ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…
ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ କରାଯାଇଛି। ନାମାଙ୍କନ ଦାଖଲକୁ ନେଇ ମହାବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଓ…
ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ ଅଳିଆ ଆବର୍ଜନା ଉଠି ପାରୁନାହିଁ। ଏନେଇ କର୍ତ୍ତୃପକ୍ଷଙ୍କୁ ଅଞ୍ଚଳବାସୀ ଅନେକ ଥର ଅଭିଯୋଗ…
ଚଳଚଞ୍ଚଳ କ୍ୟାମ୍ପସ ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା
ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଏହି କ୍ରମରେ ଶୁକ୍ରବାର ବିଭିନ୍ନ ପଦବୀ ପାଇଁ…
ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ
ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର ବିଭିନ୍ନ ପଦପଦବୀ ପାଇଁ ଛାତ୍ରଛାତ୍ରୀମାନେ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।…
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…
ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ ଆସି ପ୍ରାର୍ଥୀମାନେ ନାମାଙ୍କନ ଭରିଛନ୍ତି। ଏହି ସମୟରେ ଢୋଲ ନିଶାନ ତ କେଉଁଠି…
୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍ଦାର ଲଢ଼େଇ
ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…
ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ
ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟା ୩୦ରୁ କଲେଜ ବନ୍ଦ ରହିବ ବୋଲି…
ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି ଗଠନ ହେବା ପରେ ବ୍ଲକର ୫ଟି ପଞ୍ଚାୟତ ଏଥିରେ ସାମିଲ ହୋଇଥିଲା। ପୂର୍ବତନ…
ଓଲଟିଲା ବସ୍: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…
ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ ଓ ଦୁର୍ଘଟଣାରେ ପ୍ରାୟ ୧୪ ଜଣ…
ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ
କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଅଞ୍ଜଳି କୁସୁମ (୪୬)। ସେ…
ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…
ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି ୨ ଦୃର୍ବୃତ୍ତ ମାରପିଟ କରିଛନ୍ତି। ଏଥିରେ ରାଜକିଶୋର ମହାନ୍ତି(୫୦) ଓ ତାଙ୍କ ସ୍ତ୍ରୀ…
ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ
ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା କଲେଜ ଓ ଭଣ୍ଡାରିପୋଖରୀ ବ୍ଲକ ନାଆମୀ…

