ସମନ୍ବିତ ଶିଶୁ ବିକାଶ ସେବା ଯୋଜନା ବାଟବନା:ଭଡ଼ା ଘରେ ଚାଲିଛେ ୩ ଅଙ୍ଗନଓ୍ବାଡି କେନ୍ଦ୍ର
ସିନାପାଲି, ୨୯।୭ (ଡି.ଏନ୍.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଅନେକ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜର ଘର ନଁାଇଁନ। ଯେନ୍ଥିରଲାଗି ଅନେକ କେନ୍ଦ୍ର ଭଡ଼ା ଘରେ ଚାଲୁଥିଲାବେଲେ ସେଠାନେ ଛୁଆକର ପାଠ୍ପଢ଼ା ସଂଗେ ରଁଧା ଖାଏଦ୍ ଦିଆଯାଉଛେ। ଇ ବାବ୍ଦେ ବାରବାର ପରଶାସନକେ…
ଜିଲା ସାମ୍ବାଦିକ ସଂଘର ବାର୍ଷିକ ଅଧିବେଶନ: ‘ସମନ୍ବୟ ହିଁ ବିକାଶର ଚାବିକାଠି’
ଢେଙ୍କାନାଳ ଅଫିସ, ୨୯ା୭: ସମନ୍ବୟ ହିଁ ବିକାଶର ଚାବିକାଠି। ଗଣମାଧ୍ୟମ, ଜନସାଧାରଣ, ରାଜନେତା ଏବଂ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ବିକାଶ ସମ୍ଭବ। ଗଣମାଧ୍ୟମ ପ୍ରତିନିଧି ସାମାଜିକ ବ୍ୟବସ୍ଥାର ସତର୍କ ପ୍ରହରି। ସେମାନେ ବ୍ୟକ୍ତିଗତ ସ୍ବାର୍ଥ ପାଇଁ ସାମୂହିକ ସ୍ବାର୍ଥକୁ…
ପ୍ରଶାସନ ଦେଖାଇଲା ତତ୍ପରତା: ପୁଣିଥରେ ସହର ଜଗିବ ସିସିଟିଭି
ଢେଙ୍କାନାଳ ଅଫିସ, ୨୯।୭: ଢେଙ୍କାନାଳ ପୌରାଞ୍ଚଳରେ ଅଚଳ ହୋଇପଡ଼ିଥିବା ସିସିଟିଭିଗୁଡ଼ିକୁ ପୁନର୍ବାର କାର୍ଯ୍ୟକ୍ଷମ କରାଇବାକୁ ପ୍ରକାଶ ପାଇଛି ପ୍ରଶାସନିକ ତତ୍ପରତା। ଜନଗହଳିପୂର୍ଣ୍ଣ ସ୍ଥାନରେ ଲାଗିଥିବା ସିସିଟିଭିଗୁଡ଼ିକର ମରାମତି ଆରମ୍ଭ ହୋଇଛି। ଏହା ଆପରାଧିକ କାର୍ଯ୍ୟକଳାପ ରୋକିବାରେ ସହାୟକ ହେବ ବୋଲି ଆଶାବ୍ୟକ୍ତ…
ଭରତପୁର କୋଇଲା ଖଣି ଦୁର୍ଘଟଣା: ଏମ୍ସିଏଲ୍ର କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନବାଚୀ
ତାଳଚେର,୨୯ା୭(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡ (ଏମ୍ସିଏଲ୍)ର ଭରତପୁର କୋଇଲା ଖଣିରେ ଗତ ୨୩ ତାରିଖ ରାତିରେ ଘଟିଥିବା ଦୁର୍ଘଟଣାରେ ଏଯାଏ ୩ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। କୋଇଲା ତଳେ ପୋତି ହୋଇ ରହିଥିବା ଆଉ ଜଣଙ୍କ…
ଶିକ୍ଷକ ଅଭାବ, ଶିକ୍ଷାଦାନରେ ଅବ୍ୟବସ୍ଥା; ଗୋଟିଏ ଶ୍ରେଣୀଗୃହରେ ୩ ଗୁଣା ପିଲା
ଅନୁଗୋଳ ଅଫିସ, ୨୯।୭: ଅନୁଗୋଳ ଜିଲାରେ ଶିକ୍ଷକ ଅଭାବ ସମସ୍ୟା ଯୋଗୁ ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ବର୍ଷ ବର୍ଷ ଧରି ଶିକ୍ଷକ ନିଯୁକ୍ତି ଦିଆଯାଉ ନ ଥିବାରୁ ଏହି ସମସ୍ୟା ଏବେ ପୂରା ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଦେବାକୁ ବସିଛି।…
ବର୍ଷା କମ୍ ଯୋଗୁ ଚାଷ କାର୍ଯ୍ୟ ପ୍ରଭାବିତ
ଭଞ୍ଜନଗର,୨୯।୭(ଡି.ଏନ.ଏ)-ଚଳିତବର୍ଷ ରାଜ୍ୟରେ ଏ ପର୍ଯ୍ୟନ୍ତ ଆବଶ୍ୟକ ପରିମାଣର ବର୍ଷା ହୋଇନାହିଁ। ଫଳରେ ଚାଷ କାର୍ଯ୍ୟ ବିଶେଷ ଭାବେ ପ୍ରଭାବିତ ହୋଇଛି । ଧାନତଳି ପୋଡ଼ି ନଷ୍ଟ ହେବା ଆଶଙ୍କା ରହିଛି । ପ୍ରତ୍ୟେକ ଜିଲାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ରାଜ୍ୟ…
ସୁନା ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ: ଜବତ ୬୮.୧୩ ଲକ୍ଷ ଟଙ୍କାର ଖୋଳତାଡ
ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬ ତାରିଖରେ କଲିକତାର ରେଳବାଇ ପ୍ରୋଟେକ୍ସନ ଫୋର୍ସ (ଆରପିଏଫ) ହାୱଡା ଷ୍ଟେଶନରୁ ପ୍ରସାଦଙ୍କର ଜଣେ କର୍ମଚାରୀ…
ଛେଳି ଚୋର ସନ୍ଦେହ: ଅଭିଯୁକ୍ତଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ
ଆସିକା,୨୯ା୭(ଡି.ଏନ୍.ଏ): ଗାଙ୍ଗପୁର ଥାନା ପଳାସପଲ୍ଲୀ ଗ୍ରାମରେ ରବିବାର ପୂର୍ବାହ୍ନରେ ସାଇକଲରେ ବୁଲି ମାଂସ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କୁ ଛେଳି ଚୋର ସନ୍ଦେହରେ ଗ୍ରାମବାସୀ ପୋଲିସ ଜିମା ଦେଇଛନ୍ତି। ଗତ ଶନିବାର ରାତିରେ ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ ଗୁହାଳରୁ ଗୋଟିଏ…
ଗଞ୍ଜାମରେ ବ୍ୟାପୁଛି କାମଳ ରୋଗ; ୨୦୧୬ରୁ ୫୪୯ ଆକ୍ରାନ୍ତ
ବ୍ରହ୍ମପୁର ଅଫିସ୍,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ ହୋଇଛି। ସରକାରୀ ତଥ୍ୟ ଅନୁଯାୟୀ, ୨୦୧୬ରେ ଜିଲାରେ ୧୧୩ ହେପାଟାଇଟିସ୍-ବି ରୋଗୀ ଚିହ୍ନଟ ହୋଇଥିବା…
ଋଣ ଟଙ୍କା ମାଗିବାରୁ ଯୁବକଙ୍କୁ ମାଡ଼
ଗୋପାଳପୁର,୨୯ା୭: ଋଣ ଟଙ୍କା ମାଗିବାରୁ ୩ଜଣ ଯୁବକ ମିଶି ଜନୈକ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏହି ଥାନା ନୂଆବକ୍ସିପଲ୍ଲୀ ଗ୍ରାମର କେ. ରମେଶ ୩ ଜଣ ଯୁବକଙ୍କ ସହ ମିଶିି ଶନିବାର ରାତି…
କାୟକଳ୍ପ ଆୱାର୍ଡ ପାଇଁ ଆକଳନ: ବହୁ ପଛରେ ଗଞ୍ଜାମର ୨୦ ସ୍ବାସ୍ଥ୍ୟକେନ୍ଦ୍ର
ଛତ୍ରପୁର,୨୯ା୭(ଡି.ଏନ.ଏ.)-କାୟକଳ୍ପ ଆୱାର୍ଡ ପାଇବା ପାଇଁ ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରର ଇଣ୍ଟରନାଲ ଆସେସମେଣ୍ଟ ସରିଛି । ଏଥିରୁ ମିଳିଥିବା ସୂଚନା ଅନୁସାରେ ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲ ସମେତ ୨୦ ସ୍ବାସ୍ଥ୍ୟକେନ୍ଦ୍ର ଆଓ୍ବାର୍ଡ ପାଇଁ ଥିବା ସମସ୍ତ ସର୍ତ୍ତ ପୂରଣ କରିବାରେ…
ପୁଣି ଥରିବ କଣ୍ଟିପାଳର କୁଆମରା ହୁଡ଼ି
ଆନନ୍ଦପୁର,୨୯। ୭(ସ୍ବ.ପ୍ର.)- ଆନନ୍ଦପୁର ବ୍ଲକ କଣ୍ଟିପାଳରେ ଥିବା କୁଆମରା ହୁଡିରେ ପୁଣି ବ୍ଲାଷ୍ଟିଂ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ବର୍ଷକ ତଳୁ କୁଆମରା ହୁଡିରେ ଆବଶ୍ୟକ ମାଇନିଂ ପ୍ଲାନ୍, ପରିବେଶ ମଞ୍ଜୁରି ନଥିବାରୁ ଏଠାରେ ବେଆଇନ୍ ବ୍ଲାଷ୍ଟିଂ ଏବଂ କ୍ରସରକୁ ବନ୍ଦ…

