ଆମ ଜିଲା ଖବର

ପଞ୍ଚାୟତ ଅଫିସ୍‌ ତାଲା ଭାଙ୍ଗି ଚୋରି

ସଜନାଗଡ଼, ୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଫିସ୍‌ରୁ ବୁଧବାର ରାତ୍ରିରେ ତାଲା ଭାଙ୍ଗି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ସରପଞ୍ଚଙ୍କ ଅଫିସ୍‌ କବାଟ ତାଲା ଭାଙ୍ଗି ଭିତରକୁ ପଶି ଥିଲେ। ଅଫିସ୍‌ ଭିତରେ ଥିବା ୨ଟି ଆଲମିରାର…

ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ପଦଯାତ୍ରା: ଭଦ୍ରକରେ ପହଞ୍ଚିଲେ ସତ୍ୟବ୍ରତ

ଭଦ୍ରକ ଅଫିସ, ୧।୮ – ଦୀର୍ଘଦିନ ଧରି ଓଡ଼ିଶାବାସୀଙ୍କ ଥିବା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଜଗତସିଂହପୁର ଜିଲା ବାଲିକୁଦ ଅଞ୍ଚଳର ସତ୍ୟବ୍ରତ ଦାସ ନାମକ ଜଣେ ଯୁବକ ପଦଯାତ୍ରାରେ ବାହାରିଛନ୍ତି। ସେ ରାଜ୍ୟର ୩୧୪ଟି ବ୍ଲକ ମୁଖ୍ୟାଳୟ…

ପଥରରେ ଛେଚି ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

କପ୍ତିପଦା,୧ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ କୁଳିଅଳମ ପଞ୍ଚାୟତ ନଛିପୁର ଗ୍ରାମରେ ଜଣେ ଯୁବକ ସେହି ଗ୍ରାମର ଜଣେ ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ସୁରସେନ ଦାସ ା ଏସଂକ୍ରାନ୍ତରେ ପୋଲିସ…

ଖୁବ୍‌ଶୀଘ୍ର ଗଠନ ହେବ ଜିଲା ଯୋଜନା କମିଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଖୁବ୍‌ଶୀଘ୍ର ଜିଲା ଯୋଜନା କମିଟି ଗଠନ ହେବ। ନିର୍ବାଚନ ଥିବାରୁ ଏହା ବିଳମ୍ବ ହୋଇଥିଲା। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଭୂପିନ୍ଦର…

୨୦୧୭ରୁ କେବିକେ ଯୋଜନା ବନ୍ଦ କରିଛି କେନ୍ଦ୍ର: ଏହି ଯୋଜନାରେ ରାଜ୍ୟ ସରକାର ପାଇଛନ୍ତି ୩୩୪୩. ୯୫ କୋଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାର ୧୯୯୮ରେ କେବିକେ ଯୋଜନା ଆରମ୍ଭ କରିଥିଲେ। ୨୦୧୭ରୁ ଏହି ଯୋଜନା ବନ୍ଦ ହୋଇଯାଇଛି। ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ କେବିକେର ୮ଟି ଜିଲାରେ ବିଜୁ କେବିକେ ଯୋଜନା କାର୍ଯ୍ୟକାରୀ…

ବାଲି ଚୋରାଚାଲାଣ : ୫ ଟ୍ରାକ୍ଟର ଜବତ

ଚନ୍ଦ୍ରଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଖସଡ଼ା ରାମନଦୀରୁ ଗୁରୁବାର ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଥିବା ଖବର ପାଇ ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ ଘଟଣାସ୍ଥଳରେ ପହଞ୍ଚି ୫ଟି ଟ୍ରାକ୍ଟରକୁ ଜବତ କରିଛନ୍ତି। ଏହି ସମୟରେ ଡ୍ରାଇଭରମାନେ…

ଚୋରି ବାଇକ୍‌ ଜବତ, ୨ ଗିରଫ

ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍‌କୁ ପୋଲିସ ଜବତ କରିବା ସହ ଘଟଣାରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ…

ସ୍କୁଲ ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

ରାଉରକେଲା ଅଫିସ,୧।୮: ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ କୋଏଲନଗର ସି-ବ୍ଲକ ଛକରେ ଗୁରୁବାର ପୂର୍ବାହ୍ନରେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ସେକ୍ଟର-୨୦ ସୁଭଦ୍ରା ବସ୍ତିର ଜ୍ୟୋତି ମିଞ୍ଜ। ଏନେଇ…

ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍‌

ଆସିକା,୧।୮(ଡି.ଏନ୍‌.ଏ): ଆସିକା-ବାଲିପଦର ମୁଖ୍ୟରାସ୍ତାର ଭେଟନୟୀ ପଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ସମୟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ମହିଳା ଏଜେଣ୍ଟଙ୍କୁ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍‌ କରିନେଇଛନ୍ତି। ଏଜେଣ୍ଟ ଜଣଙ୍କ ଭେଟନୟୀ ଅଞ୍ଚଳରୁ ଟଙ୍କା ସଂଗ୍ରହ କରି…

କଲେଜ ବସ ଧକ୍କାରେ ଯୁବକଙ୍କ ଜୀବନଗଲା

କୋରାପୁଟ,୧।୮(ସ୍ବ.ପ୍ର.) : କୋରାପୁଟ – ଜୟପୁର ରାସ୍ତାର ଆଇଆରବି ବାଟାଲିୟନ ନିକଟରେ ଗୁରୁବାର ମଧ୍ୟାହ୍ନରେ ଏକ ବସ ଜଣେ ଯୁବକଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପ୍ରକାଶ ଯେ, କୋରାପୁଟ ବ୍ଲକ ଦେଓଘାଟି ଗ୍ରାମର ମନୋଜ ମହାନନ୍ଦିଆ(୪୦) ବାଇକରେ…

ମା’ର ମୃତଦେହକୁ କାନ୍ଧଦେଲେନି ପୁଅ: ପୋଲିସ ଉପସ୍ଥିତିରେ ଅନ୍ତିମ ସଂସ୍କାର କଲେ ଗ୍ରାମବାସୀ

ଛେଣ୍ଡିପଦା,୧।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ମାଛକୁଟା ପଞ୍ଚାୟତରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ମା’ର ଅନ୍ତିମ ସଂସ୍କାର ପାଇଁ ନିଜ ପୁଅ କାନ୍ଧ ଦେଇ ନ ଥିବା ଜଣାପଡ଼ିଛି। ଦୀର୍ଘ ସମୟ ଧରି ଗଁ।ରେ ମୃତଦେହ ପଡ଼ିଥିବା…

କୋରାପୁଟ ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ଅଲଟ୍ରାସାଉଣ୍ଡ୍‌ ମେଶିନ

କୋରାପୁଟ,୧।୮(ସ୍ବ.ପ୍ର.) : କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଦୀର୍ଘଦିନ ପରେ ଅଲଟ୍ରାସାଉଣ୍ଡ ମେଶିନ କାର୍ଯ୍ୟକ୍ଷମ ହୋଇଛି। ସୂଚନାଯୋଗ୍ୟ, ଦୀର୍ଘଦିନ ଧରି ସଦର ମହକୁମା ଡାକ୍ତରଖାନା କୋରାପୁଟରେ ଚାଲୁଥିବାବେଳେ ଏହି ଅଲଟ୍ରାସାଉଣ୍ଡ ମେଶିନ ଅଚଳ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?