ଆମ ଜିଲା ଖବର

କଣ୍ଟ୍ରୋଲ ସାମଗ୍ରୀ ବଣ୍ଟନରେ ଅନିୟମିତତା: ଜଣେ ରିଟେଲର ନିଲମ୍ବିତ,୨ ଜଣଙ୍କୁ ପକ୍ଷ ରଖିବାକୁ ନିର୍ଦ୍ଦେଶ

ରସୁଲପୁର,୨|୮(ଡିଏନ୍‌ଏ)- ରସୁଲପୁର ବ୍ଲକ ଅଧୀନ କଲଣ ପଞ୍ଚାୟତର ବେସରକାରୀ ଖୁଚରା ବିକ୍ରେତା(ରିଟେଲର) କାଳନ୍ଦୀ ଚରଣ ସାହୁଙ୍କୁ ଯାଜପୁର ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ନିଲମ୍ବନ କରିଛନ୍ତି ା ଏଥିସହ ଉପଜିଲାପାଳ ଏହି ପଞ୍ଚାୟତର ଅନ୍ୟ ଦୁଇଜଣ ନିଲମ୍ବିତ ରିଟେଲର ରାଜେଶ କୁମାର…

ଜିଆରଏସ୍‌ଙ୍କ ବିରୋଧରେ ସରପଞ୍ଚ, ସମିତି ସଭ୍ୟାଙ୍କ ଅଭିଯୋଗ

ଛତିଆ,୨।୮(ଡିଏନ୍‌ଏ)- ବଡଚଣା ପଞ୍ଚାୟତ ସମିତି ଅଧୀନ ସମିଆଁ ପଞ୍ଚାୟତର ଜଣେ ଜିଆର୍‌ଏସ୍‌ଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ସରପଞ୍ଚ ଓ ସମିତି ସଭ୍ୟ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିକଟରେ ଅଭିଯୋଗ କରିଥିବା ଜଣାପଡିଛି। ପ୍ରକାଶ ଯେ, ସମିଆଁ ପଞ୍ଚାୟତର ସରପଞ୍ଚ ଓ…

ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଜନ: ୧୧୭ କୋଟି ଖର୍ଚ୍ଚ ସତ୍ତ୍ୱେ ବଦଳୁନି ରାସ୍ତା ଅବସ୍ଥା

ଯାଜପୁର ଅଫିସ,୨|୮- ଯାଜପୁର ଜିଲାର ମୋଟ ୧୭୮୧ରୁ ୧୩୩ଟି ଗ୍ରାମକୁ ଅଦ୍ୟାବଧି ସଡ଼କ ସଂଯୋଗ ହୋଇପାରି ନାହିଁ। ଚଳିତ ବିଧାନସଭାର ତାରକା ଚିହ୍ନିତ ପ୍ରଶ୍ନସଂଖ୍ୟା ୧୯୬ର ଉତ୍ତରରେ ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଜନର ନିର୍ବାହୀ ଯନ୍ତ୍ରୀ ଏହି ଉତ୍ତର ରଖିଥିଲେ। ଏବେ…

୨୮ ମାସରେ ୭୨୮ ଶିଶୁ ଅପପୁଷ୍ଟିର ଶିକାର

ନୟାଗଡ଼ ଅଫିସ,୨ା୮: ଯାଜପୁର ଜିଲା ନଗଡ଼ାକୁ କେହି ଭୁଲି ପାରିନାହାନ୍ତି। ୨୦୧୬ରେ ନଗଡ଼ାର ଶିଶୁମାନେ ଅପପୁଷ୍ଟିର ଶିକାର ହେବା ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏବେ ନୟାଗଡ଼ ଜିଲାରେ ଏଭଳି ଚିତ୍ର ସାମ୍‌ନାକୁ ଆସିଛି। ୨୮ ମାସ ମଧ୍ୟରେ…

ଓଡ଼ଗାଁରୁ ଚୋରି ଗାଡ଼ି ରଣପୁରରୁ ଜବତ

ରଣପୁର,୨।୮ (ସ୍ବ.ପ୍ର.)-ନୟାଗଡ ଜିଲା ଓଡଗାଁ ଥାନା ଅଞ୍ଚଳରୁ ଗତ ଜୁଲାଇ ୩୦ ତାରିଖରେ ଚୋରି ହୋଇଥିବା ଏକ ବୋଲେରୋକୁ ରଣପୁର ପୋଲିସ ଗୁରୁବାର ରଣପୁର ଅନ୍ତର୍ଗତ ଅସୁରକୁମାରୀ ପୀଠରୁ ଜବତ କରିଛି। ପରେ ଓଡଗାଁ ପୋଲିସକୁ ହସ୍ତାନ୍ତର କରିଛି। ଯେ, ଓଡ଼ଗାଁ…

ସୁବର୍ଣ୍ଣ ଚିତା ଲାଗି ହେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)- ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପରିଚିତ କଣ୍ଟିଲୋର ନୀଳମାଧବ ଜୀଉଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ଶ୍ରୀଜୀଉଙ୍କୁ ସୁବର୍ଣ୍ଣର ଚିତା ଲାଗି କରାଯାଇଥିଲା ା ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଶ୍ରୀଜୀଉଙ୍କର ସକାଳଧୂପ ଶେଷ ହେବାପରେ ମନ୍ଦିରର…

ମଞ୍ଜୁର ହେଲା ଅର୍ଥ, ବିଦ୍ୟାଳୟ ମରାମତି ନୋହିଲା

ଗଣିଆ,୨।୮(ଡି.ଏନ.ଏ.)-ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ଗଣିଆ ବ୍ଲକ ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାତ୍ୟାର ତିନି ମାସ ପରେ ବି ମରାମତି ହୋଇପାରିନି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ମେ ମାସ ପ୍ରଥମ ସପ୍ତାହରେ ଫନୀ…

ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

କୃଷ୍ଣପ୍ରସାଦ,୨ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସମନ୍ବିତ ଶିଶୁ ବିକାଶ ବିଭାଗ ତରଫରୁ ଗୁରୁବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି| କାର୍ଯ୍ୟକ୍ରମକୁ କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି ଉଦ୍‌ଘାଟନ କରିଥିଲେ। ମହିଳା ଶିଶୁ ବିକାଶ ଅଧିକାରିଣୀ ମନୋରମା ଦେବୀଙ୍କ ନେତୃତ୍ୱରେ ଚିଲିକା,…

ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାରେ ବିଳମ୍ବ: ଦୂଷିତ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)-ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ପଞ୍ଚାୟତସ୍ଥ ମାଧପୁର ଗ୍ରାମବାସୀ ପାନୀୟଜଳ ଅଭାବରୁ ବାଧ୍ୟହୋଇ ଦୂଷିତ ନଳକୂପ ପାଣି ବ୍ୟବହାର କରି ରୋଗାକ୍ରାନ୍ତ ହେଉଛନ୍ତି। ବିଶେଷ ଭାବେ ଗ୍ରାମର ଅନେକ ଲୋକ କିଡ଼ନୀ ରୋଗର ଶିକାର ହେଉଛନ୍ତି। ଏହି ନୂତନ ପାନୀୟ ଜଳ…

ସାମୁଦ୍ରିକ ଥାନା ଜଳ ସୀମାକୁ ନେଇ ଦ୍ୱନ୍ଦ୍ୱ

ପାରାଦୀପ,୨ା୮(ସ୍ବ.ପ୍ର.): ପାରାଦୀପରେ ଦୁଇଟି ସାମୁଦ୍ରିକ ଥାନା ରହିଛି। ଗୋଟିଏ ହେଲା ନେହେରୁ ବଙ୍ଗଳାରେ ଥିବା ସାମୁଦ୍ରିକ ଥାନା ଓ ଅନ୍ୟଟି ହେଲା ନୂଆ ବଜାରସ୍ଥିତ ଜଟାଧାର ମୁହାଣ ସାମୁଦ୍ରିକ ଥାନା। ସ୍ଥଳଭାଗରେ ଦୁଇ ଥାନାର ସୀମା ନିର୍ଦ୍ଧାରଣ କରାଯାଇଛି। ଯେପରି କି…

ଶାରଳା ମନ୍ଦିର : ନିର୍ଦ୍ଦେଶ ମାନିଲେନି ଦୋକାନୀ, କାର୍ଯ୍ୟାନୁଷ୍ଠାନ ଶୂନ

ଜଗତ୍‌ସିଂହପୁର ଅଫିସ,୨ା୮: ଝଙ୍କଡ଼ବାସିନୀ ମା’ଶାରଳାଙ୍କ ପୀଠ ପରିସରରେ ପାର୍କିଂ ନିଲାମୀ ନେଇଥିବା ବ୍ୟକ୍ତି, ଭୋଗ ଓ ଦୀପ ଦୋକାନୀ ଦୀର୍ଘଦିନ ଧରି ରାଜସ୍ବ ଲୁଟି ଚାଲିଥିଲେ ସୁଦ୍ଧା ଦେବୋତ୍ତର ବିଭାଗ ନୀରବ। ଏ ସମ୍ପର୍କିତ ଖବର ପ୍ରଥମେ ଧରିତ୍ରୀରେ ପ୍ରକାଶ ପାଇବା…

ବିପର୍ଯ୍ୟସ୍ତ ଅବସ୍ଥାରେ ମାର୍କେଟ କମ୍ପ୍ଲେକ୍ସ : ଭଡ଼ା ଅର୍ଥ କିଏ ନେଉଛି ଜଣାନାହିଁ

ନାଉଗାଁ,୨ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳର ବେକାର ଯୁବକମାନଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ସରକାର ବିଭିନ୍ନ ପଞ୍ଚାୟତର ଛକ ଜାଗା, ବଜାର ଆଦି ସ୍ଥାନରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରୁଛନ୍ତି। ଏସବୁ ମାର୍କେଟ କମ୍ପ୍ଲେକ୍ସର ତଦାରଖ ଦାୟିତ୍ୱ ପଞ୍ଚାୟତକୁ ପ୍ରଦାନ କରାଯାଇଛି। ହେଲେ ନାଉଗଁା ବ୍ଲକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?