ଆମ ଜିଲା ଖବର

ଜିଲାକୁ ମରୁଡ଼ି ଘୋଷଣା ଦାବିରେ ଗଣଧାରଣା

ବାଲେଶ୍ୱର ଅଫିସ, ୪।୮-ବାଲେଶ୍ୱର ଜିଲାକୁ ମରୁଡି ଘୋଷଣା ଦାବିରେ ‘କୃଷକ ସଂଘର୍ଷ ସମିତି’ ବାଲେଶ୍ୱର ଶାଖା ପକ୍ଷରୁ ଶନିବାର ପୂର୍ବାହ୍ନରେ ଜିଲାପାଳ କାର୍ଯ୍ୟାଳୟ ପରିସରରେ ଗଣଧାରଣା ଦିଆଯାଇଥିଲା। ଓଡ଼ିଶା କୃଷକ ସଭା ଜିଲାସଭାପତି ପ୍ରେମ ରଞ୍ଜନ ପାତ୍ରଙ୍କ ସଭାପତିତ୍ୱରେ ରାଜ୍ୟର ବିଜେଡି,…

ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସମସ୍ୟା ଜଣାଇଲେ ଏମ୍‌ପି

ଆସିକା,୩।୮(ଡି.ଏନ୍‌.ଏ)ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ନିଜ ଲୋକ ସଭା ନିର୍ବାଚନ ମଣ୍ଡଳୀର କେତେକ ସମସ୍ୟା କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କ ଦୃଷ୍ଟିକୁ ଆଣିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ବେଳେ ଆସିକା ସଂସଦୀୟ କ୍ଷେତ୍ରର ଜନସାଧାରଣଙ୍କ…

କୃଷକ ସଭାର ବିକ୍ଷୋଭ, ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୩।୮(ଡି.ଏନ.ଏ.)ଅଖିଳ ଭାରତ କୃଷକ ସଭା ଅନୁବଦ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସର୍ବଭାରତୀୟ କିଷାନ ସଂଘର୍ଷ ସମନ୍ବୟ କମିଟିର…

କେନାଲରେ ବୁଡି ଯୁବକଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ଦେଇଯାଇଥିବା ଥିବା ହିରାଧରବାଟି କେନାଲରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି ୱାର୍ଡ ନଂ.୮ କାଳୁଆ ବାଉରି ସାହିର ଦଣ୍ଡପାଣି ଦାସ (୫୫)। ଶୁକ୍ରବାର ସନ୍ଧ୍ୟାରେ ଦଣ୍ଡପାଣି…

ଲକ୍ଷାଧିକ ଟଙ୍କାର ପଲିଥିନ୍‌, ଗୁଟ୍‌ଖା, ପ୍ଲାଷ୍ଟିକ ସାମଗ୍ରୀ ଜବତ

ବାଲିଗୁଡ଼ା,୩।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପକ୍ଷରୁ ଶନିବାର ବାଲିଗୁଡା ଇଲେକ୍ଟ୍ରି ସାହିର ଟୁକୁନା ପାତ୍ରଙ୍କ ଗୋଦାମ ଘରେ ଅଚାନକ ଚଢ଼ାଉ କରାଯାଇଛି । ସେଠାରୁ ଲକ୍ଷାଧିକ ଟଙ୍କାର ପଲିଥିନ,ଗୁଟୁଖା ଓ ପ୍ଲାଷ୍ଟିକ ସାମଗ୍ରୀ ଜବତ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡ଼ା…

ଡକାୟତି ଯୋଜନା ବିଫଳ : ୩ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବାଲେଶ୍ୱର ଅଫିସ, ୩।୮: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗଳାପୋଲ ନିକଟସ୍ଥ ଭଟ୍ଟରମିଲ୍‌ ପରିସରରେ ଶୁକ୍ରବାର ମଧ୍ୟରାତ୍ରିରେ ୮ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ଏକାଠି ହୋଇ ଡକାୟତି ଯୋଜନା କରୁଥିବା ବେଳେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନଙ୍କ ସହ ଥିବା…

ହତ୍ୟା ମାମଲାରେ ୪ ନିର୍ଦ୍ଦୋଷରେ ଖଲାସ

ବାଲେଶ୍ୱର ଅଫିସ, ୩।୮: ଏକ ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଅତିରିକ୍ତ ସେସନ୍ସ ଜଜ୍‌ ଗିରିଜା ଶଙ୍କର ମହାପାତ୍ର ଉପଯୁକ୍ତ ସାକ୍ଷ୍ୟପ୍ରମାଣ ଅଭାବରୁ ବାଲେଶ୍ୱର ଜିଲା ଖଇରା ଥାନା କଡ଼ମିଆଁ ଗ୍ରାମର ବୁଧିରାମ ରାଉତ (୬୦), ମୃଦୁଲତା ରାଉତ (୪୫),…

ନବବଧୂଙ୍କୁ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ

ତିହିଡ଼ି, ୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ବାହାବଳପୁର ପଞ୍ଚାୟତ ପାଳସାହି ଗ୍ରାମର ଦେବକୀ ବାରିକ ନାମ୍ନୀ ଜଣେ ନବବଧୂ ଯୌତୁକ ପାଇଁ ନିର୍ଯାତନା ଦିଆଯାଇଥିବା ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଶୁକ୍ରବାର ଏ ସମ୍ପର୍କରେ…

ଦୁର୍ଘଟଣାଗ୍ରସ୍ତ କାର୍‌ ଛାଡ଼ି ଚାଳକ ଫେରାର, ମୃତାହତଙ୍କ ସୁରାକ ମିଳିନି

ଦାରିଙ୍ଗବାଡ଼ି,୩।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗାଁ ଶେଷମୁଣ୍ଡରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କାର୍‌ଟିର ନମ୍ବର ନ ଥିବା ବେଳେ ଅଦ୍ୟାବଧି କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟାଇ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ସେନେଇ ପୋଲିସ…

ପଡ଼ିରହିଛି କୁଢ଼କୁଢ଼ ଆବର୍ଜନା, କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା

ଜମନକିରା,୩।୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦରମହକୁମାର ଚାରିଆଡ଼େ ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇଥିବାବେଳେ ପଞ୍ଚାୟତ କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା ସାଜିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରତିକାର ବ୍ୟବସ୍ଥା କରାଯାଉନାହିଁ। ଟାଳଟୁଳ ନୀତି ଅବଲମ୍ବନ କରାଯାଉଥିବା ଅଭିଯୋଗ ହେଉଛି। ସୂଚନା ଅନୁସାରେ, ଜମନକିରା…

ମା’ବାପା ନ ଥିବାବେଳେ ନାତିଙ୍କୁ ଜେଜେମାଙ୍କ ନିର୍ମମ ମାଡ଼, ଭିଡିଓ ଭାଇରାଲ

ବସ୍ତା,୩।୮(ସ୍ବ.ପ୍ର.): ପିଲାଟିକୁ କେହି ବାଡ଼ାଇଲେ ସେ ଦୌଡ଼ି ଯାଇ ଜେଜେମା କୋଳରେ ପଶି ଯାଇଥାଏ। କିନ୍ତୁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଭେଲୋରା ପଞ୍ଚାୟତର ଗଙ୍ଗାଧରପୁର ଗ୍ରାମରେ ଏହାର ଓଲଟା ଦୃଶ୍ୟ ଦେଖିବାକୁ ମିଳିଛି। ଖୋଦ୍‌ ଜେଜେମା ନିଜ ୬ ବର୍ଷର…

ବଦଳିପାରେ ପରେଡ୍‌ ସ୍ଥାନ

ଭୁବନେଶ୍ୱର, ୩।୮(ବ୍ୟୁରୋ): ଆସନ୍ତା ସ୍ବାଧନତା ଦିବସ ଅବସରରେ ରାଜ୍ୟସ୍ତରୀୟ ପରେଡ୍‌ ସ୍ଥାନ ବଦଳିପାରେ। ବିକଳ୍ପଭାବେ ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରଦର୍ଶନୀ ପଡ଼ିଆ, ଜନତା ମଇନାନ ଓ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରୁଛନ୍ତି। ଏହି ସମୟରେ ଡିଜିଙ୍କ ସହ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?