ଆମ ଜିଲା ଖବର

ସଦ୍ୟ ନିୟମିତ ଶିକ୍ଷକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ରଣପୁର,୨୯ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ରବିବାର ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଦ୍ୟ, ନିୟମିତଥିବା ୨୦୧୧ ବ୍ୟାଚ୍‌ର ୬୧ଜଣ ଶିକ୍ଷା ସହାୟକ,…

କୁଟୁରା ମାଂସ ଜବତ, ୩ ଗିରଫ

ରଣପୁର,୨୯ା୭ (ସ୍ବ.ପ୍ର.): ଖୋର୍ଦ୍ଧା ବନଖଣ୍ଡ ରଣପୁର ବନ ବିଭାଗ ଅଧୀନ ଆଖୁପଦରଠାରେ ବିଭାଗୀୟ କର୍ମଚାରୀମାନେ ରବିବାର ଚଢ଼ାଉ କରି ପ୍ରାୟ ୫ କେଜି କୁଟୁରା ମାଂସ ଓ ଏକ ମୋଟର ସାଇକେଲ ଜବତ କରିଛନ୍ତି। ଏହି ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ…

ପ୍ରଚୁର ଜଳ ଉତ୍ସ ସତ୍ତ୍ୱେ ହେଉନି ସଂରକ୍ଷଣ : ଜାରି ରହିଛି ମହାନଦୀ ଜଳ ବିବାଦ

ଖଣ୍ଡପଡ଼ା,୨୯ା୭-ଦେଶ ସ୍ବାଧୀନ ହେବାର ୧ ବର୍ଷ ପରେ ଅର୍ଥାତ୍‌ ୧୯୪୮ ମସିହାରୁ ଓଡିଶାରେ କୃଷିର ଉନ୍ନତି ପାଇଁ ଜଳସେଚନ ଏବଂ ବିଦ୍ୟୁତ୍‌ ଦେଖାଦେଇଛି। ଉତ୍ପାଦନ ଲକ୍ଷ୍ୟରେ ମହାନଦୀର ଉପର ମୁଣ୍ଡରେ ହିରାକୁଦ ନଦୀବନ୍ଧ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୧୯୫୭ ମସିହାରେ…

ଆର୍‌ଟିଆଇ ସଂଶୋଧନକୁ ବିରୋଧ

ଫୁଲବାଣୀ ଅଫିସ, ୨୮।୭-କେନ୍ଦ୍ର ସରକାର ଆରଟିଆଇ ବିଲ୍‌ ସଂଶୋଧନ ଆଣି ଉଭୟ ସଦନରେ ପାରିତ କରିଛନ୍ତି। ହେଲେ ଏହା ଠିକ୍‌ ନୁହେଁ ବୋଲି ଆର୍‌ଟିଆଇ (ଜନ ସୂଚନା ଅଧିକାର) କର୍ମୀ କହିଛନ୍ତି। ଏହି କ୍ରମରେ ରବିବାର ଫୁଲବାଣୀର ସୂଚନା ଅଧିକାରୀ କର୍ମୀ…

ବଳାକତ୍।ର ଅଭିଯୋଗରେ ଯୁବକ ଗିରଫ

ବୁଗୁଡ଼ା,୨୮।୭(ଡି.ଏନ.ଏ.)-ଜନୈକା ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିବା ଏବଂ ତାଙ୍କର ଅଶ୍ଳୀଳ ଭିଡିଓକୁ ଭାଇରାଲ କରିବା ଅଭିଯୋଗରେ ବୁଗୁଡ଼ା ପୋଲିସ ରବିବାର ଜଣେ ଯୁବକଙ୍କୁ କୋର୍ଟଚାଲାଣ କରିିଛି। ଗିରଫ ଯୁବକ ହେଲେ ବୁଗୁଡ଼ା ଥାନା ଭୋଗଡ଼ା ଗ୍ରାମର ସଞ୍ଜୟ…

ଲକ୍ଷାଧିକ ଟଙ୍କା ଲୁଟିଲେ ଦୁର୍ବୃତ୍ତ

ଗୋପାଳପୁର,୨୮।୭-ଗୋଳନ୍ଥରା ଥାନାଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ଶନିବାର ମଧ୍ୟରାତ୍ରିରେ ଦୁର୍ବୃତ୍ତମାନେ ଦୁଇଟି ଘରୁ ଚୋରି କରିଥିବା ବେଳେ ଅନ୍ୟ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଛନ୍ତି। ଉକ୍ତ ଥାନା ଗୋବିନ୍ଦପୁର ଗ୍ରାମରେ ପ୍ରଫୁଲ୍ଲ…

ଓଲଟିଲା ନାଇଟ୍‌ କୋଚ ବସ୍‌, ୨୫ ଆହତ

ବଇଣ୍ଡା, ୨୮ା୭(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ନାକିଚିସ୍ଥିତ ଛେଳିଆଢିପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ନାଇଟ୍‌ କୋଚ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଛି। ଦୁର୍ଘଟଣାରେ ବସ୍‌ରେ ଥିବା ୨୫ ଜଣ ଯାତ୍ରୀ…

ଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମା

ପୁରୀ ଅଫିସ, ୨୮ା୭: ଶ୍ରାବଣ କୃଷ୍ଣପକ୍ଷ ଏକାଦଶୀକୁ ଚକ୍ରବୁଲା ଏକାଦଶୀ କୁହାଯାଏ। ରବିବାର ଏହି ଚକ୍ରବୁଲା ଏକାଦଶୀରେ ପରମ୍ପରା ଅନୁଯାୟୀ, ଚକ୍ରନାରାୟଣ ଶ୍ରୀକ୍ଷେତ୍ରର ୪ ଆଶ୍ରମ ପରିକ୍ରମା କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ମହାପ୍ରଭୁ ଧାରଣ କରୁଥିବା…

ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣି ଉଠାଇଲେ କାଉଡ଼ିଆ

କୋଣାର୍କ, ୨୮।୭(ଡି.ଏନ୍‌.ଏ.)-ମାନସିକ ବ୍ରତକୁ ସଫଳ କରିବା ନେଇ ହଜାର ହଜାର କାଉଡ଼ିଆ ରବିବାର ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣିଭାର ଉଠାଇ ଶୈବପୀଠ ଅଭିମୂଖେ ଯାତ୍ରା ଆରମ୍ଭ କରିଛନ୍ତି। ଶ୍ରାବଣ ମାସ ପବିତ୍ର ସୋମବାର ପରିପ୍ରେକ୍ଷୀରେ ହଜାର ହଜାର କାଉଡିଆ ଚନ୍ଦ୍ରଭାଗା ତୀର୍ଥ…

ମହାପ୍ରଭୁଙ୍କ ପ୍ରତି ଅସମ୍ମାନ:ତୁଳସୀ ମାଳ ପକାଇ ଶ୍ରୀମନ୍ଦିର ପ୍ରରିକ୍ରମା କଲେ ସାଧୁ

ପୁରୀ ଅଫିସ, ୨୮ା୭: ଶ୍ରୀକ୍ଷେତ୍ର ମାଟିରେ ପୁଣି ଶ୍ରମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କ ପ୍ରତି ଅସମ୍ମାନ। କଳା ଠାକୁରଙ୍କ ଶ୍ରୀମସ୍ତକରେ ଶୋଭା ପାଉଥିବା ତୁଳସୀ ମାଳକୁ ବେକରେ ଧାରଣ କରି ବଡ଼ଦେଉଳ ପରିକ୍ରମା କରିଛନ୍ତି ମହାରାଷ୍ଟ୍ରର ସାଧୁ ମହାମଣ୍ଡଳେଶ୍ୱର ଶାନ୍ତିଗିରିଜୀ ମହାରାଜ। କେବଳ…

ବୋହୂଙ୍କୁ ମାଡ଼ମାରି ଶ୍ୱଶୁର ଗିରଫ

ବାଲିଅନ୍ତା,୨୮।୭(ଡି.ଏନ୍‌.ଏ.)- ଘରୋଇ କଳହକୁ ନେଇ ବୋହୂଙ୍କୁ ଗାଳିଗୁଲଜ ସହ ମାଡ଼ମାରିବା ଅଭିଯୋଗରେ ବାଲିଅନ୍ତା ପୋଲିସ ରବିବାର ଜଣେ ଶ୍ୱଶୁରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭିଙ୍ଗାରପୁର ଜ୍ୟୋତିଷ ସାହିର ରଘୁନାଥ ସେନାପତି(୫୮)। ତଦନ୍ତକାରୀ ଅଧିକାରୀ ଏସଆଇ ତୃପ୍ତିମୟୀ ରାଉତଙ୍କ…

ସୋନପୁର ପ୍ରିମିୟର ଫୁଟବଲ ଲିଗ: ଯତୀନ୍‌ ଫାଇଟର ଚାମ୍ପିୟନ

ସୋନପୁର,୨୮ା୭(ନି.ପ୍ର.):ଯତୀନ୍‌ ଫାଇଟର ସୋନପୁର ପ୍ରିମିୟର ଫୁଟବଲ ଲିଗ୍‌ ଚାମ୍ପିୟନ ହୋଇଛି। ସୋନପୁର ବୁଢି ସମଲେଇ ଫୁଟବଲ କ୍ଲବ ପକ୍ଷରୁ ସ୍ଥାନୀୟ କଲେଜ ପଡିଆରେ ଚାଲିଥିବା ଲିଗ୍‌ର ରବିବାର ଥିଲା ବହୁ ପ୍ରତିକ୍ଷିତ ଫାଇନାଲ ମ୍ୟାଚ୍‌। ଯତୀନ୍‌ ଫାଇଟର ଓ ସୁରେଶ୍ୱରୀ ୱାରିୟର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?