ଆମ ଜିଲା ଖବର

ବୋଲେରୋ ଧକ୍କାରେ ଯୁବକ ମୃତ: ପୂର୍ବ ଶତ୍ରୁତାରୁ ଗାଡ଼ି ଚଢ଼ାଇ ହତ୍ୟା ଅଭିଯୋଗ; ଚାଳକଙ୍କ ଥାନାରେ ଆତ୍ମସମର୍ପଣ

ନୂଆଗାଁ,୪।୮(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ୫୭ ନମ୍ବର ଜାତୀୟ ରାଜପଥ ଡିମିରିଝରିଠାରେ ଶନିବାର ମଧ୍ୟାହ୍ନରେ ବୋଲେରୋ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାରୁ ତାଙ୍କୁ ଜାଣିଶୁଣି ଗାଡି ଧକ୍କା କରି ମାରି ଦିଆ ଯାଇଥିବା ମୃତକଙ୍କ ପରିବାର…

ଡମ୍‌ବେଲ ପଞ୍ଚରେ ସୁବ୍ରତଙ୍କ ରେକର୍ଡ

ଢେଙ୍କାନାଳ ଅଫିସ, ୪।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟି ଗ୍ରାମର ସୁବ୍ରତ କୁମାର ସାମଲ ୧ ମିନିଟରେ ୩୩୪ ଥର ଡମ୍‌ବେଲ ପଞ୍ଚ ମାରି ବଜ୍ର ଓ୍ବାଲର୍‌ଡ ରେକର୍ଡରେ ନିଜ ନାମକୁ ସାମିଲ କରିଛନ୍ତି। ଆଗାମୀ ଦିନରେ ସେ ଗିନିଜ୍‌ ବୁକ୍‌…

ଆବାସ ଯୋଜନା ଅନୁଦାନ ଅଟକାଇବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ଭୁବନ, ୪।୮(ଡ.ଏନ୍‌.ଏ.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ଭୁବନ ଏନ୍‌ଏସି ଅନ୍ତର୍ଗତ ୩ନଂ. ଓ୍ବାର୍ଡର ୮ଜଣ ହିତାଧିକାରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଅନୁଦାନ ଟଙ୍କା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଥିଲା। ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଶନିବାର ଏହାର…

ମହଙ୍ଗା ପଡ଼ିଲା ମିଥ୍ୟା ବିଲ୍‌ କରିବା: ୩ ସରକାରୀ କର୍ମଚାରୀ ଭରିବେ ଟଙ୍କା

ନୟାଗଡ଼ ଅଫିସ, ୪ା୮: ମିଥ୍ୟା ବିଲ୍‌ କରିବା ୩ ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କଠାରୁ ୩ମାସ ଭିତରେ ୬୬ ହଜାର ୫୫୦ ଟଙ୍କା ଲେଖାଏ ଭରଣା କରାଯିବ। ସରକାରୀ ଟଙ୍କା ଆତ୍ମସାତ୍‌ କରିବା ଅଭିଯୋଗରେ ଏହି ଟଙ୍କା ସେମାନଙ୍କଠାରୁ…

ଭୁଶୁଡ଼ି ପଡ଼ିଲା ପାନୀୟଜଳ ପ୍ରକଳ୍ପ

ପରଜଙ୍ଗ, ୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ନୂଅଁାକୁଆଳୋ ଗ୍ରାମରେ ଗତ ଫେବୃୟାରୀରେ ଲୋକାର୍ପିତ ହୋଇଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଡିପ୍‌ଓ୍ବେଲ ଶନିବାର ଭୁଶୁଡ଼ି ପଡ଼ିଛି। ଏଥିରେ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ନିମ୍ନମାନର କାମ…

ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା: ନାବାଳକଙ୍କୁ ୨୦ ବର୍ଷ ଜେଲ୍‌

ଅନୁଗୋଳ ଅଫିସ, ୪।୮-ଅନୁଗୋଳ ଥାନା ପଞ୍ଚମହଲା ନିକଟରେ ୨୦୧୭ ମାର୍ଚ୍ଚ ୩୧ରେ ଜଣେ ଛାତ୍ରୀଙ୍କୁ ଗଣ ବଳାତ୍କାର କରାଯାଇଥିବା ମାମଲାରେ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଅନୁଗୋଳ ଅତିରିକ୍ତ ଜିଲା ଦୌରା ଜଜ୍‌…

ବୈଠକ ବିଫଳ, କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ଜାରି

ତାଳଚେର,୪ା୮(ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣାରେ ୪ଜଣ ଶ୍ରମିକଙ୍କ ମୃତ୍ୟୁ ପରେ ତାଳଚେର କୋଲ୍‌ ଫିଲଡ୍ସରେ ଲାଗି ରହିଥିବା ଅଚଳାବସ୍ଥାର ସମାଧାନ ନିମନ୍ତେ ଶନିବାର ଗୋବରା, ଲକେଇପଶି, କୁକୁଡାଙ୍ଗ, ଶିବରାମପୁର ଗ୍ରାମବାସୀଙ୍କୁ ନେଇ ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ…

ନକଲି ଅଳଙ୍କାର ଦେଇ ଲକ୍ଷାଧିକ ଟଙ୍କା ଠକେଇ

ଛେଣ୍ଡିପଦା,୪।୮(ଡି.ଏନ.ଏ.)-ନକଲି ଅଳଙ୍କାର ଦେଇ ୨ ଅଣଓଡ଼ିଆ ଯୁବକ ଶନିବାର ପ୍ରାୟ ୧ ଲକ୍ଷ ୩୦ ହଜାର ଟଙ୍କା ଠକେଇ କରି ଫେରାର ହୋଇଯାଇଛନ୍ତି। ଠକେଇର ଶିକାର ହୋଇଛନ୍ତି ଅନୁଗୋଳ ଜିଲା ଜରପଡା ଥାନା କଞ୍ଜରା ମୁଣ୍ଡାସାହି ଗ୍ରାମର ଯୁବ ବ୍ୟବସାୟୀ ଶ୍ରୀବତ୍ସ…

୬ ନାବାଳିକା, ୨୦ ନାବାଳକ ଉଦ୍ଧାର

ଫୁଲବାଣୀ ଅଫିସ, ୪ା୮ -ଫୁଲବାଣୀ ଟାଉନ ଥାନା ପୋଲିସ ପରି-୩ର କାର୍ଯ୍ୟକ୍ରମରେ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରିଛି ା ଏହି କ୍ରମରେ ଫୁଲବାଣୀ ପୌର ପରିଷଦ ଅଞ୍ଚଳର କୁମ୍ଭାରପଡ଼ାରେ ଏକ ବେଆଇନ ଚାଇଲ୍ଡ ହୋମ(ଗ୍ରେସ୍‌ ଇଣ୍ଡିଆ) ଚାଲୁଥିବା ଖବର ପାଇ…

ହେଲମେଟ୍‌ ନ ପିନ୍ଧିଲେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ମନା

ଭଞ୍ଜନଗର,୪।୮(ଡି.ଏନ.ଏ.) -ବାଇକ୍‌ ଓ କାର ଚାଳକଙ୍କ ଉପରେ ଏଣିକି କଡ଼ା ନଜର ରଖିବ ପ୍ରଶାସନ। ଯେଉଁମାନେ ବିନା ହେଲମେଟ୍‌ରେ ବାଇକ୍‌ ଚଳାଉଥିବେ ସେମାନଙ୍କ ବିରୁଦ୍ଧରେ ଜରିମାନା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। କାର ଚାଳକ ମଧ୍ୟ ସିଟ୍‌ ବେଲ୍‌ଟ ନବାନ୍ଧିଲେ ଜରିମାନା…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ନେଲେ ଆରଡିସି

ବ୍ରହ୍ମପୁର ଅଫିସ,୪ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ଭାବେ ଶନିିବାର ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଟି.ଆଓ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜୁଲାଇ ୩୧ରେ ରାଜଭବନରୁ ଆସିଥିବା ଚିଠି ପ୍ରକାରେ ଶନିବାରରୁ ନୂତନ କୁଳପତି ଚୟନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଅସ୍ଥାୟୀ…

ଠକେଇ ଅଭିଯୋଗ: ୪ ଗିରଫ, ସ୍କର୍ପିଓ ଜବତ

ବ୍ରହ୍ମପୁର ଅଫିସ,୪|୮-ବୈଦ୍ୟନାଥପୁର ପୋଲିସ ୪ ଠକଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ଇଷ୍ଟ ଇଣ୍ଡିଆ-୧୮୧୮ ଲେଖା ହୋଇଥିବା ଏକ କଏନ (ମୁଦ୍ରା) ଯାହାକି ହନୁମାନ ପଇସା ଏବଂ ଏହାଦ୍ୱାରା ଅସମ୍ଭବକୁ ସମ୍ଭବ କରିହେବ ବୋଲି କହି ଲୋକଙ୍କୁ ଠକେଇ କରୁଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?