ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ
ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା…
ଗ୍ରାସୀମ କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଧାରଣା
ଗଞ୍ଜାମ,୨୧ା୮(ଡି.ଏନ.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀର ପିଛା ଛାଡୁନି ସମସ୍ୟା। କେତେବେଳେ ବିଭିନ୍ନ ଦାବିନେଇ ଠିକା ଶ୍ରମିକଙ୍କ ଧାରଣା ତ ଆଉ କେତେବେଳେ ସ୍ଥାନୀୟ ଅଞ୍ଚଳର ଶିକ୍ଷିତ ଯୁବକ ନିଯୁକ୍ତି ଦାବିରେ ଆନ୍ଦୋଳନ କରୁଛନ୍ତି। ବର୍ତ୍ତମାନ କମ୍ପାନୀ ସମ୍ମୁଖରେ ଧାରଣା ଦେଇଛନ୍ତି…
ନିର୍ଦ୍ଦୋଷ ବାପ,ପୁଅ ଜେଲ ଭୋଗିବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ
ରାଇରଙ୍ଗପୁର,୨୧ା୮(ଡି.ଏନ.ଏ.): ନିଖୋଜ ଥିବା ମହିଳାଙ୍କୁ ମୃତ ଦର୍ଶାଇ ତାଙ୍କ ନିର୍ଦ୍ଦୋଷ ସ୍ବାମୀ ଏବଂ ଶ୍ୱଶୁରଙ୍କୁ ପୋଲିସ ଗିରଫ କରି ଜେଲ୍ ପଠାଇବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚ ଏସପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍ ମୟୂରଭଞ୍ଜ ଜିଲା…
ଦୂଷିତ ଜଳ ଯୋଗୁ ବ୍ୟାପୁଛି ଝାଡ଼ାବାନ୍ତି: ୩ ମୃତ, ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ବାଲେଶ୍ୱର ଅଫିସ/ବସ୍ତା,୨୧।୮(ସ୍ବ.ପ୍ର.): ଲଗାଣବର୍ଷା ପରେ ବାଲେଶ୍ୱର ଜିଲାର ବସ୍ତା ଏବଂ ରେମୁଣା ବ୍ଲକରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ନାଳ ପୋଖରୀରୁ ଲୋକେ ଦୂଷିତ ଜଳକୁ ପାନୀୟ ଭାବେ ବ୍ୟବହାର କରୁଥିବାରୁ ରୋଗ ବ୍ୟାପୁଥିବା ଆଶଙ୍କା କରାଯାଉଛି। ବସ୍ତା ବ୍ଲକ ବାହାବଳପୁର ଅଞ୍ଚଳରେ…
ପାଣିରେ ବୁଡ଼ି ଶିଶୁକନ୍ୟା ଜୀବନ ଗଲା
ରୂପ୍ସା,୨୧।୮(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ବଳବୁଧି ଗ୍ରାମରେ ୧୧ମାସର ଶିଶୁକନ୍ୟା ଚାନ୍ଦିନୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ ଶିଶୁ ହେଲେ ବିଶ୍ୱନାଥ ବେହେରାଙ୍କ କନ୍ୟା । ଅସାବଧାନତା ବଶତଃ ସେ ଘର ପାଖ ଏକ ପାଣି…
ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ଉଦ୍ଯାପିତ
ରିଷିଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ବୁଧବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ୧୫୧ଜଣ ପ୍ରତିଯୋଗୀ କବାଡି, ଖୋଖୋ ଓ ଫୁଟବଲ ଖେଳରେ ଅଂଶ ଗ୍ରହଣ କରିଥିଲେ । ଏଥିରେ ମନୋନୀତ…
ପାଇପ୍ରୁ ଆସୁଛି ନାଲି ରଙ୍ଗର ପାଣି: ପାନୀୟଜଳ ପାଇଁ ଓ୍ବାର୍ଡବାସୀ ହଇରାଣ
ଯୋଡ଼ା, ୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୯ନଂ ଓ୍ବାର୍ଡ ଗୋପ ମହାନ୍ତି ହଟିଂ ଠାରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାନୀୟ ଜଳ ନିମନ୍ତେ ଦିଆଯାଇଥିବା ପାଇପ ଲାଇନରେ ନାଲି ରଙ୍ଗର ଦୂଷିତ ଜଳ ଆସୁଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଅଭିଯୋଗ…
କୃଷକ ଉତ୍ପାଦକ ଦଳ ଗଠନ ଉପରେ ତାଲିମ
କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ବୁଢୀପଦରଠାରେ ଇଣ୍ଡୋଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଧଅଁରାଖମନ, ବୁଢୀପଦର, ସିରାବାହାଲ ଗଁ।ର ଅଗ୍ରଣୀ ଚାଷୀମାନଙ୍କୁ ନେଇ କୃଷକ ଉତ୍ପାଦକ ଦଳ ଗଠନ ଉପରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି…
କଳାହାଣ୍ଡି ଏମ୍ପିଙ୍କ ଗୋଲାମୁଣ୍ଡା ବ୍ଲକ ଗସ୍ତ
ଗୋଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଏମ୍ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ ପଣ୍ଡା ବୁଧବାର ଗୋଲାମୁଣ୍ଡା ବ୍ଲକ ଗସ୍ତ କରିଛନ୍ତି । ଏହି ଅବସରରେ ଗୋଲାମୁଣ୍ଡା ସଭା ଗୃହରେ ଭାଜପା କର୍ମୀ ସମ୍ମିଳନି କରି ଗୋଲାମୁଣ୍ଡା ବ୍ଲକର ବିଭିନ୍ନ ସମସ୍ୟା ଉପରେ ଆଲୋଚନା…
ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା: ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ
ଭଦ୍ରକ ଅଫିସ, ୨୧।୮: ଭଦ୍ରକ ବ୍ଲକ ଦଇସିଂ ପଞ୍ଚାୟତ କୁଶୁନନଗର ମୌଜାର ବଢେଇଗଡିଆ ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା। ଫଳରେ ଲୋକେ ଯାତାୟାତ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବୁଧବାର ଏହି ଗ୍ରାମବାସୀ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ଭେଟି ସେମାନଙ୍କ…
ବଜ୍ରପାତରେ ଚାଷୀ ମୃତ
ତିହିଡ଼ି,୨୧।୮(ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ କମାରିଆ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ସୁଦାମ ସାହୁ(୩୫)। ସେ ବିଲରେ କାମ କରୁଥିବା ବେଳେ ବଜ୍ରପାତ ଘଟି…
ଅଢ଼େଇ ମାସର ଅପହୃତ ଶିଶୁପୁତ୍ର ଉଦ୍ଧାର, ସମ୍ପର୍କୀୟଙ୍କ ଘରୁ ଉଠାଇ ନେଇଥିଲେ କାମ କରୁଥିବା ମହିଳା
ପାରାଦୀପ,୨୧।୪(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଲକପଡ଼ାରୁ ଅପହୃତ ହୋଇଥିବା ଅଢ଼େଇ ମାସର ଶିଶୁପୁତ୍ରଙ୍କୁ ବୁଧବାର ସକାଳେ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ମହିଳା ମାମିନା ସାହୁଙ୍କୁ ପୋଲିସ ଅଟକ ରଖିଥିବା ବେଳେ ଅପରାହ୍ନରେ ଶିଶୁପୁତ୍ର ଓ ତାଙ୍କ ମା’ବାପାଙ୍କୁ ଜିଲା…

