କୋର୍ଟ ରୁମ୍ରେ ଧସେଇ ପଶିଲେ ଲୋକେ
ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ କୋର୍ଟରୁମ୍ରେ ସୋମବାର ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ହେଲେ ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଶିବିର ଆରମ୍ଭ ହେବାରୁ ସେଠାରେ ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିଲା। ବର୍ଷା ସତ୍ତ୍ୱେ ଲୋକେ ସେମାନଙ୍କ ଅଭିଯୋଗ…
ରୋଟାରୀ କ୍ଲବ ଅନୁଗୋଳ ରୟାଲର ଅଧିଷ୍ଠାନ ଉତ୍ସବ:ସମାଜ ସେବା ବିସ୍ତାରିତ କରିବାକୁ ଆହ୍ବାନ
ଅନୁଗୋଳ ଅଫିସ, ୩୦।୭ଅନୁଗୋଳ ରୋଟାରୀ କ୍ଲବ ରୟାଲର ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ହୋଟେଲ କମଲେଶ କଣ୍ଟିନେଣ୍ଟାଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସଭାପତି ପ୍ରଭାତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ଜିଲା ଗଭର୍ନର ରବି ନାରାୟଣ…
ଜାତୀୟ କିକ୍ ବକ୍ସିଂରେ ଚମକିଲେ ଢେଙ୍କାନାଳର କ୍ରୀଡ଼ାବିତ୍
ଢେଙ୍କାନାଳ ଅଫିସ, ୩୦ା୭ ହରିୟାଣାର ରୋହତକରେ ଆୟୋଜିତ ଜାତୀୟ ସିନିୟର କିକ୍ ବକ୍ସିଂ ପ୍ରତିଯୋଗିତାରେ ଚମକିଛନ୍ତି ଢେଙ୍କାନାଳର କ୍ରୀଡ଼ାବିତ୍। ଏଥିରେ ଭାଗ ନେଇଥିବା ଖ୍ୟାତନାମା ମହିଳା କିକ୍ବକ୍ସର କୀର୍ତ୍ତିରାଣୀ ସାହୁ ୩ଟି ସ୍ବର୍ଣ୍ଣପଦକ ହାସଲ କରି ଜିଲାର ଗୌରବ ବଢ଼ାଇଛନ୍ତି। ସେହିପରି…
୩୪୬ଛାତ୍ରୀଙ୍କୁ ସାନିଟାରି ନାପ୍କିନ
ସୋନପୁର,୨୯।୭(ନି.ପ୍ର.): ସୋନପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ସ୍ବାସ୍ଥ୍ୟ ସଚେତନତା ଓ ସାନିଟାରି ନାପ୍କିନ ‘ଖୁସି’ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତନୁ କୁମ୍ଭକାରଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା।…
ଶ୍ରୀଲୋକନାଥଙ୍କ ପୀଠରେ ଜଳ ଲାଗିକଲେ ୩୨ ହଜାର କାଉଡ଼ିଆ
ପୁରୀ ଅଫିସ, ୨୯ା୭: ଶ୍ରାବଣ ମାସ ଦ୍ୱିତୀୟ ସୋମବାର ଶ୍ରୀଲୋକନାଥଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ ହୋଇଥିଲା। ରାଜ୍ୟର ବିଭିନ୍ନ ନଦୀରୁ ଜଳ ଆଣି ୩୨,୩୦୦ କାଉଡ଼ିଆ ଶ୍ରୀଲୋକନାଥଙ୍କୁ ଜଳ ଲାଗି କରିଛନ୍ତି। ତେବେ ରବିବାର ରାତିରେ ଲଗାଣ ବର୍ଷା ଯୋଗୁ…
ଘୁଙ୍ଗିନାଳ ଉପରେ ୪ଫୁଟର ପାଣି, ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବଚ୍ଛିନ୍ନ
ବୀରମହାରାଜପୁର, ୨୯।୭ (ଡି.ଏନ.ଏ.): ରବିବାର ରାତିରେ ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପାନ୍ତ ଅଞ୍ଚଳର ବିଭିନ୍ନ ଯୋର ଓ ନାଳରେ ବଢ଼ିପାଣି ଆସିଛି। ଏଥିଯୋଗୁ ଅନେକ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବ୍ଲକର ଭୁତିଆପାଲି ଓ ଲୁତୁରପଙ୍କ…
ମେଡିକାଲ କଲେଜ ସମସ୍ୟା ନେଇ ଦାବିପତ୍ର
ବାରିପଦା ଅଫିସ,୨୯।୭- ମୟୂରଭଞ୍ଜ ଜିଲାରେ ସ୍ବାସ୍ଥ୍ୟସେବାକୁ ଉନ୍ନତ କରିବା ପାଇଁ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇଥିଲା। ମାତ୍ର ଏହି ମେଡିକାଲ କଲେଜ ଓ ହସ୍ପିଟାଲ ଏବେ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏଭଳିି ଅଭିଯୋଗ କରିଛି ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚ।…
ପଦଯାତ୍ରାରେ ରାଜଧାନୀ ବାହାରିଲେ ସେବାୟତ: ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇବେ
ବାରିପଦା ଅଫିସ,୨୯।୭- ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ରର ମାନ୍ୟତା ସହିତ ପୂର୍ଣ୍ଣ କ୍ଷମତାପ୍ରାପ୍ତ ସ୍ଥାୟୀ ଦେବୋତ୍ତର ନିର୍ବାହୀ ନିଯୁକ୍ତି, ଦେବୋତ୍ତର ସମ୍ପତ୍ତିର ପୁନରୁଦ୍ଧାର ସହ ସୁରକ୍ଷା, ସେବାୟତମାନେ ପାଇ ଆସୁଥିବା ସର୍ବନିମ୍ନ ମାସିକ ଭତ୍ତା ବୃଦ୍ଧି ଆଦି ବିଭିନ୍ନ ଦାବି ନେଇ ସୋମବାର…
ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍: ସିଂହଦ୍ୱାରରେ ମହାଦୀପ ଦାନ, ରସଗୋଲା ଭୋଗ
ପୁରୀ ଅଫିସ, ୨୯ା୭: ଓଡ଼ିଶା ରସଗୋଲାକୁ ମିଳିଛି ଜିଆଇ ଟ୍ୟାଗ୍। ଓଡ଼ିଶା ରସଗୋଲା ପାଇଛି ଭୌଗଳିକ ପରିଚୟ। ମାଡ୍ରାସ ଜିଆଇ କାର୍ଯ୍ୟାଳୟରୁ ଏହି ମାନ୍ୟତା ମିଳିବା ପରେ ସମଗ୍ର ରାଜ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। ସୋସିଆଲ ମିଡ଼ିଆରେ ଛାଇଯାଇଛି ରସଗୋଲା ଓଡ଼ିଶାର।…
ବିଲରେ ଚାଷୀଙ୍କ ସନ୍ଦେହଜନକ ମୃତ୍ୟୁ
ବାସୁଦେବପୁର, ୨୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗଁା ଗ୍ରାମର ଶତୃଘ୍ନ ମଳିକ ନାମକ ଜଣେ ଚାଷୀଙ୍କର ସୋମବାର ପୂର୍ବାହ୍ନରେ ବିଲରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ବାସୁଦେବପୁର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ…
ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ
ହିଞ୍ଜିଳିକାଟୁ,୨୯ା୭(ଡି.ଏନ୍.ଏ.)- ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରାଠାରେ ରବିବାର ସନ୍ଧ୍ୟାରେ ବିଲରେ ହଳ କରୁଥିବାବେଳେ ଏକ ଟ୍ରାକ୍ଟର ଓଲଟି ପଡିବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଉକ୍ତ ଗ୍ରାମର କାହ୍ନୁ ଦାଶ। ପ୍ରକାଶ ଯେ, କାହ୍ନୁ ରବିବାର ସନ୍ଧ୍ୟାରେ ଦାରୁଭଦ୍ରା ଗ୍ରାମର ଏକ…
କୋରାପୁଟ: ସୋମବାର ୧୭୧୮.୬ ମିମି ବର୍ଷା ରେକର୍ଡ, କୋଟପାଡ଼ରେ ସର୍ବାଧିକ
କୋରାପୁଟ,୨୯।୭(ସ୍ବ.ପ୍ର.)- କୋରାପୁଟ ଜିଲାରେ ସୋମବାର ୧୭୨୮.୬ ମିଲିମିଟର ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୧୯୩ ମିମି ବର୍ଷା ହୋଇଥିବା ଜିଲା ଜରୁରୀ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି। ସେହିପରି ଜିଲାର ବୈପାରିଗୁଡା ବ୍ଲକରେ୧୭୫ ମିମି ବର୍ଷା ହୋଇଥିବାବେଳେ କୁନ୍ଦ୍ରା ବ୍ଲକରେ…

