୍ଚଳ: ବିକ୍ରି ଅପେକ୍ଷାରେ ନୀଳାଚଳ, ରୋହିତ
ଯାଜପୁର ଅଫିିସ, ୪ା୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଷ୍ଟିଲ ହବ୍ ଭାବେ ପରିଣତ କରିବାକୁ ରାଜ୍ୟ ସରକାର ସ୍ବପ୍ନ ଦେଖୁଛନ୍ତି। ଏହାବାଦ ମଧ୍ୟମ ଧରଣର ଶିଳ୍ପ ପ୍ରତିଷ୍ଠା ପାଇଁ ସରକାର ଇତିମଧ୍ୟରେ ୨ଥର ମେକ୍ ଇନ୍ ଓଡ଼ିଶା କନକ୍ଲେଭ ଆୟୋଜନ…
ଯୋର ପାର ହୋଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର
ଅମରପାଲି, ୪।୮ (ଡି.ଏନ.ଏ.)-ବିପଦପୂର୍ଣ୍ଣ ଭାବେ ଯୋର ପାର ହୋଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର। ଏଭଳି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଦୁର୍ଜନତୈଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ହରିହର ଯୋରରେ। ପ୍ରାୟ ୩୦ରୁ ୪୦ଜଣ ଛାତ୍ରୀଛାତ୍ର ପ୍ରତ୍ୟହ ଯୋର…
ବିଶ୍ୱବିଦ୍ୟାଳୟ ଘୋଷଣା ବର୍ଷରେ ଅର୍ଥନୀତି: ଏମ୍.ଫିଲ୍ ପାଠ୍ୟକ୍ରମ ବନ୍ଦ
ବଲାଙ୍ଗୀର ଅଫିସ, ୪ା୮-ଏହାକୁ ବିଡମ୍ବନା କୁହାଯିବ କି ଆଉ କ’ଣ। ରାଜେନ୍ଦ୍ର ସ୍ବୟଂଶାସିତ କଲେଜକୁ ବିଶ୍ୱବିଦ୍ୟାଳୟ ଘୋଷଣା କରାଯିବାର ମାସ କେଇଟା ପରେ ଏହି କଲେଜରୁ ଅର୍ଥନୀତି ବିଭାଗର ଏମ୍ଫିଲ ପାଠ୍ୟକ୍ରମ ବନ୍ଦ ହୋଇଯିବା ଘଟଣା ସରକାରଙ୍କ ବିଚିତ୍ର ଶିକ୍ଷାନୀତିକୁ ପ୍ରତିଫଳିତ…
ବିଜ୍ଞାନ ନାଟକ ପ୍ରତିଯୋଗିତା: ‘ସମ୍ଭାବନା’ ଶ୍ରେଷ୍ଠ ବିବେଚିତ
ବଲାଙ୍ଗୀର ଅଫିସ, ୪ା୮-ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲଠାରେ ଜିଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି ା ଏହି ନାଟକ ପ୍ରତିଯୋଗିତାରେ ପୁଇଁନ୍ତଲା ଓଡିଶା ଆଦର୍ଶ ବିଦ୍ୟାଳୟର ବିଜ୍ଞାନ ନାଟକ ସମ୍ଭାବନା ଶ୍ରେଷ୍ଠ ବିବେଚିତ ହୋଇ ଜୋନାଲସ୍ତରକୁ ମନୋନୀତ ହୋଇଛି ା ଜିଲା…
ସଙ୍କୁଚିତ ହେଉଛି ତାଳଦଣ୍ଡା କେନାଲ : କମିଲାଣି ଜଳଧାରଣ କ୍ଷମତା
ପାରାଦୀପ,୪ା୮(ସ୍ବ.ପ୍ର.): ପାରାଦୀପର ଜୀବନ ରେଖା ତାଳଦଣ୍ଡା କେନାଲ ଏବେ ସଙ୍କୁଚିତ ହେବା ସହ ପୋତିହେବାରେ ଲାଗିଛି। ଫଳରେ ଏହାର ଜଳଧାରଣ କ୍ଷମତା ହ୍ରାସ ପାଇଲାଣି। କଟକରୁ ପାରାଦୀପ ପର୍ଯ୍ୟନ୍ତ ୮୦ କିମିର ଏହି କେନାଲରେ ୧୭ଟି ଛୋଟ ଶାଖା କେନାଲ ଓ…
ଜଳସେଚନ ପ୍ରକଳ୍ପ ନିର୍ମାଣ ସମୀକ୍ଷା
ବଇଣ୍ଡା,୪।୮(ଡି.ଏନ.ଏ.)-କୃଷି ବହୁଳ ଅଞ୍ଚଳ କିଶୋରନଗର ବ୍ଲକରେ ନିର୍ମାଣ ହେବାକୁ ଥିବା ସୁରେଶ୍ୱରୀ ଓ ଜୟଗଡ଼ ଜଳସେଚନ ପ୍ରକଳ୍ପ ପାଇଁ ଶନିବାର କ୍ଷୁଦ୍ର ଜଳସେଚନ ପକ୍ଷରୁ ସମୀକ୍ଷା କରାଯାଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପୂର୍ତ୍ତବିଭାଗର ପୂର୍ବତନ ସଚିବ ନଳିନୀକାନ୍ତ ପ୍ରଧାନ,…
ଶାରଳା ମନ୍ଦିରରେ ପାଳି କରି ପୂଜା କରିବେ ୨ ବଡ଼ପଣ୍ଡା
ଜଗତ୍ସିଂହପୁର ଅଫିସ, ୪ା୮: ଶାରଳା ମନ୍ଦିରରେ ବଡ଼ପଣ୍ଡାଙ୍କୁ ନେଇ ଚାଲିଥିବା ବିବାଦର ଏକପ୍ରକାର ସମାଧାନ ହୋଇଛି। ଏଣିକି ୨ ଜଣଙ୍କୁ ବଡ଼ପଣ୍ଡା ଭାବେ ଗ୍ରହଣ କରାଯିବା ସହ ଉଭୟଙ୍କୁ ପାଳି କରି ପୂଜା ଦାୟିତ୍ୱ ବାଣ୍ଟି ଦିଆଯିବ। ଏହି ଦାୟିତ୍ୱ ଉପଜିଲାପାଳ…
ଏସ୍ପି, ତଦନ୍ତକାରୀ ଅଧିକାରୀ, ପିପି ସମ୍ବର୍ଦ୍ଧିତ
ଅନୁଗୋଳ ଅଫିସ, ୪।୮-ଓଡ଼ିଶା ପୋଲିସ ପକ୍ଷରୁ ଭୁବନେଶ୍ୱର ପୋଲିସ ଭବନ ଠାରେ ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ଅନୁଷ୍ଠିତ ‘ପରି’ କାର୍ଯ୍ୟକ୍ରମରେ ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ପ୍ରମୁଖ…
ବିଦ୍ୟୁତ୍ ଉତ୍ପାଦନ ପାଇଁ କୋଇଲା ମିଳୁନି: ଏନ୍ଟିପିସିର ୪, ଟିଟିପିଏସ୍ର ୫ ୟୁନିଟ୍ ବନ୍ଦ
ତାଳଚେର,୪ା୮ (ନି.ପ୍ର.)-ଏମ୍ସିଏଲ୍ର ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ଜାରି ରହିଥିବା ଆନ୍ଦୋଳନ ଯୋଗୁ ତାଳଚେର କୋଲ୍ ଫିଲଡ୍ସରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଫଳରେ ଏହାର ସିଧାସଳଖ ପ୍ରଭାବ ୩୦୦୦ ମେଗାୱାଟ୍ ବିଶିଷ୍ଟ ମହାରତ୍ନ କମ୍ପାନୀ କଣିହଁାସ୍ଥିତ ଏନ୍ଟିପିସି ଓ ଏହା…
ପ୍ରଶାସନ ଉପରେ ବଢ଼ିଲା ଚାପ: ପରିବହନ ସ୍ବାଭାବିକ ପାଇଁ ଦାବିପତ୍ର
ତାଳଚେର,୪ା୮(ନି.ପ୍ର.)-ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ ୪ ଶ୍ରମିକଙ୍କ ପରିବାରକୁ ଉପଯୁକ୍ତ ନ୍ୟାୟ ପ୍ରଦାନ ସହ ପୂର୍ବପରି ଟ୍ରକ୍ ଗୁଡିକରେ କୋଇଲା ପରିବହନ ପାଇଁ ପଦକ୍ଷେପ ନେବାକୁ ତାଳଚେର କୋଲ୍ କଞ୍ଜ୍ୟୁମର ଆସୋସିଏଶନ ଓ ଟ୍ରକ୍ ମାଲିକମାନଙ୍କ ପକ୍ଷରୁ ଶନିବାର ପ୍ରଶାସନ…

