ଆମ ଜିଲା ଖବର

ହଜାର ହଜାର ମହିଳାଙ୍କୁ ପିନ୍ଧାଉଥିଲେ ଚୁଡି, ଏବେ ତାଙ୍କ ସ୍ତ୍ରୀ ହାତ ହେଲା ଖାଲି

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ଜନଜାତିବହୁଳ ଡିକିଲି ଗ୍ରାମରେ ସୋମବାର ମଧ୍ୟାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଘର ଘର ବୁଲି ଚୁଡ଼ି ବିକ୍ରି କରୁଥିବା ସମୟରେ ଜଣେ ବ୍ୟବସାୟୀ…

ଉତ୍ସବ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି

ଦିଗପହଣ୍ଡି,୧୯ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀଛକରେ ୨୩ ତାରିଖ ଶୁକ୍ଳପକ୍ଷ ଶ୍ରୀ ପଞ୍ଚମୀ ତିଥିରେ କବିସୂର୍ଯ୍ୟଙ୍କ ଜୟନ୍ତୀ ମହୋତ୍ସବ ପାଳନ କରାଯିବ। ସୋମବାର ଅପରାହ୍ନରେ ସ୍ଥାନୀୟ ଏନ୍‌ଏସି ସମ୍ମିଳନୀ କକ୍ଷରେ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ…

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯ ହୁଣ୍ଡିରୁ ନଗଦ ୧ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା ସମେତ…

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର ଗୋଟିଏ ହେଟାବାଘର ମୃତଦେହ ଜବତ କରାଯାଇଛି । ଏକ ବଡ ଗାଡି ଧକ୍କାରେ ହେଟାବାଘର…

କଟକରେ ଗ୍ୟାସ ଲିକ୍‌

କଟକ, ୧୯।୧(କାର୍ତ୍ତିକ ସାହୁ): ନିର୍ମାଣ କାମ ପାଇଁ ରାସ୍ତା ଖୋଳା ଯାଉଥିବା ବେଳେ ଗ୍ୟାସ୍‌ ପାଇପ ଲାଇନ ଫାଟିବାରୁ ଆତଙ୍କିତ ହୋଇ ପଡ଼ିଥିଲେ ସିଡିଏ ସେକ୍ଟର-୯ର ଅଞ୍ଚଳବାସୀ। ସୋମବାର ଘଟିଥିଲା ଏହି ଘଟଣା। ତେବେ ଲିକେଜକୁ ଠିକ ସମୟରେ ନିୟନ୍ତ୍ରଣ କରାଯାଇଥିବାରୁ…

ପାର୍ବତୀ ଗିରିଙ୍କ ପ୍ରଦର୍ଶିତ ଚଲାପଥକୁ ଅନୁସରଣ କରିବାକୁ ଆହ୍ବାନ ଦେଲେ ସଂସ୍କୃତି ମନ୍ତ୍ରୀ

ବରଗଡ଼,୧୯।୧(ପ୍ରେମାନନ୍ଦ ଖମାରୀ):ସ୍ବାଧୀନତା ସଂଗ୍ରାମର ଅଗ୍ନିଶିଖା ତଥା ମାନବ ସେବାର ମୂର୍ତ୍ତିମନ୍ତ ପ୍ରତୀକ ବଡ ମା’ ପାର୍ବତୀ ଗିରିଙ୍କ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ବରଗ ଜିଲା ପ୍ରଶାସନ, ପାର୍ବତୀ…

ଚାମ୍ପିୟନ ହେଲେ ଗଜପତି ଜିଲାର ଗୁମ୍ମା ଟିମ୍‌: ଖେଳାଳିଙ୍କୁ ଉତ୍ସାହିତ କଲେ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ ବ୍ଲକ ଆନୁକୂଲ୍ୟରେ ଗତ ଶନିବାର ଠାରୁ ୩ ଦିନ ବ୍ୟାପୀ ଚାଲିଥିବା ଗୈାରୀଶଙ୍କର ଓ…

ମାନବିକତା ଦେଖାଇଲେ ବିଧାୟକ: ଦୁର୍ଘଟଣାରେ ଗୁରୁତରଙ୍କୁ ନିଜ ଗାଡ଼ିରେ ନେଇ…

ଗଞ୍ଜାମ/ ଦିଗପହଣ୍ଡି,୧୯।୦୧(ଅନାଥ ତରାଇ/ ବିଦ୍ୟାଧର ସାହୁ/ ଅଶେଷ ନାଥ ମିଶ୍ର): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ। ସୋମବାର ହୁମ୍ମା ଗସ୍ତ ସମୟରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଦେଖିବାମାତ୍ରେ ସେ ନିଜର ବ୍ୟକ୍ତିଗତ ଗାଡ଼ି…

ଶିକ୍ଷୟିତ୍ରୀଙ୍କ ପାଇଁ ଗେଟ୍‌ରେ ପଡ଼ିଲା ତାଲା: ବାହାରେ ରହିଗଲେ…

ସାକ୍ଷୀଗୋପାଳ,୧୩।୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ଜେନାଙ୍କ ବଦଳି ବାତିଲ ଦାବିକରି ବିଦ୍ୟାଳୟର ଛାତ୍ରୀମାନେ ସ୍କୁଲ ଗେଟ୍‌ରେ ତାଲା ପକାଇ ସୋମବାର ଧାରଣା ଦେଇଛନ୍ତି। ଆକ୍ରୋଶ ମୂଳକ…

ଆଖିବୁଜିଲେ ନରୋତ୍ତମ ମଟାରୀ:  ଶ୍ରଦ୍ଧାଞ୍ଜଳି ଜଣାଇଲେ ନରସିଂହ ମିଶ୍ର

ବଲାଙ୍ଗୀର,୧୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତେଲିଗୋଠପଡା ନିବାସୀ ଧର୍ମପରାୟଣ ନରୋତ୍ତମ ମଟାରୀ(୯୨)ଙ୍କ ସୋମବାର ପୂର୍ବାହ୍ନରେ ପରଲୋକ ହୋଇଛି। ସେ କିଛିଦିନ ହେଲା ବାର୍ଦ୍ଧକ୍ୟ ଜନିତ କାରଣରୁ ଅସୁସ୍ଥ ଥିଲେ। ଜଣେ ମିଷ୍ଟଭାଷୀ, ମେଳାପୀ, ସମାଜକର୍ମୀ ଭାବେ ପରିଚିତ ଥିଲେ। ତାଙ୍କ ତିନି…

୩୨୬ ଜାତୀୟ ରାଜପଥରେ ହେଟା ବାଘକୁ ଧକ୍କା ଦେଲା ଅଜଣା ଗାଡି

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ଦିନକୁ ଦିନ ଜଙ୍ଗଲ କ୍ଷୟ ହେବା ଫଳରେ ବନ୍ୟଜନ୍ତୁ ସହରମୁଖୀ ହେବାରେ ଦେଖିବାକୁ ମିଳିଛି। ଏଭଳି ସ୍ଥଳେ ଏକ ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନସ୍ଥ ତଥା କାଲିମେଳା ମୋଟୁ ୩୨୬ ନମ୍ବର ଜାତୀୟ ରାଜପଥ ଏମଭି…

‘ଘୁମୁରା’ ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜିଲା ପାଇଁ ଏତିକି କୋଟି ଟଙ୍କାର…

ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କୃଷି କ୍ଷେତ୍ରରେ କଳାହାଣ୍ଡିକୁ ରାଜ୍ୟରେ ଏକ ନମ୍ବର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?