ଆମ ଜିଲା ଖବର

ରକ୍ଷଣାବେକ୍ଷଣ ଅଭାବରୁ ରାଜସ୍ବ ବଙ୍ଗଳା ପାଲଟିଛି ଭୂତକୋଠି: ମରାମତି, ପୁନଃ କାର୍ଯ୍ୟକ୍ଷମ ନିମନ୍ତେ ଦାବି

ଖଣ୍ଡପଡ଼ା,୩୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରଠାରୁ ଅନତି ଦୂରରେ ରାଜସ୍ବ ବିଭାଗର ଡାକ ବଙ୍ଗଳା ଏବେ ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠିରେ ପରିଣତ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ଦୀର୍ଘ ୭୦ ବର୍ଷ ପୂର୍ବରୁ ନିର୍ମାଣ ହୋଇଥିବା ଖଣ୍ଡପଡ଼ା-ନୟାଗଡ଼ ପୂର୍ତ୍ତ ବିଭାଗ ମୁଖ୍ୟରାସ୍ତା ପାର୍ଶ୍ୱରେ ଅବସ୍ଥିତ…

ଫନୀର ୩ ମାସ ପରେ କମିନି ଦୁର୍ଦ୍ଦଶା : ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ବିପନ୍ନ

ବାଲିଆ,୩୧।୭: ଫନୀ ବାତ୍ୟା ହେବାର ଇତିମଧ୍ୟରେ ୩ ମାସ ବିତିଲାଣି, ଅଥଚ ଏ ପର୍ଯ୍ୟନ୍ତ ବିପନ୍ନଙ୍କ ଦୁର୍ଦ୍ଦଶା ଦୂର ହୋଇନାହିଁ। ଅଦ୍ୟାବଧି ଜଣେ ହେଲେ ବାତ୍ୟା ବିପନ୍ନ ଘରଭଙ୍ଗା ସହାୟତା ପାଇନାହାନ୍ତି। ଫଳରେ ବାଧ୍ୟହୋଇ ସେମାନେ ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି। ବିରିଡ଼ି…

ଭଡ଼ାରେ ଲାଗିଥିଲା ପଞ୍ଚାୟତ କାର୍ଯ୍ୟାଳୟ : ବିଡିଓଙ୍କ ଉପସ୍ଥିତିରେ ଖାଲିହେଲା ଘର

ନାଉଗାଁ,୩୧ା୭(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ କାର୍ଯ୍ୟାଳୟକୁ ଦୀର୍ଘ ୬ ବର୍ଷ ହେଲା ଭଡ଼ା ସୂତ୍ରରେ ପ୍ରଦାନ କରାଯାଇଥିଲା। ଜଣେ ବ୍ୟବସାୟୀ ସେଠାରେ ସିମେଣ୍ଟ, ରଡ୍‌, ସାର ଆଦି ରଖି ବ୍ୟବସାୟ କରୁଥିଲେ। ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ମଙ୍ଗଳବାର…

ଦାଦନ ଦୁଖ୍‌:ଯାଇଥିଲେ ରୁଜ୍‌ଗାର କରି, ଫିରଲେ ଦିବ୍ୟାଙ୍ଗ ହେଇ

ଖଡ଼ିଆଳ,୩୧। ୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଖଇରପଦର ଗଁାର ଚରଣ ମାଝି। ସେ ଆଦିବାସୀ ସମାଜର ହେଇଥିଲାବେଲେ କାମ୍‌ଧଁଦାର ଲାଗି ଗୁଜରାଟ ଗାନ୍ଧିଧାମ ଅଂଚଲକେ ଦାଦନ ଖଟି ଯାଇଥିଲେ। ହେଲେ ବାଟେ ଟ୍ରେନରୁ ତାକର ଗୋଡ଼ ଖସରି ଯାଇ ଦୁରଘଟନାର…

ପଣ୍ଡରାପଥର ଗାଁରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ: ଗାଁ ସଫେଇ ପାଇଁ ମହିଳା ପାଦ କାଢିଲେ

ନୂଆପଡା ଅଫିସ,୩୧|୭-ବର୍ତ୍ତମାନ ଗାଁଠୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସଫା ସୁତୁରା କରିବାକୁ ନେଇ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଚାଲିଛି । ଏଥିରେ ଗାଁର ମହିଳାମାନେ ମଧ୍ୟ ଚାରିକାନ୍ଥ ଭିତରୁ ବାହାରି ମୁଣ୍ଡରୁ ପରଦା କାଢି ଗାଁ ସଫେଇ କାମ ପାଇଁ…

ଅସହାୟ ୨ ଶିଶୁଙ୍କୁ ଉଦ୍ଧାର କଲା ପ୍ରଶାସନମୁକ୍ତ ଆଶ୍ରୟ ସ୍ଥଳରେ ଥଇଥାନ

ନୂଆପଡା ଅଫିସ,୩୧ା୭- ନୂଆପଡା ଜିଲା ସିନାପାଲି ବ୍ଲକ ନୂଆପଡା ଗ୍ରାମପଞ୍ଚାୟତ ସଦର ଗାଁର ମା’ବାପାଙ୍କ ମୃତ୍ୟୁ ପରେ ଅସହାୟ ଭାବେ ଜୀବନ କାଟୁଥିବା ୨ ଶିଶୁଙ୍କୁ ଜିଲା ପ୍ରଶାସନ ଉଦ୍ଧାର କରି ମୁକ୍ତ ଆଶ୍ରମ ସ୍ଥଳରେ ଥଇଥାନ କରିଛି । ଜିଲାପାଳଙ୍କ…

ଗମନାଗମନରେ ଦାଉ ସାଧୁଛେ କାଦୋ ରାସ୍‌ତା:ଅଂଚଲବାସୀକଁର ଦାବି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ

କଲମପୁର,୩୧। ୭ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗଁାଗଁଲିନୁ ସହର ତକ୍‌ ଗମନାଗମନ ସୁବିଧା ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଆଏଜ୍‌ ବି ଅନେକ ଗଁାଗଁଡ଼ାକେ ଫିଦିନଅଁା ରାସ୍‌ତା ଖଁଡ଼େ ନଁାଇଁନ। ଆରକେତେ ଗଁାରେ ଥିବାର…

ଖଣି ଦୁର୍ଘଟଣା ମୃତକଙ୍କ ପରିବାରକୁ ସହାୟତା ରାଶି ଦେଲେ ରାଜ୍ୟ ସରକାର: ଅଧିକ କ୍ଷତିପୂରଣ ପାଇଁ ଆଲୋଚନା ହେବ

ଅନୁଗୋଳ ଅଫିସ, ୩୧।୭-ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାରେ ପ୍ରାଣ ହରାଇଥିବା ୪ ଶ୍ରମିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷିତ ସହାୟତା ରାଶି ମଙ୍ଗଳବାର ପ୍ରଦାନ କରାଯାଇଛି। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ…

ଖଣିବନ୍ଦ ଆନ୍ଦୋଳନ ଜାରି: ୬ ଦିନ ହେଲା ଉତ୍ତୋଳନ, ପରିବହନ ଠପ୍‌

ତାଳଚେର,୩୧ା୭(ନି.ପ୍ର.)-୫ ଦଫା ଦାବି ନେଇ ଭାଜପା ପକ୍ଷରୁ ତାଳଚେର କୋଲ୍‌ ଫିଲଡସରେ ଖଣି ବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ୬ ଦିନ ଧରି ଏମ୍‌ସିଏଲ୍‌ର ଏଠାରେ ଥିବା ହିଙ୍ଗୁଳା, ବଳରାମ, ଜଗନ୍ନାଥ, ଲିଙ୍ଗରାଜ, ଭୁବନେଶ୍ୱରୀ, ଭରତପୁର, ଅନନ୍ତ କୋଇଲା ଖଣି…

ସ୍ପର ପାଇପ ଲାଇନ ନିମନ୍ତେ ଜମି ଅଧିଗ୍ରହଣକୁ ବିରୋଧ: ଗେଲ୍‌ ଇଣ୍ଡିଆ ଅଧିକାରୀଙ୍କୁ ଘେରାଉ

ଛେଣ୍ଡିପଦା,୩୧।୭(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳ ଦେଇ ଯିବାକୁ ଥିବା ଜଗଦିଶପୁର-ହଳଦିଆ-ବୋକାରୋ-ଧାମରା ଗ୍ୟାସ ପାଇପ ଲାଇନ ତଥା ସ୍ପର ପାଇପ ଲାଇନ ନିମନ୍ତେ ଗେଲ୍‌ ଇଣ୍ଡିଆ ଲିମିଟେଡ ପକ୍ଷରୁ ଜମି ଅଧିଗ୍ରହଣ ନିମନ୍ତେ ୩(୧) ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାକୁ ଛେଣ୍ଡିପଦା…

ମରୁଡ଼ି ଚିନ୍ତା: ବୀମାରେ ସର୍ବକାଳୀନ ରେକର୍ଡ: ପଞ୍ଜୀକରଣ କଲେଣି ୪୫ ହଜାର ଚାଷୀ

ଅନୁଗୋଳ ଅଫିସ, ୩୧।୭-ଆବଶ୍ୟକ ବର୍ଷା ହେଉ ନ ଥିବାରୁ ମରୁଡ଼ି ନେଇ ଅନୁଗୋଳ ଜିଲାର ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ତେଣୁ ମରୁଡ଼ି ଜନିତ ଫସଲ କ୍ଷତିରୁ ତ୍ରାହି ପାଇବା ପାଇଁ ସେମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସାହାରା ନେଉଛନ୍ତି। ଆସନ୍ତା…

ଚାଷ ଜମିକୁ ମିଳୁନି ସମଲ ପାଣି: ବ୍ୟାରେଜ ଉପରୁ ଆତ୍ମହତ୍ୟା ଚେତାବନୀ

କଣିହାଁ,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ସମଲ ବ୍ୟାରେଜରୁ ଜମିକୁ ପାଣି ମିଳୁ ନ ଥିବା ପ୍ରତିବାଦରେ କଂଗ୍ରେସ ଯୁବନେତା ତଥା ପୂର୍ବତନ ସମିତି ସଭ୍ୟ ସୁଶାନ୍ତ ବେହେରା ମଙ୍ଗଳବାର ବ୍ୟାରେଜ ଗେଟ୍‌ ଉପରକୁ ଚଢ଼ି ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଥିଲେ। ଖବରପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?