ଶ୍ରମ ଆଇନ ସଂଶୋଧନକୁ ବିରୋଧ:ଇପିଏଫ ଅଫିସ ଆଗରେ ସିଟୁର ବିକ୍ଷୋଭ
ବ୍ରହ୍ମପୁର ଅଫିସ,୩ା୮-କେନ୍ଦ୍ର ସରକାରଙ୍କ ପ୍ରଚଳିତ ଶ୍ରମ ଆଇନ ସଂଶୋଧନ ପ୍ରତିବାଦରେ ସେଣ୍ଟର ଅଫ ଇଣ୍ଡିଆନ ଟ୍ରେଡ ୟୁନିୟନସ (ସିଟୁ) ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରସ୍ଥ ଇପିଏଫ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା । ମାଲିକଙ୍କୁ ସୁହାଇଲା ଭଳି ହୋଇଥିବା…
ସ୍ତନ୍ୟପାନ ସପ୍ତାହରେ ଫଳ, ଔଷଧ ବଣ୍ଟନ
ବ୍ରହ୍ମପୁର ଅଫିସ୍,୩ା୮-ଫ୍ରେଣ୍ଡ୍ସ ହେଲ୍ପିଂ କ୍ଲବ ତରଫରୁ ସ୍ଥାନୀୟ ଗିରି ମାର୍କେଟ ସ୍ନେହମ୍ ହଲ୍ରେ ଶୁକ୍ରବାର ସକାଳେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ କରାଯାଇଛି। ଭାରତୀୟ ଶିଶୁ ବିଶେଷଜ୍ଞ ସଂଘ, ଗଞ୍ଜାମ ଜିଲା ଶାଖା ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ସଦ୍ୟ ମାତୃତ୍ୱ ଲାଭ…
କୋଟିପତି ସରପଞ୍ଚଙ୍କୁ ସର୍ତ୍ତମୂଳକ ଜାମିନ
ବ୍ରହ୍ମପୁର ଅଫିସ,୩ା୮-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗତ ଜୁଲାଇ ୧୧ ତାରିଖରେ ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରି ମାମଲା ନଂ ୧୬/୧୯ରେ କୋର୍ଟଚାଲାଣ କରିଥିଲା। ଶୁକ୍ରବାର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍…
ତ୍ରିପାକ୍ଷିକ ବୈଠକରେ ନିଷ୍ପତି: ରାତିରେ ପୋର୍ଟକୁ ଚଳାଚଳ କରିବ ଭାରୀଯାନ
ଛତ୍ରପୁର,୩ା୮(ଡି.ଏନ.ଏ)-ଗୋପାଳପୁର ପୋର୍ଟକୁ ଶୁକ୍ରବାର ରାତିରୁ ଭାରୀଯାନ ଚଳାଚଳ ଆରମ୍ଭ ହେବ ା ଛତ୍ରପୁର ଉପଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତ୍ରିପାକ୍ଷିକ ଆଲୋଚନା ବୈଠକରେ ଏହି ନିଷ୍ପତ୍ତି ହୋଇଛି ା ବିପର୍ଯ୍ୟସ୍ତ ରାସ୍ତା ସମସ୍ୟା…
ବାତ୍ୟାକୁ ପୂରିଲା ୩ ମାସ: ପୁରୀ ଜିଲାରେ ଅସଜଡ଼ା ଶିକ୍ଷା ଭିତ୍ତିଭୂମି
ପୁରୀ ଅଫିସ, ୩।୮: ୨୦୧୯ ମେ ୩ ତାରିଖ। ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନଟିଏ। ଏହିଦିନ ପୁରୀକୁ ଛାରଖାର କରିଦେଇଥିଲା ବାତ୍ୟା ଫନୀ। ଶନିବାର ବାତ୍ୟାକୁ ୩ମାସ ପୂରୁଛି। ବିଭିନ୍ନ କ୍ଷେତ୍ରରେ ଯଦିଓ ସ୍ବାଭାବିକ ଅବସ୍ଥା ଫେରିଛି କିନ୍ତୁ…
କୁନ୍ଦୁଲି ଗଣବଳାତ୍କାର, ଆତ୍ମହତ୍ୟା ମାମଲା: ୪ ସପ୍ତାହରେ ତଦନ୍ତ ଶେଷ କର
କଟକ ଅଫିସ, ୩ା୮: ବହୁଚର୍ଚ୍ଚିତ କୁନ୍ଦୁଲି ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାର ତଦନ୍ତ ୪ ସପ୍ତାହ ମଧ୍ୟରେ ଶେଷ କରିବାକୁ ଶୁକ୍ରବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତରେ ସନ୍ତୁଷ୍ଟ ନ ହେଲେ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍ (ଏସ୍ଆଇଟି)…
ଆଇଆଇଏମ୍ସିରେ ଆରମ୍ଭ ହେଲା ପାଠପଢ଼ା
ଢେଙ୍କାନାଳ ଅଫିସ,୩।୮ଢେଙ୍କାନାଳ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍ସି)ରେ ଶୁକ୍ରବାରଠାରୁ ୨୦୧୯-୨୦ ଶିକ୍ଷାବର୍ଷ ଲାଗି ଉଭୟ ଇଂଲିଶ ଏବଂ ଓଡ଼ିଆ ସାମ୍ବାଦିକତା ସ୍ନାତକୋତ୍ତର ଡିପ୍ଲୋମା ବିଭାଗରେ ପାଠପଢ଼ା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଶିଷ୍ଟ ଶିକ୍ଷାବିତ୍…
ଦୋକାନ ଖୋଲିବାବେଳେ ଲୁଟିନେଲେ ଗହଣା
ଯାଜପୁର ଟାଉନ,୩।୮(ଡିଏନଏ): ଯାଜପୁରସହର ବିରଜା ହାଟ ନିକଟରେ ଥିବା ଗହଣା ଦୋକାନରୁ ଶୁକ୍ରବାର ଲୁଟ୍ ହୋଇଯାଇଛି। ପୂର୍ବାହ୍ନ ୯ଟାରେ ପଣ୍ଡା ଜୁଏଲର୍ସ ମାଲିକ ରମାକାନ୍ତ ପଣ୍ଡା ଦୋକାନ ଖୋଲିବା ପାଇଁ ଯାଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୨ଜଣ ଲୁଟେରା ଏକ କଳା…
ଭରତପୁର ଖଣି ଦୁର୍ଘଟଣା:କୋଇଲା ମନ୍ତ୍ରଣାଳୟ ହସ୍ତକ୍ଷେପ କରୁ: ବିଜେଡ
ତାଳଚେର,୩ା୮(ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣା ଏମ୍ସିଏଲ୍ର ଦାୟିତ୍ୱହୀନତା ଓ ଅବହେଳା ଯୋଗୁ ଘଟିଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯିବା ସହ କୋଇଲା ମନ୍ତ୍ରଣାଳୟ ତୁରନ୍ତ ଏଥିରେ ହସ୍ତକ୍ଷେପ କରିବାକୁ ଦାବି ହୋଇଛି। ଦଳ ପକ୍ଷରୁ କୁହାଯାଇଛି…
କଂଗ୍ରେସ ଦେଲା ଖଣି ବନ୍ଦ ଚେତାବନୀ
ତାଳଚେର,୩ା୮(ନି.ପ୍ର.) ତାଳଚେରସ୍ଥିତ ଭରତପୁର ଖଣି ଦୁର୍ଘଟଣାରେ ମୃତାହତ ଶ୍ରମିକଙ୍କୁ ନେଇ ଭାଜପା ଏବଂ ବିଜେଡି ରାଜନୀତି କରୁଥିବା କଂଗ୍ରେସ ଅଭିଯୋଗ କରିଛି। ଏକ ଖବରଦାତା ସମ୍ମିଳନୀରେ ଦଳ ପକ୍ଷରୁ କୁହାଯାଇଛି ଯେ, ଦୁର୍ଘଟଣା ବେଳେ ଘଟଣାସ୍ଥଳରେ କେତେ ଶ୍ରମିକ କାର୍ଯ୍ୟ କରୁଥିଲେ…
ନିଯୁକ୍ତି ଦାବିରେ ଏନ୍ଟିପିସି କ୍ଷତିଗ୍ରସ୍ତଙ୍କ ଆନ୍ଦୋଳନ
କଣିହାଁ,୩।୮(ଡି.ଏନ.ଏ.) କଣିହାଁ ବ୍ଲକସ୍ଥିତ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପରେ ୨୫ ବର୍ଷରୁ ଊର୍ଦ୍ଧ୍ୱ ହେବ ଜମି ହରାଇଥିବା ୧୨ଟି ପରିବାର ମୁଖିଆମାନେ ସ୍ଥାୟୀ ନିଯୁକ୍ତି ଦାବିରେ ଶୁକ୍ରବାର ଏନ୍ଟିପିସି ଟାଉନ ଥାନା ଅଞ୍ଚଳ ଆମ୍ବପାଳ ରେଲଓ୍ବେ କ୍ରସିଂ ରେଳ ଧାରଣାରେ ବସି ଆନ୍ଦୋଳନ…
ଘର ପାଉନାହାନ୍ତି ପ୍ରକୃତ ହିତାଧିକାରୀ : ପଞ୍ଚାୟତ ଅଫିସ ଘେରିଲା ମହିଳା ସଂଘ
ଏରସମା,୩ା୮(ସ୍ବ.ପ୍ର.): ଏରସମା ବ୍ଲକ ଜିରାଇଲୋ ପଞ୍ଚାୟତର ବହୁ ଗରିବ ପରିବାର ସରକାରୀ ଯୋଜନାରେ ଘର ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ହିତାଧିକାରୀ ଚୟନ କରିବା ପାଇଁ ଦାୟିତ୍ୱ ନେଇଥିବା କର୍ମଚାରୀଙ୍କ ପ୍ରିୟାପ୍ରୀତି ତୋଷଣ ଯୋଗୁ ଏଭଳି ହେଉଥିବା ସେମାନେ ଅଭିଯୋଗ କରିଛନ୍ତି। ଏହାର…

