ଆମ ଜିଲା ଖବର

ମହାପ୍ରଭୁଙ୍କ ପ୍ରତି ଅସମ୍ମାନ:ତୁଳସୀ ମାଳ ପକାଇ ଶ୍ରୀମନ୍ଦିର ପ୍ରରିକ୍ରମା କଲେ ସାଧୁ

ପୁରୀ ଅଫିସ, ୨୮ା୭: ଶ୍ରୀକ୍ଷେତ୍ର ମାଟିରେ ପୁଣି ଶ୍ରମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କ ପ୍ରତି ଅସମ୍ମାନ। କଳା ଠାକୁରଙ୍କ ଶ୍ରୀମସ୍ତକରେ ଶୋଭା ପାଉଥିବା ତୁଳସୀ ମାଳକୁ ବେକରେ ଧାରଣ କରି ବଡ଼ଦେଉଳ ପରିକ୍ରମା କରିଛନ୍ତି ମହାରାଷ୍ଟ୍ରର ସାଧୁ ମହାମଣ୍ଡଳେଶ୍ୱର ଶାନ୍ତିଗିରିଜୀ ମହାରାଜ। କେବଳ…

ବୋହୂଙ୍କୁ ମାଡ଼ମାରି ଶ୍ୱଶୁର ଗିରଫ

ବାଲିଅନ୍ତା,୨୮।୭(ଡି.ଏନ୍‌.ଏ.)- ଘରୋଇ କଳହକୁ ନେଇ ବୋହୂଙ୍କୁ ଗାଳିଗୁଲଜ ସହ ମାଡ଼ମାରିବା ଅଭିଯୋଗରେ ବାଲିଅନ୍ତା ପୋଲିସ ରବିବାର ଜଣେ ଶ୍ୱଶୁରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭିଙ୍ଗାରପୁର ଜ୍ୟୋତିଷ ସାହିର ରଘୁନାଥ ସେନାପତି(୫୮)। ତଦନ୍ତକାରୀ ଅଧିକାରୀ ଏସଆଇ ତୃପ୍ତିମୟୀ ରାଉତଙ୍କ…

ସୋନପୁର ପ୍ରିମିୟର ଫୁଟବଲ ଲିଗ: ଯତୀନ୍‌ ଫାଇଟର ଚାମ୍ପିୟନ

ସୋନପୁର,୨୮ା୭(ନି.ପ୍ର.):ଯତୀନ୍‌ ଫାଇଟର ସୋନପୁର ପ୍ରିମିୟର ଫୁଟବଲ ଲିଗ୍‌ ଚାମ୍ପିୟନ ହୋଇଛି। ସୋନପୁର ବୁଢି ସମଲେଇ ଫୁଟବଲ କ୍ଲବ ପକ୍ଷରୁ ସ୍ଥାନୀୟ କଲେଜ ପଡିଆରେ ଚାଲିଥିବା ଲିଗ୍‌ର ରବିବାର ଥିଲା ବହୁ ପ୍ରତିକ୍ଷିତ ଫାଇନାଲ ମ୍ୟାଚ୍‌। ଯତୀନ୍‌ ଫାଇଟର ଓ ସୁରେଶ୍ୱରୀ ୱାରିୟର୍ସ…

କୃଷିବୀମାରେ ଅନିୟମିତତା, ଆନ୍ଦୋଳନ ପାଇଁ ସଜବାଜ

ପଦ୍ମପୁର, ୨୮।୭ (ଡି.ଏନ.ଏ):ପଦ୍ମପୁର ଅଞ୍ଚଳର ଚାଷୀମାନଙ୍କୁ ବୀମା କମ୍ପାନୀ ଚଞ୍ଚକତା କରିଥିବାରୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏ ସମ୍ପର୍କରେ ପ୍ରଶାସନକୁ ବହୁବାର ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ । ବରଂ ଚାଷୀଙ୍କ ମନୋବଳ ଭାଙ୍ଗିବା ପାଇଁ ଚେଷ୍ଟା…

ରାସ୍ତାରେ ସାରୁଗଛ ପୋତି ପ୍ରତିବାଦ

ଖଇରା, ୨୮।୭(ଡି.ଏନ.ଏ.)-୩ବର୍ଷ ତଳେ ନିର୍ମିତ ହୋଇଥିବା ସୋର-କୁପାରୀ ରାଜ୍ୟ ରାଜପଥର ଅବସ୍ଥା ଶୋଚନୀୟ ହେବାକୁ ବସିଲାଣି। ରାସ୍ତାର ସ୍ଥାନେ ସ୍ଥାନେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ପରେ ପ୍ରତ୍ୟେକ ଦିନ ବାଇକ୍‌ ଓ ସାଇକେଲ ଆରୋହୀମାନେ ଦୁର୍ଘଟଣାର ଶିକାର ହେଉଛନ୍ତି।…

ଉଚ୍ଚଶିକ୍ଷାରେ ଅର୍ଥ ବାଧକ :ସହାୟତା ଅପେକ୍ଷାରେ ମେଧାବୀ ଆଦିବାସୀ ଛାତ୍ର କୃଷ୍ଣଚନ୍ଦ୍ର

କେନ୍ଦୁଝର, ୨୮ା୭ (ସ୍ବ.ପ୍ର.)- ପରିବାରର ଆର୍ଥିକ ଅନଟନ ଯୋଗୁ ନାନା ସମସ୍ୟା ମଧ୍ୟରେ ପାଠ ପଢୁଥିବା ମେଧାବୀ ତଥା ଭିନ୍ନକ୍ଷମ ଆଦିବାସୀ ଛାତ୍ର କୃଷ୍ଣଚନ୍ଦ୍ର ଦେହୁରି ପରିସ୍ଥିତି ସହ ଲଢେଇ କରି ଚାଲିଛନ୍ତି। ହଦଗଡ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରୁ ଏଥର…

ଚାଷୀ ଆତ୍ମହତ୍ୟା ଘଟଣା:ଜିଲାପାଳଙ୍କୁ ଭେଟିଲା ଚାଷୀ ମୂଲିଆ ସଂଘ

ବାଲେଶ୍ୱର ଅଫିସ,୨୮।୭-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମର ସୁଶାନ୍ତ କୁମାର ବେହେରା ଗତ ୨୩ତାରିଖରେ ଋଣ ବୋଝ ସହି ନ ପାରି ଆତ୍ମହତ୍ୟା କରିଥିଲେ। ମୃତକଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ଓ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇ…

ସାହିତ୍ୟିକ ବିଭୂତିଙ୍କୁ ‘ଶଚୀଦେବୀ’ ସମ୍ମାନ

ତିହିଡ଼ି, ୨୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ କୋହ୍ଲ ଗ୍ରାମର ସାହିତ୍ୟିକ ବିଭୂତି ଭୂଷଣ ସେନାପତିଙ୍କୁ ଶନିବାର ‘ଶଚୀଦେବୀ’ ସମ୍ମାନ ପ୍ରଦାନ କରାଯାଇଛି। ଭୁବନେଶ୍ୱର ବୁଦ୍ଧ ମନ୍ଦିରରେ ଶିଳାଶ୍ରୀ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାରସ୍ବତ ସମାରୋହରେ ତାଙ୍କୁ ଏହି…

ଜୁଆ ଆଡ୍ଡାରେ ଚଢ଼ାଉ: ୧୧ ଜୁଆଡ଼ି ଗିରଫ

ଦିଗପହଣ୍ଡି, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ପୋଲିସ ପକ୍ଷରୁ ୨ଟି ଜୁଆ ଆଡ୍ଡାରେ ଅତର୍କିତ ଚଢ଼ାଉ କରି ୧୧ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୨୧ ହଜାର ଟଙ୍କା, ତାସ ଓ ଏକ ଜରିପାଲ ଜବତ ହୋଇଛି। ଶନିବାର ସନ୍ଧ୍ୟାରେ…

ପୋଲରେ ଧକ୍କାଦେଇ ୨୦ ଫୁଟ ତଳକୁ ଖସିଲା ଡମ୍ପର: ଚାଳକ ମୃତ

ବଡବିଲ,୨୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ୧୦ ନଂ. ରାଜ୍ୟ ରାଜପଥର ଡାକ ବଙ୍ଗଳା ଛକ ଗୁଣ୍ଡିଚା ମନ୍ଦିର ନିକଟ ପୋଲ ଉପରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ପୋଲକୁ ଧକ୍କା ଦେଇ ଏକ ଡମ୍ପର ପ୍ରାୟ ୨୦ ଫୁଟ୍‌ ତଳକୁ ଖସିଯିବାରୁ…

ରାସ୍ତାପାର୍ଶ୍ୱରୁ ଗଛକଟା ନେଇ ଉତ୍ତେଜନା

ହିଞ୍ଜିଳିକାଟୁ,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଘୋଡ଼ାହାଡ଼ ସେତୁ ନିକଟ ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱରୁ ବେନିୟମ ଭାବେ ଗଛ କାଟିବା ନେଇ ରବିବାର ପୂର୍ବାହ୍ନରେ ଉତ୍ତେଜନା ପ୍ରକାଶ ପାଇଛି। ନିକଟବର୍ତ୍ତୀ ଗ୍ରାମର କିଛି ମହିଳା ରାସ୍ତାପାର୍ଶ୍ୱରେ ଥିବା ଗଛଗୁଡ଼ିକୁ ଜାଳେଣି ସଂଗ୍ରହ…

କଳାହାଣ୍ଡିରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର କୋର୍ଟ, ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ

ଭବାନୀପାଟଣା,୨୮।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ କଳାହାଣ୍ଡି ଓକିଲ ସଂଘ ପ୍ରାୟ ୧୦ ବର୍ଷ ଧରି ଆନ୍ଦୋଳନ ଚଳାଇ ଆସିଛି । ପ୍ରତି ମାସର ଶେଷ ସୋମବାର କଳାହାଣ୍ଡି ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?