ଆମ ଜିଲା ଖବର

କୃଷିଋଣ ଛାଡ଼ କରିବାକୁ ବିକ୍ଷୋଭ ସମାବେଶ

ବ୍ରହ୍ମପୁର ଅଫିସ,୪ା୮-ସିପିଏମ୍‌ର ଛାମୁଆ ସଂଗଠନ କୃଷକ ସଭା ପକ୍ଷରୁ ଶନିବାର ବ୍ରହ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସ୍ବାମୀନାଥନ କମିଶନଙ୍କ ସୁପାରିସ ଅନୁସାରେ ସମସ୍ତ କୃଷିଜାତ ଉତ୍ପାଦନ ଖର୍ଚ୍ଚର ଦେଢ଼ଗୁଣା ଚାଷୀଙ୍କୁ ପ୍ରଦାନ ସହ ବିନିଯୋଗ ଖର୍ଚ୍ଚ ହ୍ରାସ…

ଲକ୍ଷାଧିକ ଟଙ୍କାର ଗୁଟ୍‌ଖା, ସରଞ୍ଜାମ ଜବତ, ମାଲିକଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୪ା୮-ବଡବଜାର ପୋଲିସ ଶନିବାର ଅପରାହ୍ନରେ ବେଆଇନ ଭାବେ ପ୍ରସ୍ତୁତ ହେଉଥିବା ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ପୋଲିସ ଶାର୍ଗୁଣା ସାହିରେ ଥିବା ଏକ ଦୁଇ ମହଲା ଘରୁ ୧.୭୨ ଲକ୍ଷ ଟଙ୍କାର ଗୁଟ୍‌ଖା ଓ ଏଥିରେ ବ୍ୟବହୃତ ପ୍ରସ୍ତୁତି ସାମଗ୍ରୀ…

ଆନ୍ଧ୍ର ବାସିନ୍ଦା, ଓଡ଼ିଶାରେ ଶିକ୍ଷକ

ବ୍ରହ୍ମପୁର ଅଫିସ୍‌/ ଦିଗପହଣ୍ଡି,୪ା୮(ଡି.ଏନ.ଏ.)-ଆନ୍ଧ୍ରପ୍ରଦେଶର ମୂଳ ବାସିନ୍ଦା। ହେଲେ ଶିକ୍ଷକତା କରୁଛନ୍ତି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ। ବିଶେଷକରି ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି, ରଙ୍ଗେଇଲୁଣ୍ଡା ଏବଂ ଦିଗପହଣ୍ଡି ବ୍ଲକରେ ମାଳମାଳ ଆନ୍ଧ୍ରନିବାସୀ ଶିକ୍ଷକ କାର୍ଯ୍ୟ କରୁଛନ୍ତି। ସରକାରୀ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ…

‘ପିଲା ଦିନର ସ୍ବପ୍ନ ବାଟ କଢ଼ାଇଛି’: ନିଆରା ପ୍ରତିଭା ସନ୍ତୋଷ

ଆନନ୍ଦପୁର,୪।୮(ସ୍ବ.ପ୍ର.)-ପିଲା ଦିନୁ ତ୍ଜଣେ ସଫଳ ଚିତ୍ରକର ହେବାକୁ ସେ ଦେଖିଥିଲେ ସ୍ବପ୍ନ। ଗରିବ ପରିବାରରେ ଜନ୍ମ ନେଇଥିବାରୁ ଆର୍ଥିକ ଅନଟନ ସତ୍ତ୍ୱେ ନିରନ୍ତର ସାଧନା ବଳରେ ସେ ନିଜ କଳାପ୍ରତିଭାକୁ ବିକଶିତ କରି ରାଜ୍ୟ ପାଇଁ ସୁନାମ ଆଣିବା ସହ ନିଜର…

ମେଧାବୀ ଛାତ୍ରଙ୍କୁ ନାମଲେଖା ପାଇଁ ମିଳିଲା ସହାୟତା

ଆନନ୍ଦପୁର,୪।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାପାଳ ଆଶିଷ ଠାକରେ କୃଷ୍ଣ ଚନ୍ଦ୍ର ହେମ୍ବ୍ରମ୍‌ ନାମକ ଜଣେ ମେଧାବୀ ଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ନାମଲେଖା ବାବଦରେ ସହାୟତା ଯୋଗାଇଦେଇଛନ୍ତି। ଜିଲାପାଳଙ୍କ ଏପରି ପଦକ୍ଷେପକୁ ସମ୍ପୃକ୍ତ ଛାତ୍ରଙ୍କ ପରିବାର ଲୋକେ କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ ଘସିପୁରା…

୩ଘଣ୍ଟା ଟ୍ରାଫିକ ଜାମ୍‌ରେ ଫସିଲା ସ୍କୁଲ ବସ୍‌

ଯୋଡ଼ା, ୪।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ବିଲେଇପଦା, ଯୋଡା, ଭଦ୍ରାସାହି , ବଡବିଲ ରାସ୍ତାରେ ଟ୍ରାଫିକ ଜାମ୍‌ ସମସ୍ୟା ଜଟିଳ ହେବାରେ ଲାଗିଛି ା ପ୍ରଶାସନିକ ଅବହେଳା ଯୋଗୁ ହି ଟ୍ରାଫିକ ସମସ୍ୟା ସୁଧୁରିବା ପରିବର୍ତ୍ତେ…

ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ପାଠପଢ଼ା

ତିହିଡ଼ି, ୪।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୋହ୍ଲ ମଧ୍ୟଇଂରାଜୀ (ଏମ୍‌ଇ) ସ୍କୁଲରେ ଶ୍ରେଣୀଗୃହ ଅଭାବ ଦେଖାଦେଇଛି। ଫଳରେ ଛାତ୍ରୀଛାତ୍ର ବାରଣ୍ଡାରେ ବସି ପାଠ ପଢୁଛନ୍ତି। ବର୍ଷା ହେଲେ ଛାତ୍ରୀଛାତ୍ର ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ପ୍ରଧାନଶିକ୍ଷୟିତ୍ରୀ କଳ୍ପନା…

ଚିଙ୍ଗୁଡ଼ି ଚାଷୀଙ୍କ କବ୍‌ଜାରେ କେନାଲ

ଚାନ୍ଦବାଲି, ୪।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବିଭିନ୍ନ ନଦୀ ଓ ଏହାର ଶାଖାନଦୀରେ ସଂଯୁକ୍ତ ଅଧିକାଂଶ ଜଳସେଚନ ପାଇଁ ଉଦ୍ଦିଷ୍ଟ କେନାଲଗୁଡ଼ିକ ଚିଙ୍ଗୁଡ଼ି ଚାଷୀଙ୍କ କବ୍‌ଜାରେ ରହିଛିି। ନଦୀ ଓ କେନାଲକୂଳିଆ ଚାଷଜମି, ଗୋଚର ଓ ଅନାବାଦୀରେ…

ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ,୪।୮- ବାରିପଦା ପୌର ପରିଷଦର କଚେରି ବଜାର ପରିସରରେ ଦୋକାନ ଘର ଲାଗି ଜାଗା ଓ ଲାଇସେନ୍ସ ପ୍ରଦାନରେ ଅନିୟମିତା ହେବା ଘଟଣା ପଦାକୁ ଆସିବା ପରେ କର୍ତ୍ତୃପକ୍ଷ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଠିକାଦାର ଓ…

ବନ୍ଧୁ ପାଇଁ ଦିନଟିଏ

ବାରିପଦା ଅଫିସ, ୪।୮- ଅଗଷ୍ଟ ମାସର ପ୍ରଥମ ରବିବାରକୁ ‘ବନ୍ଧୁତ୍ୱ ଦିବସ’ ପାଳନ ଲାଗି ଯୁବପିଢି ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। ଏହି ଦିନ ବନ୍ଧୁଙ୍କୁ ମନ ପସନ୍ଦର ସାମଗ୍ରୀ ଉପହାର ଦେବା ଲାଗି ଅନେକେ ମଧ୍ୟ କିଣାକିଣି କରି ସାରିଛନ୍ତି।…

ଜବରଦଖଲ ଉଚ୍ଛେଦ ନେଇ ଚାପା ଉତ୍ତେଜନା

ବାହାନଗା, ୪ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଗ୍ରାମରେ ମୁଖ୍ୟ ରାସ୍ତା କଡରେ ଥିବା ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ ନେଇ ଚାପା ଉତ୍ତେଜନା ଦେଖାଦେଇଛି। ବାଲେଶ୍ୱରରୁ ଧାମରାକୁ ଲାଗିଥିବା ସଲ୍ଟ ରୋଡ ଗୋପାଳପୁର ମଧ୍ୟ ଦେଇ ଯାଇଛି। ତେବେ ବଜାର…

ନୃଶଂସତାର ସୀମା ଟପିଲେ ଜେଜେମା’: ନିଜ ନାତିକୁ ଅମାନବୀୟ ଭାବେ ପିଟିଲେ

ବସ୍ତା, ୪।୮(ସ୍ବ.ପ୍ର.)-ପିଲାମାନଙ୍କୁ ମା’ ବାପା ଆକଟ କଲା ବେଳେ ସେମାନେ ରକ୍ଷା ପାଇବା ପାଇଁ ଜେଜେମା’ ଜେଜେବାପାଙ୍କ ପାଖକୁ ଦୌଡି ଯାଇଥାନ୍ତି। ସେମାନେ ଜେଜେମା’ କୋଳରେ ନିଜକୁ ଅଧିକ ସୁରକ୍ଷିତ ମନେ କରନ୍ତି। ହେଲେ ବାଲେଶ୍ୱର ଜିଲା ବସ୍ତା ଥାନା ଭେଲୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?