ଆମ ଜିଲା ଖବର

ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ

ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର…

ଏଲିଡି ଲାଇଟ୍‌ ବଣ୍ଟନ, ସଚେତନତା ଶିବିର:‘କମ୍‌ ବିଦ୍ୟୁତ ଖର୍ଚ୍ଚରେ ଅଧିକ ଆଲୋକ ମିଳିପାରିବ’

ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ରୋଡ ବିଦ୍ୟୁତ୍‌ ବିଭାଗ ତରଫରୁ ଗୁରୁବାର ବ୍ୟାସନଗର ପୌରପରିଷଦ ଅନ୍ତର୍ଗତ ଖଣ୍ଡାହାତ ଗ୍ରାମରେ ବିପିଏଲ କାର୍ଡଧାରୀଙ୍କୁ ଏଲ୍‌ଇଡି ବଲ୍‌ବ ବଣ୍ଟନ କରାଯାଇଛି। ଏହି ଅବସରରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଯାଜପୁର ରୋଡ୍‌ ବିଦ୍ୟୁତ୍‌…

ତହସିଲ ପକ୍ଷରୁ ଚଢାଉ: ଜେସିବି, ଟିପ୍ପର୍‌ ଜବତ

ଧର୍ମଶାଳା,୨|୮(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅଞ୍ଜିରା ପାହାଡରେ ଗୁରୁବାର ଚଢାଉ କରି ବେଆଇ ଭାବେ ଖନନ କରୁଥିବା ଏକ ଜେସିବି ସହ ମାଣ୍ଡିଆ ଛକରୁ ଏକ ଟିପ୍ପର ଜବତ କରିଛି। ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା ଓ ସହକର୍ମୀ ଚଢାଉରେ ସାମିଲ…

ଅଗ୍ନିକାଣ୍ଡକୁ ୪ମାସ ବିତିଲା: ମିଳିପାରୁନି ପରିବାରକୁ ସହାୟତା

ଜେନାପୁର,୨|୮(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅଧୀନ ପଣସପଡ଼ିଆ ଗ୍ରାମର ରମେଶ ମଳିକଙ୍କ ଘର ୪ ମାସ ହେବ ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ପୋଡ ଯାଇଥିଲା। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ ସହାୟତା ମିଳି ପାରି ନାହଁି। ଫଳରେ ଅନେକ ସମୟରେ…

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…

ଜିଲା ଶିଳ୍ପକେନ୍ଦ୍ର ପକ୍ଷରୁ କର୍ମଶାଳା

ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ଜିଲା ଶିଳ୍ପକେନ୍ଦ୍ର ଏବଂ ଆଲ୍ଲାହାବାଦ ବ୍ୟାଙ୍କର ମିଳିତ ସହଯୋଗରେ ଗୁରୁବାର ଯାଜପୁର ରୋଡସ୍ଥିତ ଉଚ୍ଛବପ୍ୟାଲେସ୍‌ଠାରେ କ୍ଷୁୁଦ୍ର ଉଦ୍ୟୋଗ ଶିଳ୍ପସଂସ୍ଥା(ଏମ୍‌ଏସ୍‌ଏମ୍‌ଇ) ପ୍ରକଳ୍ପ ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଡିଜିଏମ୍‌ ସନ୍ଦୀପ ଗୋଷଲ, ଫେରୋକ୍ରୋମ କାରଖାନା…

ଓଭରବ୍ରିଜ୍‌ କଡ଼ ପାଲଟିଛି ଆବର୍ଜନା ସ୍ଥଳ

କୋରେଇ,୨|୮(ସ୍ବ.ପ୍ର.)- ପାଣିକୋଇଲି ଓଭର ବ୍ରିଜ୍‌ ପାର୍ଶ୍ୱ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଏଠାରେ ରହିଥିବା ବିଭିନ୍ନ ବ୍ୟବସାୟୀମାନେ ପ୍ରତ୍ୟହ ଆବର୍ଜନାକୁ ପୋଡିବା ପରିବର୍ତ୍ତେ ଓଭରବ୍ରିଜ କଡ଼ରେ ଗଦା କରୁଛନ୍ତି। ଏପରକିି ବ୍ରିଜ୍‌ ଦେଇ ଯାଉଥିବା ଯାତ୍ରୀମାନେ ମଧ୍ୟ ଏଠାରେ ଅବର୍ଜନା ପକାଉଥିବାବେଳେ…

୧୪ ଦିନରେ ଖଣିରେ ଅର୍ଥନୈତିକ ଅବରୋଧ: ସମର୍ଥ ଜଣାଇଲା ରାଜ୍ୟ ସିଭିଲ ସୋସାଇଟି ଫୋରମ

ସୁକିନ୍ଦା,୨|୮(ଡି.ଏନ୍‌.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରେ ଲୋଡିଂ ନ ମିଳିବା ଓ ହାଇକୋର୍ଟଙ୍କ ଫାଷ୍ଟ କମ ଫାଷ୍ଟ ଲୋଡିଂ ନିୟମକୁ ନେଇ ଜୁଲାଇ ୧୯ରୁ କୁହିକା ସୁକିନ୍ଦା କ୍ରୋମାଇଟ ଖଣି ଟ୍ରକ୍‌ ମାଲିକ ସଂଘ ପରିବହନ ବନ୍ଦ ଆନ୍ଦୋଳନ ଜାରି ରଖିଛି ।…

ବ୍ରାଉନ ସୁଗାର ବ୍ୟବସାୟୀ କୋର୍ଟ ଚାଲାଣ

ଯାଜପୁର ରୋଡ,୨|୮(ନି.ପ୍ର୍ର)- ଯାଜପୁରପୁର ରୋଡ୍‌ ଗୋପବନ୍ଧୁ ନଗରର ନହକା ଛକଠାରେ ଗିରଫ ହୋଇଥିବା ୩ ବ୍ରାଉନ୍‌ ସୁଗାର ବ୍ୟବସାୟୀଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ଏ ନେଇ ଗୁରୁବାର ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯାଜପୁର ରୋଡ ଏସଡିପିଓ କେଦାରନାଥ…

ବିଦ୍ୟାଳୟରେ ପାଞ୍ଚ ମାସ ମଧ୍ୟାହ୍ନ ଭୋଜନ ବନ୍ଦ: ଜିଲାପାଳଙ୍କ ନିକଟରେ ଅଭିଯୋଗ କଲା ପରିଚାଳନା କମିଟି

ବରୀ,୨|୮(ସ୍ବ.ପ୍ର)- ବରୀ ବ୍ଲକ ଅଧୀନ ବାଲିବିଲି ପଞ୍ଚାୟତର କ୍ଷେମେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ପାଞ୍ଚ ମାସ ହେବ ମଧ୍ୟାହ୍ନ ଭୋଜନ ବନ୍ଦ ରହିଥିବା ଗୁରୁବାର ଯାଜପୁର ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥି ସହିତ ବିଦ୍ୟାଳୟ ପରିଚାଳନା କମିଟି (ଏସ୍‌ଏମ୍‌ସି) ଜମା ଖାତାରୁ…

ମାନସିକ ବିକାରଗ୍ରସ୍ତଙ୍କ ମୃତଦେହ ଉଦ୍ଧାର

ଚଣ୍ଡିଖୋଲ,୨।୮(ଡି.ଏନ.ଏ)- ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ବନ୍ଦରେଶ୍ୱରଠାରେ ଜଣେ ମାନସିକ ବିକାରଗ୍ରସ୍ତଙ୍କ ମୃତଦେହକୁ ପୋଲିସ ଗୁରୁବାର ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ବୟସ ପାଖାପାଖି ୪୦ ହେବ। ସେ ବନ୍ଦରେଶ୍ୱର ଅଞ୍ଚଳରେ ବୁଲୁଥିବା ଦେଖିବାକୁ…

ଦୋକାନ ବାରଣ୍ଡାରେ ଦିବ୍ୟାଙ୍ଗ ପରିବାର ମୁଣ୍ଡ ଗୁଞ୍ଜିବା ଘଟଣା: କ୍ଷେତ୍ର ପରିଦର୍ଶନ କରି ସ୍ଥିତି ସମୀକ୍ଷା କଲେ ତହସିଲଦାର

ରସୁଲପୁର,୨|୮(ଡିଏନ୍‌ଏ)- ରସୁଲପୁର ତହସିଲ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତ ଖଣ୍ଡାସ ରାଜସ୍ବ ଗ୍ରାମର ସରକାରୀ ଜାଗାରେ ବାସ କରୁଥିବା ଦିବ୍ୟାଙ୍ଗ ଦେବକୀ ପରିବାର ଫନୀ ବାତ୍ୟା ଯୋଗୁ ବାସହରା ହୋଇଯାଇଥିଲେ। ଏହା ଭିତରେ ୩ମାସ ବିତିଯାଇଥିଲେ ହେଁ ଉକ୍ତ ପରିବାରକୁ କୌଣସି ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?