ଆମ ଜିଲା ଖବର

ଚଳିତ ବର୍ଷ ୩୮ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ତେବେ ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ପ୍ରଶ୍ନୋତ୍ତର ବେଳେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଧ୍ରୁବଚରଣ…

ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଗଠନ ହେବ। କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ ଦିଗକୁ ଦେଖି ନୂତନ ଏନ୍‌ଏସି ଗଠନକୁ ଅନୁମତି ଦିଆଯାଇଥାଏ। ମଙ୍ଗଳବାର ପ୍ରଶ୍ନୋତ୍ତର…

ନାଥୁରାମଙ୍କୁ ନେଇ ପୁଣି କଂଗ୍ରେସ-ଭାଜପା ମୁହାଁମୁହିଁ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ସୋମବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ନେଇ ଉଭୟ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଥିଲେ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କ ପ୍ରସଙ୍ଗ ଉଠାଇ ପରୋକ୍ଷରେ ଭାଜପା ଓ…

ଫନୀ ପ୍ରଭାବିତ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୩.୮୯ ଲକ୍ଷ ଘର ଅନୁମୋଦନ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭାଙ୍ଗିଯାଇଥିବା ଲୋକଙ୍କୁ ଘର ଯୋଗାଇଦେବାକୁ ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩.୮୯ଲକ୍ଷ ଘର ଦେବାକୁ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରାୟ ୪୦ଲକ୍ଷ ହିତାଧିକାରୀ…

ସଂସ୍କୃତି ମନ୍ତ୍ରଣାଳୟ ଫେଲୋଶିପ୍‌ରେ ୨ ନୂଆ ଭାଷା ସାମିଲ: ସାନ୍ତାଳୀ ଭାଷାରେ ମିଳିବ ଫେଲୋଶିପ୍‌

ଭୁବନେଶ୍ୱର,୩୧ା୭(ବ୍ୟୁରୋ):କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଏଣିକି ସାନ୍ତାଳୀ ଓ ନେପାଳୀ ଭାଷାରେ ଫେଲୋଶିପ୍‌ ତଥା ସ୍କଲାରଶିପ୍‌ ପ୍ରଦାନ କରିବ। ମଙ୍ଗଳବାର କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ପ୍ରହଲାଦ ସିଂ ପଟେଲ ଏନେଇ ଘୋଷଣା କରିଛନ୍ତି। ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ପ୍ରଦାନ କରାଯାଉଥିବା ଫେଲୋଶିପ୍‌ ସମ୍ବିଧାନର…

ଏନ୍‌ପିସିଡିସିଏସ୍‌ର ପ୍ରଥମ ଟାସ୍କଫୋର୍ସ ବୈଠକ:  ୨୦୨୧ ସୁଦ୍ଧା ସବୁ ଜିଲାରେ ଆଇସିୟୁ ସେବା

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): କର୍କଟ, ମଧୁମେହ, କାର୍ଡିଓ ଭାସ୍କୁଲାର ଏବଂ ହୃଦ୍‌ଘାତର ନିରାକରଣ ଓ ନିୟନ୍ତ୍ରଣ ପାଇଁ କାର୍ଯ୍ୟକାରୀ ହେଉଥିବା ଜାତୀୟ ଯୋଜନା (ଏନ୍‌ପିସିଡିସିଏସ୍‌) ଟାସ୍କଫୋର୍ସର ପ୍ରଥମ ରାଜ୍ୟସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଟାସ୍କଫୋର୍ସ ଅଧ୍ୟକ୍ଷ ତଥା ସ୍ବାସ୍ଥ୍ୟ ଓ ପରିବାର…

ଏମିତି ଚାଲିଛି ସୂଚନା ଅଧିକାର ଆଇନ: ୧୨ବର୍ଷ ପରେ ଅଧା ତଥ୍ୟ ଦେଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ରାଜ୍ୟରେ ଘଟିଥିବା ହାଜତ ମୃତ୍ୟୁ ତଥ୍ୟକୁ ୧୨ବର୍ଷ ହେବ ଦେଉ ନ ଥିଲା କ୍ରାଇମବ୍ରାଞ୍ଚ। ଏହା ସୂଚନା ଅଧିକାର ପରିସରଭୁକ୍ତ ନୁହେଁ ବୋଲି କହି କ୍ରାଇମବ୍ରାଞ୍ଚ ଏଡ଼ାଇ ଯାଇଥିଲା। ପରବର୍ତ୍ତୀ ସମୟରେ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶକୁ ମଧ୍ୟ…

୩ ବର୍ଷରେ ୧୦୬ ହରିଣ ଶିକାର

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ହରିଣ ଶିକାର ଦ୍ରୁତ ଗତିରେ ବଢୁଛି। ଗତ ୩ ବର୍ଷ ମଧ୍ୟରେ ବିଭିନ୍ନ ପ୍ରଜାତିର ୧୦୬ ହରିଣଙ୍କୁ ଶିକାର କରାଯାଇଛି। ମଙ୍ଗଳବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ…

ଦିଗହରା କଳାକାର ସଂଘ: ବସୁନାହିଁ ବୈଠକ, ପରିବର୍ତ୍ତନ ହେଉନାହାନ୍ତି ସମ୍ପାଦକ

ନୟାଗଡ଼ ଅଫିସ,୩୧।୭(ରଞ୍ଜନ କୁମାର ପ୍ରଧାନ)-କଳା,ସଂସ୍କୃତି ଓ ଐତିହ୍ୟର ପୀଠ ନୟାଗଡ଼ ଜିଲା । ଦଣ୍ଡନାଚ, ବାଉଁଶରାଣୀ, ପାଲା , ଦାସକାଠିଆ, ଚଢ଼େୟା ଚଢ଼େୟାଣୀ ଭଳି ୧୪ ପ୍ରକାର ଲୋକକଳା ଆପଣେଇଛନ୍ତି ଜିଲାର କଳାକାର। ହେଲେ ଏହି କଳାକାରମାନେ କିନ୍ତୁ ଉପେକ୍ଷିତ। ସେମାନେ…

ରକ୍ଷଣାବେକ୍ଷଣ ଅଭାବରୁ ରାଜସ୍ବ ବଙ୍ଗଳା ପାଲଟିଛି ଭୂତକୋଠି: ମରାମତି, ପୁନଃ କାର୍ଯ୍ୟକ୍ଷମ ନିମନ୍ତେ ଦାବି

ଖଣ୍ଡପଡ଼ା,୩୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରଠାରୁ ଅନତି ଦୂରରେ ରାଜସ୍ବ ବିଭାଗର ଡାକ ବଙ୍ଗଳା ଏବେ ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠିରେ ପରିଣତ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ଦୀର୍ଘ ୭୦ ବର୍ଷ ପୂର୍ବରୁ ନିର୍ମାଣ ହୋଇଥିବା ଖଣ୍ଡପଡ଼ା-ନୟାଗଡ଼ ପୂର୍ତ୍ତ ବିଭାଗ ମୁଖ୍ୟରାସ୍ତା ପାର୍ଶ୍ୱରେ ଅବସ୍ଥିତ…

ଫନୀର ୩ ମାସ ପରେ କମିନି ଦୁର୍ଦ୍ଦଶା : ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ବିପନ୍ନ

ବାଲିଆ,୩୧।୭: ଫନୀ ବାତ୍ୟା ହେବାର ଇତିମଧ୍ୟରେ ୩ ମାସ ବିତିଲାଣି, ଅଥଚ ଏ ପର୍ଯ୍ୟନ୍ତ ବିପନ୍ନଙ୍କ ଦୁର୍ଦ୍ଦଶା ଦୂର ହୋଇନାହିଁ। ଅଦ୍ୟାବଧି ଜଣେ ହେଲେ ବାତ୍ୟା ବିପନ୍ନ ଘରଭଙ୍ଗା ସହାୟତା ପାଇନାହାନ୍ତି। ଫଳରେ ବାଧ୍ୟହୋଇ ସେମାନେ ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି। ବିରିଡ଼ି…

ଭଡ଼ାରେ ଲାଗିଥିଲା ପଞ୍ଚାୟତ କାର୍ଯ୍ୟାଳୟ : ବିଡିଓଙ୍କ ଉପସ୍ଥିତିରେ ଖାଲିହେଲା ଘର

ନାଉଗାଁ,୩୧ା୭(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ କାର୍ଯ୍ୟାଳୟକୁ ଦୀର୍ଘ ୬ ବର୍ଷ ହେଲା ଭଡ଼ା ସୂତ୍ରରେ ପ୍ରଦାନ କରାଯାଇଥିଲା। ଜଣେ ବ୍ୟବସାୟୀ ସେଠାରେ ସିମେଣ୍ଟ, ରଡ୍‌, ସାର ଆଦି ରଖି ବ୍ୟବସାୟ କରୁଥିଲେ। ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?