ଆମ ଜିଲା ଖବର

ଗୋସମ୍ପଦକୁ ନେଇ ଚିନ୍ତାରେ ଚାଷୀ

ବନ୍ତ, ୨୩।୮ (ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ଗାଈଗୋରୁ ଏବେ ଅଜଣା ରୋଗରେ ଆକ୍ରାନ୍ତ ହୋଇଛନ୍ତି। ବ୍ଲକର ବନ୍ତ, ନିଳୋକ, ରାମଚନ୍ଦ୍ରପୁର, ଆଡିଆ, ପୁରୁଷଣ୍ଢ, କାଦବରାଙ୍ଗ, ଅଣିଜୋ ସମେତ ବହୁ ପଞ୍ଚାୟତରେ ଗୋରୁଙ୍କଠାରେ ଏହି ରୋଗ ଦେଖାଯାଇଛି।…

ଆଦର୍ଶ ବିଦ୍ୟାଳୟ ରାସ୍ତା ମରଣଯନ୍ତା :ଆକ୍‌ଶନ ପ୍ଲାନ ସରିଛି

ଆନନ୍ଦପୁର, ୨୩। ୮(ସ୍ବ.ପ୍ର.)- ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଆନନ୍ଦପୁରର ଭିତ୍ତିଭୂମି ବିକାଶ ପାଇଁ ୧୭ କୋଟି ୬୪ ଲକ୍ଷର ଆକ୍‌ଶନ ପ୍ଲାନ୍‌ ଆପ୍ରୁଭ ସରିଛି, ବାକି ରହିଛି ଟେଣ୍ଡର ପ୍ରକ୍ରିୟା। ଏହି ଅନୁଦାନରେ ବିଦ୍ୟାଳୟର ପାଚେରି, ମୁଖ୍ୟ ଗେଟ୍‌, ଆପ୍ରୋଚ ରୋଡ,…

ଗାଈକୁ ବାଘ ଖାଇଗଲା

କପ୍ତିପଦା,୨୩ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କଟୁରିଆ ହୁଡିସାହି ଗ୍ରାମର ଦୁଲି ମୁର୍ମୁ ନାମକ ଜଣେ ମହିଳାଙ୍କ ଏକ ଗାଈକୁ ନଟୋ ସଂରକ୍ଷିତ ଜଙ୍ଗଲରେ ବାଘ ଖାଇ ଯାଇଥିବା ଅଭିଯୋଗ ହୋଇଛି ା ସ୍ବେଚ୍ଛାସେବୀ ଜୟ ମୁର୍ମୁଙ୍କ ସହାୟତାରେ ସମ୍ପୃକ୍ତ…

ଭାଲୁ ଆକ୍ରମଣରେ ୫ ଆହତ

ଠାକୁରମୁଣ୍ଡା,୨୩ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ସାତକୋଶିଆ ରେଞ୍ଜ ଅନ୍ତର୍ଗତ ମହୁଲଡ଼ିହା ପଞ୍ଚାୟତର କୋଇଲିପାଳ ଗ୍ରାମ ନିକଟ ଜଙ୍ଗଲରେ ଗୁରୁବାର ସକାଳେ ଏକ ଭାଲୁ ଆକ୍ରମଣରେ ୫ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ଗୁରା ପୂର୍ତ୍ତି, ମଙ୍ଗୁଲୁ ଶୁଣ୍ଢି, ଜଗବନ୍ଧୁ ପୂର୍ତ୍ତି, ସାନଗି…

ରାସ୍ତା ପାରବେଳେ ଜୀବନ ହାରୁଛନ୍ତି ଜୀବଜନ୍ତୁ: ଅଣ୍ଡରପାସ୍‌ ନିର୍ମାଣ ଦାବି

କେନ୍ଦୁଝର, ୨୩ା୮ (ସ୍ବ.ପ୍ର.)-ରାଜ୍ୟ ଏବଂ କେନ୍ଦ୍ର ସରକାର ବନ୍ୟ ପ୍ରାଣୀଙ୍କ ସୁରକ୍ଷା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନାହିଁ। ଏପରି ହେଲେ ଅମୂଲ୍ୟ ପ୍ରାଣୀ ସମ୍ପଦ ବିଲୁପ୍ତ ହୋଇଯିବ କହିଲେ…

କୃଷି ଋଣ ନ ମିଳିବା ପ୍ରତିବାଦରେ ଧାରଣା

ଗୋପ, ୨୨।୮(ଡି.ଏନ୍‌.ଏ.)-ଗୋପ ବ୍ଲକ୍‌ ଅଧୀନ ବଡ଼ତରା ସେବା ସମବାୟ ସମିତିରୁ ଚାଷୀମାନଙ୍କୁ କୃଷି ଋଣ ମିଳୁ ନ ଥିବା ନେଇ ଚାଷୀମାନେ ଗୁରୁବାର ୫ରୁ ଊର୍ଦ୍ଧ୍ୱ ମିଳିତ ଦେୟ ଗୋଷ୍ଠୀର ସଦସ୍ୟାମାନେ ଧାରଣା ଦେଇଥିଲେ। ସେବା ସମବାୟ ସମିତି ସମ୍ପାଦକ ବ୍ରଜବନ୍ଧୁ…

ପଞ୍ଚଶୀଳ ନୀତି ଅର୍ଥନୈତିକ ବିକାଶରେ ବାଟ କଢ଼ାଇଥିଲା

ସାକ୍ଷୀଗୋପାଳ, ୨୨।୮ ( ଡି.ଏନ୍‌. ଏ.)-ସାକ୍ଷୀଗୋପାଳ କଲେଜରେ ‘ଓଡ଼ିଶାରେ ଗାନ୍ଧିଜୀ’ ଶୀର୍ଷକ ଏକ ଆଲୋଚନା ଗୁରୁବାର କଲେଜ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଇହିହାସ ବିଭାଗ ପକ୍ଷରୁ ଆୟାଜିତ ଏହି ଆଲୋଚନା ଚକ୍ରର ମୁଖ୍ୟଅତିଥି ଭାବରେ ପୁର୍ବତନ ଉଚ୍ଚଶିକ୍ଷା ଅତିରିକ୍ତ ନିର୍ଦ୍ଦେଶକ…

ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ

ସାକ୍ଷୀଗୋପାଳ, ୨୨।୮(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ କୃଷ୍ଣଙ୍କ ଜନ୍ମବିଧି ପାଳନ ନିମନ୍ତେ ଅଭିମନ୍ତ୍ରିତ ଜଳ କଳସ ପାଣିପୂଜା ଅନୁଷ୍ଠିତ ହୋଇଛି। ମନ୍ଦିରର…

ଆଶ୍ରମ ସ୍କୁଲ ଛାତ୍ରୀ ଗର୍ଭବତୀ ମାମଲା: ଅଭିଯୁକ୍ତ ରୋଷେୟାଙ୍କୁ ଆଜୀବନ କାରାଦଣ୍ଡ

ମାଲକାନଗିରି, ୨୨।୮ (ଡି.ଏନ୍‌.ଏ.): କୋରୁକୋଣ୍ଡା ଅଞ୍ଚଳର ଏକ ଆଶ୍ରମ ବିଦ୍ୟାଳୟରେ ଜଣେ ଅନ୍ତେବାସୀ ଛାତ୍ରୀଙ୍କୁ ଗର୍ଭବତୀ କରିବା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। ମାଲକାନଗିରି ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଜ୍ଞା ନଳିନୀ ମିଶ୍ର ଅଭିଯୁକ୍ତ ପର୍ଶୁରାମ ପଡିଆମୀଙ୍କୁ ଆଜୀବନ କାରାଦଣ୍ଡ…

ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କଲେ ଚାଷୀ

ଜୟପୁର,୨୨ା୮(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବ୍ଲକ କଙ୍ଗା ଓ ଜାମୁଣ୍ଡା ପଞ୍ଚାୟତର ଚାଷୀଙ୍କ ଖରିଫ ଧାନ ଅମଳ ପରେ ମଣ୍ଡିରେ ଏହାକୁ ସ୍ବୟଂ ସହାୟକ ଗୋଷ୍ଠୀ କିଣିବେ। ଜିଲା ପ୍ରଶାସନ ନେଇଥିବା ଏଭଳି ନିଷ୍ପତ୍ତିକୁ ଏବେ ବିରୋଧ ଆରମ୍ଭ ହୋଇଛି। ଉଭୟ ପଞ୍ଚାୟତର କେତେକ…

ସାବିତ୍ରୀଙ୍କ ପ୍ରଶ୍ନ: ୭୫ ହେଲାଣି, କୋଉ ବୟସରେ ମିଳିବ ଆବାସ

କୁନ୍ଦୁରା,୨୨ା୮(ଡି.ଏନ୍‌.ଏ.): ବୟସ ପ୍ରାୟ ୭୫ ପାଖାପାଖି । ଚାଲିବାକୁ ଅସମର୍ଥ ହୋଇପଡିଥିବା ସତ୍ତ୍ୱେ ଜୀବନ ଯୁଦ୍ଧରେ ହାରି ନ ଯାଇ ଧଇଁସଇଁ ହୋଇ ବଞ୍ଚତ୍ଛନ୍ତି, ଚାଲିଛନ୍ତି ସାବିତ୍ରୀ। କୋରାପୁଟ ଜିଲା କୁନ୍ଦୁରା ବ୍ଲକ ନବଗଠିତ ପଖନାଗୁଡା ସଦର ମହକୁମାର ସାବିତ୍ରୀ ବିଷୋୟୀ।…

ହାଇୱା – ଟ୍ରକ ମୁହାଁମୁହିଁ ଧକ୍କା: ୩ ଗୁରୁତର

କୁତ୍ରା, ୨୨।୮ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୁତ୍ରା ଦେଇ ଯାଇଥିବା ୧୦ନଂ. ରାଜ୍ୟ ରାଜପଥର କୁତ୍ରା ଥାନା ପାଖରେ ଗୁରୁବାର ଦୁର୍ଘଟଣା ଘଟିଛି। ଭୁଲ ପାର୍ଶ୍ୱରେ ଆସୁଥିବା ଏକ ହାଇୱା ନଂ. ଓଡି ୧୪ ସି- ୬୯୯୧ ସହ ଏକ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?