ଗୋପୀନାଥପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ: ବିପଦସଙ୍କୁଳ ଗୃହରେ ପାଠପଢ଼ା
ବଇଣ୍ଡା,୨୮।୭(ଡି.ଏନ.ଏ.)ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତ ଗୋପୀନାଥପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଲାଗି ରହିଛି ବ୍ୟାପକ ଅବ୍ୟବସ୍ଥା। ଆବଶ୍ୟକ ଶ୍ରେଣୀଗୃହ ଓ ଶିକ୍ଷକ ଅଭାବ ଯୋଗୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ଆଣିଛନ୍ତି ଅଭିଭାବକ। ବିପଦସଙ୍କୁଳ ଶ୍ରେଣୀଗୃହରେ ବସି ପିଲାମାନେ ପାଠ…
ଆଇଏନ୍ଟିୟୁସିର ନୂତନ କର୍ମକର୍ତ୍ତା ନିଯୁକ୍ତି
ଅନୁଗୋଳ ଅଫିସ, ୨୮।୭ – ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଯୁବ ଶାଖା (ଆଇଏନ୍ଟିୟୁସି)କୁ ଅନୁଗୋଳ ଜିଲାରେ ସୁସଙ୍ଗଠିତ କରିବା ପାଇଁ ନୂତନ ଶ୍ରମିକ ନେତା ନିଯୁକ୍ତ କରାଯାଇଛି। ଜିଲା ସଭାପତି ସୁଦୀପ ମିଶ୍ରଙ୍କ ସୁପାରିଶ କ୍ରମେ ଆଇଏନ୍ଟିୟୁସି ରାଜ୍ୟ ସଭାପତି ସତ୍ୟବ୍ରତ…
ରାତିରେ କବାଟ କିଳି ଶୋଇପଡ଼ିଲେ ଦିଦି: ସୁରକ୍ଷାକର୍ମୀ ଦେଲେ ଚିକିତ୍ସା ପରାମର୍ଶ
ଅନୁଗୋଳ ଅଫିସ, ୨୮।୭ – ମୃତଦେହରୁ ଆଖି ଗାଏବ ଚର୍ଚ୍ଚାର ଅନ୍ତ ନ ହେଉଣୁ ପୁଣି ବିବାଦରେ ପଡ଼ିଛି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ। ଶୁକ୍ରବାର ରାତିରେ ମେଡିକାଲର ଶିଶୁରୋଗ ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୧୦ ବର୍ଷୀୟା ବାଳିକାଙ୍କ ଆବଶ୍ୟକ…
‘ଅତ୍ୟାଚାର, ଆକ୍ରୋଶ ବିରୋଧରେ ମୁହଁ ଖୋଲନ୍ତୁ ମହିଳା’
ନାତୁଣୀ ହାକିମ ହେଉ, ଏହା ଥିଲା ଜେଜେଙ୍କ ଇଚ୍ଛା। ସେହି ସ୍ବପ୍ନ ଏବେ ପୂରଣ ହୋଇଛି। ହେଲେ ନାତୁଣୀର ଏହି ଖୁସି ଦେଖିବାକୁ ଜେଜେ ନାହାନ୍ତି। କେବେଠୁ ତାଙ୍କର ସ୍ବର୍ଗାବାସ ହୋଇସାରିଛି। ସେ ଥିଲେ ନିଶ୍ଚିତ ଏହି ଖୁସି ଦ୍ୱିଗୁଣିତ ହୋଇଥାନ୍ତା…
ଢେଙ୍କାନାଳରେ କର୍ମଚାରୀ ମରୁଡ଼ି: ଖାଲିପଡ଼ିଛି ୨୮୯ ପଦବୀ
ଢେଙ୍କାନାଳ ଅଫିସ, ୨୮।୭ – କାର୍ଯ୍ୟାଳୟ ଅଛି। ହେଲେ କାମ କରିବାକୁ ନାହାନ୍ତି ଅଧିକାରୀ କି କର୍ମଚାରୀ। ଖାଲି ପଡୁଛି ଚୌକି। ଖଁ। ଖଁ। ଅଫିସ। ଜରୁରୀ କାର୍ଯ୍ୟରେ ଆସୁଥିବା ଲୋକେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ନିରାଶରେ ଫେରୁଛନ୍ତି।…
ଷ୍ଟେଶନ ଲିଭ୍ ନ ନେଇ ଜିଲା ଛାଡ଼ିଛନ୍ତି ବହୁ ଅଧିକାରୀ: ବୈଠକରେ ନ ପାଇ ବିରକ୍ତ ହେଲେ ଜିଲାପାଳ
ଅନୁଗୋଳ ଅଫିସ, ୨୮।୭ – ମାସର ଚତୁର୍ଥ ଶନିବାରକୁ ଛୁଟି ଘୋଷଣା କରାଯାଇଥିଲେ ବି ପ୍ରଥମାର୍ଦ୍ଧ ଅର୍ଥାତ୍ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଜିଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ କାର୍ଯ୍ୟାଳୟରେ ରହିବେ। ଏହି ଦୁଇଘଣ୍ଟାରେ ସେମାନେ ନିଜ ନିଜ ବିଭାଗର ଉନ୍ନୟନ କାର୍ଯ୍ୟର ରୂପାୟନ…
ବର୍ଷାରେ ଧୋଇଗଲା ପୋଲ ଉପର ରାସ୍ତା
ଦାରିଙ୍ଗବାଡ଼ି,୨୮ା୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତବିଭାଗର ଗଦଡ଼ି ପୋଲ ରାସ୍ତା ପାର୍ଶ୍ୱ ଧୋଇଯିବା ଫଳରେ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଉକ୍ତ ରାସ୍ତା ଦେଇ ଯାତ୍ରୀବାହୀ ବସ୍ ଚଳାଚଳରେ ସମସ୍ୟା ଦେଖାଦେଇଛି। ନିର୍ମାଣର ୨ବର୍ଷ ନପୂରୁଣୁ ରାସ୍ତା ଧୋଇଯିବାକୁ ନେଇ…
ନିଖୋଜ ନାବାଳିକା ୭ ଦିନ ପରେ ଉଦ୍ଧାର
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୨୮।୭ (ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁ। ଥାନା ମାର୍ଦ୍ଦିପଙ୍କା ଅଞ୍ଚଳରୁ ନିଖୋଜ ନାବାଳିକାଙ୍କୁ ୭ଦିନ ପରେ ବ୍ରାହ୍ମଣୀଗାଁ ପୋଲିସ ଶନିବାର ଦାରିଙ୍ଗବାଡ଼ି ଚାରିଛକରୁ ଉଦ୍ଧାର କରିଛି । ଫୁଲବାଣୀ ଜିଲା ସ୍ବାସ୍ଥ୍ୟକେନ୍ଦକ୍ରରେ ଚିକିତ୍ସା ପରେ ତାଙ୍କୁ ସିଡବ୍ଳୁସିଙ୍କୁ ହସ୍ତାନ୍ତର କରାଯାଇଥିବା ବ୍ରାହ୍ମଣୀଗଁା…
ବିଦ୍ୟୁତ୍ ତାର ଲାଗି ଶ୍ରମିକଙ୍କ ମୃତ୍ୟୁ, ରାସ୍ତାରୋକୋ
ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ ବଡସାହିର ସନ୍ତୋଷ ସାହୁ (୪୦)। ସନ୍ତୋଷ ବ୍ରହ୍ମାନଗରରେ ଘରକାମ କରୁଥିବା ସମୟରେ କଟର ମେଶିନରେ…
ନିଶା ଦେଇ ଛାତ୍ରଙ୍କୁ ଅପହରଣ ଉଦ୍ୟମ
ବ୍ରହ୍ମପୁର ଅଫିସ , ୨୮ା୭-ଟିଉସନରୁ ଘରକୁ ଫେରୁଥିବା ବେଳେ ଶନିବାର ରାତି ପ୍ରାୟ ୯ରେ ଜଣେ ଛାତ୍ରଙ୍କୁ ନିଶାଦେଇ ଅପହରଣ ଉଦ୍ୟମ କରାଯାଇଛି। ଛାତ୍ର ଜଣଙ୍କ ସଂଜ୍ଞାହୀନ ଅବସ୍ଥାରେ ଗଜପତିନଗର ନିକଟ ରାସ୍ତାରେ ପଡିଥିବା ବେଳେ ସେହି ବାଟଦେଇ ଯାଉଥିବା ଲୋକେ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ, ଅଭିଯୁକ୍ତ ଗିରଫ
ପାତ୍ରପୁର,୨୮ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି ା ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପାତ୍ରପୁର ବ୍ଲକ ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ…
ବ୍ରହ୍ମପୁରରୁ ୪ ରୁଟ୍ରେ ବସ୍ ଚଳାଚଳ ବନ୍ଦ
ବ୍ରହ୍ମପୁର ଅଫିସ,୨୮ା୭-ରବିବାରରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ପାଳନ କରାଯାଉଛି। ସରକାରୀ ଗାଡ଼ିଗୁଡ଼ିକୁ ମାଓବାଦୀମାନେ ଜାଳି ଦେଉଥିବା ନଜିର ରହିଛି। ଏହାକୁ ଦୃଷ୍ଟିରେ ରଖି ସତର୍କ ହୋଇଛି ଓଡିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସ୍ଆରଟିସି)।…

