ଆମ ଜିଲା ଖବର

୬ ଫୁଟ ଲମ୍ବର ଅଜଗର ଉଦ୍ଧାର

କୋରୁକୋଣ୍ଡା,୩୦।୭( ଡି.ଏନ୍‌.ଏ.): ମାଲକାନଗିରି ଜିଲା କୁଡୁମୁଲୁଗୁମାସ୍ଥିତ ବିଶ୍ୱନାଥ ଗୌଡ଼ଙ୍କ ଘରୁ ମଙ୍ଗଳବାର ସକାଳେ ଏକ ୬ ଫୁଟ ଲମ୍ବର ଅଜଗର ଉଦ୍ଧାର କରାଯାଇଛି। ସକାଳେ ଘର ଭିତରେ ଏକ ଅଜଗର ସାପ ଦେଖି ବିଶ୍ୱନାଥଙ୍କ ପରିବାର ଲୋକେ ଭୟଭୀତ ହୋଇଯାଇଥିଲେ। ତେବେ…

କାଦେ ମାଝୀ ହତ୍ୟାକାଣ୍ଡ ଘଟଣା: ୨ ଗିରଫ

ପାଟଣା,୩୦।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗ୍ରାମର ଭାଲୁଘରା ସାହିର ୫୫ ବର୍ଷୀୟ ବୃଦ୍ଧ କାଦେ ମାଝୀଙ୍କୁ ଗତ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ସଂଘବଦ୍ଧ ଭାବେ ଗାଁ ଦାଣ୍ଡରେ ହତ୍ୟାକରିବା ପରେ କାଦେଙ୍କ ଘର ସମ୍ମୁଖରେ…

ଜରିମାନା ଆଦାୟକୁ ଗୋପାଳକଙ୍କ ବିରୋଧ: କମିଶନରଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୩୦।୭: ରାସ୍ତାରେ ଏଣେତେଣ ବୁଲି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ଗାଈ, ଗୋରୁ ଏବଂ ମଇଁଷି ମାଲିକଙ୍କଠାରୁ ଜରିମାନା ଆଦାୟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଅନ୍ୟପକ୍ଷେ ଜରିମାନା ଆଦାୟକୁ ବିରୋଧ କରି ମଙ୍ଗଳବାର…

ସ୍ତ୍ରୀଙ୍କୁ ମାରି କୂଅରେ ପକାଇବା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୩୦।୭:୨୦୧୬ ମସିହା ନଳଚନ୍ଦ୍ରପୁର ଗାଁରେ ଘଟିଥିବା ନବବଧୂ ହତ୍ୟା ଘଟଣାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ହତ୍ୟାକାରୀ ସ୍ବାମୀକୁ ୫ ବର୍ଷ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ଜରିମାନା ଅନାଦେୟ ହେଲେ ଅଧିକ…

ପୋଖରୀରେ ବୁଡି ବ୍ୟକ୍ତିଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୩୦।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା କୁରିଗାଁ ପଞ୍ଚାୟତ ଅସିହା ଗ୍ରାମ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମାୟାଧର ବାରିକ(୫୬)। ସୋମବାର ରାତିରେ ମାୟାଧର ଶୌଚହେବା ପାଇଁ ଯାଇ ଘରକୁ ଫେରି…

କୁକୁଡ଼ା ମୃତ୍ୟୁକୁ ନେଇ ଅଘଟଣ: କାଠ ଫାଳିଆ ମାଡ଼ରେ ନାବାଳିକାଙ୍କ ଜୀବନ ଗଲା

ନୂଆଗାଁ, ୩୦।୭: ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ ଗୋପୁର କୁମ୍ଭାରପଡ଼ା ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ କୁକୁଡ଼ାର ମୃତ୍ୟୁକୁ ନେଇ ଦୁଇ ପରିବାର ମଧ୍ୟରେ କଳହ ହୋଇଥିଲା। ଶେଷରେ ସମ୍ପର୍କୀୟ କାକାଙ୍କ…

୮୦ ବିସ୍ଥାପିତ ଶ୍ରମିକଙ୍କୁ ଉଠାଇନେଲା ପୋଲିସ

ଛତ୍ରପୁର, ୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ କାର୍ଯ୍ୟାଳୟରେ ସ୍ଥାୟୀ ନିଯୁକ୍ତି ଦାବିରେ ଗତ ଶନିବାରଠାରୁ ୮୦ ଶ୍ରମିକ ଧାରଣାରେ ବସିଥିଲେ। ଧାରଣାରେ ବସିଥିବା ବିସ୍ଥାପିତ ପରିବାରର ଉକ୍ତ ଶ୍ରମିକମାନଙ୍କୁ ମଙ୍ଗଳବାର ପୋଲିସ ସେଠାରୁ ଉଠାଇନେଇଛି। ସେମାନଙ୍କୁ…

ବସ୍‌ ଧକ୍କାରେ ମହିଳା ମୃତ, କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକୋ

ଗଞ୍ଜାମ,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ପୁଇଁତୋଳା ଗ୍ରାମ ନିକଟରେ ମଙ୍ଗଳବାର ଭୋରରେ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁଇଁତୋଳା ଗ୍ରାମର ଯୁଧିଷ୍ଠିର ନନ୍ଦଙ୍କ ସ୍ତ୍ରୀ ଅପସରି ନନ୍ଦ(୬୧)। ମିଳିଥିବା ସୂଚନାନୁଯାୟୀ, ଅପସରି…

ଗଛରେ ପିଟିହେଲା ମିକ୍ସର ମେଶିନ, ଯନ୍ତ୍ରୀ ମୃତ

ତୁମୁଡ଼ିବନ୍ଧ,୩୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧର ଡଡ଼ଙ୍ଗ ନିକଟରେ ସୋମବାର ବିଳମ୍ବିତ ରାତିରେ ମିକ୍ସର ମେଶିନ ଗାଡ଼ି ଗଛରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୂର୍ଯ୍ୟକାନ୍ତ ସେନାପତି।(୨୫)। ସୂର୍ଯ୍ୟକାନ୍ତ ଆର୍‌କେଡି ଠିକା ସଂସ୍ଥାର କାର୍ଯ୍ୟରତ ଯନ୍ତ୍ରୀ ବୋଲି ଜଣାପଡ଼ିଛି।…

ଧାନବିକ୍ରି ପ୍ରାପ୍ୟ ଟଙ୍କା ନ ମିଳିବାରୁ ଚାଷୀଙ୍କ ଭଦ୍ରକ – ଆଖଣ୍ଡଳମଣି ରାସ୍ତା ଅବରୋଧ

ଆରଡି, ୩୦ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତର ଶତାଧିକ ଚାଷୀ ମଙ୍ଗଳବାର ସକାଳେ ଭଦ୍ରକ-ଆଖଣ୍ଡଳମଣି ରାଜ୍ୟ ରାଜପଥ ଅବରୋଧ କରିଛନ୍ତି। ତେବେ ପ୍ରାପ୍ୟ ଟଙ୍କା ନ ମିଳିବାରୁ ଏହି ରାସ୍ତାରୋକୋ ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଗତ ଫେବୃୟାରୀ…

୯ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମନ୍‌ସୁନ୍‌ ଟ୍ରଫଲାଇନ୍‌ ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତୋଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ଏଥିସହ ୯ଟି ଜିଲାରେ ପ୍ରବଳ ବର୍ଷା ହେବାର ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି,…

ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବାସୁଦେବପୁର,୩୦।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା ଇଷ୍ଟକୋଷ୍ଟ କେନାଲ ଛକ ନିକଟରୁ ମଙ୍ଗଳବାର ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଚୁଡ଼ାମଣି ସାମୁଦ୍ରିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?