ଆମ ଜିଲା ଖବର

ବିଦ୍ୟୁତ୍‌ ଆଘାତରେ ୨ ଯୁବକ ମୃତ

ରସାଳପୁର, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ହିଡ଼ିଗଁାରେ ଶନିବାର ଅପରାହ୍ନରେ ବିଦ୍ୟୁତ୍‌ ଆଘାତ ଲାଗି ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ପ୍ରଦୀପ ଜେନା ଓ ଲାଇନମ୍ୟାନ ସତ୍ୟନାରାୟଣ ଦାସ। ଗତ ଦୁଇ ଦିନ ତଳେ ହିଡ଼ିଗଁାର ନାରାୟଣ ଜେନାଙ୍କ…

ଶବକୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଜଳେଶ୍ୱର, ୧୮ା୮-ଜଳେଶ୍ୱର ଥାନା ମଣିପାଟଣା ଗ୍ରାମର ଶିବ ଜେନାଙ୍କ ପୁଅ ସତ୍ୟବ୍ରତ ଜେନା(୨୮)ଙ୍କ ଶୁକ୍ରବାର ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ତାଙ୍କର ଶବ ବ୍ୟବଚ୍ଛେଦ ପରେ ଆମ୍ବୁଲାନ୍ସ ଯୋଗେ ମଣିପାଟଣା ଗ୍ରାମ ପାଖକୁ ଅଣାଯାଇଥିଲା। ମାତ୍ର ଜଳେଶ୍ୱର ମ୍ୟୁନିସିପାଲିଟିରୁ ଏହି ଗ୍ରାମକୁ…

ଯାତ୍ରା କଳାକାରଙ୍କୁ ହତ୍ୟା

ଭୋଗରାଇ, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଶୁକ୍ରବାର ମଧ୍ୟରାତ୍ରିରେ ଜଣେ ନିଶାଗ୍ରସ୍ତ ଯୁବକ ଯାତ୍ରା ପାର୍ଟିର ହାସ୍ୟ କଳାକାରଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିଥିବା ଭୋଗରାଇ ଥାନାରେ ଅଭିଯୋଗ ହୋଇଛି ା ପୋଲିସ…

ନାବାଳିକାଙ୍କୁ ଅସଦାଚରଣ ମାମଲା : ଗିରଫ ଅଭିଯୁକ୍ତ କୋର୍ଟରୁ ଫେରାର

ରୂପ୍‌ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଞ୍ଚଳର ଏକ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଗିରଫ ହୋଇଥିବା ନିମାଇଁ ଦଳାଇ ନାମକ ଯୁବକ ଶନିବାର କୋର୍ଟ ପରିସରରେ ପୋଲିସ ହେପାଜତ୍‌ରୁ ଫେରାର ହୋଇଯାଇଛନ୍ତି। ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ବିବାହ କରିଥିବା ପ୍ରିୟତମା ପ୍ରଧାନ (୨୩)। ମୃତଦେହକୁ ପୋଲିସ ଜବତ କରି ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର…

ଧାନ ରୋଇବା ବେଳେ ବଜ୍ରପାତ, ମହିଳା ମୃତ

ପାତ୍ରପୁର,୧୭ା୮(ଡି.ଏନ.ଏ.): ଜରଡ଼ା ଥାନା ପାତ୍ରପୁର ବ୍ଲକ ଗୁଣ୍ଡ୍ରା ପଞ୍ଚାୟତ ରାଙ୍କୁଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ବିଲରେ କାମ କରୁଥିବା ଜଣେ ମହିଳା ଶ୍ରମିକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସପଙ୍ଗ ଗ୍ରାମର ପାର୍ବତୀ ନାଇକ(୫୫)। ସପଙ୍ଗ ଗ୍ରାମର ପାର୍ବତୀଙ୍କ ସହ…

ବଜ୍ରପାତରେ ଚିଙ୍ଗୁଡି ଚାଷୀଙ୍କ ପ୍ରାଣଗଲା

ରୂପ୍‌ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ପରିଖି ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଚିଙ୍ଗୁଡି ଚାଷ କରୁଥିବା ପଞ୍ଚାନନ ରଣା (୬୨) ନାମକ ଚାଷୀଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ପଞ୍ଚାନନଙ୍କ ଘର ଟାଉନ ଥାନା ରାଜା ବଗିଚା ଅଞ୍ଚଳରେ। ସେ…

ଆକ୍ରମଣ, ଲୁଟ୍‌ ଘଟଣା : ୩ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୭।୮: ଏକ ଆକ୍ରମଣ ଓ ଲୁଟ୍‌ ମାମଲାର ବିଚାର କରି ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ସିଜେଏମ)ପ୍ରଜ୍ଞା ପାରମିତା ରାଉଳ ୩ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି । ସେମାନେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା…

‘ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର’

ବାଲେଶ୍ୱର ଅଫିସ୍‌, ୧୭ା୮: ୩୭୦ ଧାରା ଉଚ୍ଛେଦ କରି କେନ୍ଦ୍ର ସରକାର କାଶ୍ମୀରବାସୀଙ୍କୁ ନ୍ୟାୟ ପ୍ରଦାନ କରିଛନ୍ତି। ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଏକ ଘରୋଇ ହୋଟେଲ ପରିସରରେ…

ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ ଜେଲ୍‌

ବ୍ରହ୍ମପୁର ଅଫିସ,୧୭।୮ : ଏକ ବଳାତ୍କାର ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରା ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହା ସହ ୧୭ ହଜାର ଟଙ୍କା ଜରିମାନା ଦେବାକୁ…

ଥାନାଧିକାରୀଙ୍କ ବଦଳି ଦାବିରେ ଗ୍ରାମବାସୀ ଏସ୍‌ପିଙ୍କ ଦ୍ୱାରସ୍ଥ

କୋରାପୁଟ,୧୭।୮(ସ୍ବ.ପ୍ର.): କୋରାପୁଟ ଜିଲାର ପାଡୁଆ ଥାନାଧିକାରୀଙ୍କ ବଦଳି ଦାବି କରି ଦୁଇ ଗ୍ରାମର ଶତାଧିକ ଗ୍ରାମବାସୀ ଶନିବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ଗତ ଜୁଲାଇ…

ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ

ଭଦ୍ରକ ଅଫିସ, ୧୭।୮ – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମୌସୁଧା ଗ୍ରାମର କଲେଜ ପଢୁଆ ଛାତ୍ରୀ ରୀନାରାଣୀ ନାୟକଙ୍କର ଶନିବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସେ ଶୁକ୍ରବାର ରାତିରେ ଶୋଇଥିବା ବେଳେ ଘରେ ପଶି ସାପ କାମୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?