ଆମ ଜିଲା ଖବର

ଚିକିସତ୍ା ଲାଗି ବଁଧା ପଡ଼ଲା ରାଶନ କାର୍ଡ:କଟକ ବଡ଼ ଡାକ୍‌ତରଖାନା ଗଲେ ରାଜେନ୍ଦ୍ର

କଣ୍ଟାମାଳ,୩।୮(ଡି.ଏନ୍‌.ଏ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ସହରିପାଲି ଗଁାର ରାଜେନ୍ଦ୍ର କଲତା(୨୭)। ସେ ଗୁଟେ ଦୁରଘଟନାର ଶିକାର ହେଇ ବୁର୍ଲାରେ ଚିକିସତ୍ିତ ହେଉଥିଲେ। ହେଲେ ଡାକ୍‌ତର ରାଜେନ୍ଦ୍ରକଁୁ ଉଚ ଚିକିସତ୍ା ଲାଗି କଟକ ନେବାକେ ପଡ଼ବା ବଲି ପରାମଶ ଦେଇଥିଲେ। ଏନ୍‌ତାଥି…

ଆବାସ ଯୋଜନାରୁ ବଁଚିତ୍‌ ନିଅଁ। ସି ପରିବାର:ତାଲିକାର ନମ୍ବର ଦେଖି ଦିନ୍‌ଯାଉଛେ

ଅତାବିରା, ୩।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ କର୍ମୀଟିକ୍ରାର ଗୁଟେ ଅସାହା ପରିବାର ଘର ଅଭାବୁ ପରହର ଘରେ ଆଶ୍‌ରେ ନେଇଛନ୍‌। ଏନ୍‌ତାଥି ପରିବାରଟା ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ପଁଚେତ୍‌ରେ ଗୁହାରି କରି ନିରାଶ…

ରାସ୍‌ତାରେ ପଲ୍‌ହା ରୁଇଲେ ଗଁ। ବାସୀ

  ଜାମଟିକ୍ରା, ୩।୮ (ଡି.ଏନ୍‌.ଏ): ଗଁା ଗଁାରେ ହେବା ବିକାଶ। ହଁସ୍‌ବେ ଜନତା ଆର ବିକାଶ ହେବା ଗଁାର। ଏନ୍‌ତା ସବୁ ନାରା ଦେଇ ସରକାର ପରଚାର ପରସାର କରୁଛନ୍‌। ସେନ୍‌ତା ରାଏଜ୍‌ ସରକାର ଆମ ଗଁା ଆମ ବିକାଶ ଯୋଜନାରେ…

ଚଢା ଦରରେ ବିକ୍ରି ହେଉଛି ୟୁରିଆ: ବସ୍ତା ପ୍ରତି ୨୬୬ ପରିବର୍ତ୍ତେ ନେଉଛନ୍ତି ୩୬୦ ଟଙ୍କା

ନୟାଗଡ଼ ଅଫିସ,୩ା୮: ନୟାଗଡ଼ ବ୍ଲକ ଇଟାମାଟିର ଏକ ସାର ବିକ୍ରୟ କେନ୍ଦ୍ରରୁ ଜଣେ ଚାଷୀ ଶୁକ୍ରବାର ୟୁରିଆ ବସ୍ତା ପିଛା ୩୬୦ ଟଙ୍କାରେ କିଣିଥିଲେ। ଚାଷୀ ଜଣକ ଏତେ ଟଙ୍କା କାହିଁକି ନେଉଛ ବୋଲି ପଚାରିବାରୁ ଦୋକାନୀ ଗାଡ଼ି ଖର୍ଚ୍ଚ ବାବଦକୁ…

ହିତାଧିକାରୀ ବଛାନିଛାରେ ଗପଲତି ଅଭିଯୋଗ:ଆବାସ ଯୋଜନାରୁ ବଁଚିତ୍‌ ହକ୍‌ଦାର ହିତାଧିକାରୀ

ଲୋଇସିଂହା,୩।୮(ଡି.ଏନ୍‌.ଏ.): ୨୦୨୨ ତକ୍‌ ଦେଶର ସବୁ ମାଟି ଘର ପକାଘରରେ ପରିନତ କରବାକେ କେନ୍ଦ୍ର ଆର ରାଏଜ୍‌ ସରକାର ଯୋର ଦେଇ କହୁଛନ୍‌। ଇଆଡ଼େ ନିହାତି ଗରିବ୍‌ ଦୁଖି, ହକ୍‌ଦାର ହିତାଧିକାରୀ ବଛାନିଛାରେ ଗପଲତି ଲାଗି ଯୋଜନାର ଲାଭ ନାଇଁପାଏବାର। ସେନ୍‌ତା…

ଶିକାର ପାଇଁ ନିରାପଦ ସ୍ଥାନ ପଥରଗଣ୍ଡ ପ୍ରକଳ୍ପ: ୧ ମାସରେ ୯ ବନ୍ୟଜନ୍ତୁ ଶିକାର

ରଣପୁର,୩।୮(ସ୍ବ.ପ୍ର.): ବନ୍ୟଜନ୍ତୁ ଶିକାର ପାଇଁ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜର ପଥରଗଣ୍ଡ ପ୍ରକଳ୍ପ ନିରାପଦ ସ୍ଥାନ ପାଲଟିଛି । ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଏହି ପ୍ରକଳ୍ପ ନିକଟକୁ ବନ୍ୟଜୀବଜନ୍ତୁ ପାଣି ପିଇବାକୁ ଆସି ଶିକାର ହେଉଛନ୍ତି। ଭୋର…

କନ୍ଧମାଳ ଜିଲାପାଳଙ୍କ ଶ୍ରାନିକେତା ଗସ୍ତବିଦ୍ୟାଳୟ, ପଞ୍ଚାୟତ କାର୍ଯ୍ୟାଳୟର ସ୍ଥିତି ପରଖିଲେ

ଦାରିଙ୍ଗବାଡ଼ି,୨।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତ ଅଞ୍ଚଳକୁ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଶ୍ରାନିକେତା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସେଠାରେ କେହି କର୍ମଚାରୀ ନଥିବା ଜାଣି ଉଦ୍‌ବେଗ ପ୍ରକାଶ କରିବା ସହ ଚାଲିଥିବା…

ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀଛାତ୍ର

ଶଙ୍କରାଖୋଲ,୨ା୮(ଡି.ଏନ.ଏ.)- ଶଙ୍କରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟ ଗେଟ ସମ୍ମୁଖରେ ଗୁରୁବାର ସକାଳେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ତାଲା ପକାଇ ବିକ୍ଷୋଭ କରିଥିଲେ। ଗଣଶିକ୍ଷା ବିଭାଗର ନିୟମ ଅନୁଯାୟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ଉଚ୍ଚ ବିଦ୍ୟାଳୟରେ ମିଶିବା ପାଇଁ ନିର୍ଦ୍ଦେଶ ରହିଛି।…

ଶ୍ରମ ଆଇନ ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି

ପୁରୀ ଅଫିସ, ୨ା୮: କେନ୍ଦ୍ର ସରକାର ଶ୍ରମ ଆଇନ ସଂଶୋଧନ ବିଲ୍‌ ତୁରନ୍ତ ପ୍ରତ୍ୟାହାର ଲାଗି ସିପିଆଇ, ସିପିଆଇ(ଏମ୍‌) ଏବଂ ବିଭିନ୍ନ ଶ୍ରମିକ ସଙ୍ଗଠନ ଦାବି କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।…

କୁସଂସ୍କାର ଦୂରୀକରଣ ଉପରେ ଗୁରୁତ୍ୱ

ମୁରିବାହାଲ,୨।୮(ଡି.ଏନ.ଏ.)- ବଲାଙ୍ଗୀର ଜିଲା ମୁରିବାହାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଗତ ୩୧ତାରିଖଠାରୁ ଆରମ୍ଭ ହୋଇଥିବା ସାମାଜିକ ଏବଂ ଆଧ୍ୟାତ୍ମିକ ସଚେତନା ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଧନ୍ଦାମୂଳକ ଶିକ୍ଷାର ଏକ ଅଂଶ ଭାବେ ପରିଚିତ ଆଧ୍ୟାତ୍ମିକ ସଚେତନା କର୍ମଶାଳା କେନ୍ଦ୍ରାପଡା ହରିହରନନ୍ଦ…

ଉଚ୍ଛେଦ ନୋଟିସ୍‌ ବିରୋଧରେ ପ୍ରତିବାଦ ସଭା

ବାରିପଦା ଅଫିସ,୨।୮- ବାରିପଦା ସହର ୱାର୍ଡ ନଂ.୨୭ର ଦେବେନ୍ଦ୍ରପୁର ବସ୍ତି ଅଞ୍ଚଳରେ ବସବାସ କରୁଥିବା ଭୂମହୀନମାନଙ୍କୁ ଉଚ୍ଛେଦ କରିବା ପାଇଁ ବାରିପଦା ଉପଜିଲାପାଳ ନୋଟିସ କରିଛନ୍ତି। ଏହି ନୋଟିସକୁ ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ବିରୋଧ କରାଯାଇଛି। ୱାର୍ଡ…

ବିଶୋଇ ଭାଜପା ପକ୍ଷରୁ ବିକ୍ଷୋଭ

ବିଶୋଇ,୨ା୮(ଡି.ଏନ୍‌.ଏ.)- ବିଶୋଇ ବ୍ଲକର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଭାଜପା ପକ୍ଷରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଭିନ୍ନ ଅଭିଯୋଗ ସମ୍ମିଳିତ ଏକ ସ୍ମାରକପତ୍ର ବିଡ଼ିଓ ବିବୁଧ ଗଡ଼ନାୟକଙ୍କୁ ପ୍ରଦାନ କରାଯାଇଛି। ଭାଜପାର ଅଭିଯୋଗ ଅନୁଯାୟୀ, ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?