ଆମ ଜିଲା ଖବର

ଚାଷ ଜମିକୁ ମିଳୁନି ସମଲ ପାଣି: ବ୍ୟାରେଜ ଉପରୁ ଆତ୍ମହତ୍ୟା ଚେତାବନୀ

କଣିହାଁ,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ସମଲ ବ୍ୟାରେଜରୁ ଜମିକୁ ପାଣି ମିଳୁ ନ ଥିବା ପ୍ରତିବାଦରେ କଂଗ୍ରେସ ଯୁବନେତା ତଥା ପୂର୍ବତନ ସମିତି ସଭ୍ୟ ସୁଶାନ୍ତ ବେହେରା ମଙ୍ଗଳବାର ବ୍ୟାରେଜ ଗେଟ୍‌ ଉପରକୁ ଚଢ଼ି ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଥିଲେ। ଖବରପାଇ…

ପଶିଆସିଛନ୍ତି ୧୫ ହାତୀ, ଲୋକେ ଆତଙ୍କିତ

ବଅଁରପାଳ, ୩୧।୭ (ଡି.ଏନ୍‌.ଏ.)-ବଅଁରପାଳ ବ୍ଲକ ମହୀଧରପୁର ଅଞ୍ଚଳକୁ ପଶି ଆସିଥିବା ଏକ ହାତୀପଲକୁ ନେଇ ମହୀଧରପୁର, ତଳମୂଳ, କାଳିହୁଣ୍ଡି, କୁରୁମିଠା, ମାଧିଆପଶି ଆଦି ଅଞ୍ଚଳର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ପଲରେ ୩ ଛୁଆ ହାତୀ ଥିବା ଖବର ପାଇ ହିନ୍ଦୋଳ…

ବଢୁଛି ଚୋରି: ସାହି ଜଗିବ ଠେଙ୍ଗା

ବନ୍ତଳା,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଉଛି। ପୋଲିସ ଗ୍ରାମାଞ୍ଚଳବାସଙ୍କ ଧନଜୀବନ ରକ୍ଷା ଉପରେ ଗୁରୁତ୍ୱ ଦେଉ ନ ଥିବାରୁ ଗଁା ଲୋକେ ଏଣିକି ନିଜେ ରାତି ଉଜାଗର ହୋଇ ସାହି ଜଗିବାକୁ ବିଭିନ୍ନ ସ୍ଥାନରେ ବୈଠକ…

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା: ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ ଦେଇଥିଲେ। ସମସ୍ତ…

ବୈଷ୍ଣବ ରାଉତ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ୮ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ଜିଲା ଦୌରାଜଜ୍‌ଙ୍କ ଅଦାଲତରେ ମଙ୍ଗଳବାର ବିଦାବନ୍ଧ ଗ୍ରାମର ବୈଷ୍ଣବ ରାଉତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାସ ଅଭିଯୁକ୍ତ ଦେବନ ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୮ବର୍ଷ ସଶ୍ରମ…

ଶ୍ରେଣୀଗୃହ ଅର୍ଥ ତୋସରପାତ ମାମଲା: ପ୍ରଧାନଶିକ୍ଷକଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧ା୭ – ଏକ ଶ୍ରେଣୀଗୃହ ନିର୍ମାଣ ବାବଦ ଅର୍ଥ ତୋସରପାତ ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୬ ଲକ୍ଷ…

ବ୍ୟାଙ୍କ ସୁରକ୍ଷା ଯାଞ୍ଚ କଲା ପୋଲିସ

ବ୍ରହ୍ମପୁର ପୋଲିସ, ୩୧ା୭- ବ୍ୟାଙ୍କ ସୁରକ୍ଷା ବ୍ୟବସ୍ଥାରେ ଢିଲା ରହିଥିବା ଯୋଗୁ ବିଗତ ଦିନରେ ଅନେକ ଗ୍ରାହକ ଠକେଇର ଶିକାର ହୋଇଥିବା ନଜିର ରହିଛି। ଏପରିକି ଗ୍ରାହକମାନେ ବିଭିନ୍ନ ସମୟରେ ବ୍ୟାଙ୍କରେ ନାନା ପ୍ରକାର ଠକେଇର ଶିକାର ହେଉଛନ୍ତି। ଗତ କିଛିଦିନ…

କୃଷି ସଙ୍କଟ ପାଇଁ ସରକାରୀ ନୀତି ଦାୟୀ

ବ୍ରହ୍ମପୁର ଅଫିସ୍‌,୩୧ା୭- ଅଖିଳ ଭାରତ କିଶାନ୍‌ ମଜଦୁର ସଭା (ଏଆଇକେଏମ୍‌ଏସ୍‌)ର ଦୁଇଦିନିଆ ସର୍ବଭାରତୀୟ ସାଧାରଣ ପରିଷଦ ଅଧିବେଶନ ମଙ୍ଗଳବାରଠାରୁ ପ୍ରକାଶମ୍‌ ହଲ୍‌ରେ ଆରମ୍ଭ ହୋଇଛି। ସଂଗଠନର ଜାତୀୟ ଉପ ସଭାପତି ସୁଶାନ୍ତ ଝା ବିପ୍ଳବୀ ପତାକା ଉତ୍ତୋଳନ କରିବା ପରେ ଅଧିବେଶନ…

ଜିଲାପାଳ ଧାନତଳି ରୋଇବା ପ୍ରସଙ୍ଗ ଟୁଇଟ୍‌ କରି ନବୀନ, ଧର୍ମେନ୍ଦ୍ରଙ୍କ ପ୍ରଶଂସା

ଛତ୍ରପୁର,୩୧ା୭(ଡି.ଏନ.ଏ)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଭରସା ଗାଁର ଏକ ଜମିରେ ଧାନତଳି ରୋଇଥିଲେ। ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ସହ ସୋସିଆଲ ମିଡିଆରେ ଫଟୋ ଓ ଭିଡିଓ…

୯ ଶିଶୁ ଶ୍ରମିକ ଉଦ୍ଧାର

କେନ୍ଦୁଝର, ୩୧ା୭ (ସ୍ବ.ପ୍ର.)-ମଙ୍ଗଳବାର ଅପରାହ୍ବରେ ଏକ ଘରୋଇ ବସ ଉପରେ ଚଢାଉ କରି ଶ୍ରମ ବିଭାଗ ନାବାଳିକା ଶିଶୁ ଶ୍ରମିକଙ୍କୁ ସ୍ଥାନୀୟ ପୋଲିସ ସହାୟତାରେ ଉଦ୍ଧାର କରିଛନ୍ତି। ସେମାନଙ୍କ ଘର ବାଂଶପାଳ ବ୍ଲକ ଶାଗପାଳି ଅଞ୍ଚଳରେ ବୋଲି ଜଣାପଡିଛି ା ଏହି…

ବାରଣ୍ଡାରେ ଚାଲିଛି ପାଠପଢ଼ା

ହାଟଡ଼ିହୀ, ୩୧।୭ (ଡି.ଏନ.ଏ.)-ସରକାର ଅଙ୍ଗନୱାଡ଼ି ପାଇଁ ଯୋଜନାମାନ କରି ସ୍ବାସ୍ଥ୍ୟ ପରିବେଶ ଓ ଉନ୍ନତ ମାନର ଗୃହ ପାଇଁ ଅନୁଦାନ ଯୋଗାଇ ଦେଉଛନ୍ତି । ପ୍ରଶାସନର ଅବହେଳା ପାଇଁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବହୁ ଅଙ୍ଗନୱାଡ଼ିର ଗୃହ ନ ଥିବାରୁ…

୭ମାସ ପରେ ଡାକ୍ତର ନିଯୁକ୍ତି

ଢେଙ୍କିକୋଟ, ୩୧ା୭(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଆଦିବାସୀ ଅଧ୍ୟୁଷିତ ଢେଙ୍କିକୋଟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୭ମାସ ହେଲା ଡାକ୍ତର ନ ଥିବାରୁ ଗରିବ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହି ଶୀର୍ଷକ ପାଠ ଅବ୍ୟବସ୍ଥା ଘେରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?