ଆମ ଜିଲା ଖବର

ପ୍ଲାଷ୍ଟିକମୁକ୍ତ ପୁରୀ ଅଭିଯାନ: ଖଲିପତ୍ର ଥାଳି, କପଡ଼ା ବ୍ୟାଗ ବ୍ୟବହାରକୁ ଗୁରୁତ୍ୱ

ପୁରୀ ଅଫିସ, ୩।୮: ପର୍ଯ୍ୟଟନ ସହର ପୁରୀ। ଏଠାକୁ ଦୈନିକ ଦେଶ ବିଦେଶର ପର୍ଯ୍ୟଟକ ଆସୁଛନ୍ତି। ତେଣୁ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବାକୁ ହେବ। ଏଭଳି ଅଭିଯାନ ଆରମ୍ଭ କରିଛି ଜିଲା ପ୍ରଶାସନ। ‘ମୋ ବିଚ୍‌’ ଅଭିଯାନରେ ବେଳାଭୂମି ସଫେଇ…

ଜଟଣୀ ମ୍ୟୁନିସିପାଲିଟି: ୫ ଲକ୍ଷ ଫନୀ ଟଙ୍କା ହଡ଼ପ

ଜଟଣୀ,୩।୮(ଡି.ଏନ.ଏ.): ବିଗତ ଦିନରେ ଲାଞ୍ଚ ନେବା, ଭତ୍ତା ଟଙ୍କା ହଡ଼ପ କରିବା ଆଦି ବିଭିନ୍ନ ଦୁର୍ନୀତିମୂଳକ କାର୍ଯ୍ୟ କରି ଜଟଣୀ ମ୍ୟୁନିସିପାଲିଟିର କେତେଜଣ କର୍ମଚାରୀ ଭିଜିଲାନ୍ସ ହାତରେ ଧରାପଡ଼ିବା ନଜିର ରହିଛି। ଲାଞ୍ଚ ନେବା ସମୟରେ ଲଳିତ କପୁର ନାମ୍ନୀ ମ୍ୟୁନିସିପାଲିଟିର…

ଯୋଡାରେ ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ:କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ତଦାରଖ କଲେ

ଯୋଡ଼ା,୩।୮(ଡି.ଏନ.ଏ.)- ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପଶାସନ ସଚିବ ତଥା ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ଶୁକ୍ରବାର କେନ୍ଦୁଝର ଜିଲା ଯୋଡା ଗସ୍ତରେ ଆସି ପୌରପାଳିକାରେ ନିର୍ମାଣଧୀନ ଥିବା କଠିନ ବର୍ଜ୍ୟବସ୍ତୁ…

ଗିନିଜ୍‌ ବୁକ୍‌ ରେକର୍ଡ ପାଇଁ ରଥ ଯାଞ୍ଚ

କେନ୍ଦୁଝର,୩ା୮(ଡି.ଏନ.ଏ.)- କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ନନ୍ଦିଘୋଷ ରଥରର ଉଚ୍ଚତା ୭୨ଫୁଟ ଓ ଗୋଲେଇ ୪୫ଫୁଟ। ଏହାକୁ ବିଶ୍ୱର ସର୍ବୋଚ୍ଚ ରଥ କୁହାଯାଇଥାଏ। ଏହାକୁ ଗିନିଜ୍‌ ବୁକ୍‌ରେ ସ୍ଥାନ ଦେବା ସକାଶେ ଦୀର୍ଘଦିନରୁ ଦାବି ହୋଇ ଆସୁଥିଲା। ଏହି ପରିପ୍ରେକ୍ଷୀରେ…

ଉଧେଇ ପାରୁନି ବେଦ ବିଦ୍ୟାଳୟ

କେନ୍ଦୁଝର, ୩ା୮ (ସ୍ବ.ପ୍ର.) -କେନ୍ଦୁଝର ପୁରୁଣା ବଜାର ନିକଟ ସିଦ୍ଧମଠଠାରେ ୨୦୦୪ରୁ ଗଢି ଉଠିଥିବା ବେଦ ବିଦ୍ୟାଳୟ ପ୍ରୋତ୍ସାହନ ଅଭାବରୁ ଆଗକୁ ବଢି ପାରୁନାହିଁ ା ମଧ୍ୟପ୍ରଦେଶ ଉଜ୍ଜୟନୀ ସ୍ଥିତ ମହର୍ଷି ଶାନ୍ତିପନୀ ରାଷ୍ଟ୍ରୀୟ ବେଦ ବିଦ୍ୟା ପ୍ରତିଷ୍ଠାନ ଅଧୀନରେ ଚାଲିଥିବା…

ଏକାଠି ହେଲେ ସବୁ ଟ୍ରକ ମାଲିକ ସଂଘ

କେନ୍ଦୁଝର, ୩।୮ (ସ୍ବ.ପ୍ର./ଡି.ଏନ.ଏ.)- ରାଜ୍ୟ ବାହାରୁ ଭାରି ଯାନ ଅଣାଯାଇ କେନ୍ଦୁଝର ଜିଲାରେ ଖଣିଜ ଦ୍ରବ୍ୟ ପରିବହନ କରାଯାଉ ଥିବାରୁ ସ୍ଥାନୀୟ ଅଞ୍ଚଳର ଟ୍ରକ ମାଲିକମାନେ କ୍ଷତିଗ୍ରସ୍ତ ହେଉଛନ୍ତି। ଅଧିକ ସଂଖ୍ୟାରେ ଭାରିଯାନ ଚଳାଚଳ ଯୋଗୁ ରାସ୍ତା ଅବସ୍ଥା ଶୋଚନୀୟ ହେବା…

ଭଦ୍ରକ କଂଗ୍ରେସର ବିକ୍ଷୋଭ

ଭଦ୍ରକ ଅଫିସ, ୩।୮ – ବିଧାନସଭାରେ ବିରୋଧୀ ଦଳ ଉପନେତା ତଥା ଭାଜପା ବିଧାୟକ ବିଷ୍ଣୁ ସେଠୀ ମୁସଲିମ୍‌ ମହିଳାଙ୍କ ଉପରେ ଦେଇଥିବା ମନ୍ତବ୍ୟକୁ ବିରୋଧ କରି ଭଦ୍ରକ କଂଗ୍ରେସ ପକ୍ଷରୁ ନିନ୍ଦା କରାଯାଇଛି। ବିଧାୟକ ସର୍ବ ସମ୍ମୁଖରେ କ୍ଷମା ମାଗନ୍ତୁ…

ରାଷ୍ଟ୍ରପତି ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର

ବେତନଟୀ,୩ା୮(ଡି.ଏନ୍‌.ଏ.)- ସଂସଦ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୨୦୧୯ ସୂଚନା ଅଧିକାର ଆଇନ୍‌ ସଂଶୋଧନ ଚିଠା ବିଲ୍‌କୁ ରାଷ୍ଟ୍ରପତି ଅନୁମୋଦନ ନ କରିବାକୁ ଅନୁରୋଧ କରାଯାଇଛି। ବେତନଟୀ ସିଭିଲ୍‌ ସୋସାଇଟି ପକ୍ଷରୁ ଏହି ମର୍ମରେ ଏକ ସ୍ମାରକପତ୍ର…

ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ନୂତନ ପରୀକ୍ଷା ନିୟନ୍ତ୍ରକ

ବାରିପଦା ଅଫିସ,୩।୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ ପରୀକ୍ଷା ନିୟନ୍ତ୍ରକ ଭାବେ ଡ.ଲକ୍ଷ୍ମୀଧର ଗିରି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡ. ଗିରି ଏହା ପୂର୍ବରୁ କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷଭାବେ କାର୍ଯ୍ୟ କରୁଥିଲେ। ମହାରାଜପୁରସ୍ଥିତ…

ଚାଇଲ୍ଡ ଲାଇନ ପକ୍ଷରୁ ୭୧ଶିଶୁ ଉଦ୍ଧାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨ା୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଏବଂ ଗଦାପୁର ଅଞ୍ଚଳରେ ବେଆଇନ ଭାବେ ଚାଲିଥିବା ଛାତ୍ରାବାସ ଉପରେ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେଇଛି। ଜିଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରଣଙ୍କ ନେତୃତ୍ୱରେ ସିଡବ୍ଲ୍ୟୁସି କଳ୍ପନା ମହାନ୍ତି, ଶିବ ଶଙ୍କର…

ଧନ୍ଦାମୂଳକ ଶିକ୍ଷାର ଚାହିଦା ନାହିଁ

ବ୍ରହ୍ମପୁର ଅଫିସ୍‌,୩ା୮-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦକ୍ଷତା ବିକାଶ ଏବଂ ସେମାନଙ୍କୁ ଆମତ୍ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ନିର୍ଦ୍ଦିଷ୍ଟ କଲେଜଗୁଡ଼ିକରେ ରହିଛି ଧନ୍ଦାମୂଳକ ଶିକ୍ଷା । ଦଶମ ଶ୍ରେଣୀ ପାସ୍‌ କରିବା ପରେ ଜଣେ ପିଲା ଯଦି ନିଜେ ରୋଜଗାରକ୍ଷମ ହେବାକୁ ଚାହୁଁଛନ୍ତି, ତେବେ ସେମାନଙ୍କୁ…

ସଂଯୋଗ ସତ୍ତ୍ୱେ ଅଘୋଷିତ ବିଦ୍ୟୁତ୍‌ କାଟ ଜାରି: ପର୍ଯ୍ୟଟନ ଶିଳ୍ପ ପାଇଁ ଦିଲ୍ଲୀ, କୋଲକାତାରେ ହେବ ପ୍ରେସ୍‌ ମିଟ୍‌

ପୁରୀ ଅଫିସ, ୩।୮: ବାତ୍ୟାରେ ଛାରଖାର ହୋଇଯାଇଥିଲା ପର୍ଯ୍ୟଟନ ସହର ପୁରୀ। ହୋଟେଲ ଶିଳ୍ପ ମଧ୍ୟ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଶନିବାର ବାତ୍ୟା ଫନୀକୁ ୩ମାସ ପୂରୁଛି। ବାତ୍ୟା ପରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ନେଇ ବହୁବାର ଆନ୍ଦୋଳନ ହୋଇଥିଲା। ଇତିମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?