କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ : କାର୍ଯ୍ୟକ୍ଷମ ହେଲା ଶିଶୁ ଆଇସିୟୁ
ଫୁଲବାଣୀ ଅଫିସ,୨ା୮- କନ୍ଧମାଳ ଜିଲାବାସୀଙ୍କ ପାଇଁ ଖୁସି ଖବର। ଏଣିକି ଗୁରୁତର ଶିଶୁଙ୍କୁ ଆଉ ଚିକିତ୍ସା ପାଇଁ କଟକ କିମ୍ବା ବ୍ରହ୍ମପୁର ନେବାକୁ ପଡିବ ନାହିଁ। ଜନ୍ମ ବେଳେ ଓ ପରେ ଗୁରୁତର ହୋଇପଡୁଥିବା ଶିଶୁମାନଙ୍କୁ କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ…
ଆବଶ୍ୟକତା ଠାରୁ କମ ବର୍ଷା: ଖରିଫ ଚାଷ କ୍ଷତିଗ୍ରସ୍ତ; ଚିନ୍ତାରେ ଚାଷୀ
ଝୁମ୍ପୁରା, ୨।୮ (ଡି.ଏନ.ଏ.)-ଆବଶ୍ୟକତାଠାରୁ ବର୍ଷାର ପରିମାଣ ଖୁବ କମ ରହିଥିବାରୁ ଝୁମ୍ପୁରା ବ୍ଲକରେ ଖରିଫ ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଝୁମ୍ପୁରା ବ୍ଲକର ୨୨ଟି ପଞ୍ଚାୟତରେ ପ୍ରାୟତଃ ସବୁ ଜାଗାରେ ଖରିଫ ଋତୁର ଧାନ ଫସଲ ସହିତ ମକା,…
ପ୍ରହସନ ପାଲଟିଛି ୧୦୮ ଆମ୍ବୁଲାନ୍ସ ସେବା
ଆନନ୍ଦପୁର, ୨। ୮(ସ୍ବ.ପ୍ର.)- ରୋଗୀମାନଙ୍କୁ ମାଗଣାରେ ଚିକିତ୍ସାଳୟ ନେବା ପାଇଁ ସରକାର ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ଶତ ପ୍ରତିଶତ ଆମ୍ବୁଲାନ୍ସ ସେବା ବିଫଳତାର ନମୁନା ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। କେଉଁଠି ରୋଗୀଙ୍କୁ ଆଣିବାକୁ ଯାଉ ଯାଉ ରାସ୍ତାରେ ଅଚଳ…
ଆକର୍ଷିତ କରୁଛି ମେଘମାଳ କାଞ୍ଜିପାଣି ଘାଟି
କେନ୍ଦୁଝର, ୨।୮(ସ୍ବ.ପ୍ର.)- ସମସ୍ତେ ହିଲ୍ ଷ୍ଟେଶନରେ ଛୁଟି କାଟିବାକୁ ଭଲ ପାଆନ୍ତି। କିଏ ମସୌରୀ, ଦାର୍ଜିଲିଂ ତ ଆଉ କିଏ କୁଲୁ, ମନାଲି। ଏହି ପାହାଡ଼ିଆ ପର୍ବତଘେରା ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ବେଶ୍ ଭଲ ଲାଗେ। ଦୈନନ୍ଦିନ ଜୀବନରୁ କିଛି କ୍ଷଣ…
ବ୍ୟବସାୟୀଙ୍କଠାରୁ ୪୫ ହଜାର ଲୁଟ୍
ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଫତେପୁର ପଞ୍ଚାୟତ ନିଶ୍ଚନ୍ତପୁର ଗ୍ରାମର ଭାଗ୍ୟଧର ନାୟକ ନାମକ ଜଣେ ବ୍ୟବସାୟୀଙ୍କଠାରୁ ଗୁରୁବାର ଅପରାହ୍ନରେ ୪୫ ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଭାଗ୍ୟଧର ବାଲେଶ୍ୱର-ଭଦ୍ରକ କେନ୍ଦ୍ର…
ସଂସ୍କାର ହେଉନି ଗୋପାଳିଆ କେନାଲ: ପାଣିରେ ବୁଡ଼ିଛି ଚାଷଜମି
ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଏଥିଯୋଗୁ ଧାନ ଚାଷ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ଗୋପାଳିଆ କେନାଲ ସଂସ୍କାର…
ଭିତରକନିକା ଯିବା ପାଇଁ ଚାନ୍ଦବାଲିରୁ ଏଣ୍ଟ୍ରି ପାସ୍ ଆରମ୍ଭ
ଚାନ୍ଦବାଲି, ୨।୮(ଡି.ଏନ୍.ଏ.)- ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ପ୍ରବେଶପଥ ଭାବେ ଚାନ୍ଦବାଲି ପରିଚିତ। ଭିତରକନିକାକୁ ଆସୁଥିବା ପର୍ଯ୍ୟଟକମାନେ ମୁଖ୍ୟତଃ ଚାନ୍ଦବାଲିରୁ ଘରୋଇ ବୋଟ୍ ସହାୟତାରେ ଜଳପଥରେ ଯାତ୍ରା କରିଥାନ୍ତି। ଦୁଇମାସ ବନ୍ଦ ରହିବା ପରେ ଗୁରୁବାର ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲା…
କେନାଲରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ ଘଟଣା: ସ୍ବାଭାବିକ ହେଲା ରଟିଣା ହାଇସ୍କୁଲ
ଖଇରା, ୨।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ନୋଡାଲ ହାଇସ୍କୁଲର ୨ ଛାତ୍ରଙ୍କ ମୃତ୍ୟୁ ପରେ ୫ଦିନ ଧରି ବନ୍ଦ ରହିଥିବା ସ୍କୁଲରେ ସ୍ବାଭାବିକ ପରିସ୍ଥିତି ଫେରିଛି ା ଗୁରୁବାର ପୂର୍ବାହ୍ନରେ ଖଇରା ବ୍ଲକ ଶିକ୍ଷାଧିକାରୀ ଧରଣୀଧର ପାତ୍ର ନିଜ…
ସେବାରେ ଲାଗୁନି ମାର୍କୋଣା ଶାଖା ଡାକଘର
ସିମୁଳିଆ, ୨ା୮- କେନ୍ଦ୍ର ସରକାର ଡାକସେବାକୁ ଅଧିକ ଗୁରୁତ୍ୱ ଦେବା ସହିତ ଜନସାଧାରଣଙ୍କ ପାଇଁ ବିଭିନ୍ନ ଲାଭଦାୟକ ଯୋଜନା ପ୍ରଣୟନ କରିଛନ୍ତି| ତେବେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦର ମହକୁମା ମାର୍କୋଣାରେ ଗତ…
ନକଲି ଦେଶୀ ମଦ ସହ ଅଟୋ ଜବତ ବାପ,ପୁଅଙ୍କ ସମେତ ୩ ଗିରଫ
ପୁରୁଷୋତ୍ତମପୁର,୨ା୮(ଡି.ଏନ୍.ଏ.)-ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଗୁରୁବାର ଅପରାହ୍ନରେ ଧୋବାଡି ପାଟପୁର-ବାଳକୃଷ୍ଣପୁର ରାସ୍ତାରୁ ମଦ ବୋଝେଇ ଏକ ଅଟୋ (ନଂ.ଓଡି ୦୭ ଏସ ୨୮୧୨)କୁ ଜବତ କରିଛି। ଏଥିରୁ ୨୪୦ ଲିଟର ଦେଶୀ ନକଲି ମଦ ଜବତ କରିବା ସହ ମଦ ଚାଲାଣ କରୁଥିବା…
ପୋଲିସ ପରିଚୟ ଦେଇ ମହିଳାଙ୍କ ମଙ୍ଗଳସୂତ୍ର ଲୁଟ୍
ବ୍ରହ୍ମପୁର ଅଫିସ,୨ା୮-ନକଲି ପୋଲିସ ବେଶରେ ଲୁଟେରାମାନେ ବିଶେଷକରି ମହିଳା ଓ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ କରି ସୁନାଗହଣା ଓ ଟଙ୍କା ଲୁଟ୍ କରୁଛନ୍ତି। ଏବେ ସେହି ଲୁଟେରାମାନଙ୍କୁ ପୋଲିସ ଧରି ପାରୁନାହିଁ। ନକଲି ପୋଲିସ ଏବେ ଅସଲିଙ୍କୁ ଚ୍ୟାଲେଞ୍ଜ ଦେଉଛନ୍ତି। ଗୁରୁବାର…
ବାଲି ଚୋରାଚାଲାଣ ୧୦ ଗାଡିରୁ ୧ଲକ୍ଷ ଟଙ୍କା ଜରିମାନା ଆଦାୟ
ଚନ୍ଦ୍ରଗିରି,୧ା୮(ଡି.ଏନ.ଏ.): ମୋହନା ବ୍ଲକ ଖସଡ଼ା ରାମନଦୀରୁ ବେଆଇନ ବାଲି ଚାଲାଣ ହେଉଛି। ମୋହନା ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ କଲ୍ୟାଣୀ ସଂଘମିତ୍ରା ଦେବୀ ଗୁରୁବାର ବାଲି ଚୋରାଚାଲାଣ ବେଳେ ଚଢାଉ କରି ୫ ଟ୍ରାକ୍ଟର ଜବତ କରିଥିଲେ। ଯାଞ୍ଚବେଳେ କାଗଜପତ୍ର ନ…

